Browsing Category
ଆଜିର ଖବର
ରାଜ୍ୟରେ ଶୀତର ଲହରୀ, ୩ରୁ ୪ ଡିଗ୍ରୀ ଖସିବ ପାରଦ
ରାଜ୍ୟରେ ଶୀତର ଲହରୀ । ୧୫ଡିଗ୍ରୀ ତଳେ ରହିଛି ୯ ସହରର ପାରଦ । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ରାତି ତାପମାତ୍ରା ହ୍ରାସ ପାଇବା ସହ ଥଣ୍ଡା ବଢୁଛି । ଦାରିଙ୍ଗବାଡିଠାରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ଛୁଇଁଥିବାବେଳେ ଝାରସୁଗୁଡା ୧୧.୭ ଡିଗ୍ରୀ, ଫୁଲବାଣୀ ୧୨ଡିଗ୍ରୀ, ରାଉରକେଲା!-->…
ଏମିତି ଏକ ଦେଶ ଅଛି , ଯେଉଁଠି ବର୍ଷକ ୧୨ ନୁହେଁ , ୧୩ ମାସ
ଜାଣିବା କଥା-ବର୍ଷକ ୧୨ ମାସ , ଏ କଥା ସମସ୍ତେ ତ ଜାଣନ୍ତି , କିନ୍ତୁ ଦୁନିଆରେ ଏମିତି ଏକ ଦେଶ ଅଛି , ଯେଉଁଠି ବର୍ଷକ ୧୨ ନୁହେଁ , ୧୩ ମାସ। ଆଉ ଏହି ଦେଶ ଦୁନିଆଠାରୁ ୭ ବର୍ଷ ପଛରେ ଚାଲୁଛି। ସେଠି ଏବେ ୨୦୨୫ ନୁହେଁ ଚାଲିଛି ୨୦୧୭ ମସିହା। ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସତ। ଏହି ଦେଶ!-->…
ନାବାଳିକା ଝିଅକୁ ଦୁଷ୍କର୍ମ ଉଦ୍ୟମ
ସମ୍ବଲପୁରଜିଲ୍ଲା ଯୁଯୁମୁରା ଥାନା ଅଞ୍ଚଳରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କ ସହ ତାଙ୍କ ନିଜ ବାପା ଦ୍ୱାରା ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏନେଇ ପୀଡ଼ିତା ଗତକାଲି ଯୁଯୁମୁରା ଥାନାରେ ଲିଖିତ ଅଭିଯୋଗ ଦାଖଲ କରିଛନ୍ତି। ପୁଲିସ ଅଭିଯୋଗ ଆଧାରରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ!-->…
କଟକ ମଣି ସାହୁ ଛକରେ କୋଠା ବାଲକୋନି ଭୁଶୁଡି ୩ ଜଣ ମୃତ୍ୟୁ
କଟକ ମଣି ସାହୁ ଛକରେ କୋଠା ବାଲକୋନି ଭୁଶୁଡି ୩ ଜଣ ମୃତ୍ୟୁବରଣ କରିଛନ୍ତି । ମଣିସାହୁ ଛକ ନିକଟରେ ଥିବା ହାଡ଼ିବନ୍ଧୁ ସ୍କୁଲ ନିକଟରେ ପୁରୁଣା କୋଠା ଭୁଶୁଡ଼ିବାରୁ ବସ୍ତିରେ ରହୁଥିବା ୩ ଜଣଙ୍କର ମୃତ୍ୟୁ ଘଟିଛି। କମିସନରେଟ୍ ପୋଲିସ କହିଛି ଯେ, ସ୍ବାମୀ,ସ୍ତ୍ରୀ, ଜଣେ ମହିଳା ଓ ଦୁଇ ଛୋଟ!-->…
ପୀତବାସଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା
ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା ପ୍ରଦାନ କରାଯିବ। ପୀତବାସଙ୍କ ଘର ଚାରିପଟେ ସାଧା ପୋଷାକଧାରୀ ପୋଲିସ ମୁତୟନ କରାଯାଇଛି। ପତ୍ନୀଙ୍କ ପ୍ରେସମିଟ୍ ପରେ ସୁରକ୍ଷା ଦେବାକୁ ପଦକ୍ଷେପ ନିଆଯାଇଛି। ମାମଲା ପ୍ରତ୍ୟାହାର ପାଇଁ ଧମକ ଆସୁଥିବା ଅଭିଯୋଗ କରିଥିଲେ ପତ୍ନୀ।!-->…
ନୂଆପଡାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ଶୋ’
ନୂଆପଡାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ରୋଡ ଶୋ’ କରିଛନ୍ତି। ନୂଆପଡାରୁ ଖରିଆଳ ରୋଡ୍ ପର୍ଯ୍ୟନ୍ତ ରୋଡ୍ ଶୋ’ କରିଛନ୍ତି। ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିଥିଲେ। ଜୟଙ୍କୁ ଭୋଟ ଦେଇ ବିଜୟୀ କରିବାକୁ ସେ ଭୋଟରଙ୍କୁ ନିବେଦନ କରିଥିଲେ। ଏହି ପରିପ୍ରେକ୍ଷୀରେ!-->…
ଗୁଣ୍ଡିଚା ମନ୍ଦିର ଦଳାଚକଟା ଘଟଣା ରିପୋର୍ଟକୁ ନିନ୍ଦା କରିଛି ବିଜେଡି
ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ହୋଇଥିବା ଦଳାଚକଟା ପାଇଁ ୭ ପୋଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ । କାର୍ଯ୍ୟରେ ଅବହେଳା ପାଇଁ ଏହି ପୋଲିସ ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବାକୁ!-->…
RBIର ନୂଆ ନିିୟମ: ସୁନା ପରି ଏବେ ରୂପାରେ ବି ମିଳିବ ଲୋନ୍
ଏହା ବ୍ୟତୀତ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ କାର୍ଯ୍ୟ କରୁଥିବା ସମବାୟ ବ୍ୟାଙ୍କଗୁଡ଼ିକ ମଧ୍ୟ ରୁପା ଋଣ ପ୍ରଦାନ କରିବେ। ଅଣ-ବ୍ୟାଙ୍କିଙ୍ଗ ଆର୍ଥିକ କମ୍ପାନୀ (NBFC) ଏବଂ ଗୃହ ଆର୍ଥିକ କମ୍ପାନୀଗୁଡ଼ିକ ମଧ୍ୟ ସେମାନଙ୍କର ଗ୍ରାହକମାନଙ୍କୁ ରୁପା ଋଣ ପ୍ରଦାନ କରିବେ।
ନୂତନ ନିୟମ!-->!-->!-->…
ଘୁମୁସର ବନଖଣ୍ଡରେ ୧୫ରୁ ବାଘ ଗଣନା
ପ୍ରତି ୪ ବର୍ଷକୁ ଥରେ ଦେଶରେ ବାଘ ଗଣନା ହେଉଛି। ତେଣୁ ଚଳିତ ବର୍ଷ ଦେଶରେ ବାଘ ଗଣନା ପ୍ରକ୍ରିୟା ଚାଲିଛି। ଏହିଭଳି ବ୍ରହ୍ମପୁର ଆଞ୍ଚଳିକ ବନ ସଂରକ୍ଷକ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ବିଭିନ୍ନ ବନଖଣ୍ଡରେ ବାଘ ଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ବର୍ତ୍ତମାନ କର୍ମଚାରୀମାନଙ୍କୁ ତାଲିମ ପ୍ରଦାନ!-->…
ପୁଣି ପରୀକ୍ଷା ଦ୍ୱନ୍ଦ୍ୱ । ଆସନ୍ତାକାଲି ଗୋଟିଏ ଦିନରେ ଗୋଟିଏ ସମୟରେ ୨ଟି ପରୀକ୍ଷା
ପୁଣି ପରୀକ୍ଷା ଦ୍ୱନ୍ଦ୍ୱ । ଆସନ୍ତାକାଲି ଗୋଟିଏ ଦିନରେ ଗୋଟିଏ ସମୟରେ ୨ଟି ପରୀକ୍ଷା । ଓପିଏସସି ପକ୍ଷରୁ ଆସନ୍ତାକାଲି ରହିଛି ଏଏସଓ । ଦିନ ୯ଟା, ୧୧ଟା ୩୦ ଓ ୨ଟା ୩୦ରେ ୩ଟି ସିଟିଂରେ ପରୀକ୍ଷା ହୋଇଛି । ଅନ୍ୟପକ୍ଷରେ ଓଏସଏସଏସସି ପକ୍ଷରୁ ଜାରି ହୋଇଛି ଆରଆଇ, ଆଇସିଡିସି, ଏଆରଆଇ ପରୀକ୍ଷା!-->…
ଗୁଣ୍ଡିଚା ମନ୍ଦିର ଦଳାଚକଟା ଘଟଣା; ୭ ପୋଲିସ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ରଥଯାତ୍ରା ସମୟରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ । ୭ ଜଣ ପୋଲିସ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଗୁଣ୍ଡିଚା ମନ୍ଦିର ସାମ୍ନାରେ ଦଳାଚକଟାରେ ୩ ଜଣ ଶ୍ରଦ୍ଧାଳୁ ପ୍ରାଣ ହରାଇଥିଲେ । ଉନ୍ନୟନ କମିଶନରଙ୍କୁ ଦଳାଚକଟା ଘଟଣାର ତଦନ୍ତ!-->…
ଡିସେମ୍ବର ୧ରୁ ସଂସଦର ଶୀତ ଅଧିବେଶନ
ଡିସେମ୍ବର ୧ରୁ ସଂସଦର ଶୀତ ଅଧିବେଶନ। ଡିସେମ୍ବର ୧୯ ତାରିଖ ଯାଏଁ ଚାଲିବ ଶୀତ ଅଧିବେଶନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ ମିଳିଥିବା ନେଇ ସଂସଦୀୟ ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି । ଆଗାମୀ ଅଧିବେଶନରେ ପ୍ରମୁଖ ଆଇନଗତ କାର୍ଯ୍ୟ ଏବଂ ନୂତନ ବର୍ଷ ପୂର୍ବରୁ ଜାତୀୟ!-->…