Browsing Category

ଆଜିର ଖବର

ଆସୁଛି ଡବଲ୍ ଲଘୁଚାପ

ଆସୁଛି ଡବଲ୍ ଲଘୁଚାପ । ଗୋଟିଏ ଲୋପ୍ରେସର ୧୪ ତାରିଖରେ ଅନ୍ୟଟି ୧୯ ତାରିଖରେ ହେବା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାତ୍ୟା ମୋନ୍ଥା ପ୍ରଭାବରେ ବର୍ତ୍ତମାନ ପୂର୍ବକେନ୍ଦ୍ରୀୟ ଏବଂ ତତସଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।

ଭୋଟ ଗ୍ରହଣ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ ନିର୍ବାଚନ ପ୍ରଚାର ଉପରେ କଟକଣା

ନିର୍ବାଚନରେ ସ୍ୱଚ୍ଛତା ବଜାୟ ରଖିବା ଏବଂ ମତଦାତାମାନଙ୍କ ପାଇଁ ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶ ସୁନିଶ୍ଚିତ କରିବା ପାଇଁ, ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶା ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବ ଅବଧି, ଯାହାକୁ ସାଧାରଣତଃ ନୀରବ ଅବଧି ବୋଲି କୁହାଯାଇଥାଏ, ନିମନ୍ତେ ଏକ

ଓଡ଼ିଆ ଝିଅ ପ୍ରଥମ ମହିଳା ଭାବେ ଝାଡ଼ଖଣ୍ଡ ଡିଜିପି

ଓଡ଼ିଶାରେ ଜନ୍ମିତ ବରିଷ୍ଠ ଆଇପିଏସ୍ ଅଧିକାରୀ ତାଦାଶା ମିଶ୍ର ଝାଡ଼ଖଣ୍ଡର କାର୍ଯ୍ୟକାରୀ ପୋଲିସ ମହାନିର୍ଦ୍ଦେଶକ (DGP) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ପଦବୀରେ ଅବସ୍ଥାପିତ ହେବାରେ ସେ ହେଉଛନ୍ତି ଝାଡ଼ଖଣ୍ଡ ପୁଲିସ୍ ଫୋର୍ସର ପ୍ରଥମ ମହିଳା ମୁଖ୍ୟ।ସେ ବର୍ତ୍ତମାନ ଗୃହ, କାରାଗାର ଏବଂ

ଏସଆଇ ପରୀକ୍ଷା ଘୋଟାଲା ମାମଲା; ଶଙ୍କର ପୃଷ୍ଟିର ହେବ ଲାଏ ଡିଟେକ୍ସନ ଟେଷ୍ଟ

ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଘଟଣାର ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଏବଂ ସିଲିକନ୍ ଟେକ୍ ମାଲିକ ସୁରେଶ ନାୟକଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ପଚରାଯାଇଥିଲେ ମଧ୍ୟ ସେମାନେ କେହି ସନ୍ତୋଷଜନକ ଉତ୍ତର ଦେଉନାହାନ୍ତି । ଯାହାକୁ ନେଇ ଏବେ

ପିତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ବିପକ୍ଷରେ ୨୦୯ ଓକିଲ

ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲା, ଅଭିଯୁକ୍ତ ବିକ୍ରମ ପଣ୍ଡାଙ୍କ ବିପକ୍ଷରେ ୱକାଲତନାମା ଦାଖଲ କଲେ ୨୦୯ଜଣ ଓକିଲ। ପୂର୍ବରୁ ବିକ୍ରମଙ୍କ ସପକ୍ଷରେ ୪୦ରୁ ଉର୍ଦ୍ଧ୍ବ ଓକିଲ ୱକାଲତନାମା ଦାଖଲ କରିଥିଲେ । ଗୁରୁବାର ବିକ୍ରମଙ୍କ ଓକିଲ ଏକ ପିଟିସନ ବ୍ରହ୍ମପୁର ଏସ ଡିଜେଏମଙ୍କ କୋର୍ଟରେ ଦାଖଲ

ଉତ୍ତରାଖଣ୍ଡରେ ଓଡ଼ିଶା ଝିଅକୁ ବୀଭତ୍ସ ହତ୍ୟା

ଉତ୍ତରାଖଣ୍ଡରେ ଓଡ଼ିଶା ଝିଅକୁ ବୀଭତ୍ସ ହତ୍ୟା । ରାୟଗଡା ଜିଲ୍ଲା ଜେକେପୁର ଅଞ୍ଚଳର ୨୩ ବର୍ଷିୟ ଝିଅ ସୃଷ୍ଟି ଶର୍ମାଙ୍କୁ ଉତ୍ତରାଖଣ୍ଡର ଲାଲପୁରରେ ବୀଭତ୍ସ ହତ୍ୟା କରାଯାଇଛି । ସୃଷ୍ଟି ରହୁଥିବା ଭଡ଼ା ଘର ମାଲିକଙ୍କ ପୁଅ ହତ୍ୟା କରିଥିବା ସ୍ପଷ୍ଟ କରିଛି ଲାଲପୁର ପୋଲିସ । ହତ୍ୟା କରି ଇଟା ଓ

ରୋଡ୍ସ କଂଗ୍ରେସ ସମାବେଶ ଉଦଘାଟନ କଲେ ନୀତିନ ଗଡକରୀ

ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି।ନଭେମ୍ବର ୧୦ ଯାଏଁ ସଡକ ପରିବହନ ଉପରେ ଆଲୋଚନା ହେବ । ୮୪ ତମ ଅଧିବେଶନରେ ଅଂଶଗ୍ରହଣ

ଶ୍ରୀମନ୍ଦିର ଭିତରେ ପୁଣି ହିଡେନ କ୍ୟାମେରା ଜବତ

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ପୁଣି ତ୍ରୁଟି । ଚଷମାରେ ହିଡେନ୍‌ କ୍ୟାମେରା ଲଗାଇ ମନ୍ଦିର ଭିତର ପ୍ରବେଶ କରିଲେ ଅମାନିଆ। ତାଙ୍କୁ ଜଗମୋହନ ନିକଟରେ ଧରିଛନ୍ତି ଜେଟିପି । ଶ୍ରଦ୍ଧାଳୁ ଜଣଙ୍କ ଅହମ୍ମଦାବାଦର ଭରତ ପାଣ୍ଡିଆ ବୋଲି ସୂଚନାରୁ ଜଣାପଡ଼ିଛି। ଶ୍ରଦ୍ଧାଳୁ ଜଣଙ୍କୁ ଅଟକ ରଖି ପୋଲିସ

ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’କୁ ୧୫୦ବର୍ଷ ପୂର୍ତ୍ତି: ଡାକଟିକଟ ଏବଂ ମୁଦ୍ରା ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

ରାଷ୍ଟ୍ର ଆରାଧନା ଓ ଦେଶପ୍ରୀତିର ଗାଥା କହୁଥିବା ଜାତୀୟ ସଙ୍ଗୀତ 'ବନ୍ଦେ ମାତରମ୍‌'କୁ ୧୫୦ ବର୍ଷ ପୂରିଛି । ୧୮୭୬ଠାରୁ ଭାରତୀୟଙ୍କ ମଧ୍ୟରେ 'ବନ୍ଦେ ମାତରମ୍‌' ଦେଶପ୍ରେମ ଓ ଜାତୀୟ ଚେତନା ସୃଷ୍ଟି କରି ଆସୁଛି । 'ବନ୍ଦେ ମାତରମ୍‌'କୁ ୧୫୦ ବର୍ଷ ପୂର୍ତ୍ତି ଅବସରରେ ଉତ୍ସବ ପାଳୁଛି ଭାରତ ।ଆଜି

ଲୋକସେବା ଭବନରେ ବନ୍ଦେ ମାତରମ ଗାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ୭ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ବନ୍ଦେ ମାତରମ ଗାନ କରିଛନ୍ତି । ତାଙ୍କ ସହିତ ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ବିଭିନ୍ନ ବିଭାଗର ସଚିବ ମଧ୍ୟ ଏହି ବିଶେଷ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ବନ୍ଦେ ମାତାରମ ଗାନ କରିଛନ୍ତି । ଏହାଛଡା ଲୋକସେବା ଭବନରେ

ଆଜି ଜାତୀୟ କ୍ୟାନସର ସଚେତନତା ଦିବସ

ଆଜି ଜାତୀୟ କ୍ୟାନସର ସଚେତନତା ଦିବସ । ବିଶ୍ୱ ସ୍ତରରେ କ୍ୟାନ୍ସର ଏକ ଗମ୍ଭୀର ରୋଗ ଭାବେ ଉଭା ହୋଇଛି । ଏହି ରୋଗରେ ଆକ୍ରାନ୍ତ ରୋଗୀ ଏବଂ ମୃତ୍ୟୁ ସଂଖ୍ୟା ପ୍ରତି ବର୍ଷ ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ମଧ୍ୟ କିଛି ବର୍ଷ ମଧ୍ୟରେ ଏହି ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପିଲାଙ୍କ ଠାରୁ

ଆଜି ନୂଆପଡା ଯିବେ ନବୀନ, କରିବେ ରୋଡ ସୋ

ଆସନ୍ତା ରବିବାର ସନ୍ଧ୍ୟାରେ ସରିବ ନୂଆପଡ଼ା ଉପନିର୍ବାଚନ ପ୍ରଚାର । ତେଣୁ ଦ୍ୱିତୀୟ ଥର ପାଇଁ ଶୁକ୍ରବାର ନବୀନଙ୍କର ମାରାଥନ୍‌ ପ୍ରଚାର କାର୍ଯ୍ୟକ୍ରମ ରହିଛି । ଗତ ୩ ତାରିଖରେ ନବୀନ ପ୍ରଥମ ପର୍ଯ୍ୟାୟ ପ୍ରଚାରରେ ଯାଇ ନୂଆପଡ଼ାର କୋମନା ବ୍ଲକରେ ସାଧାରଣ ସଭାରେ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ