Browsing Category

ଆଜିର ଖବର

ବାଲିଯାତ୍ରାରେ ଖାଦ୍ୟର ମାନ ଯାଞ୍ଚ୍‌ ପାଇଁ ଆସିଛି ମୋବାଇଲ୍‌ ଭ୍ୟାନ୍

ଚଳିତ ବର୍ଷ ବାଲିଯାତ୍ରାରେ ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ସବୁ ଖାଦ୍ୟ ଷ୍ଟଲ୍‌ ଉପରେ ନଜର ରଖିଛି କଟକ ମହାନଗର ନିଗମ (ସିଏମ୍‌ସି) ଖାଦ୍ୟ ସୁରକ୍ଷା ବିଭାଗ । ଏ ନେଇ ପଡ଼ିଆରେ ସବୁଦିନ ଖାଦ୍ୟ ଯାଞ୍ଚ୍‌ ପାଇଁ ୩ଟି ଟିମ୍‌ ପ୍ରସ୍ତୁତ ହୋଇଛନ୍ତି |ଖାଦ୍ୟ ନମୁନାର ତୁରନ୍ତ ଯାଞ୍ଚ୍‌

ବ୍ରାଜିଲ ମଡେଲ ରାଜନୀତି ଭିତରେ ରାହୁଲଙ୍କ ଅଭିଯୋଗ ଉପରେ ଆସିଲା ବ୍ରାଜିଲରୁ ପ୍ରତିକ୍ରିୟା

ରାହୁଲ ଗାନ୍ଧୀ ହରିୟାଣାର ଭୋଟର ତାଲିକାରେ ଅନିୟମିତତା ଅଭିଯୋଗ କରିଛନ୍ତି। ଏହି ବିବାଦ ଏକ ଆଶ୍ଚର୍ଯ୍ୟଜନକ ମୋଡ଼ ନେଇଛି। ରାହୁଲ ଗାନ୍ଧୀଙ୍କ ସାମ୍ବାଦିକ ସମ୍ମିଳନୀରେ ଦେଖାଯାଇଥିବା ଭୋଟର ପରିଚୟପତ୍ର ଫଟୋ ଏବେ ବିବାଦର ବିଷୟ ପାଲଟିଛି। ତେବେ ବ୍ରାଜିଲର ଜଣେ ମଡେଲ ହରିୟାଣାରେ ୨୨ ଥର ଭୋଟ୍

ସ୍କୁଲ ଅଫିସ୍ ଭିତରେ ଲୁଚି ରହିଥିଲା ବିରାଟ ନାଗ

ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ଥାନା ଅଧିନସ୍ଥ ସାନ ସାଶନ ପଞ୍ଚାୟତର ମତ ବାଜ ଶାସନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ ଭିତରୁ ସାଢେ ୪ ଫୁଟ ର ନାଗ ସାପ ଉଦ୍ଧାର । ଆଜି ଜଣେ ଶିକ୍ଷକ ବିଦ୍ୟାଳୟର ଅଫିସ ରୁମ ଖୋଲିଲା ବେଳେ ହଟାତ ଗୋଟିଏ ନାଗ ସାପ ଥାକ ଉପରେ ଫଣା ଟେକି ସୋଇ ଥିବା

ଆଜି ମାର୍ଗଶିର ପ୍ରଥମ ଗୁରୁବାର । ଓଡ଼ିଆ ଘରର ବଡ଼ ପୂଜା

ମାର୍ଗଶିର ମାସ ପ୍ରଥମ ପାଳି ଗୁରୁବାର । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ପୂଜା କରାଯାଏ। ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ। ପ୍ରତି ବିବାହିତ ମହିଳା ଏହି ପର୍ବ ପାଳିଥାନ୍ତି । ଏବେ ଚାଉଳ କୁଟିବା ଲାଗି ଢିଙ୍କି ଯୁଗ ନାହିଁ ନହେଲେ ବୋଧହୁଏ ଆଜି ସକାଳୁ ସକାଳୁ ଅରୁଆ ଚାଉଳର ଢିଙ୍କି

ରାସ୍ତାରେ ପାଠ ପଢ଼ିଲେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ର

ରାସ୍ତାରେ ପାଠ ପଢ଼ିଛନ୍ତି ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ର। ବିଶ୍ୱବିଦ୍ୟାଳୟରେ କ୍ଲାସ ରୁମ୍‌ ଅସୁରକ୍ଷିତ ଦର୍ଶାଇ ପ୍ରତିବାଦ କରିଛନ୍ତି। ଯୁକ୍ତ ୩ କଳାର ୨ୟ ବର୍ଷର ଛାତ୍ରୀଛାତ୍ର ରାସ୍ତାରେ ବସି ପଢ଼ିଛନ୍ତି। ସୂଚନାନୁଯାୟୀ, କିଛି ଦିନ ତଳେ ରେଭେନ୍ସା ବିଶ୍ଵବିଦ୍ୟାଳୟର ଓଡ଼ିଆ

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ । ଫୋନ ପେ’ରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛି। କେନ୍ଦୁଝର ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଜଣକ ହେଉଛନ୍ତି ବିପ୍ଳବ କେଶରୀ ସାମନ୍ତରାୟ ।ଭିଜିଲାନ୍ସ ଏକ ବିବୃତ୍ତିରେ କହିଛି ଯେ

ବ୍ରହ୍ମପୁରରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ାଉ

ବ୍ରହ୍ମପୁରରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ାଉ। ଚିଟ୍‌ଫଣ୍ଡ କମ୍ପାନି ଗ୍ରୀନ୍‌ ଇଣ୍ଡିଆ କର୍ତ୍ତୃପକ୍ଷ ଘରେ ରେଡ୍ କରାଯାଇଛି। ଅଯୋଧ୍ୟା ନଗର ଅଞ୍ଚଳରେ ଥିବା ଗ୍ରୀନ୍ ଇଣ୍ଡିଆ ସଂସ୍ଥାର ମୁଖ୍ୟ ପ୍ରଦୀପ ସିଂଙ୍କ ଘରେ ଇଡି ତନାଘନା ଚଳାଇଛି। ଲୋକଙ୍କଠୁ ପାଖାପାଖି ୫୦୦ କୋଟି ଠକେଇ ଅଭିଯୋଗ

ବିଷ ପିଇ ଜୀବନ ହାରିଲେ ମହିଳା ହୋମଗାର୍ଡ

ଚନ୍ଦ୍ରଶେଖରପୁର ଥାନା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ହାଉସିଂବୋର୍ଡ କଲୋନୀ ସରକାରୀ କ୍ବାଟରରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ସୁଜାତା ରାଣି କର । ଦୁଇ ମାସ ହେବ ସେ ଚନ୍ଦ୍ରଶେଖରପୁର ଥାନାରେ ନିଯୁକ୍ତ ହୋଇଥିଲେ ।ଗତକାଲି ବିଷପିଇ ଜାବନ ହାରିଥିବା ପରିବାର

ସ୍ଵପ୍ନାଦେଶ ପରେ ମିଳିଲା ପାଣିରେ ଭାସୁଥିବା ପଥର

ରାୟଗଡା ଜିଲ୍ଲା ଗୁଣପୁରର ଭିମପୁର ନିକଟ ମାଛଡିଆ ନଦୀରେ ଗୋଟିଏ ପଥର ଖଣ୍ଡ ଭାସି ଆସି ଏକ ବାଲି ଶଯ୍ୟା ଉପରେ ଥିବା ଦେଖିବାକୁ ମିଳିଥିଲା । ଯାହାର ଓଜନ ପ୍ରାୟ ୮ ରୁ ୯ କେଜି ହେବ । ତେବେ ଗତ ଗୁରୁବାର ଦିନ ଭିମପୁର ଗମାଙ୍ଗୋ ସାହିର ଇଶ୍ଵର ଶବରଙ୍କୁ ସ୍ଵପ୍ନାଦେଶ ହୋଇଥିଲା । ଇଶ୍ଵର ଶବରଙ୍କୁ

ବରଗଡ଼ ଧନୁଯାତ୍ରା: କଂସ ଲବି ଆରମ୍ଭ

ମୁକ୍ତାକାଶ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୨୪ତାରିଖରେ ଆରମ୍ଭ ହେବ।ତେବେ ଏଥର କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ ପ୍ରକ୍ରିୟା ହେଉଛି। ଗତ ୧ତାରିଖ ଆଶାୟୀଙ୍କ ଆବେଦନ ସରିଯାଇଛି। ତେବେ ଏପର୍ଯ୍ୟନ୍ତ ଚୟନ ତାରିଖ ତ ଘୋଷଣା ହେବା ଦୂରର କଥା, ଆବେଦନ ଫର୍ମର

ଆଜି ଛାଡ଼ଖାଇ ଜାଣନ୍ତୁ ଛାଡଖାଇର ପ୍ରକୃତ ଅର୍ଥ ?

ଆଜି ଛାଡ଼ଖାଇ । କାର୍ତ୍ତିକ ମାସରେ ଲୋକେ ଆମିଷ ଛାଡ଼ି କାର୍ତ୍ତିକ ବ୍ରତ ପାଳିଥିଲେ । ତେଣୁ ମାସକ ପରେ ପାଟିରେ ବାଜିବ ଆମିଷର ସ୍ୱାଦ । ସାଧାରଣତଃ ଛାଡ଼ଖାଇରେ ଆମିଷର ଚାହିଦା ଅନ୍ୟଦିନ ଅପେକ୍ଷା ଅଧିକ ରହିଥାଏ । ତେବେ ଗୁରୁବାର ଛାଡଖାଇ ପଡୁଥିବାରୁ ଏହା ପୁଣି ଦିନେ ଘୁଞ୍ଚିଛି । ଶୁକ୍ରବାର

RI ପରୀକ୍ଷାରେ ପୁଣି ବିଭ୍ରାଟ! ପରୀକ୍ଷାର୍ଥୀ ଅସନ୍ତୁଷ୍ଟ

ଆରଆଇ ପରୀକ୍ଷାରେ ସର୍ଭର ଡାଉନ ଅଭିଯୋଗ । ସକାଳ ୭.୩୦ରେ ପ୍ରବେଶ ସମୟ ଥିଲା । ୮.୪୫ରେ ଭିତରକୁ ଗଲେ ପରୀକ୍ଷାର୍ଥୀ । ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ ଅଭିଯୋଗ ହୋଇଛି । ବ୍ରହ୍ମପୁର, କାକଟପୁର ଘରୋଇ ପରୀକ୍ଷା ସେଣ୍ଟରରେ ସମସ୍ୟା ଦେଖାଦେଇଛି । ନୟାପଲ୍ଲୀ, ମଞ୍ଚେଶ୍ୱର,