Browsing Category

ଆଜିର ଖବର

ରାଜ୍ୟରେ ଆଗାମୀ ଦୁଇ ଦିନରେ ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ

ରାଜ୍ୟରେ ପହିଲି ଶୀତ । ଗତ ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ପ୍ରାୟ ୫ ଡିଗ୍ରୀ ହ୍ରାସ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ପାରଦ ପ୍ରାୟ ୩ ଡିଗ୍ରୀ କମିଛି । ଏକାଧିକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିଛି ।ପାଣିପାଗ ବୈଜ୍ଞାନୀ ଡ.ରାଜଶ୍ରୀ

ବିହାରରେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ

ବିହାର ବିଧାନସଭାର ନିର୍ବାଚନର ଆଜି ପ୍ରଥମ ପର୍ଯ୍ୟାୟ ଭୋଟ। ଭୋଟ ଦେଇ ନେତା ବାଛିବେ ଜନତା । ପ୍ରଥମ ପର୍ଯ୍ୟାୟରେ ୧୨୧ଟି ଆସନରେ ମତଦାନ ଗ୍ରହଣ ହେବ । ଭୋଟିଂ ସକାଳ ୭ଟାରୁ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ।ଏହି ପର୍ଯ୍ୟାୟରେ କିଛି ହେଭିୱେଟ୍‌ ଲଢ଼ୁଛନ୍ତି । ସେମାନଙ୍କ

ଆଜିର ରାଶିଫଳ(୬ ନଭେମ୍ବର, ୨୦୨୫)

ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ। ବୃଷ : ଆଜି ନିଜର ଉତ୍ସାହ ଗୁଣ

ସୁଡ଼ଙ୍ଗରେ ଫସିଲେ ମହିଳା ଶ୍ରଦ୍ଧାଳୁ: ୪ ଘଣ୍ଟା ପରେ ଉଦ୍ଧାର

ସପ୍ତଋଷିଙ୍କ ପୂଜାର୍ଚ୍ଚନା ପାଇଁ ପାହାଡ଼ ଉପରକୁ ଯାଇଥିବା ଜଣେ ମହିଳା ଆଜି ଅଭାବନୀୟ ଘଟଣାର ଶିକାର ହୋଇଛନ୍ତି। ସୁଡ଼ଙ୍ଗ ଦେଇ ଆଗକୁ ଯାଉଥିବା ବେଳେ ମହିଳା ଶ୍ରଦ୍ଧାଳୁ ଫସିଯାଇଛନ୍ତି। ଦୀର୍ଘ ସମୟ‌ ପରେ ତାଙ୍କୁ ଉଦ୍ଧାର କରାଯାଇଛି।ଡୁମୁରିର ଏକ ପାହାଡ଼ରେ ବହୁ ପୁରାତନ ସୁଡ଼ଙ୍ଗ ରହିଛି। ଏହି

ଐତିହାସିକ କଟକ ବାଲିଯାତ୍ରା ଉଦ୍‌ଘାଟିତ

କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଐତିହାସିକ କଟକ ବାଲିଯାତ୍ରା ବୁଧବାର ଉଦଘାଟିତ ହୋଇଯାଇଛି। ଏ ନେଇ ଆୟୋଜିତ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ବାଲିଯାତ୍ରାକୁ ଉଦଘାଟନ କରିଛନ୍ତି। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ସୂର୍ଯ୍ୟବଂଶୀ

ବାଲେଶ୍ବରରେ ଭାସିଲା ୨୦୦ ଫୁଟିଆ ଡଙ୍ଗା

୨୦୦ଫୁଟ ଲମ୍ବର ବୋଇତ ଭସାଇଲେ ଶ୍ରଦ୍ଧାଳୁ । ହଜାର ହଜାର ଲୋକଙ୍କ ସମାଗମ । ବାଲେଶ୍ଵର ଜିଲ୍ଲା ସୋର ବ୍ଲକ ମାଣିତ୍ରୀ ଗ୍ରାମର ମଦନମୋହନ ଜୀୟୁ କମିଟି ପକ୍ଷରୁ ୨୦୦ଫୁଟ ଲମ୍ବର ଏକ ବିଶାଳ ଡଙ୍ଗା ସ୍ଥାନୀୟ ପୋଖରୀରେ ଭସାଇ କାର୍ତ୍ତିକ ପୂର୍ଣ୍ଣିମା ପାଳିଲେ ଲୋକେ ।ମାଣିତ୍ରୀ ଗ୍ରାମର ମଦନ ମୋହନ

ଏହି ସହର ଭାରତର ସବୁଠାରୁ ଅପରିଷ୍କାର ସ୍ଥାନ

ଭାରତୀୟମାନଙ୍କର ବେହିସାବ ଜୀବନ ଶୈଳୀ ଓ ସରକାରଙ୍କର ବିଫଳତା ଯୋଗୁ ବର୍ତ୍ତମାନ ରାଜଧାନୀ ଦିଲ୍ଲୀ ବିଷାକ୍ତ ଧୂଆଁରେ ଅଣନିଶ୍ୱାସୀ ହୋଇପଡ଼ିଛି। ଏକ ସର୍ଭେ ଅନୁସାରେ ଦିଲ୍ଲୀରେ ରହୁଥିବା ୭୫ % ଜନତା ବର୍ତ୍ତମାନ ରୋଗଗ୍ରସ୍ତ ହୋଇପଡ଼ିଛନ୍ତି। ସଂକ୍ରମଣ ଜନିତ କାଶ, ଥଣ୍ଡା ଲାଗି ରହିଛି।ସବିଶେଷ

ଘରୋଇ ହସ୍ପିଟାଲରେ ଯୌନ ନିର୍ଯାତନା!

ଘରୋଇ ହସ୍ପିଟାଲରୁ ଆସିଲା ଯୌନ ନିର୍ଯାତନା ଅଭିଯୋଗ । ରାଜଧାନୀର ମୈତ୍ରି ବିହାର ଅଧୀନରେ ଥିବା ଏକ ଘରୋଇ ହସ୍ପିଟାଲର ଲ୍ୟାବ ଟେକ୍ନିସିଆନ ଓ ହସ୍ପିଟାଲ ମ୍ୟାନେଜମେଣ୍ଟ ବିରୁଦ୍ଧରେ ସାଙ୍ଘାତିର ଅଭିଯୋଗ ଆଣିଛନ୍ତି ଜଣେ ଯୁବତୀ । ପୀଡିତାଙ୍କର କହିବା ମୁତାବକ କିଛି ଦିନ ତଳେ ହସ୍ପିଟାଲରେ

୩୭ ବର୍ଷରେ ପାଦ ଦେଲେ ବିରାଟ କୋହଲି

ଟିମ୍ ଇଣ୍ଡିଆର ଚେଜ୍ ମାଷ୍ଟର ବିରାଟ କୋହଲି ୩୭ ବର୍ଷରେ ପଦାର୍ପଣ କରିଛନ୍ତି । ୫ ନଭେମ୍ବର ୧୯୮୮ରେ ଜନ୍ମ । ପରିବାର ସହିତ ତାଙ୍କର ୩୭ତମ ଜନ୍ମଦିନ ପାଳନ କରୁଛନ୍ତି । ଦିଲ୍ଲୀରେ ଜନ୍ମିତ କୋହଲିଙ୍କୁ ବିଶ୍ୱ କ୍ରିକେଟର ମହାନ ବ୍ୟାଟସମ୍ୟାନ ଭାବେ ଗଣାଯାଏ । ତିନି ଫର୍ମାଟରେ ସେ ବେଷ୍ଟ । ୧୮

ନାବାଳିକା ପ୍ରେମିକାଙ୍କ ବାପାଙ୍କ ବେକ କାଟିଦେଲେ ଯୁବକ

ଏକତରଫା ପ୍ରେମରୁ ଛୁରାମାଡ଼ । ନାବାଳିକାଙ୍କ ବାପାର ବେକ କାଟିଦେଲା ପ୍ରେମିକ । ଗୁରୁତର ଅବସ୍ଥାରେ ରାଜେନ୍ଦ୍ର ରାଉତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଆରୁହା ପଞ୍ଚାୟତ କୁଞ୍ଛାଗଡ଼ିଆ ଗାଁରୁ ଆସିଛି ଏପରି ଅଭାବନୀୟ ଘଟଣା । ସୂଚନାମୁତାବକ

ଯାତ୍ରାକଳାକାର ଦେବୀ ପ୍ରସାଦ ରଥଙ୍କର ପରଲୋକ

ଯାତ୍ରାକଳାକାର ଦେବୀ ପ୍ରସାଦ ରଥଙ୍କର ପରଲୋକ ହୋଇଛି । ଆଜି ଭୋର ସମୟରେ ହୃଦଘାତରେ ତାଙ୍କର ପରଲୋକ ହୋଇଛି । ଜଗତସିଂହପୁର ପାରାଦୀପ ଗଡ ସ୍ଥିତ ବାସଭବନରେ ହୃଦଘାତରେ ସେ ଆଖି ବୁଜିଛନ୍ତି । ତେବେ ଡିଜେ ସାଉଣ୍ଡ ପାଇଁ ତାଙ୍କର ମୃତ୍ୟୁ ହୋଇଥିବା ଘର ଲୋକ ଅଭିଯୋଗ କରିଛନ୍ତି । ଚାର୍‌ ଶୋ

ପାରାଦୀପ ବନ୍ଦର ରାଜ୍ୟ ପ୍ରଗତିରେ ଏକ ଅବିଚ୍ଛେଦ୍ୟ ଅଙ୍ଗ : ପାରାଦୀପରେ ହେବ ଗ୍ରୀନ ହାଇଡ୍ରୋଜେନ ହବ୍

ପାରାଦୀପରେ ହେବ ଗ୍ରୀନ ହାଇଡ୍ରୋଜେନ ହବ୍ । ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଉଦବୋଧନ ଦେଇଛନ୍ତି । କହିଛନ୍ତି, ରାଜ୍ୟ ପ୍ରଗତିର ମୁଖଶାଳା ହେଉଛି ପାରାଦୀପ ବନ୍ଦର । ପାରାଦୀପ ବନ୍ଦରଗୁଡିକୁ କାର୍ଯ୍ୟକ୍ଷମ କରାଯିବ । ବନ୍ଦର ଭିତ୍ତିକ ବିକାଶକୁ ଗୁରୁତ୍ୱ