Browsing Category
ଆଜିର ଖବର
ଅଧା ରହିଗଲା ଗଙ୍ଗା ସ୍ନାନ: ଖଣ୍ଡଖଣ୍ଡ ହୋଇଗଲା ୫ ଜଣଙ୍କ ଶରୀର
ଉତ୍ତରପ୍ରଦେଶର ମିର୍ଜାପୁର ଜିଲାରେ ବୁଧବାର ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ଚୁନାର ରେଳ ଷ୍ଟେଶନରେ ପ୍ରାୟ ୫ ଜଣ ଲୋକ ଟ୍ରେନ୍ରେ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ!-->…
ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ
ଚାଷୀଙ୍କ ପାଇଁ ଖୁସି ଖବର ।ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ । ବର୍ଦ୍ଧିତ ଏମଏସପି ଅନୁଯାୟୀ ଚାଷୀଙ୍କୁ ଅଧିକ ୬୯ ଟଙ୍କା ଦେବେ ସରକାର । ଗ୍ରେଡ- ଏ ଧାନ କ୍ୱିଣ୍ଟାଲ ପିଛା ମିଳିବ ୩୧୮୯ ଟଙ୍କା । ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ!-->…
ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ପାରାଦୀପ ବନ୍ଦର ପକ୍ଷରୁ ଆଜି ବନ୍ଦର ଦିବସ ପାଳନ ହେଉଛି । ବୋଇତ ବନ୍ଦାଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ପତାକା ଦେଖାଇ ସାଧବ ପୁଅଙ୍କୁ ମେଲାଣି ଦେଉଛନ୍ତି। ତେବେ ଶ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରା, ରାଜ୍ୟର ଅର୍ଥନୈତିକ ପ୍ରଗତି ଓ!-->…
ଆଜି ରାଜାରାଜେଶ୍ବର ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ଆଜି କାର୍ତ୍ତିକ ପୂର୍ଣ୍ଣିମା । ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ଆଜି ରାଜାରାଜେଶ୍ବର ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ବଡ଼ି ଭୋରରୁ ଦ୍ବାରଫିଟା ପରେ ନୀତିକାନ୍ତି ବଢିବା ସହ ଚାଲିଛି ସର୍ବସାଧାରଣ ଦର୍ଶନ । କାର୍ତ୍ତିକ ପୂର୍ଣ୍ଣିମାରେ ମହୋଦଧିରେ ସ୍ନାନ!-->…
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ବିଭିନ୍ନ ଜଳାଶୟରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଧର୍ମ ମାସ କାର୍ତ୍ତିକର ଶେଷ ଦିନ । ଡଙ୍ଗା ଭସାଇବା ପାଇଁ ପୋଖରୀ, ନଦୀ ଆଦି ବିଭିନ୍ନ ଜଳାଶୟରେ ଭିଡ ଜମିଛି । ଧୂପ,ଦୀପ, କର୍ପୁର ମହକରେ ପରିବେଶ ସୁଗନ୍ଧିତ ହୋଇଉଠିଛି । ତା’ସାଙ୍ଗକୁ ହୁଳହୁଳି ଓ ଘଣ୍ଟର ତାନ ସଭିଙ୍କ ମନରେ ଭରିଦେଇଛି ଆଧ୍ୟାତ୍ମିକ!-->…
କଟକ ବାଲିଯାତ୍ରା ପାଇଁ କଟକରେ ଗାଡ଼ି ଚଳାଚଳ ଉପରେ କଟକଣା
ସଜେଇ ହେଲାଣି ଐତିହାସିକ ବାଲିଯାତ୍ରା ପଡ଼ିଆ । ପ୍ରଶାସନ ତରଫରୁ ଚାଲିଛି ବ୍ୟାପକ ପ୍ରସ୍ତୁତି । ଆସନ୍ତାକାଲି ସକାଳୁ ମହାନଦୀ ପଠାରୁ ବିଭିନ୍ନ କାର୍ୟ୍ୟକ୍ରମ ଆରମ୍ଭ ହେବା ସହିତ ସଂଧ୍ୟାରେ ରହିଛି ବାଲିଯାତ୍ରାର ଉଦଘାଟନୀ ଉତ୍ସବ । ଦୀର୍ଘ ୮ ଦିନ ଧରି ଚାଲିବ ଏସିଆ ମହାଦେଶର ସର୍ବବୃହତ!-->…
ଲାଞ୍ଚ ନେଉଥିଲେ ଆରଆଇ, ଭିଜିଲାନ୍ସ ହାତରେ ଧରାପଡିଲେ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ। ଜମିର ମ୍ୟୁଟେସନ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ପିପିଲି ତହସିଲ ବନ୍ତଳସିଂ ଆରଆଇ ଜୀବନ କିଷ୍ଣା ପରିଡା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ତାଙ୍କ ନିକଟରୁ ଭିଜିଲାନ୍ସ ଟିମ୍ ୬୦ ହଜାର ଟଙ୍କା ଜବତ କରିଛି।ଅଭିଯୋଗ ଅନୁଯାୟୀ, ଅଭିଯୁକ୍ତ RI!-->…
5 ନଭେମ୍ବର ଏହି ସହରରେ ବନ୍ଦ କହିବ ବ୍ୟାଙ୍କ ।
ଭାରତୀୟ ରିଜର୍ଭ ବ୍ୟାଙ୍କ ଅନୁଯାୟୀ, ଆସନ୍ତାକାଲି ନଭେମ୍ବର 5 ତାରିଖରେ ମିଜୋରାମ, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଓଡ଼ିଶା, ଚଣ୍ଡିଗଡ଼, ଉତ୍ତରାଖଣ୍ଡ, ତେଲେଙ୍ଗାନା, ଅରୁଣାଚଳ ପ୍ରଦେଶ, ରାଜସ୍ଥାନ, ଜମ୍ମୁ ଏବଂ କାଶ୍ମୀର, ଉତ୍ତର ପ୍ରଦେଶ, ନାଗାଲାଣ୍ଡ, ପଶ୍ଚିମବଙ୍ଗ, ଦିଲ୍ଲୀ, ଛତିଶଗଡ଼,!-->…
ବିଳାସପୁରରେ ଟ୍ରେନ ଦୁର୍ଘଟଣା, ମାଲବାହୀ ଟ୍ରେନକୁ ଧକ୍କା ଦେଲା ପାସେଞ୍ଜର, ୧୦ ମୃତ
ଛତିଶଗଡ଼ର ବିଳାସପୁରରେ ବୁଧବାର ଭୟଙ୍କର ଟ୍ରେନ୍ ଦୁର୍ଘଟଣା ।ଲାଲଖାଦନ ନିକଟସ୍ଥ ଜୟରାମନଗର ରେଳ ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି। ହାଓଡ଼ା ରୁଟ୍ ରେ ଯାତ୍ରା କରୁଥିବା ଏକ ଯାତ୍ରୀବାହୀ ଟ୍ରେନ୍ ମାଲବାହୀ ଟ୍ରେନ୍ ସହିତ ଧକ୍କା ହୋଇଛି। ଫଳରେ ମାଲବାହୀ ଟ୍ରେନ୍ ର ଅନେକ ବଗି ଲାଇନଚ୍ୟୁତ!-->…
ଘୁଞ୍ଚିଲା ଯୁକ୍ତ ଦୁଇ ରେଗୁଲାର ଓ ଏକ୍ସ ରେଗୁରାଲ ଫର୍ମପୂରଣ ତାରିଖ
୨୦୨୬ ଯୁକ୍ତ ୨ ପରୀକ୍ଷା ପାଇଁ ଚାଲିଛି ଫର୍ମ ପୂରଣ। ଏହି ସମୟରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ନେଇ ସିଏଚଏସଇ ପକ୍ଷରୁ ସୂଚନା ମିଳିଛି। । ବିନା ଜରିମାନାରେ ଫର୍ମପୂରଣ ଅବଧି ଆସନ୍ତା ୧୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ୨ ଶହ ଟଙ୍କା ଜରିମାନାରେ ୧୩ରୁ ୧୮ ତାରିଖ!-->…
କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିର ଜଗିବେ ୪୫ ପ୍ଲାଟୁନ୍ ପୋଲିସ ଫୋର୍ସ
ବୁଧବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ ତଥା ସୁନାବେଶ ଅନୁଷ୍ଠିତ ହେବ। ଏହି ଅବସରରେ ମନ୍ଦିରକୁ ଲକ୍ଷାଧିକ ଭକ୍ତଙ୍କ ଆଗମନ ହେବ। ଭକ୍ତମାନେ କିଭଳି ଶୃଙ୍ଖଳିତ ଢଙ୍ଗରେ ମହାପ୍ରଭୁଙ୍କ ଦର୍ଶନ ପାଇପାରିବେ ସେଥିପାଇଁ!-->…
ମାନବ ଶରୀର ଉପରେ ‘ଅରୁଗୁଣ ଉଦ୍ଭିଦ’ର ବିଷାକ୍ତ ପ୍ରଭାବ
ଅରୁଗୁଣ ଫଳ ଖାଉଥିଲେ ସାବଧାନ ! ଓଡ଼ିଶାର ବିଭିନ୍ନ ଜଙ୍ଗଲରେ ମିଳୁଥିବା 'ପ୍ରାଚୀନ ସାଇକାଡ'ତଥା ସ୍ଥାନୀୟ ଭାଷାରେ ଜଣାଶୁଣା ଅରୁଗୁଣ ଉଦ୍ଭିଦରୁ ଚିହ୍ନଟ ହୋଇଛି ସମ୍ଭାବ୍ୟ ନ୍ୟୁରୋଟକ୍ସିନ୍ । ଯାହାକୁ ଖାଇଲେ ଶରୀର ଉପରେ ଗଭୀର ପ୍ରଭାବ ପଡ଼ିଥାଏ ବୋଲି କହିଛନ୍ତି ବିଶେଷଜ୍ଞ । କିଛି ଲୋକ ଏହି!-->…