Browsing Category
ଆଜିର ଖବର
ପୀତବାସଙ୍କ ମର୍ଡର: ଆତ୍ମସମର୍ପଣ କଲେ ଉମା ଓ କୁରୁପତି
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ସୁପାରୀ ଉମା ବିଶୋୟୀ ଗିରଫ ହୋଇଥିବା ସୂଚନା ମିଳିଛି । ହତ୍ୟା ଘଟଣାର ପୂରା ପ୍ଲାନ ଉମା ବିଶୋୟୀ କରିଥିବା ସୂଚନା ମିଳିଛି । କିଛି ଦିନ ତଳେ ଆତ୍ମସମର୍ପଣ କରିଥିଲା ଫେରାର୍ ଅଭିଯୁକ୍ତ ସୁଦର୍ଶନ ଜେନା । ବ୍ରହ୍ମପୁରର!-->…
ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
ପଦ୍ମ ଧରିଲେ ଅମର ପଟ୍ଟନାୟକ । ବିଜେଡି ଛାଡି ବିଜେପିରେ ମିଶିଲେ ଅମର ପଟ୍ଟନାୟକ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ସାଂସଦ ଅମର ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ , ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ,!-->…
କଟକ ନିଶ୍ଚିନ୍ତକୋଇଲି ଅଞ୍ଚଳରେ ବାଘ ଆତଙ୍କ
କଟକ ନିଶ୍ଚିନ୍ତକୋଇଲି ଅଞ୍ଚଳରେ ବାଘ ଆତଙ୍କ।CCTV କ୍ୟାମେରାରେ ବାଘର ଭିଡିଓ କଏଦ ହୋଇଥିବା ଦେଖିବାକୁ ମିଳିଛି। ଏବେ ମୋବାଇଲରୁ ମୋବାଇଲକୁ ଘୁରି ବୁଲୁଛି ଭିଡିଓ। ଶାରଦା ଶତପଥୀଙ୍କ ଘରେ ଲାଗିଥିବା CCTVରେ କଏଦ ହୋଇଛି ବାଘ ବୁଲୁଥିବା ଭିଡିଓ । ଏ ନେଇ ସ୍ଥାନୀୟ ବାସିନ୍ଦା ବନ ବିଭାଗକୁ ଖବର!-->…
ବଡ଼ ଓଷାରେ ବାବା ଧବଳେଶ୍ଵରଙ୍କ ବଡସିଂହାର ବେଶ
ମହାକାର୍ତ୍ତିକ ମାସର ସବୁଠାରୁ ବଡ଼ ପର୍ବ ବଡଓଷା। ଆଜି ମଧ୍ୟ ରାତ୍ରର ତ୍ରୟୋଦର୍ଶି ଓ ଚତୃଦର୍ଶି ର ସନ୍ଧି କ୍ଷଣରେ ବାବା ଧବଳେଶ୍ଵରଙ୍କ ପୀଠ ରେ ପାଳିତ ହେବ ପ୍ରସିଦ୍ଧ ପର୍ବ ବଡଓଷା । ରାତ୍ର ଚାରିଟାରୁ ପହଡ ଖୋଲାଯାଇ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରାଯାଇ ଦର୍ଶନ ଦେଉଛନ୍ତି ବାବା!-->…
ରାଜ୍ୟରେ କମିବ ତାପମାତ୍ରା, ବଢିବ ଶୀତ
ରାଜ୍ୟରେ ଆସନ୍ତା ଦୁଇ ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ରାତିର ତାପମାତ୍ରା କମିବ । ସୋମବାର ଦକ୍ଷିଣ ଉପକୂଳ ଓଡ଼ିଶା ଓ ରାୟଗଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମଙ୍ଗଳବାରଠୁ ୮ ତାରିଖ ଯାଏ ରାଜ୍ୟ ସାରା ପାଗ ଶୁଖିଲା ରହିବ। ରାଜ୍ୟକୁ!-->…
ବିଜେଡ଼ି ଛାଡି ବିଜେପିରେ ସାମିଲ୍ ହୋଇପାରନ୍ତି ଅମର ପଟ୍ଟନାୟକ
ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବିଜେଡ଼ିକୁ ଲାଗିପାରେ ବଡ଼ ଝଟକା। ଶଙ୍ଖ ଛାଡ଼ି ପଦ୍ମ ପୋଖରୀକୁ ଡିଆଁ ମାରିବେ ଅମର ପଟ୍ଟନାୟକ। ବିଜେଡି ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ବିଜେପିରେ ସାମିଲ୍ ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୨୦୧୮ ମସିହାରେ ବିଜେଡିରେ!-->…
ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଆଡ଼ିକିଆ ବା ତ୍ରିବିକ୍ରମ ବେଶ
କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କ ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକ ମାନେ ଏହି ବେଶ କରିଥାନ୍ତି । ଆଡ଼ିକିଆ ବା ତ୍ରିବିକ୍ରମ ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ!-->…
କଟକ ବାଲିଯାତ୍ରାରେ ଚଳିତଥର ରାତି ୧୧ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ
କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟର ଅବଧିକୁ ବୃଦ୍ଧି କରାଯାଇଛି। ଚଳିତଥର ରାତି ୧୧ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ। ପୂର୍ବ ବର୍ଷଗୁଡ଼ିକରେ ରାତି ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିବାକୁ ଅନୁମତି ଦିଆଯାଉଥିଲା। ହେଲେ ଗତବର୍ଷ ଏହାକୁ ନେଇ!-->…
ଭେଙ୍କଟେଶ୍ବର ସ୍ବାମୀ ମନ୍ଦିର ଦଳଚକଟାରେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ
ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମରେ ଦଳାଚକଟା ଘଟଣାରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଥିବାବେଳେ ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ଯୁବତୀ ରହିଛନ୍ତି। ସେ ହେଲେ ଆର. ରୁପା। ତାଙ୍କ ଘର ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଡ଼ିପଦର ଗ୍ରାମରେ। ସେ ଆଜି କାଶୀବୁଗା ସ୍ଥିତ ଭେଙ୍କଟେଶ୍ବର ସ୍ବାମୀ ମନ୍ଦିର!-->…
ଫ୍ରିଜ୍ ଭିତରେ ଫଣା ଟେକିଲା ବିରାଟ ନାଗ
ପୁରୀ ଜିଲ୍ଲାର ଏକ ଘରର ଫ୍ରିଜରୁ ଏକ ନାଗ ସାପ ଉଦ୍ଧାର କରାଯାଇଥିଲା। ଏହି ଘଟଣା ଜିଲ୍ଲାର କାକଟପୁର ବ୍ଲକ ଅନ୍ତର୍ଗତ କୁଣ୍ଢେଇ ଗାଁରେ ଘଟିଛି। ଗତକାଲି କୁଣ୍ଢେଇ ଗ୍ରାମରୁ ନୃସିଂହ ପ୍ରଧାନଙ୍କ ସିଡ଼ି ଘର ପାଖରେ ଏକ ଫ୍ରିଜ ଥିଲା । ନୃସିଂହଙ୍କ ପତ୍ନୀ ଫ୍ରିଜ ଭିତରୁ ଜିନିଷ ଆଣିବାକୁ ଫ୍ରିଜର!-->…
କିଡନୀ ରୋଗରେ ଚାଲିଗଲା ଶିକ୍ଷକଙ୍କ ଜୀବନଶିକ୍ଷକଙ୍କ ବିୟୋଗରେ ଶୋକସଭା
ଗଣିଆ - (ବିଶ୍ବରଂଜନ ସେଠି.) ଗଣିଆ ବ୍ଳକରେ କିଡନୀ ରୋଗୀଙ୍କ ସଂଖ୍ୟ ବଢିବାରେ ଲାଗିଛି । ବ୍ଳକରେ ୮ଗୋଟି ପଂଚାୟତରେ ୩/୪ ମାସ ମଧ୍ୟରେ ୩ଜଣ କିଢନୀ ରୋଗୀ ମୃ୍ତ୍ୟୁ ବରଣ କରିଥିବାବେଳେ ୭୧ଜଣ ରୋଗୀ କିଡନୀ ରୋଗୀ ଚିକିତ୍ସିତ ହେଉଛନ୍ତି । ଗଣିଆ ବ୍ଳକର ଧୂଆମଡ଼ା ପ୍ରକଳ୍ପ ଉଚ୍ଚ ପ୍ରାଥମିକ!-->…
ଆସନ୍ତାକାଲି ନିଜର ସବୁଠାରୁ ଭାରୀ ସାଟେଲାଇଟ୍ ଲଞ୍ଚ କରିବ ଇସ୍ରୋ
କମ୍ୟୁନିକେସନ୍ ସାଟେଲାଇଟ୍ CMS-03 ଉତକ୍ଷେପଣ ପାଇଁ ପ୍ରସ୍ତୁତ । ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପକ୍ଷରୁ ଆସନ୍ତାକାଲି ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମିଶନ୍ ପାଇଁ ପ୍ରସ୍ତୁତି ସରିଛି । ଏହି ଉପଗ୍ରହ ଭାରତରୁ ଉତକ୍ଷେପଣ କରାଯାଇଥିବା ସବୁଠାରୁ ଭାରୀ ଉପଗ୍ରହ ହେବ । ଏହାକୁ ଇସ୍ରୋର!-->…