Browsing Category
ଆଜିର ଖବର
ଆସନ୍ତାକାଲି ନିଜର ସବୁଠାରୁ ଭାରୀ ସାଟେଲାଇଟ୍ ଲଞ୍ଚ କରିବ ଇସ୍ରୋ
କମ୍ୟୁନିକେସନ୍ ସାଟେଲାଇଟ୍ CMS-03 ଉତକ୍ଷେପଣ ପାଇଁ ପ୍ରସ୍ତୁତ । ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପକ୍ଷରୁ ଆସନ୍ତାକାଲି ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମିଶନ୍ ପାଇଁ ପ୍ରସ୍ତୁତି ସରିଛି । ଏହି ଉପଗ୍ରହ ଭାରତରୁ ଉତକ୍ଷେପଣ କରାଯାଇଥିବା ସବୁଠାରୁ ଭାରୀ ଉପଗ୍ରହ ହେବ । ଏହାକୁ ଇସ୍ରୋର!-->…
ଚଳନ୍ତା ବସରେ ଡ୍ରାଇଭରଙ୍କ ହୃଦ୍ଘାତ: ନିଜର ମୃତ୍ୟୁ ପୂର୍ବରୁ ବଞ୍ଚାଇଲେ ୪୦ରୁ ଅଧିକ ଜୀବନ
ଚଳନ୍ତା ବସରେ ଡ୍ରାଇଭରଙ୍କୁ ହେଲା ହୃଦଘାତ । ବସକୁ ରାସ୍ତାକଡ଼କୁ ନେଇ ବଞ୍ଚାଇଲେ ୪୦ରୁ ଊର୍ଦ୍ଧ୍ବ ଯାତ୍ରୀଙ୍କ ଜୀବନ। ଘଟଣାଟି ଘଟିଛି ଖୋର୍ଦ୍ଧା ଜିଲ୍ଲାର ବୋଲଗଡ଼ ଅଞ୍ଚଳରେ। ବସ୍ଟି ଭୁବନେଶ୍ବରରରୁ ଭଞ୍ଜନଗର ଯାଉଥିଲା। କିନ୍ତୁ ଏମିତି ହେବ ବୋଲି କିଏ ଜାଣିଥିଲା।ସୂଚନା ଅନୁସାରେ, ଡ୍ରାଇଭର!-->…
ଗାଡି ଚଢାଇ କୁକୁରକୁ ହତ୍ୟା କଲେ ପରେ ଘୋଷାଡି ନେଲେ ବସ୍ ଡ୍ରାଇଭର
ବସ ଡ୍ରାଇଭରଙ୍କ ବର୍ବରକାଣ୍ଡ । ପ୍ରଥମେ ଗାଡି ଚଢାଇ କୁକୁରକୁ ହତ୍ୟା କଲେ । ପରେ ଗାଡି ପଛରେ ବାନ୍ଧି ମୃତ କୁକରକୁ ଘୋଷାଡି ଘୋଷାଡି ନେଲେ ବସ୍ ଡ୍ରାଇଭର । କେନ୍ଦୁଝର ବାଂଶପାଳ ବ୍ଲକ କାଦକଳା ଗାଁରେ କୁହାଯାଉଥିବା ଏହି ଭିଡିଓରେ କୁକୁରର ବେକକୁ ବାନ୍ଧି ଏମିତି ଭାବେ ନିଆଯାଉଛି ଯାହା ସ୍ପଷ୍ଟ!-->…
ଆଜି ପ୍ରଥମ ପର୍ଯ୍ୟାୟରେ ୪୪ଟି ତହସିଲରେ ସବ୍-ରେଜିଷ୍ଟ୍ରେସନ୍ କାର୍ଯ୍ୟାଳୟ ଆରମ୍ଭ
ସହଜ ହେବ ଜମିଜମା ପଞ୍ଜୀକରଣ ଓ କିଣାବିକା। ଘରେ ବସି ଅନ୍ଲାଇନ୍ରେ କରିପାରିବେ ସ୍ଲଟ୍ ବୁକ୍। ଲୋକସେବା ଭବନରେ ରାଜ୍ୟର ୪୪ଟି ତହସିଲରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ରାଜସ୍ୱ ପ୍ରଶାସନକୁ ନାଗରିକଙ୍କ ପାଖରେ ସହଜରେ ପହଞ୍ଚାଇବା ଲକ୍ଷ୍ୟରେ,!-->…
୧୯ କିଲୋ ଏଲପିଜି ସିଲିଣ୍ଡର ଦାମରେ ପରିବର୍ତ୍ତନ
ଆଜିଠାରୁ ଏଲପିଜି ସିଲିଣ୍ଡର ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜିଠାରୁ ଏଲପିଜି ସିଲିଣ୍ଡର ଦାମ୍ ହ୍ରାସ ପାଇଛି । ୧୯ କିଲୋ ଏଲପିଜି ସିଲିଣ୍ଡର ଦାମରେ ପରିବର୍ତ୍ତନ ହୋଇଛି । ୧୯ କିଲୋଗ୍ରାମ ବାଣିଜ୍ୟିକ ଏଲ୍ପିଜି ସିଲିଣ୍ଡରର ମୂଲ୍ୟ ୪.୫ ରୁ ୬.୫ ଟଙ୍କା ହ୍ରାସ କରିଛନ୍ତି । ଘରୋଇ!-->…
ଆନ୍ଧ୍ରପ୍ରଦେଶ ଶ୍ରିକାକୁଲମ୍ର ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟାରେ ୯ ମୃତ
ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍ ସ୍ଥିତ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଏକ ବଡ଼ ଧରଣର ଦଳାଚକଟା ଘଟିଛି, ଯେଉଁଥିରେ ୯ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି । ଏକାଦଶୀ ପର୍ବ ପାଇଁ ପ୍ରବଳ ଭିଡ଼ ଜମିଥିବା ବେଳେ ଏହି ଅଘଟଣ ଘଟିଛି ।ଖବର ମୁତାବକ, ଶ୍ରୀକାକୁଲମ ଭେଙ୍କଟେଶ୍ବର ମନ୍ଦିରରେ!-->…
ଖୋଲିଲା କୁଲଡିହା ଅଭୟାରଣ୍ୟ। ପର୍ଯ୍ୟଟକମାନେ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବେ
ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଖୋଲିଲା କୁଲଡିହା ଅଭୟାରଣ୍ୟ। ପର୍ଯ୍ୟଟକମାନେ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବା ସହିତ ଜୀବଜନ୍ତୁଙ୍କୁ ଦେଖିବାର ମଜା ଉଠାଇବେ। ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳରେ ଥିବା ୨୭୨.୭୫ ବର୍ଗ କିଲୋମିଟର ବ୍ୟାସାର୍ଦ୍ଧ ବିଶିଷ୍ଟ କୁଳଡିହା!-->…
ମାର୍ଚ୍ଚ ୮ରେ ଏମାନଙ୍କୁ ମିଳିବ ୧୦ ହଜାର ଟଙ୍କା
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ଟଙ୍କା ମିଳିବ। ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା। ସୂଚନାମୁତାବକ ଗତ ମାର୍ଚ୍ଚ ୩୧ରେ ଯେଉଁମାନଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ ସୁଭଦ୍ରା!-->…
ବିଜେଡି ନେତା ବବି ଦାସଙ୍କ ନାଁରେ ମାମଲା ରୁଜୁ
ବିଜେଡି ନେତା ବବି ଦାସଙ୍କ ନାଁରେ ମାମଲା ରୁଜୁ ହୋଇଛି। କୋମନା ଥାନାରେ ଯୁବକଙ୍କ ଲିଖିତ ଅଭିଯୋଗ ଅଧାରରେ ମାମଲା ରୁଜୁ କରାଯାଇଛି। BNS ୧୨୬ (୨), ୨୯୬, ୧୧୫ (୨), ୩୫୧ (୨) ଓ ୩ (୫) ବବି ଦାସଙ୍କ ସହ ବିଧାୟକ ଅଧିରାଜ ପାଣିଗ୍ରାହୀଙ୍କ ନାଁରେ ମଧ୍ୟ ମାମଲା ହୋଇଛି।ବିଜେଡି ନେତା ମନୋଜ!-->…
ଯୁବତୀଙ୍କୁ ଟେକିନେଇ ଗଣଦୁଷ୍କର୍ମ ଅଭିଯୋଗ
କାମରୁ ଫେରିଲା ବେଳେ ଯୁବତୀଙ୍କୁ ଟେକିନେଇ ଗଣଦୁଷ୍କର୍ମ ଅଭିଯୋଗ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ହିକୁଡ଼ି ITI ପଛପଟେ ଘଟିଛି ଘଟଣା । ଟାଟା ମୋଟର ସର୍ଭିସ ସେଣ୍ଟରରେ କାମ କରୁଥିଲେ ଯୁବତୀ । ମୁହଁରେ ସ୍ପ୍ରେ କରି ଜୋର୍ ଜବରଦସ୍ତି ଟେକି ନେଇଥିଲେ। ନିକଟରେ ଥିବା ଆଇଟିଆଇ କଲେଜ!-->…
ନୂଆପଡ଼ା ଉପନିର୍ବାଚନ ପାଇଁ ସ୍ଵତନ୍ତ୍ର ସୁରକ୍ଷା ବ୍ୟବସ୍ଥା
ନୂଆପଡ଼ା ଉପନିର୍ବାଚନ ପାଇଁ ସ୍ଵତନ୍ତ୍ର ସୁରକ୍ଷା ବ୍ୟବସ୍ଥା। ଆଇଜି ହିମାଂଶୁ ଲାଲଙ୍କୁ ରେଞ୍ଜ ଦାୟିତ୍ୱ। ନିୟୋଜିତ ହେବେ ସିଆରପିଏଫ୍ର ୧୪ କମ୍ପାନୀ। କୋରାପୁଟ ରେଞ୍ଜ ଡିଆଇଜି ଛୁଟିରେ ଥିବାରୁ ହିମାଂଶୁ ଲାଲଙ୍କୁ ଦାୟିତ୍ଵ ଦିଆଯାଇଛି। ଅତିରିକ୍ତ ଡିଜିପି ରାଜେଶ କୁମାର ଉପନିର୍ବାଚନ ପାଇଁ!-->…
ବଡ ଖବର – ରାଜ୍ୟରେ ପୂର୍ବଭଳି ଜାରି ରହିବ ରାସନ ଚାଉଳ ଯୋଗାଣ
ରାଜ୍ୟରେ ପୂର୍ବଭଳି ଜାରି ରହିବ ରାସନ ଚାଉଳ ଯୋଗାଣ। ଇ-କେୱାଇସି କରି ନ ଥିବା ହିତାଧିକାରୀଙ୍କ ଚାଉଳ ବନ୍ଦ ନେଇ ଯୋଗାଣ ବିଭାଗ ପକ୍ଷରୁ କୌଣସି ନିର୍ଦ୍ଦେଶନାମା ଜାରି ହୋଇନାହିଁ । ଅର୍ଥାତ୍ ରାସନକାର୍ଡ ହିତାଧିକାରୀମାନେ ପୂର୍ବଭଳି ନିଜ କୋଟାର ଚାଉଳ ଉଠାଇପାରିବେ | ଯୋଗାଣ ବିଭାଗରୁ!-->…