Browsing Category

ଆଜିର ଖବର

ଧବଳେଶ୍ବରଙ୍କ ପୀଠରେ ଆଜିଠୁ ପଞ୍ଚକ ବ୍ରତ ଆରମ୍ଭ

ବାବା ଧବଳେଶ୍ବରଙ୍କ ପୀଠରେ ଆଜିଠୁ ପଞ୍ଚକ ବ୍ରତ ଆରମ୍ଭ । କଟକର ଅନ୍ୟତମ ଶୈବପୀଠ ଧବଳେଶ୍ଵରଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ । ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ମହାକାର୍ତ୍ତିକ ମାସର ଶେଷ ପର୍ବ ହେଉଛି ବାବା ଧବଳେଶ୍ୱରଙ୍କର ବଡ଼ ଓଷା । ରାତ୍ର ୩ଟାରୁ ଦ୍ଵାର ଫିଟା ଯାଇ ୧୦୮

 ଆଜି ଠାରୁ ସମୁଦ୍ରରେ ମାଛଧରିବା ଉପରେ ଲାଗିଲା କଟକଣା

ଆଜିଠୁ ମେ ୩୧ ପର୍ଯ୍ୟନ୍ତ ସମୁଦ୍ରରେ ମାଛ ଧରିବା ଉପରେ କଟକଣା । ବିରଳ ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ୭ ମାସ ସରକାରୀ କଟକଣା । ସମୁଦ୍ର କୂଳ ଠାରୁ ୨୦ କିଲୋମିଟର ପର୍ଯ୍ୟନ୍ତ ମାଛ ଧରିବା ଉପରେ କଟକଣା । ଋଷିକୂଲ୍ୟା, ଧାମରା ଓ ଦେବୀ ନଦୀ ମୁହାଣରେ ମଧ୍ୟ ମାଛଧରା ନିଷେଧ କରାଯାଇଛି।

ଅନ୍ତର୍ଜାତୀୟ ସମବାୟ ବର୍ଷ ପାଳିତ

ଜଗତସିଂହପୁର, ତା ୩୧/୧୦/୨୫ ଅନ୍ତର୍ଜାତୀୟ ସମବାୟ ବର୍ଷ ଉପଲକ୍ଷେ ପ୍ରାଥମିକ କୃଷି ସମବାୟ ସମିତି ମାନକଂର ସମୀକ୍ଷା ଓ କମ୍ପୁଟରୀକରଣ ସମ୍ପର୍କୀୟ ସଚେତନତା କର୍ମଶାଳା ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଅଛି ।ଏହି କର୍ମଶାଳା ରେ ଜଗତସିଂହପୁର

୨୧ ବର୍ଷ ବୟସ ହୋଇଥିଲେ କାଲିଠୁ ସୁଭଦ୍ରା ଆବେଦନ

୨୧ ବର୍ଷ ବୟସ ହୋଇଥିଲେ କାଲିଠୁ ସୁଭଦ୍ରା ଆବେଦନ କରିପାରିବେ । ସୁଭଦ୍ରା ପୋର୍ଟାଲରେ ଆବେଦନ କରିପାରିବେ । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରବାତୀ ପରିଡା । ଆଚରଣ ବିଧି ଲାଗିଥିବା ଅଂଚଳକୁ ଛାଡି ଅନ୍ୟ ସବୁ ଅଂଚଳରେ ଆବେଦନ କରିପାରିବେ । ମାର୍ଚ୍ଚ 31 2025 ରେ ଯେଉଁ ମହିଳାମାନକୁ 21

ଆସୁଛି ଆଉ ଏକ ଲଘୁଚାପ, ପୁଣି ଭିଜାଇବ

ଆସନ୍ତା ସପ୍ତାହରେ ଉତ୍ତର ବଙ୍ଗୋପ ସାଗରରେ କିମ୍ବା ଆଣ୍ଡାମାନ ସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ଆକଳନ କରିଛନ୍ତି ଅର୍ନ୍ତଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ୍ । ଅନ୍ୟପଟେ କେନ୍ଦ୍ରେୀୟ ଛତିଶଗଡ଼ ଏବଂ ଆଖପାଖ ଅଞ୍ଚଳରେ ସୁଚିହ୍ନିତ ଲଘୁଚାପ କ୍ଷେତ୍ର ବା

ପ୍ରଦୀପ ଜେନାଙ୍କ ବିରୋଧରେ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ପ୍ରଦୀପ ଜେନାଙ୍କ ବିରୋଧରେ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର ହୋଇଛି । ଭୁବନେଶ୍ୱର କ୍ଲବ ସଭାପତି ଭାବରେ ନିର୍ବାଚିତ ପରେ ଜନସ୍ୱାର୍ଥ ମାମଲା ଦାୟର ହୋଇଛି । ସୁବ୍ରତ କୁମାର ତ୍ରିପାଠୀ ନାମକ ପକ୍ଷରୁ ଏହି ଜନସ୍ୱାର୍ଥ ମାମଲା ଦାୟର ହୋଇଛି ।ଓଇଆରସି ଅଧ୍ୟକ୍ଷ ଥାଇ କିପରି ସଭାପତି ପଦ

ପ୍ରୀତିରଞ୍ଜନ ଘଡ଼ାଇଙ୍କ ଘରେ ଚଢ଼ଉ, ଏହାକୁ ବିରୋଧ କରି ବିଜେଡିର ହାଲ୍ଲାବୋଲ

ବିଜେଡି ନେତା ପ୍ରୀତିରଞ୍ଜନ ଘଡେ଼ଇଙ୍କ ଘରେ ଚଢ଼ଉ କରାଯାଇଛି । ନୂଆପଡ଼ା ଖରିଆର ରୋଡ଼ରେ ପ୍ରୀତିରଞ୍ଜନ ଘଡେ଼ଇ ରହୁଥିବା ଘରେ ପୁଲିସ ଚଢ଼ଉ କରିଛି । ପ୍ରୀତିରଞ୍ଜନ ନୂଆପଡ଼ା ଉପନିର୍ବାଚନ ପରିପ୍ରେକ୍ଷୀରେ ପ୍ରଚାର ଦାୟିତ୍ୱରେ ଅଛନ୍ତି । ତେବେ ଏହାକୁ ବିରୋଧ କରି ବିଜେଡି ନେତା ଓ କର୍ମୀ

ସରିବାକୁ ଯାଉଛି ଡେଡ୍‌ଲାଇନ। ଇ-କେୱାଇସି କରିନଥିଲେ ନଭେମ୍ବରରୁ ମିଳିବନି ଚାଉଳ

ସରିବାକୁ ଯାଉଛି ଡେଡ୍‌ଲାଇନ। ଇ-କେୱାଇସି କରିନଥିଲେ ନଭେମ୍ବରରୁ ମିଳିବନି ଚାଉଳ। କିଛି ଦିନ ତଳେ ରାସନ କାର୍ଡଧାରୀଙ୍କୁ ଚେତାବନୀ ଦେଇଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ଯାତ୍ରା ଆଜି ଅକ୍ଟୋବର ମାସ ଶେଷ ହେଉଛି। ତଥାପି ରାଜ୍ୟରେ ୧୫ଲକ୍ଷରୁ ଅଧିକ ହିତାଧିକାରୀ ଇ-କେୱାଇସି କରି ନାହାଁନ୍ତି।

ଯାତ୍ରୀବାହୀ ବସରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ବାଧ୍ୟତାମୂଳକ

ଆନ୍ଧ୍ର ପ୍ରଦେଶ କୁର୍ନୁଲ ବସ ଟ୍ରାଜେଡି ପରେ ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜାରି ହେଲା SOP । ଯାତ୍ରୀବାହୀ ବସରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ବାଧ୍ୟତାମୂଳକ । ଅଗ୍ନିଶମ ଓ ଜରୁରୀକାଳୀନ ସେବା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ବସରେ ଫାୟାର ଡିଟକ୍ସନ ଓ ସପ୍ରେସନ ସିଷ୍ଟମ

ମୁଖ୍ୟମନ୍ତ୍ରୀଙ୍କ ସରପ୍ରାଇଜ ଭିଜିଟ । କେମିତି କାମ କରୁଛନ୍ତି ସରକାରୀ ଅଧିକାରୀ

ମୁଖ୍ୟମନ୍ତ୍ରୀଙ୍କ ସରପ୍ରାଇଜ ଭିଜିଟ । କେମିତି କାମ କରୁଛନ୍ତି ସରକାରୀ ଅଧିକାରୀ । କାର୍ଯ୍ୟାଳୟକୁ ଠିକ୍ ଭାବେ ଆସୁଛନ୍ତି କି ନାହିଁ । ସଠିକ ସମୟରେ ଅଫିସ ଆସୁଛନ୍ତି କି ନାହିଁ ତାହା ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଆଜି ୧୦ଟା ୧୫ ମିନିଟ ସମୟରେ ଅଚାନକ ରାଜୀବ ଭବନରେ

ଘରେ ରୋଷେଇ କରୁଥିବା ବେଳେ ସଞ୍ଜୁ ଭୋଇଙ୍କୁ ନାଗସାପ କାମୁଡି ଦେବା ସୂଚନା, ଗୋପ ମେଡିକାଲରେ ଚିକିତ୍ସାତ।

କୋଣାର୍କ:-31/10/2025 ପୁରୀ ଜିଲ୍ଲା ଗୋପ ବ୍ଳକ ବେଦପୁର ପଞ୍ଚାୟତ ବେଗୁନିଆ ଗାଁରେ ରୋଷେଇ କରୁଥିବା ବେଳେ ସଞ୍ଜୁ ଭୋଇଙ୍କୁ ଗ୍ୟାସ ଚୁତାତଳେଥିବା ନାଗସାପ କାମୁଡି ଦେବା ପରେ ସଞ୍ଜୁ ଅଚେତ ହୋଇ ପଡିଥିଲେ। ତୁରନ୍ତ ତାଙ୍କ ସ୍ବାମୀ ଦେଖି ଗାଁ ଲୋକଙ୍କୁ ଡାକି ଗୋପ ମେଡିକାଲ ଆଣିଥିଲେ।

ରାଜଧାନୀରେ ନାବାଳକକୁ ନିସ୍ତୁକ ମାଡ଼, ହାତ ଯୋଡି ନେହୁରା ସତ୍ବେ ଛାଡ଼ିଲେନି ଦୁର୍ବୃତ୍ତ

ରାଜଧାନୀରେ ନାବାଳକକୁ ନିସ୍ତୁକ ମାଡ଼ । ହାତ ଗୋଡ଼ ବାନ୍ଧି ମାରିଲେ ନିର୍ଘାତ ମାଡ଼ । ହାତ ଯୋଡି ନେହୁରା ସତ୍ବେ ଛାଡ଼ିଲେନି ଦୁର୍ବୃତ୍ତ । ବିଧା ଗୋଇଠା ସହ ନିର୍ଘାତ ମାଡ ମାରି କରିଲେ ଲହୁ ଲୁହାଣ । ପର୍ଯଟନ ସ୍ଥଳୀରୁ ଭିଡିଓ ଭାଇରାଲ ପରେ ଆକ୍ସନ ମୋଡ଼ରେ ପୋଲିସ । ଧଉଳି ଥାନା ପୁଲିସ ମୁଖ୍ୟ