Browsing Category

ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ସରପ୍ରାଇଜ ଭିଜିଟ । କେମିତି କାମ କରୁଛନ୍ତି ସରକାରୀ ଅଧିକାରୀ

ମୁଖ୍ୟମନ୍ତ୍ରୀଙ୍କ ସରପ୍ରାଇଜ ଭିଜିଟ । କେମିତି କାମ କରୁଛନ୍ତି ସରକାରୀ ଅଧିକାରୀ । କାର୍ଯ୍ୟାଳୟକୁ ଠିକ୍ ଭାବେ ଆସୁଛନ୍ତି କି ନାହିଁ । ସଠିକ ସମୟରେ ଅଫିସ ଆସୁଛନ୍ତି କି ନାହିଁ ତାହା ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଆଜି ୧୦ଟା ୧୫ ମିନିଟ ସମୟରେ ଅଚାନକ ରାଜୀବ ଭବନରେ

ଘରେ ରୋଷେଇ କରୁଥିବା ବେଳେ ସଞ୍ଜୁ ଭୋଇଙ୍କୁ ନାଗସାପ କାମୁଡି ଦେବା ସୂଚନା, ଗୋପ ମେଡିକାଲରେ ଚିକିତ୍ସାତ।

କୋଣାର୍କ:-31/10/2025 ପୁରୀ ଜିଲ୍ଲା ଗୋପ ବ୍ଳକ ବେଦପୁର ପଞ୍ଚାୟତ ବେଗୁନିଆ ଗାଁରେ ରୋଷେଇ କରୁଥିବା ବେଳେ ସଞ୍ଜୁ ଭୋଇଙ୍କୁ ଗ୍ୟାସ ଚୁତାତଳେଥିବା ନାଗସାପ କାମୁଡି ଦେବା ପରେ ସଞ୍ଜୁ ଅଚେତ ହୋଇ ପଡିଥିଲେ। ତୁରନ୍ତ ତାଙ୍କ ସ୍ବାମୀ ଦେଖି ଗାଁ ଲୋକଙ୍କୁ ଡାକି ଗୋପ ମେଡିକାଲ ଆଣିଥିଲେ।

ରାଜଧାନୀରେ ନାବାଳକକୁ ନିସ୍ତୁକ ମାଡ଼, ହାତ ଯୋଡି ନେହୁରା ସତ୍ବେ ଛାଡ଼ିଲେନି ଦୁର୍ବୃତ୍ତ

ରାଜଧାନୀରେ ନାବାଳକକୁ ନିସ୍ତୁକ ମାଡ଼ । ହାତ ଗୋଡ଼ ବାନ୍ଧି ମାରିଲେ ନିର୍ଘାତ ମାଡ଼ । ହାତ ଯୋଡି ନେହୁରା ସତ୍ବେ ଛାଡ଼ିଲେନି ଦୁର୍ବୃତ୍ତ । ବିଧା ଗୋଇଠା ସହ ନିର୍ଘାତ ମାଡ ମାରି କରିଲେ ଲହୁ ଲୁହାଣ । ପର୍ଯଟନ ସ୍ଥଳୀରୁ ଭିଡିଓ ଭାଇରାଲ ପରେ ଆକ୍ସନ ମୋଡ଼ରେ ପୋଲିସ । ଧଉଳି ଥାନା ପୁଲିସ ମୁଖ୍ୟ

ପଞ୍ଚୁକ ସମୟରେ ସମସ୍ତ ହବିଷ୍ୟାଳିଙ୍କ ସମେତ ଭକ୍ତମାନଙ୍କୁ ମାଗଣାରେ ମିଳିବ ମହାପ୍ରସାଦ

ପଞ୍ଚୁକର ପ୍ରଥମ ତିନିଦିନ କେବଳ ବାହାର କାଠରୁ ଶ୍ରୀଜୀଉଙ୍କ ଦର୍ଶନ କରି ପାରିବେ ଶ୍ରଦ୍ଧାଳୁ । କେବଳ କାର୍ତ୍ତିକ ପୂର୍ଣ୍ଣମୀରେ ଭିତର କାଠ ଦର୍ଶନ ସୁଯୋଗ ମିଳିବ । ଭିଡ଼ ଭିତରେ ନିଖୋଜ ଭକ୍ତମାନଙ୍କୁ ଖୋଜି ପାଇବା ଲାଗି ତିନିଦ୍ୱାରରେ ବ୍ୟବସ୍ଥା କରାଯିବ । ପଞ୍ଚୁକ ସମୟରେ ସେବାୟତ ମାନଙ୍କ

ଜଷ୍ଟିସ୍‌ ସୂର୍ଯ୍ୟ କାନ୍ତ  ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ

ଜଷ୍ଟିସ ସୂର୍ଯ୍ୟ କାନ୍ତଙ୍କୁ ଆଜି ଭାରତର ୫୩ତମ  ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ସେ ବର୍ତ୍ତମାନର  ମୁଖ୍ୟ ବିଚାରପତି ବି.ଆର୍‌. ଗୱାଇଙ୍କ ସ୍ଥାନରେ ୨୪ ନଭେମ୍ବର ୨୦୨୫ରୁ ଦାୟିତ୍ୱ ଗ୍ରହଣ କରିବେ।ଜଷ୍ଟିସ ସୂର୍ଯ୍ୟ କାନ୍ତଙ୍କ ନିଯୁକ୍ତି ସିଜେଆଇ ଗୱାଇଙ୍କ ସୁପାରିସ ଅନୁଯାୟୀ

ପୁଲିସ୍ ଏସଆଇ ପରୀକ୍ଷା କେଳେଙ୍କରି ମାମଲା ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର

ପୁଲିସ୍ ଏସଆଇ ପରୀକ୍ଷା କେଳେଙ୍କରି ମାମଲା ସିବିଆଇକୁ ହସ୍ତାନ୍ତର ପ୍ରସଙ୍ଗରେ କ୍ରାଇମ ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଏହା ପଛରେ ବଡ଼ ନେଟୱର୍କ ରହିଛି। ଯେହେତୁ ସିବିଆଇ ମାମଲାର ତଦନ୍ତ କରିବ, ସେମାନେ ଯେତେବେଳେ ଆସିବେ ଆମେ ତାଙ୍କୁ ଅପଟୁଡେଟ କେସ

ପୀତବାସ ପଣ୍ଡା ହତ୍ୟା ମାମଲାର ପରିଚାଳନା କରିବେ ଦୁଇ ବରିଷ୍ଠ ଓକିଲ

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା । ମାମଲା ଲଢିବା ପାଇଁ ଦୁଇ ସ୍ବତନ୍ତ୍ର ସରକାରୀ ଓକିଲଙ୍କୁ ନିୟୋଜିତ କରିବାକୁ ବ୍ରହ୍ମପୁର ଏସ୍‌ପି ଚିଠି ଲେଖିଛନ୍ତି । ସରକାରଙ୍କ ତରଫରୁ ବ୍ରହ୍ମପୁର କୋର୍ଟରେ କେସ୍ ପରିଚାଳନା ପାଇଁ ହାଇ କୋର୍ଟରେ କାର୍ଯ୍ୟରତ ତଥା ସିବିଆଇର ଆଇନ ପରାମର୍ଶଦାଦା

ଦେଶ ପାଳୁଛି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ

ଭାରତର ଲୌହପୁରୁଷ ସର୍ଦ୍ଦାର ବଳ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀ ରାଷ୍ଟ୍ରୀୟ ଏକତା ଦିବସ ପ୍ରତିବର୍ଷ ଅକ୍ଟୋବର ୩୧ରେ ପାଳନ କରାଯାଉଛି । ରାଷ୍ଟ୍ରୀୟ ଏକତା ଦିବସ ଭାରତର ଏକତା, ଅଖଣ୍ଡତା ଏବଂ ଜାତୀୟ ସଂହତିର ପ୍ରତୀକ । ଏହି ଅବସରରେ ଗୁଜରାଟର ଷ୍ଟାଚ୍ୟୁ ଅଫ ୟୁନିଟ୍‌ରେ ଭକ୍ତିପୂତ

ଆଜି ପବିତ୍ର ଅଳାଁ ନବମୀ, ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ମା ରାଧାରାଣୀ

ଆଜି ପବିତ୍ର ଅଳାଁ ନବମୀ । ରାଧା ପାଦ ଦର୍ଶନ ପାଇଁ ସାକ୍ଷୀଗୋପାଳରେ ପ୍ରବଳ ଭକ୍ତଙ୍କ ଭିଡ଼ ଲାଗିଛି । ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ । ବର୍ଷକରେ ଥରେ ଶ୍ରୀରାଧାଙ୍କର ଓଡିଆଣୀ ବେଶ ଦର୍ଶନ ଲାଗି ଲକ୍ଷାଧିକ ଭକ୍ତଙ୍କର ସମାଗମ ଲାଗିଛି। ଭିଡ଼ ନିୟନ୍ତ୍ରଣ ପାଇଁ ୨ଜଣ ଅତିରିକ୍ତ

ରବିବାରଠାରୁ ରାଜ୍ୟରେ ପଡ଼ିବ ପହିଲି ଶୀତ

ବାତ୍ୟାର ପ୍ରଭାବ କମିବା ପରେ ରାଜ୍ୟରେ ଉତ୍ତରା ପବନ ବହିବା ଆରମ୍ଭ ହୋଇଛି। ଫଳରେ ରବିବାରଠାରୁ ପହିଲି ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ରାତି ତାପମାତ୍ରା ପ୍ରାୟ ୩ରୁ ୪ ଡିଗ୍ରୀ କମିଯିବ । ଝାରସୁଗୁଡ଼ା, ରାଉରକେଲା, ପାଲଲହଡ଼ା,

ନଭେମ୍ବର ପହିଲାରୁ ୧୨ ତାରିଖ ପର୍ଯ୍ୟନ୍ତ ସୁଭଦ୍ରା ଶକ୍ତି ମେଳା

ନଭେମ୍ବର ପହିଲାରୁ ୧୨ ତାରିଖ ପର୍ଯ୍ୟନ୍ତ ସୁଭଦ୍ରା ଶକ୍ତି ମେଳା ଇଡ଼କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ହେବ । ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ସ୍ଥାନୀୟ ମିଶନ ଶକ୍ତି ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଆସନ୍ତା ୧ ରୁ ୧୨ ନଭେମ୍ବର ୨୦୨୫

ପ୍ରତ୍ୟେକ ପ୍ରତ୍ୟେକ ରାଜପଥ, ଜିଲ୍ଲା ମୁଖ୍ୟ ସଡ଼କ ନିର୍ମାଣ ସମୟରେ ହେବ ବୃକ୍ଷରୋପଣ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନକୁ ଅନୁପାଳନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡ଼ିଶା ସାମଗ୍ରିକ ପ୍ରଗତି ପଥରେ ଅଗ୍ରସର ହେଉଛି । ଏହିକ୍ରମରେ ସାରା ରାଜ୍ୟରେ ପୂର୍ତ୍ତ ବିଭାଗ ଅଧୀନରେ ନୂଆ କରି ନିର୍ମାଣ ହେବାକୁ ଥିବା ପ୍ରତ୍ୟେକ ରାଜପଥ, ଜିଲ୍ଲା ମୁଖ୍ୟ