Browsing Category
ଆଜିର ଖବର
ନଭେମ୍ବର ପହିଲାରୁ ୧୨ ତାରିଖ ପର୍ଯ୍ୟନ୍ତ ସୁଭଦ୍ରା ଶକ୍ତି ମେଳା
ନଭେମ୍ବର ପହିଲାରୁ ୧୨ ତାରିଖ ପର୍ଯ୍ୟନ୍ତ ସୁଭଦ୍ରା ଶକ୍ତି ମେଳା ଇଡ଼କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ହେବ । ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ସ୍ଥାନୀୟ ମିଶନ ଶକ୍ତି ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଆସନ୍ତା ୧ ରୁ ୧୨ ନଭେମ୍ବର ୨୦୨୫!-->…
ପ୍ରତ୍ୟେକ ପ୍ରତ୍ୟେକ ରାଜପଥ, ଜିଲ୍ଲା ମୁଖ୍ୟ ସଡ଼କ ନିର୍ମାଣ ସମୟରେ ହେବ ବୃକ୍ଷରୋପଣ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନକୁ ଅନୁପାଳନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡ଼ିଶା ସାମଗ୍ରିକ ପ୍ରଗତି ପଥରେ ଅଗ୍ରସର ହେଉଛି । ଏହିକ୍ରମରେ ସାରା ରାଜ୍ୟରେ ପୂର୍ତ୍ତ ବିଭାଗ ଅଧୀନରେ ନୂଆ କରି ନିର୍ମାଣ ହେବାକୁ ଥିବା ପ୍ରତ୍ୟେକ ରାଜପଥ, ଜିଲ୍ଲା ମୁଖ୍ୟ!-->…
ଓଡ଼ିଶାରେ ହେବ ୯୨ ଟି ରେଳ ଓଭର୍ବ୍ରିଜ୍, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍ର ନିର୍ମାଣ ପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ । ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ଆବଶ୍ୟକ ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ, ପୂର୍ବରୁ ଉଭୟ ରେଳ ମନ୍ତ୍ରାଳୟ ଓ ରାଜ୍ୟ ସରକାର ଏହି ରେଳ ଓଭରବ୍ରିଜ୍ ଗୁଡ଼ିକୁ ୫୦-୫୦ ଅନୁପାତରେ!-->…
ଫେବୃଆରୀ ୧୭ରୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ୨୦୨୬ ବୋର୍ଡ ପରୀକ୍ଷା ପାଇଁ ଚୂଡ଼ାନ୍ତ ତାରିଖ ପ୍ରକାଶ କରିଛି । CBSE ଦଶମ ଏବଂ ଦ୍ୱାଦଶ ପରୀକ୍ଷା ୧୭ ଫେବୃଆରୀ ୨୦୨୬ରୁ ଆରମ୍ଭ ହେବ । ଦଶମ ଶ୍ରେଣୀ ପରୀକ୍ଷା ୧୭ ଫେବୃଆରୀରୁ ୧୦ ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ୱାଦଶ ଶ୍ରେଣୀ!-->…
ଭାରତର ଏହି ରାଜ୍ୟରେ ମିଳିଲା ବଡ଼ ସୁନାଖଣି
ଭାରତରେ ବଡ ସୁନାଖଣି ଠାବ। ରାଜସ୍ତାନର ଆଦିବାସୀ ବହୁଳ ଜିଲ୍ଲା ବାଂସୱାଡାରେ ଲଗାତର ତୃତୀୟ ବର୍ଷ ପାଇଁ ଗୋଲ୍ଡ ମାଇନର ଆବିସ୍କାର ହୋଇଛି ।ଭୂତାତ୍ତ୍ୱିକ ସର୍ବେକ୍ଷଣ ଜିଏସଆଇ ଦ୍ୱାରା କରାଯାଇଥିବା ତଦନ୍ତରେ କାଙ୍କରିଆ ଅଞ୍ଚଳରେ ସୁନା ଖଣି ଠାବ ହୋଇଛି । ଚାରୋଟି ଗାଁକୁ ଘେରି ରହିଥିବା ୩!-->…
ସର୍ବ ଭାରତୀୟ ବ୍ୟାଘ୍ର ଗଣନାରେ ଡେବ୍ରିଗଡ଼ ଅଭୟାରଣ୍ୟରେ ପ୍ରଥମଥର ପାଇଁ ସାମିଲ ହେବେ ଛାତ୍ରଛାତ୍ରୀ
ଆସନ୍ତା ନଭେମ୍ବର 6ରୁ ଆରମ୍ଭ ହେବାକୁ ହେବାକୁ ଯାଉଛି 2025-26 ପାଇଁ ବ୍ୟାଘ୍ର ଗଣନା । ଏହି ବ୍ୟାଘ୍ର ଗଣନାରେ ବରଗଡ଼ ଜିଲ୍ଲାର ଡୁଙ୍ଗରି କଲେଜ, କମଗାଁ କଲେଜ ଓ ଲଖନପୁର ହାଇସ୍କୁଲର 46 ଜଣ ଛାତ୍ରଛାତ୍ରୀ ଡେବ୍ରିଗଡ଼ରେ ବ୍ୟାଘ୍ର ଗଣନାରେ ସାମିଲ ହେବାକୁ ଯାଉଛନ୍ତି l ମୁଖ୍ୟତଃ ଆଗାମୀ ପିଢି!-->…
ନୂଆପଡ଼ାରେ ଆଜିଠୁ ଆରମ୍ଭ ହେଲା ହୋମ୍ ଭୋଟିଂ
ନୂଆପଡ଼ାରେ ଆଜିଠୁ ହୋମ୍ ଭୋଟିଂ । ଅକ୍ଟୋବର ୩୦ ତାରିଖରୁ ନଭେମ୍ବର ୨ ଯାଏଁ ଚାଲିବ ଏହି ପ୍ରକ୍ରିୟା । ଏଥିପାଇଁ ୧୫ଟି ପୋଲିଂ ଦଳ ନିଯୁକ୍ତ ହୋଇଛନ୍ତି l। ପ୍ରତି ଦଳରେ ଦୁଇ ଜଣ ପୋଲିଂ ଅଫିସର, ଜଣେ ମାଇକ୍ରୋ ନିରୀକ୍ଷକ, ଜଣେ ସୁରକ୍ଷା ଅଧିକାରୀ ଏବଂ ଜଣେ ଭିଡିଓଗ୍ରାଫର ରହିଛନ୍ତି । ୨୫୦ ଜଣ ୮୫!-->…
ପ୍ରତି କ୍ୟାମ୍ପସ୍ରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର: ଉଚ୍ଚଶିକ୍ଷା ମନ୍ତ୍ରୀ
ପ୍ରତି କ୍ୟାମ୍ପସରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର । କଲେଜ ଓ ବିଶ୍ୱ ବିଦ୍ୟାଳୟର ଜଣେ ଅଧ୍ୟାପକ/ ଅଧ୍ୟାପିକାଙ୍କୁ ଦିଆଯିବ ଦାୟିତ୍ୱ । କ୍ୟାମ୍ପସକୁ ନିଶାମୁକ୍ତ କରିବାକୁ ୟୁଜିସି ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଏନେଇ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂଯ୍ୟବଂଶୀ!-->…
ଖୁବଶୀଘ୍ର ଖୋଲିବ ପୁରୀର ଗୁଣ୍ଡିଚା ମନ୍ଦିର ତଥା ମହାପ୍ରଭୁଙ୍କ ଜନ୍ମସ୍ଥଳୀ।
ଖୋଲିବ ଗୁଣ୍ଡିଚା ମନ୍ଦିର, ମହାପ୍ରଭୁଙ୍କ ଜନ୍ମସ୍ଥଳୀ ଦେଖିପାରିବେ ଶ୍ରଦ୍ଧାଳୁ । ଏନେଇ ସୂଚନା ଦେଲେ ପୌରସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳଙ୍କ ସହ ସମୀକ୍ଷା ପରେ ସୂଚନା ଦେଇଛନ୍ତି । ସକାଳୁ ରାତି ୧୦ ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ!-->…
ରାଧାପାଦ ଦର୍ଶନ ପାଇଁ ଟ୍ରାଫିକ ପରାମର୍ଶ ଜାରି
ଶୁକ୍ରବାର ଅଁଳା ନବମୀ ପାଇଁ ଜାରି ହୋଇଛି ଟ୍ରାଫିକ୍ ଆଡଭାଇଜରୀ । ରାଧାପାଦ ଦର୍ଶନ କରିବାକୁ ସାକ୍ଷୀଗୋପାଳ ସ୍ଥିତ ଗୋପାଳଜୀଉ ମନ୍ଦିର ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ରୁଟ ଚାର୍ଟ ଓ ପାର୍କିଂ ନିଦେର୍ଶାବଳୀ ଜାରି ହୋଇଛି । ଭୁବନେଶ୍ୱର ପଟୁ ଆସୁଥିବା ସମସ୍ତ ହାଲୁକାଯାନ କଲେଜ ଛକ ଦେଇ କୋଠଉପର,!-->…
ଜିନପିଙ୍ଗଙ୍କ ସହ ବୈଠକ ପରେ ୧୦ ପ୍ରତିଶତ ଟାରିଫ କମାଇଲେ ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ପ୍ରାୟ ୬ବର୍ଷ ପରେ ସାକ୍ଷାତ କରିଥିଲେ। ଗୁରୁବାର ଦକ୍ଷିଣ କୋରିଆର ବୁସାନରେ ଦୁହେଁ ସାକ୍ଷାତ କରି ବୈଠକ କରିଥିଲେ। ବୈଠକ ପରେ ଟ୍ରମ୍ପ, ଜିନ୍ପିଙ୍ଗଙ୍କୁ ମହାନ ନେତା କହିଥିବା ବେଳେ ଏବେ ଏକ ଗୁରୁତ୍ୱପୂର୍ଣ୍ଣ!-->…
ନଭେମ୍ବର ୧ ରୁ ତହସିଲ ଅଫିସରେ ହେବ ଜମି କିଣାବିକା: ରାଜସ୍ବ ମନ୍ତ୍ରୀ
ନଭେମ୍ବର ୧ରୁ ତହସିଲ ଅଫିସରେ ହୋଇପାରିବ ଜମି କିଣାବିକା । ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ।ପ୍ରଥମେ ୪୪ଟି ତହସିଲ ଅଫିସରେ ଜମି କିଣାବିକା ଆରମ୍ଭ ହେବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।ଏହାପରେ ଡିସେମ୍ବରରେ ରାଜ୍ୟର ବାକି ୨୭୩ ତହସିଲରେ!-->…