Browsing Category
ଆଜିର ଖବର
ନଭେମ୍ବର ୧ରୁ ପୁରୀରେ ମାଛଧରା କଟକଣା
ଆସନ୍ତା ନଭେମ୍ବର ୧ ତାରିଖରୁ ୨୦୨୬ ମେ ମାସ ୩୧ ତାରିଖ ଯାଏ ପୁରୀ ସମୁଦ୍ର ଉପକୂଳରେ ମାଛ ଧରା ନେଇ କଟକଣା ଲାଗୁ ହେବ।୬ ମେ ମାସ ୩୧ ତାରିଖ ଯାଏ ପୁରୀ ସମୁଦ୍ର ଉପକୂଳରେ ମାଛ ଧରା ନେଇ କଟକଣା ଲାଗୁ ହେବ।ବିରଳ ଅଲିଭ ରିଡ଼ଲେ କଇଁଛଙ୍କ ସୁରକ୍ଷା ପାଇଁ ଏହି କଟକଣା ୭ ମାସ ଧରି ଲାଗୁ ହେବ। କାରଣ!-->…
ଭିଜିଲାନ୍ସ କ୍ଷମା ଦେବନି, କି ଛାଡ଼ିବନି: ମୁଖ୍ୟମନ୍ତ୍ରୀ
ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟର ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଦୁର୍ନୀତି ନିବାରଣ ପାଇଁ କେବଳ ଏକ ପ୍ରତିକାତ୍ମକ କାର୍ଯ୍ୟକ୍ରମ ନୁହେଁ, ଏହା ଦୁର୍ନୀତିଖୋର୍ ଅଧିକାରୀଙ୍କୁ ଏବଂ ଦୁର୍ନୀତିରେ ଲିପ୍ତ ସିଷ୍ଟମକୁ ଦୁର୍ନୀତି ପ୍ରତି ଆମ ସରକାର ଶୂନ୍ୟ ସହନଶୀଳ କଠୋର ବାର୍ତ୍ତା ଦେବା!-->…
ଦିଲ୍ଲୀ ଏୟାରପୋର୍ଟରେ ଏୟାର ଇଣ୍ଡିଆ ବସରେ ଲାଗିଲା ନିଆଁ
ଦିଲ୍ଲୀ ବିମାନବନ୍ଦରରେ ଏକ ବସରେ ଅଗ୍ନିକାଣ୍ଡ ଘଟିଛି। ମଙ୍ଗଳବାର ଅପରାହ୍ନରେ ଟର୍ମିନାଲ ୩ରେ ଏୟାର ଇଣ୍ଡିଆର ଏକ ବସରେ ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।ତେବେ ଘଟଣା ଘଟିବା ବେଳେ କେହି ବସରେ ନଥିଲେ । ବସରେ ନିଆଁ!-->…
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୧ କୋଟିରୁ ଅଧିକ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଅଛି। କେନ୍ଦ୍ର ସରକାର ମଙ୍ଗଳବାର ଦିନ ଅଷ୍ଟମ ବେତନ କମିଶନ ଗଠନକୁ ଆନୁଷ୍ଠାନିକ ଭାବରେ ଅନୁମୋଦନ କରିଛନ୍ତି। କମିଶନ ଆଗାମୀ ୧୮ ମାସ ମଧ୍ୟରେ ସରକାରଙ୍କୁ ତାଙ୍କର ସୁପାରିଶ ଦାଖଲ କରିବେ, ଯାହା!-->…
ପଞ୍ଚୁକରେ କେବଳ ସିଂହଦ୍ୱାରରେ ପ୍ରବେଶ, ଭିଡ଼ ନିୟନ୍ତ୍ରଣ ପାଇଁ ଅନ୍ୟ ୩ ଦ୍ୱାରରେ ପ୍ରସ୍ଥାନ କରିବେ ଶ୍ରଦ୍ଧାଳୁ
ପଞ୍ଚୁକରେ ଶ୍ରଦ୍ଧାଳୁଙ୍କ ଭିଡ଼ ନିୟନ୍ତ୍ରଣ, ଦର୍ଶନ ଶୃଙ୍ଖଳା ଓ ନିର୍ଦ୍ଧାରିତ ସମୟରେ ମହାପ୍ରସାଦ ବ୍ୟବସ୍ଥା ନିମନ୍ତେ ସଅଳ ନୀତି ଆରମ୍ଭ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ପ୍ରାକ୍ ପ୍ରସ୍ତୁତି କରିଛି ।ଭିଡ଼କୁ ନିୟନ୍ତ୍ରଣ ନିମନ୍ତେ ଏବେଠାରୁ ଶ୍ରୀମନ୍ଦିର ବାହାରେ ମରିଚିକୋଟ ଛକ ପର୍ଯ୍ୟନ୍ତ!-->…
ପୁରୀ ବେଳାଭୁମିରେ ପର୍ଯ୍ୟଟକଙ୍କ ଆକ୍ରମଣରେ ଲାଇଫଗାର୍ଡ ଆହତ
ପୁରୀ ବେଳାଭୁମିରେ ପର୍ଯ୍ୟଟକଙ୍କ ଆକ୍ରମଣରେ ଲାଇଫଗାର୍ଡ ଆହତ ହୋଇଛି । ୪ ନଂ ସେକ୍ଟରରେ ଜଣେ ପର୍ଯ୍ୟଟକ ତାଙ୍କ ଧର୍ମପତ୍ନୀଙ୍କୁ ସମୁଦ୍ର ବାରଣ କରିବାରୁ ଲାଇଫଗାର୍ଡଙ୍କୁ ଉଭୟ ସ୍ୱାମୀ ସ୍ତ୍ରୀ ଚପଲରେ ମାଡ ମାରିଥିବା ଅଭିଯୋଗ ହୋଇଛି ।ବାତ୍ୟାପ୍ରଭାବରେ ସମୁଦ୍ର ଅଶାନ୍ତ!-->…
ବାତ୍ୟା ମୋନ୍ଥାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ବାତ୍ୟା ମୋନ୍ଥାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଛି ସମୀକ୍ଷା ବୈଠକ ।ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ଯେ ,ମୁକାବିଲା ପାଇଁ ସରକାର ସବୁ ପ୍ରକାର ବ୍ୟବସ୍ଥା କରିଛନ୍ତି । ଜିରୋ!-->…
ବାତ୍ୟା ‘ମୋନ୍ଥା’କୁ ଭୟ କରନ୍ତୁ ନାହିଁ, ସତର୍କ ରୁହନ୍ତୁ : ନବୀନ ପଟ୍ଟନାୟକ
ଭୟଙ୍କର ରୂପ ନେଇଛି ବାତ୍ୟା । ଧୀରେ ଧୀରେ ବଳଶାଳୀ ହେବାସହ ଉପକୂଳ ଛୁଇଁବା ପାଇଁ ଦ୍ରୁତ ବେଗରେ ମାଡ଼ିଆସୁଛି 'ମୋନ୍ଥା' । ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଆଡକୁ ଗତି କରୁଛି । ତେବେ ବାତ୍ୟା ‘ମୋନ୍ଥା’କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଲୋକଙ୍କୁ ସତର୍କ ରହିବାକୁ କହିଛନ୍ତି । ସେ!-->…
ଖର୍ଚ୍ଚ କାଟିବା ପାଇଁ ୩୦ ହଜାର କର୍ମଚାରୀଙ୍କୁ ଛଟେଇ କରିବାକୁ ଯୋଜନା କରୁଛି ଆମାଜନ୍
ବହୁ ସଂଖ୍ୟକ କର୍ମଚାରୀଙ୍କୁ ଛଟେଇ କରିବାକୁ ଯୋଜନା କରୁଛି ଇ-କମର୍ସ କମ୍ପାନି ଆମାଜନ୍। ଏକ ରିପୋର୍ଟ ଅନୁସାରେ, ୩ ଲକ୍ଷ ୫୦ ହଜାର କର୍ପୋରେଟ୍ କର୍ମଚାରୀଙ୍କ ମଧ୍ୟରୁ ଆମାଜନ ୧୦ ପ୍ରତିଶତଙ୍କୁ କମ୍ପାନୀରୁ ବାହାର କରିପାରେ । ଏହାଦ୍ଵାରା ପ୍ରାୟ ୩୦ ହଜାର କର୍ପୋରେଟ୍ କର୍ମଚାରୀ ପ୍ରଭାବିତ!-->…
ଭୋଜି ଖାଦ୍ୟ ଖାଇ ପୂର୍ବତନ ମନ୍ତ୍ରୀ ପଦ୍ମିନୀ ଦିଆନ ଗୁରୁତର
ଖାଦ୍ୟରେ ବିଷକ୍ରିୟା! ଏଥିଯୋଗୁ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି ପୂର୍ବତନ ମନ୍ତ୍ରୀ ପଦ୍ମିନୀ ଦିଆନ୍ । ତାଙ୍କ ସମେତ ପରିବାରର ୪ଜଣ ଗୁରୁତର ହୋଇଥିଲେ । ସେମାନଙ୍କ ମଧ୍ୟରୁ ପଦ୍ମିନୀଙ୍କ ନଣନ୍ଦ ପାର୍ବତୀ ମାଝୀ(୨୮)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ଜୟପୁରରେ ଥିବା ଜିଲ୍ଲା ହସ୍ପିଟାଲ୍ରେ!-->…
ପାରଦୀପ ବନ୍ଦରରେ ଲାଗିଥିବା ପଣ୍ୟବାହୀ ଜାହାଜ ଏମଭି ମ୍ୟାଗନେଟକୁ ଗରିଫ କରିବାକୁ ନିର୍ଦ୍ଦେଶ
ପାରାଦୀପ ବନ୍ଦରରେ ଥିବା ଏକ ଜାହାଜ ଏମ୍.ଭି. ମ୍ୟାଗ୍ନେଟ୍ ଟିମ୍କୁ ଗିରଫ କରିବା ପାଇଁ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି । ଏହି ଜାହାଜ ଉପରେ ୨କୋଟି ୧୧ଲକ୍ଷ ୮୨ ହଜାର ୬୫୬ଟଙ୍କା ବକେୟା ରହିଛି ।ସିଲକ ରୋଡ଼ ସିପିଂ ଆଣ୍ଡ ଚାଟରିଂ ଲିମିଟେଡ଼ ପକ୍ଷରୁ ଏମଭି ମାଗନେଟ ଟିମ ବରୋଧରେ!-->…
ଛଟ୍ ପୂଜାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ପତ୍ନୀ
ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ନୂଆ ବାଲିଯାତ୍ରା ପଡିଆ ଠାରେ ଆୟୋଜିତ ଛଠ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ତାଙ୍କ ଧର୍ମପତ୍ନୀ ଯୋଗଦେଇଥିଲେ । ଭୁବନେଶ୍ବର ଓ ଆଖପାଖ ଅଞ୍ଚଳରେ ବସବାସ କରୁଥିବା ବିହାରୀ ସମ୍ପ୍ରଦାୟ ମହିଳା କୂଆଖାଇ ନଦୀରେ ସୂର୍ଯ୍ୟଦେବତାଙ୍କୁ ପୂଜା କରିଛନ୍ତି!-->…