Browsing Category

ଆଜିର ଖବର

ଭୋଟର ତାଲିକାର ସ୍ୱତନ୍ତ୍ର ବ୍ୟାପକ ସଂଶୋଧନ (SIR) ସମ୍ପର୍କରେ ବଡ଼ ଘୋଷଣା

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଦେଶବ୍ୟାପୀ SIR ଘୋଷଣା କରିଛନ୍ତି।ସୋମବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର କହିଛନ୍ତି ଯେ ବିହାରରେ ଏସଆଇଆର ସଫଳ ଭାବରେ କାର୍ଯ୍ୟକାରୀ ହେବା ପରେ, ଏସଆଇଆରର

ବାତ୍ୟା ‘ମୋନ୍ଥା’ ପାଇଁ ୩୨ ଟ୍ରେନ ବାତିଲ

ବାତ୍ୟା ମୋନ୍ଥା ପାଇଁ ଗୋଟିଏ ଟ୍ରେନର ଗତିପଥ ପରିବର୍ତ୍ତନ କରାଯାଇଛି। ୨ଟି ଟ୍ରେନର ଗନ୍ତବ୍ୟସ୍ଥଳ ପରିବର୍ତ୍ତନ କରାଯାଇଛି। ୨୭ ଓ ୨୮ ଅକ୍ଟୋବର ପାଇଁ ଟ୍ରେନ ରଦ୍ଦ ହୋଇଛି। ବାତ୍ୟା ମୋନ୍ଥା ପାଇଁ ୩୨ଟି ଟ୍ରେନ ଚଳାଚଳ ବାତିଲ ଘୋଷଣା କଲା ପୂର୍ବତଟ ରେଲୱେ । ଗୋପାଳପୁରରେ ୩ ଦିନ ପାଇଁ ହୋଟେଲ

ଆସନ୍ତା ୨୦୨୬ ଫେବ୍ରୁଆରୀ ୮ରେ ଅନୁଷ୍ଠିତ ହେବ କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସିଟିଇଟି)

ଫେବ୍ରୁଆରୀ ୮ରେ ସିଟିଇଟି ପରୀକ୍ଷା। ଆସନ୍ତା ୨୦୨୬ ଫେବ୍ରୁଆରୀ ୮ରେ ଅନୁଷ୍ଠିତ ହେବ କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସିଟିଇଟି)। ଏନେଇ କେନ୍ଦ୍ରୀୟ ମାଧ୍ୟମି ଶିକ୍ଷା ପରିଷଦ (ସିବିଏସ୍‌ଇ )ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା, ସିଲାବସ୍‌, ଯୋଗ୍ୟତା, ପରୀକ୍ଷା ଫି,

ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ। ଉତ୍ତରାଧିକାରୀ ଭାବେ ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କ ନାଁ ସୁପାରିସ୍ କଲେ CJI ଗଭାଇ। ନଭେମ୍ବର ୨୪ରେ ସେ ପ୍ରଧାନ ବିଚାରପତି ଭାବେ ଶପଥ ନେବେ। ଆସନ୍ତା ନଭେମ୍ବର ୨୩ ତାରିଖରେ ପ୍ରଧାନ ବିଚାରପତି ବି.ଆର. ଗଭାଇ ଅବସର

ବାତ୍ୟା ଓଡିଶାରେ ପହଞ୍ଚିଲା ବେଳେ ଦୁର୍ବଳ ହୋଇ ଯିବ: ମୃତ୍ୟୁଞ୍ଜୟ ମହାପାତ୍ର

ଓଡିଶାରେ ପହଞ୍ଚିଲା ବେଳକୁ ବାତ୍ୟା ଦୁର୍ବଳ ହୋଇଥିବ । ଏନେଇ ଏଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଲ୍ୟାଣ୍ଡଫଲ ବେଳେ ଭୀଷଣ ବାତ୍ୟା, ଓଡିଶାରେ ପହଞ୍ଚିଲା ବେଳେ ଦୁର୍ବଳ ହୋଇଯିବ । ଦକ୍ଷିଣ ଓଡିଶା ଦେଇ ଛତିଶଗଡ ମୁହାଁ ହେବ ବାତ୍ୟା । ମାଲକାନଗିରି, ଗଞ୍ଜାମ,

ଗର୍ଭବତୀ ଅଛନ୍ତି ଆଲବାନିଆର ଏଆଇ ମନ୍ତ୍ରୀ ଡିଏଲା

ଆଲବାନିଆର ପ୍ରଧାନମନ୍ତ୍ରୀ ଏଡି ରାମା ସମ୍ପ୍ରତି ଏକ ଆଶ୍ଚର୍ଯ୍ୟଜନକ ଘୋଷଣା କରିଛନ୍ତି। ପିଏମ ଘୋଷଣା କରିଛି ଯେ ଦେଶର ପ୍ରଥମ ଏଆଇ ସରକାରଙ୍କ ମନ୍ତ୍ରୀ, ଡିଏଲା ଗର୍ଭବତୀ ଅଛନ୍ତି। ମନ୍ତ୍ରୀ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ ୮୩ ଟି ଏଆଇ ପିଲାଙ୍କୁ ଜନ୍ମ ଦେବେ। ଜର୍ମାନୀର ବର୍ଲିନ

ବାତ୍ୟା ମୋନ୍ଥା ! ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

ମୋନ୍ଥାର ପ୍ରଭାବ ପାଇଁ ଆସନ୍ତା ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି।ମଙ୍ଗଳବାରଠୁ ୩୦ ତାରିଖ ଯାଏଁ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ଛୁଟି ଘୋଷଣା କରାଯାଇଛି। ବାତ୍ୟାର ଗତି ବଢୁଛି , ଯେତେ ବଢିବ ତାର ପ୍ରଭାବ ସେତେ କମିବ। ଏ ନେଇ ସୂଚନା ଦେଇଛନ୍ତି ରାଜସ୍ଵ ଓ

ରକ୍ତ ନେବା ପରେ HIV ପଜିଟିଭ ହେଲେ ଶିଶୁ

ହସ୍ପିଟାଲରେ ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ରୋଗରେ ପୀଡିତ ଶିଶୁ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଝାଡଖଣ୍ଡର ଚାଇବାସା ଅଞ୍ଚଳରେ ।ଚାଇବାସା ସଦର ହସ୍ପିଟାଲରେ ଥାଲାସେମିଆ ରୋଗରେ ପୀଡିତ ଶିଶୁମାନଙ୍କୁ ରକ୍ତ ଦିଆଯାଇଥିଲା । କିନ୍ତୁ ସେହି ଶିଶୁମାନେ ପରବର୍ତ୍ତୀ ସମୟରେ HIV

ବାତ୍ୟା ହୋଇନି, ରାତାରାତି ବଢିଗଲା ଆଳୁ-ପିଆଜ ଦର

ବତ୍ୟା ନ ଆସୁଣୁ ବଜାରରୁ ଆଳୁ ଗାୟବ ହୋଇଯାଇଥିବା ଦେଖିବାକୁ ମିଳିଛି । ଶନିବାର ସକାଳୁ ନେଇ ବର୍ତ୍ତମାନ ସୁଦ୍ଧା କୋଲକାତାରୁ ଭୁବନେଶ୍ୱରକୁ କୌଣସି ଆଳୁ ଗାଡ଼ି ଆସିନି । ଫଳରେ ଆଳୁର ଅଭାବ ଚିନ୍ତା ସମସ୍ତଙ୍କୁ ଘାରିଛି ।କେବଳ ସେତିକି ନୁହେଁ, ରବିବାର କିଛି ହାଟରେ ଆଳୁ କିଲୋ ପ୍ରତି ୨୫ ଟଙ୍କା

ହରିହର ବେଶରେ ଦର୍ଶନ ଦେବେ ମହାବାହୁ

ଆଜି ବଡ଼ ଠାକୁରଙ୍କ ହରିହର ବେଶ। ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯିବ। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଏ। ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହେବ |ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ

ଟ୍ରେନରେ ମଧୁମେହ ରୋଗୀଙ୍କ ପାଇଁ ସ୍ୱତନ୍ତ୍ର ଖାଦ୍ୟ 

ଦେଶରେ ମଧୁମେହ ରୋଗର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଳ ବୋର୍ଡ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବନ୍ଦେ ଭାରତ ଏକ୍ସପ୍ରେସ, ରାଜଧାନୀ ଏକ୍ସପ୍ରେସ, ଶତାବ୍ଦୀ ଏକ୍ସପ୍ରେସ ଏବଂ ଦୂରନ୍ତ ଏକ୍ସପ୍ରେସ ଭଳି ପ୍ରିମିୟମ୍ ଟ୍ରେନଗୁଡ଼ିକ ଏବେ ମଧୁମେହ ରୋଗୀଙ୍କ ପାଇଁ ସ୍ୱତନ୍ତ୍ର ଖାଦ୍ୟ ବିକଳ୍ପ

ବାତ୍ୟା ମୋନ୍ଥା: ଆଜି ଠାରୁ ଆରମ୍ଭ ହୋଇଯିବ ପ୍ରଭାବ ।  ଆନ୍ଧ୍ରରେ ହିଟ୍ କରିବ ମୋନ୍ଥା

ଏସ୍‌ଆରସି ପକ୍ଷରୁ କୁହାଯାଇଛି ଯେ, ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକୁ ଅଧିକ ସତର୍କ ରହିବାକୁ ହେବ । ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ପଡ଼ିବ । କୁଆପଥର ମାଡ଼ ଓ ବଜ୍ରପାତରୁ ନିଜକୁ ସୁରକ୍ଷା କରିବା ପାଇଁ ସୁରକ୍ଷିତ