Browsing Category

ଆଜିର ଖବର

ଆଜି ଆଲୋକର ପର୍ବ ଦୀପାବଳି

ଆଜି ଆଲୋକର ପର୍ବ ଦୀପାବଳି । ଚାରିଆଡ଼େ ଖୁସିର ମାହୋଲ । ରଙ୍ଗୀନ ଆଲୋକମାଳାରେ ଘର ସଜେଇ ରଖିଛନ୍ତି ଲୋକେ । ସନ୍ଧ୍ୟାରେ ବାଣ ଫୁଟାଇ ଖୁସି ମନାଇବେ ଲୋକ । ହିନ୍ଦୁ ପରମ୍ପରାରେ ଆଲୋକର ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଅନ୍ଧକାର ହେଲା ଦୁଷ୍ଟ ତଥା ନକାରାତ୍ମକ ଶକ୍ତିର ପ୍ରତୀକ ଆଉ ଆଲୋକ

କାର୍ ଉପରେ ଓଲଟିଲା ବସ୍ । ଏଥିରେ ୨୫ ଜଣ ଆହତ

କାର୍ ଉପରେ ଓଲଟିଲା ବସ୍ । ଏଥିରେ ୨୫ ଜଣ ଆହତ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ସ୍ଥିତ ଦ୍ଵାରଶୁଣି ଘାଟିରେ ଓଲଟିଲା ବସ । ବସ୍ ରେ ଥିବା ୨୫ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବାଙ୍ଗିରିପୋଷି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସୂଚନା ମୂତାବକ ବାରିପଦା

ଜୟ ଢୋଲକିଆଙ୍କ ବିଜୟ ସୁନିଶ୍ଚିତ: ମନମୋହନ

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଛନ୍ତି ଜୟ । ନୂଆପଡ଼ା ଉପଜିଲ୍ଲାପାଳଙ୍କ ଅଫି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ନାମାଙ୍କନ ଶୋଭାଯାତ୍ରାରେ ସ୍ୱର୍ଗତଃ

ଦେଶୀ ରନ୍ଧା ମଦ ଜବତ ଘଟଣାରେ ତିନି ଜଣକୁ ଗିରଫ ସହ କୋର୍ଟ ଚାଲାଣ

ଟାଙ୍ଗୀ - ଚୌଦ୍ୱାର ( )କଟକ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ ରେ କାଳୀ ପୂଜା କୁ ଦୂର୍ଷ୍ଟିରେ ରଖି ଅବକାରୀ ସୁପେରିଣ୍ଟେଣ୍ଡେଣ୍ଟ ଙ୍କ ନିର୍ଦ୍ଦେଶ ରେ ଚୌଦ୍ଵାର ଅବକାରୀ ଥାନା ତରଫରୁ ଟାଙ୍ଗୀ ଥାନା ଅଞ୍ଚଳ ରେ ଜୋର୍ ଯାର ଚଢ଼ାଉ ହୋଇ ଥିଲା। ଏହି ପରିପ୍ରେକ୍ଷୀ ରେ ଟାଙ୍ଗୀ , ଭଗତପୁର, ଭଟିମୁଣ୍ଡା,

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଘଟଣା: ସେକ୍ସ ରାକେଟରେ ନାବାଳିକା ହୋଇଥିଲେ ଭର୍ତ୍ତି

ରାଜଧାନୀ ରାଜରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ନାବାଳିକା ଉଦ୍ଧାର ପରେ ଗୁମର ଫିଟୁଛି । ନାବାଳିକା ଜଣଙ୍କୁ ସେକ୍ସ ରାକେଟରେ ଲଗାଯାଇଥିବା ନେଇ କମିଶନରେଟ୍ ପୋଲିସ ବଡ଼ ଖୁଲାସା କରିଛି । ଏଥିସହ ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ କ୍ୟାପିଟାଲ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇଛି । ଚଢ଼ାଉ ବେଳେ

ଆସନ୍ତା ସୋମବାର ଦୀପାବଳି ପାଇଁ ସ୍କୁଲ ଛୁଟି ଘୋଷଣା

ଆଲୋକର ପର୍ବ ଦୀପାବଳି ପାଇଁ ଧୀରେଧୀରେ ଛୋଟ ପିଲାଙ୍କ ଠାରୁ ଯୁବପିଢ଼ିମାନଙ୍କ ପର୍ଯ୍ୟନ୍ତ ଉତ୍ସାହ ଦେଖାଯାଇଛି। ବଜାରରେ ଦୀପ ଓ ବାଣ ପସରା ବସିଛି। ରାଜ୍ୟ ସରକାର ଦୀପାବଳିକୁ ସରକାରୀ ଛୁଟି ଘୋଷଣା କରିଛନ୍ତି। ଦୀପାବଳି ଅବସରରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ରହିବ।ବିଦ୍ୟାଳୟ ଓ

 ମୁନା ମହାନ୍ତି ଘରେ କ୍ରାଇମବ୍ରାଞ୍ଚ ଟିମର ଚଢ଼ାଉ

ଏସଆଇ ପରୀକ୍ଷା ଦୁର୍ନୀତି ମାମଲାରେ ମୋଷ୍ଟ ୱାଣ୍ଟେଡ ମୁନା ମହାନ୍ତି ଘରେ କ୍ରାଇମବ୍ରାଞ୍ଚ ଟିମର ଚଢ଼ାଉ। ବାଙ୍କୀ କଳାପଥର ସ୍ଥିତ ଘରେ କ୍ରାଇମବ୍ରାଞ୍ଚ ଟିମର ଚଢ଼ାଉ । ବୈଦେଶ୍ଵର ପୋଲିସ ମଧ୍ୟ ଉପସ୍ଥିତ ରହିଛି । ଗତକାଲି ମୁନାକୁ ଦଶପଲ୍ଲାରୁ ଗିରଫ କରାଯାଇଥିଲା । ପୋଲିସ ଏସ.ଆଇ ପରୀକ୍ଷା

ସାଇବର ଅପରାଧ ରୋକିବାକୁ ସଚେତନତା ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର: ମୁଖ୍ୟମନ୍ତ୍ରୀ

ସମାଜ ପାଇଁ ଆଜି ବଡ ଚ୍ୟାଲେଞ୍ଜ ହୋଇଥିବା ସାଇବର ଅପରାଧକୁ ରୋକିବା ପାଇଁ ସଚେତନତା ହେଉଛି ସବୁଠାରୁ ବଡ ଶକ୍ତିଶାଳୀ ଅସ୍ତ୍ର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଇବର ସୁରକ୍ଷା ସଚେତନତା ଅଭିଯାନ ୨୦୨୫ର ଶୁଭାରମ୍ଭ ଅବସରରେ ଏହା କହିଛନ୍ତି ।ସାଇବର ଅପରାଧ ରୋକିବା କ୍ଷେତ୍ରରେ ଓଡିଶା ପୋଲିସକୁ

‘ବାତ୍ୟା ନେଇ ସତର୍କ ସୂଚନା ଜାରି କରାଯାଇ ନାହିଁ’

ଦକ୍ଷିଣ-ପୂର୍ବ ଆରବ ସାଗର ଏବଂ କେରଳ କର୍ଣ୍ଣାଟକ ଉପକୂଳ ନିକଟବର୍ତ୍ତୀ ଲାକ୍ଷାଦ୍ବୀପ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ଆଜି ଏକ ଲୋ-ପ୍ରେସର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଏହା

ଜମି ଡିମାର୍କସେନ: ଏଣିକି ଅନଲାଇନରେ ଆବେଦନ

ଜମି ଡିମାର୍କସେନ ପାଇଁ ଦୌଡିବାକୁ ପଡିବନି ତହସିଲ ଅଫିସ। ଏଣିକି ଅନଲାଇନରେ ଆବେଦନ କଲେ ମିଳିବ ତାରିଖ । ସେହିଦିନ ତହସିଲ ଅଧିକାରୀ, ଅମିନ କରିବେ ଜମିର ଡିମାର୍କସେନ। ପ୍ରଥମେ ରାଜସ୍ବ ବିଭାଗର ଅନଲାଇନ ସାଇଟକୁ ଯିବାକୁ ପଡ଼ିବ। ସେଥିରେ ମୋବାଇଲ ନମ୍ବର ପଞ୍ଜିକରଣ କରି ଡିମାର୍କସେନ ପାଇଁ

୨୫ ତାରିଖ ଚତୁର୍ଥ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା

ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣ କରିଛନ୍ତି ରାଜ୍ୟସରକାର। ନୂଆପଡ଼ା ଜିଲା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବା ନେଇ ଘୋଷଣା ହୋଇଛି। ପୂର୍ବରୁ ଘୋଷିତ ୨୧ ତାରିଖ ଛୁଟି ମଧ୍ୟ ବଳବତ୍ତର ରହିବ। ମାତ୍ର ୨୧ ତାରିଖରେ ସମସ୍ତ ବ୍ୟାଙ୍କ ଓ

ଦୀପାବଳିରେ ଭୁବନେଶ୍ୱରରେ ରାତି ୯ଟା ପରେ ବାଣଫୁଟା ବନ୍ଦ

ଦୀପାବଳି ଆସିଲେ ସପ୍ତାହେ ଆଗରୁ ଆରମ୍ଭ ହୋଇଯାଏ ବାଣ ଫୁଟା । ଢୋ ଢା ଶବ୍ଦରେ ଫାଟିପଡେ ଚତୁର୍ଦ୍ଦିଗ । ହେଲେ ଏ ବର୍ଷ ଆଉ ରାତିସାରା ଫୁଟିବନି ବାଣ । ଦୀପାବଳି ପାଇଁ କମିଶନରେଟ ପୋଲିସ ଗାଇଡ଼ଲାଇନ ଜାରି କରିଛି । ଭୁବନେଶ୍ୱର ଡିସିପି ଜଗମୋହନ ମୀନା କଡା ନିର୍ଦ୍ଦେଶ ଦେଇଛନ୍ତି । ଉଚ୍ଚ ଶବ୍ଦ