Browsing Category

ଆଜିର ଖବର

ନେପାଳରେ ପ୍ରଳୟଙ୍କାରୀ ବନ୍ୟା;ବିହାରରେ ହାଇ ଆଲର୍ଟ

ତିବ୍ବତରୁ ଆସିଥିବା ଭୟଙ୍କର ବନ୍ୟା ନେପାଳର ରସୁଆ ଜିଲ୍ଲାର ଟିମୁରେ ଓ ସ୍ୟାଫ୍ରୁବେସି ଅଞ୍ଚଳରେ ବ୍ୟାପକ ଧ୍ୱଂସ ହୋଇଛି । ଭୋଟେକୋଶୀ ନଦୀରେ ହଠାତ୍ ଜଳସ୍ରୋତ ବଢ଼ିଯିବାରୁ ମାର୍କେଟ, ସ୍ଥାନୀୟ ଘରଦ୍ବାର, ଜଳବିଦ୍ୟୁତ ପ୍ରକଳ୍ପ ଓ ଅନ୍ୟାନ୍ୟ ଭିତ୍ତିଭୂମି ନଷ୍ଟ ହୋଇଛି । ଏଥିରେ ଏପର୍ଯ୍ୟନ୍ତ ୧୬

କ୍ୟାନସର ଇଞ୍ଜେକ୍ସନ୍ ନାଁରେ ବିକ୍ରି ହେଉଛି ପାଣି । ଲକ୍ଷେ ଟଙ୍କା ନେଇ କର୍କଟ ରୋଗୀଙ୍କୁ ଦେଉଛନ୍ତି ଧୋକା

କ୍ୟାନସର ଇଞ୍ଜେକ୍ସନ୍ ନାଁରେ ବିକ୍ରି ହେଉଛି ପାଣି । ଲକ୍ଷେ ଟଙ୍କା ନେଇ କର୍କଟ ରୋଗୀଙ୍କୁ ଦେଉଛନ୍ତି ଧୋକା । କ୍ୟାନସର ଔଷଧ ନାଁରେ ଚାଲିଥିବା କଳବଜାରୀ ଉପରୁ ପରଦା ଉଠାଇଛି ଦିଲ୍ଲୀ ପୋଲିସର କ୍ରାଇମବ୍ରାଞ୍ଚ ।ବିକାନେରର ଏକ ସରକାରୀ କର୍କଟ ହସ୍ପିଟାଲ ସହିତ ଜଡିତ ଏହି କଥିତ ନେଟୱାର୍କର

ଜମି ପଞ୍ଜୀକରଣ ପ୍ରକ୍ରିୟାରେ ସ୍ୱଚ୍ଛତା ପାଇଁ ପ୍ରଯୁକ୍ତିଭିତ୍ତିକ ବ୍ୟବସ୍ଥା ଉପରେ ରାଜ୍ଯ ସରକାରଙ୍କ ଗୁରୁତ୍ବ

ରାଜ୍ୟରେ ଜମି ପଞ୍ଜୀକରଣ ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛ, ଦାୟିତ୍ୱସମ୍ପନ୍ନ ଏବଂ ନିୟମ ଅନୁପାଳନ ସୁନିଶ୍ଚିତ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଆସୁଛନ୍ତି। ପଞ୍ଜୀକରଣ ପ୍ରକ୍ରିୟାରେ ସ୍ୱଚ୍ଛତା ଓ ଦକ୍ଷତା ବୃଦ୍ଧି ପାଇଁ ଅନେକ ପ୍ରଯୁକ୍ତିଭିତ୍ତିକ ବ୍ୟବସ୍ଥା ମଧ୍ୟ ପ୍ରଚଳନ କରାଯାଇଛି।

ମହାପ୍ରଭୁ ଜଗନ୍ନାଥଙ୍କ ଉପରେ ଆନିମେସନ୍ ଫିଲ୍ମ ପ୍ରସଙ୍ଗ,ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ

ଶ୍ରୀଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ବିବାଦ ପ୍ରସଙ୍ଗ । ଏହା ଶାସ୍ତ୍ର, ପରମ୍ପରା ଓ ଇତିହାସ ବିରୋଧୀ ବୋଲି କହିଛନ୍ତି ଜଗଦଗୁରୁ ସ୍ବାମୀ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ। ଧାର୍ମିକ ଓ ଆଧ୍ୟାତ୍ମିକ ପ୍ରସଙ୍ଗରେ କୋର୍ଟଙ୍କ ହସ୍ତକ୍ଷେପ ଅନୁଚିତ।ଫିଲ୍ମରେ ଜଗନ୍ନାଥଙ୍କୁ ବିକୃତ ରୂପରେ

କଟକ ବାଲିଯାତ୍ରାକୁ ନେଇ ଆସିଲା ବଡ଼ ଖବର । ନଭେମ୍ବର ୨୪ରୁ ବାଲିଯାତ୍ର

ନଭେମ୍ବର ୨୪ରୁ ବିଶ୍ୱପ୍ରସିଦ୍ଧ ବାଲିଯାତ୍ରା । ଆସନ୍ତା ନଭେମ୍ବର ମାସ ୨୪ ତାରିଖୁ ଆରମ୍ଭ ହେବାକୁ ଯାଉଛି କଟକ ଐତିହାସିକ ବାଲିଯାତ୍ରା । ଯାହା ଡିସେମ୍ବର ୧ ଯାଏଁ ଚାଲିବ ବୋଲି ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ।। ଏଥର ଉପର ପଡ଼ିଆ ସହ ତଳ ପଡ଼ିଆରେ ମଧ୍ୟ

 ୭ ବର୍ଷର ରିପୋର୍ଟ କାର୍ଡ ଦେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ସାତ ବର୍ଷର ରିପୋର୍ଟ କାର୍ଡ ଦେଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ୬୦ ପୃଷ୍ଠାର ଏହି ରିପୋର୍ଟ କାର୍ଡରେ ନିଜ ସାତ ବର୍ଷର କାର୍ଯ୍ୟର ହିସାବ ଦେଇଛନ୍ତି ସାଂସଦ । ଭୁବନେଶ୍ୱର ପାଇଁ ୧୦୦ ପ୍ରତିଶତ ଚେଷ୍ଟା କରୁଥିବା କହିବା ସହ ନିଜ କାର୍ଯ୍ୟର ବିବରଣୀ ସମସ୍ତଙ୍କ ନିକଟରେ ପହଞ୍ଚାଇବାକୁ

ଶ୍ରୀମନ୍ଦିରରେ ମଙ୍ଗଳ ଆଳତୀ ସମୟରେ ଅପ୍ରୀତିକର ପରିସ୍ଥିତି: ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମାଡ଼ଗୋଳ

ଶ୍ରୀମନ୍ଦିର ଭିତରେ ଦୁଇଗୋଷ୍ଠୀ ମଧ୍ୟରେ ମାଡ଼ଗୋଳକୁ ନେଇ ଚର୍ଚ୍ଚା । ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଚାଲିଥିବା ସମୟରେ ଦୁଇପକ୍ଷଙ୍କ ମଧ୍ୟରେ ପ୍ରଥମେ ପାଟିତୁଣ୍ଡ ଓ ଯୁକ୍ତିତର୍କ ହୋଇଥିବା ଜଣାପଡ଼ିଛି । ପରେ ଘଟଣା ମାଡ଼ଗୋଳ ପର୍ଯ୍ୟନ୍ତ ଯାଇଥିଲା । ଏହି ଘଟଣାରେ ସମ୍ପୃକ୍ତ ଉଭୟ ଗୋଷ୍ଠୀଙ୍କୁ

ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ

ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଚାଙ୍ଗୁଡ଼ିଆ ଗ୍ରାମପଞ୍ଚାୟତ ର ଚାଙ୍ଗୁଡିଆ ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ଅଙ୍ଗନୱାଡି

ଆଜି ଧର୍ମଗୁରୁ ମହମ୍ମଦଙ୍କ ଜୟନ୍ତୀ । ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ 

ମହମ୍ମଦ ଜୟନ୍ତୀ ବା ଇଦ୍ ମିଲାଦ୍ ଉନ୍ ନବି ହେଉଛି ଇସଲାମ ଧର୍ମର ପ୍ରତିଷ୍ଠାତା ମହାପୁରୁଷ ହଜରତ ମହମ୍ମଦଙ୍କର ଜନ୍ମଦିନ।ଏହି ଦିନ ମୁସଲମାନ ଭାଇଭଉଣୀମାନେ ମସଜିଦ୍ ଓ ଘରେ ବିଶେଷ ନମାଜ ପାଠ କରନ୍ତି, କୁରାନ୍ ପାଠ କରନ୍ତି ଏବଂ ମହମ୍ମଦଙ୍କ ଜୀବନୀ ଓ ଶିକ୍ଷା ସମ୍ପର୍ଣ୍ଣରେ ଆଲୋଚନା

ପୋଲିସକୁ ଚକମା ଦେଇ ହତ୍ୟା ଅଭିଯୁକ୍ତ ଫେରାର

ଫେରାର ମାରିଲା ଦୁର୍ଦ୍ଦାନ୍ତ ହତ୍ୟା ଅଭିଯୁକ୍ତ। ପରିସ୍ରା ଯିବା ବାହାନାରେ ଚକମା ଦେଇ ଅଭିଯୁକ୍ତ ଫେରାର। ସୁନ୍ଦରଗଡ଼ ଜେଲର ବିଚାରାଧୀନ ଅଭିଯୁକ୍ତ ଟେକଚାନ୍ଦ ବେହେରା ମେଡିକାଲରୁ ଫେରାର ହୋଇଯାଇଛି।ପୋଲିସ ଏକ ମାମଲା ରୁଜୁ କରି ଫେରାର ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଳାଇଛି।ଅଭିଯୁକ୍ତ

ପୂର୍ବତନ ଶରଣକୁଳ ଥାନା ଆଇଆଇସି ସୁଜିତ ଦାସଙ୍କୁ ଖୋଜୁଛି କ୍ରାଇମବ୍ରାଞ୍ଚ୍

ବଢ଼ିଲା ପୋଲିସ ବାବୁଙ୍କ ଅଡ଼ୁଆ । ପୂର୍ବତନ ଶରଣକୁଳ ଥାନା ଆଇଆଇସି ସୁଜିତ ଦାସଙ୍କୁ ଖୋଜୁଛି କ୍ରାଇମବ୍ରାଞ୍ଚ୍ । ଗିରଫଦାରୀ ଏଡ଼ାଇବା ପାଇଁ ଲୁଚି ବୁଲୁଛନ୍ତି ନିଲମ୍ବିତ ଆଇଆଇସି । ଦୀର୍ଘ ଦିନ ହେଲା ଫେରାର ଥିବାରୁ NBW ଜାରି କଲେ ହାଇକୋର୍ଟ । ସୁଜିତ କେଉଁଠି ଅଛନ୍ତି, ତାଙ୍କୁ ନେଇ

ରାକ୍ଷୀ ପୂର୍ଣ୍ଣିମାରେ ପଡୁଛି ଚଳିତ ବର୍ଷର ଶେଷ ଚନ୍ଦ୍ର ଗ୍ରହଣ, ରାଖୀ ବାନ୍ଧିବାରେ ପ୍ରଭାବ ପଡ଼ିବ କି ?

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।ଏହା ଏକ ଗଭୀର ଆଂଶିକ ଚନ୍ଦ୍ରଗ୍ରହଣ । କିନ୍ତୁ ସବୁଠାରୁ ବଡ଼ କଥା ହେଲା, ଏହି ଗ୍ରହଣ ଭାରତରୁ ଦୃଶ୍ୟମାନ ହେବ ନାହିଁ । ଭାରତୀୟ