Browsing Category

ଆଜିର ଖବର

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା;ଖୁବଶୀଘ୍ର ସମସ୍ତ ଅଭିଯୁକ୍ତ ଗିରଫ ହେବେ

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା । ଖୁବୀଶୀଘ୍ର ଘଟଣାର ପର୍ଦ୍ଦାଫାଶ ହେବ । ତଦନ୍ତବେଳେ ପୁଲିସ ହାତରେ ଲାଗିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ । ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି କହିଛନ୍ତି ପୁଲିସ ଡିଜି ୱାଇବି ଖୁରାନିଆ । ବିହାରରୁ ୨ ଜଣଙ୍କୁ ଉଠାଇ ଆଣିଛି ପୋଲିସ । ଜଣେ

ନାମାଙ୍କନ ଭରିବେନି ଜୟ

ନାମାଙ୍କନ ଭରିବେନି ଭାଜପା ପ୍ରାର୍ଥୀ ଜୟ ଢୋଲକିଆ। ଏନେଇ ଭାଜପାରୁ ଆସିଛି ବଡ଼ ଖବର। ଆଜି ଶୁଭ ମୁହୂର୍ତ୍ତ ନଥିବାରୁ ପ୍ରାର୍ଥୀପତ୍ର ଦାଖଲ କରିବେନି ଜୟ । ଏନେଇ ସୂଚନା ମିଳିଛି।ଗତ ୧୧ତାରିଖ ଦିନ ବିଜେପିରେ ସାମିଲ ହୋଇଥିଲେ ଜୟ ଢୋଲକିଆ । ଏହାପରେ ନୂଆପଡା ରାଜନୈତିକ ସମୀକରଣ ପୁରା ବଦଳି

କଟକରେ ଅକ୍ଟୋବର 18ରୁ 20 ପର୍ଯ୍ୟନ୍ତ ବାଣ ବିକ୍ରି କରିବାକୁ ଅନୁମତି ମିଳିବ ।

ଦୀପାବଳିକୁ ଆଉ ମାତ୍ର କିଛି ଦିନ ବାକିଥିବା ବେଳେ ବାଣ ବିକ୍ରି ପାଇଁ ଲାଇସେନ୍ସ ଆବେଦନ ଆରମ୍ଭ ହୋଇଛି । କଟକରେ ଏଥର ମାତ୍ର 3 ଦିନ ପାଇଁ ବାଣ ବିକ୍ରି ପାଇଁ ଅନୁମତି ପ୍ରଦାନ କରାଯିବ ବୋଲି ପୋଲିସ ସ୍ପଷ୍ଟ କରିଛି । 18 ରୁ 20 ତାରିଖ ପର୍ଯ୍ୟନ୍ତ ବାଣ ବିକ୍ରି ପାଇଁ ଅନୁମତି ଦେବ ପୋଲିସ ।

ଫୋନ୍ ଯୋଗେ ବିରୋଧୀ ଦଳ ନେତା ଶ୍ରୀ ନବୀନଙ୍କୁ ଜନ୍ମ ଦିନର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ଫୋନ୍ ଯୋଗେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ସହିତ କଥା ହୋଇ ତାଙ୍କୁ ଜନ୍ମ ଦିନର ଶୁଭେଛା ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକଙ୍କର ଦୀର୍ଘ ନିରାମୟ ଜୀବନ ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ

ଆଜି ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ

ଆଜି ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୭୯ ବର୍ଷରେ ପାଦ ଦେଇଛନ୍ତି ନବୀନ । ଏଥର ନିଜ ଜନ୍ମଦିନକୁ ଭିନ୍ନ ଢଙ୍ଗରେ ପାଳନ କରିବେ ବିରୋଧୀ ଦଳ ନେତା । ପ୍ରାୟ ୬ ମାସ ବ୍ୟବଧାନ ପରେ ସର୍ବସାଧାରଣ କାର୍ଯ୍ୟକ୍ରମରେ ସେ ସାମିଲ ହେବେ । ଏକାମ୍ରନିର୍ବାଚନ

ଖୁବଶୀଘ୍ର ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର, ହେବ ଟିକେଟ ବ୍ୟବସ୍ଥା

ଭକ୍ତଙ୍କ ପାଇଁ ଖୁସି ଖବର । ଖୁବଶୀଘ୍ର ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର, ହେବ ଟିକେଟ ବ୍ୟବସ୍ଥା । ଶ୍ରୀମନ୍ଦିର ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବ୍ କମିଟି ବୈଠକରେ ନିଷ୍ପତ୍ତି । ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ସରିବ ଶ୍ରୀଜଗନ୍ନାଥ ବଲ୍ଲଭ ପିଲଗ୍ରୀମ୍ ସେଣ୍ଟର କାମ । ୨୦୨୬ ରଥଯାତ୍ରା

ସ୍କୁଟିରେ ନେଉଥିଲେ ବାଣ, ହଠାତ୍‌ ହେଲା ବିସ୍ଫୋରଣ

ରାଜଧାନୀ ଭୁବନେଶ୍ବରରେ ବୁଧବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି। ସ୍କୁଟିରେ ବାଣ ନେଇ ଯାଉଥିବାବେଳେ ବିସ୍ଫୋରଣ ହେବାରୁ ସ୍କୁଟିଟି ସମ୍ପୂର୍ଣ୍ଣ ଜଳିଯାଇଛି। ବାଣ ନେଇ ଯାଉଥିବା ବେଳେ ହଠାତ ବିସ୍ଫୋରଣ ପରେ ହୁତୁହୁତୁ ହୋଇ ଜଳିଗଲା ସ୍କୁଟି । ଜୟଦେବ ବିହାର ଫ୍ଲାଏ ଓଭର ବ୍ରିଜ ଉପରେ ସ୍କୁଟିରେ

ଅବ୍ୟବସ୍ଥାରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭିପୁରସ୍କାର ନନେଇ ଚାଲିଗଲେ ଛାତ୍ରଛାତ୍ରୀ

ଗଣିଆ,( ବିଶ୍ୱରଞ୍ଜନ୍ ସେଠି) ବିଦ୍ୟାଳୟରେ ଶିଶୁମାନଙ୍କ ମଧ୍ୟରେ ପାଠପଢା ବ୍ୟତୀତ ନୃତ୍ୟ,ଗୀତ,ସଂଗୀତ ଓ ଚିତ୍ରାଙ୍କନ ,ସାଧାରଣଜ୍ଞାନ ଓ ପତ୍ରଲିଖନ ପ୍ରତିଯୋଗିତା କରାଯାଇ ପାଠପଢା ପ୍ରତି ଆଗ୍ରହ ସୃଷ୍ଟି କରିବା ପାଇଁ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ଦ୍ୱାରା ସୁରଭି କାର୍ଯ୍ୟକ୍ରମ

ବ୍ରାଉନ ସୁଗାର ସହିତ ଜଣେ ଅଭିଯୁକ୍ତ ଗିରଫ

ଗଣିଆ। ( ବିଶ୍ୱରଞ୍ଜନ୍ ସେଠି) ନୟାଗଡ଼ ଜିଲା ଗଣିଆ ବ୍ଳକର ବିଭିନ୍ନ ସ୍ଥାନରେ ବେଧଡ଼କଭାବେ ଚାଲିଛି ନିଶା କାରବାର । ବିଶେଷ କରି ବ୍ରାଉନ ସୁଗାରକୁ ନେଇ ବହୁ ଯୁବଗୋଷ୍ଠୀମାନେ ପଥଭ୍ରଷ୍ଟ ହେଉଛନ୍ତି । ଏପରିକି ବାପାମା ମାନେ ବିଭିନ୍ନ ସମୟରେ ପିଲାମାନଙ୍କ ଠାରୁ ନିର୍ଯ୍ୟାତିତ ହୋଇ ଥାନାର ଆଶ୍ରୟ

ରାଷ୍ଟ୍ରୀୟ ପୋଷଣ ମାସ ପାଳିତ

ଗଣିଆ .(ବିଶ୍ବରଂଜନ ସେଠି)ବୁଧବାର ଅପରାହ୍ନ୍ନରେ ଗଣିଆ ବ୍ଳକ ମିଶନ ଶକ୍ତି ସଭାଗୃହରେ ରାଷ୍ଟ୍ରୀୟ ପୋଷଣ ମାସ ପାଳିତ ହୋଇଯାଇଛି । ଆଯୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିôତଭାବେ ବିଡିଓ ପ୍ରତିବାଳା ରଣା ଯୋଗଦାନ କରିଥିବାବେଳେ ମୁଖ୍ୟବକ୍ତାଭାବେ ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର

ନୂଆପଡ଼ା ଉପନିର୍ବାଚନ: ସ୍ନେହାଙ୍ଗିନୀ ଛୁରିଆ ବିଜେଡି ପ୍ରାର୍ଥୀ

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ଆଜି ସନ୍ଧ୍ୟାରେ ପ୍ରାର୍ଥୀ ଘୋଷଣା କରିଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ପ୍ରାର୍ଥୀ ଘୋଷଣା କରିଛନ୍ତି। ନୂଆପଡ଼ା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ପ୍ରାର୍ଥୀ ହୋଇଛନ୍ତି। ସୂଚନାମୁତାବକ ନୂଆପଡ଼ା ଉପନିର୍ବାଚନ

ଖୋଲିବାକୁ ଯାଉଛି ଶିମିଳିପାଳ ଅଭୟାରଣ୍ୟ

ପର୍ଯ୍ୟଟକଙ୍କ ପାଇଁ ଆସିଲା ଖୁସି ଖବର । ଖୋଲିବାକୁ ଯାଉଛି ଶିମିଳିପାଳ ଅଭୟାରଣ୍ୟ । ଆସନ୍ତା ୧୮ ତାରିଖରୁ ଏହି ଅଭୟାରଣ୍ୟ ଖୋଲିବ। ଜୁଲାଇ ୧ରୁ ଶିମିଳିପାଳ ଉପରେ କଟକଣା ଲାଗୁ ହୋଇଥିଲା କିନ୍ତୁ ଏବେ କଟକଣା ହଟିଯାଇଛି । ଏନେଇ ବିଜ୍ଞପ୍ତି ପ୍ରକାଶ କରି ସୂଚନା ଦିଆଯାଇଛି । ଏବେ କଟକଣା ହଟିବା