Browsing Category
ଆଜିର ଖବର
ନୂଆପଡ଼ା ଉପନିର୍ବାଚନ: ସ୍ନେହାଙ୍ଗିନୀ ଛୁରିଆ ବିଜେଡି ପ୍ରାର୍ଥୀ
ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ଆଜି ସନ୍ଧ୍ୟାରେ ପ୍ରାର୍ଥୀ ଘୋଷଣା କରିଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ପ୍ରାର୍ଥୀ ଘୋଷଣା କରିଛନ୍ତି। ନୂଆପଡ଼ା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ପ୍ରାର୍ଥୀ ହୋଇଛନ୍ତି। ସୂଚନାମୁତାବକ ନୂଆପଡ଼ା ଉପନିର୍ବାଚନ!-->…
ଖୋଲିବାକୁ ଯାଉଛି ଶିମିଳିପାଳ ଅଭୟାରଣ୍ୟ
ପର୍ଯ୍ୟଟକଙ୍କ ପାଇଁ ଆସିଲା ଖୁସି ଖବର । ଖୋଲିବାକୁ ଯାଉଛି ଶିମିଳିପାଳ ଅଭୟାରଣ୍ୟ । ଆସନ୍ତା ୧୮ ତାରିଖରୁ ଏହି ଅଭୟାରଣ୍ୟ ଖୋଲିବ। ଜୁଲାଇ ୧ରୁ ଶିମିଳିପାଳ ଉପରେ କଟକଣା ଲାଗୁ ହୋଇଥିଲା କିନ୍ତୁ ଏବେ କଟକଣା ହଟିଯାଇଛି । ଏନେଇ ବିଜ୍ଞପ୍ତି ପ୍ରକାଶ କରି ସୂଚନା ଦିଆଯାଇଛି । ଏବେ କଟକଣା ହଟିବା!-->…
ଏପିଜେ ଅବଦୁଲ କଲାମଙ୍କ ଜନ୍ମ ଜୟନ୍ତୀ
ବାସ୍ତବକୁ ନେଇ ଜୀଉଁଥିବା ମଣିଷଟିଏ । ଜୀବନରେ କାହାକୁ ହରାଇବା ଯେତିକି କଷ୍ଟକର ..କାହାକୁ ଜିତିବା ଆହୁରି କଷ୍ଟସାଧ୍ୟ .. .ତାଙ୍କର ଉଦାର ମନୋଭାବ ସାଙ୍ଗକୁ ବଳିଷ୍ଠ ବ୍ୟକ୍ତିତ୍ୱ ଯୋଗୁ ଏବେ ବି ଝୁରୁଛି ତାଙ୍କୁ ସାରା ଦେଶ । ଏବେ ବି ସମସ୍ତଙ୍କ ହୃଦୟରେ ସେ ବିରାଜମାନ କରନ୍ତି । ଏବେ ବି ସେ!-->…
ଏଥର ଦିଲ୍ଲୀରେ ସବୁଜ ଦୀପାବଳି
ସୁପ୍ରିମକୋର୍ଟ ଦିଲ୍ଲୀ-ଏନସିଆରରେ ସବୁଜ ବାଣ ବ୍ୟବହାରକୁ ଅନୁମୋଦନ କରିଛନ୍ତି। କୋର୍ଟ ବୁଧବାର ଏହି ନିଷ୍ପତ୍ତି ଶୁଣାଇଛନ୍ତି। କୋର୍ଟ କେବଳ ଅକ୍ଟୋବର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଏହି ଅନୁମତି ପ୍ରଦାନ କରିଛନ୍ତି। ସିଜେଆଇ ବିଆର ଗଭାଇ କହିଛନ୍ତି ଯେ ଆମକୁ ଏକ ସନ୍ତୁଳିତ ଆଭିମୁଖ୍ୟ ଗ୍ରହଣ!-->…
ଅନୁଗୋଳରେ ଚାଞ୍ଚଲ୍ୟ: ଶିକ୍ଷୟିତ୍ରୀଙ୍କୁ ବଳାତ୍କାର କଲେ ସ୍କୁଲ ମାଲିକ
ଅନୁଗୋଳ ସଦର ସ୍ଥିତ ଏକ ଘରୋଇ ସ୍କୁଲର ଶିକ୍ଷୟିତ୍ରୀଙ୍କୁ ଘରୋଇ ସ୍କୁଲ ପ୍ଲେ ସ୍କୁଲ ମାଲିକଙ୍କ ବଳାତ୍କାର ଅଭିଯୋଗ। ଥାନାରେ ଅଭିଯୋଗ ପରେ ମାଲିକ ସଙ୍କେତ କୁମାର ଶର୍ମାଙ୍କୁ ପୋଲିସ ଗିରଫ କରିଛି। ସୂଚନା ଅନୁଯାୟୀ, ଅନୁଗୁଳ ସହରର ଗାନ୍ଧୀ ମାର୍ଗରେ ଅବସ୍ଥିତ ସ୍କୁଲର ଜଣେ ମହିଳା!-->…
ଆଉ ନାହାଁନ୍ତି ମହାଭାରତର ‘କର୍ଣ୍ଣ’
ଟିଭି ଇଣ୍ଡଷ୍ଟ୍ରିରୁ ଆସିଲା ଦୁଃଖଦ ଖବର । ଆରପାରିକୁ ଚାଲିଗଲେ ଲୋକପ୍ରିୟ ଅଭିନେତା ପଙ୍କଜ ଧୀର୍ , ଆଜି ତାଙ୍କର ଦେହାନ୍ତ ହୋଇଛି ।ବି.ଆର ଚୋପ୍ରାଙ୍କ ମହାଭାରତରେ କର୍ଣ୍ଣଙ୍କ ସ୍ମରଣୀୟ ଚରିତ୍ର ପାଇଁ ଘରେ ଘରେ ପରିଚିତ ହୋଇଥିଲେ ପଙ୍କଜ । । ତାଙ୍କର ଘନିଷ୍ଠ ବନ୍ଧୁ ଅମିତ ବହଲ ଜାତୀୟ!-->…
ନୂଆପଡା ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ
ନୂଆପଡା ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏନେଇ ନୂଆପଡା ଏନଏସି ଚେୟାରମ୍ୟାନ ମହମ୍ମଦ ଆଦମ ସୂଚନା ଦେଇଛନ୍ତି । ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ ମହମ୍ମଦ ଆଦମ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ନବୀନ ନୀବାସ ଯାଇ ନବୀନଙ୍କ ସହ ଆଲୋଚନା!-->…
ଭିଜିଲାନ୍ସ ଜାଲରେ ଡାଟା ଏଣ୍ଟ୍ରି ଅପାରେଟର
ବେଗୁନିଆ ତହସିଲରେ କାର୍ଯ୍ୟରତ ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ଜୟସିଂହ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଘରବାଡ଼ି କିସମ ପରିବର୍ତ୍ତନ ପାଇଁ ଅତିରିକ୍ତ ତହସିଲଦାରଙ୍କ ନାମରେ ୮ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାହୋଇଛନ୍ତି ସ୍ମୃତି।୩ ଡିଏସ୍ପି, ୨ ଇନ୍ସପେକ୍ଟର ଚଢ଼ାଉରେ ସାମିଲ!-->…
ରାଜ୍ୟ ସରକାର ନିଜସ୍ୱ ଖର୍ଚ୍ଚରେ ଅଧିକ ଚାଉଳ ଦେବାକୁ ଚିନ୍ତା କରୁଛନ୍ତି
ରାସନ କାର୍ଡ ହିତାଧିକାରୀଙ୍କୁ ମିଳିପାରେ ଅଧିକ ୫ କେଜି ଲେଖାଏଁ ଚାଉଳ । ଆଶା ଦେଖାଇଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଚୂଡାନ୍ତ ନିଷ୍ପତ୍ତି ହୋଇନି , ଚିନ୍ତା କରାଯାଉଛି । ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ। ସମସ୍ତ ୩ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ଦେବାକୁ ଚିନ୍ତା!-->…
ଅନଲାଇନରେ ଅନ୍ନପ୍ରସାଦ ବା ଅବଢା ମିଳିବା ନେଇ ବିଜ୍ଞାପନ ଜାରି
ଅନଲାଇନରେ ଅନ୍ନପ୍ରସାଦ ବା ଅବଢା ମିଳିବା ନେଇ ବିଜ୍ଞାପନ ଜାରି। ଅବଢା ବିଜ୍ଞାପନ ସୋସିଆଲ ମିଡିଆରେ ହେଲା ଭାଇରାଲ । ଏକ ଫୁଡ ଆପ୍ଲିକେସନ ପକ୍ଷରୁ ବିଜ୍ଞାପନ ନେଇ ଭାଇରାଲ ହେଉଛି । ମାତ୍ର ୪୯ ଟଙ୍କାରେ ଅବଢା ଉପଲବ୍ଧ ଥିବା ବିଜ୍ଞାପନରେ କୁହାଯାଇଛି । ତେବେ ୪୯ ଟଙ୍କା ଦେଇ ଖାଇବା ଡେଲିଭରି!-->…
ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି
ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଜୟ ଢୋଲକିଆ ପ୍ରାର୍ଥୀଙ୍କୁ ପ୍ରାର୍ଥୀ କରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା କରାଯାଇଛି । ଗତ ୧୧ ତାରିଖରେ ବିଜେପିରେ ମିଶିଥିଲେ।ଆସନ୍ତାକାଲି ନାମାଙ୍କନ ଭରିବେ ଜୟ ଢୋଲକିଆ ।!-->…
ଶ୍ୱଶୁର ଘରେ ନିଆଁ ଲଗାଇଲା ଜ୍ୱାଇଁ ଫେରାର
ଚମ୍ପୁଆ ଥାନା ମଙ୍ଗଳପୁର ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି।ଶ୍ୱଶୁର ଘରେ ପଶି ପରିବାର ଲୋକଙ୍କୁ ବାହାରୁ ଶିକୁଳି ପକାଇଲା । ପରେ ଘରେ ନିଆଁ ଲଗାଇଲା । ଏଭଳି ଅମାନୁଷିକ କାଣ୍ଡ ଭିଆଇ ଫୋରାର ହେଲା ଜ୍ୱାଇଁ।ଦମକଳ ଗାଡ଼ି ପହଞ୍ଚି ନିଆଁ ଲିଭାଇଥିଲେ ହେଁ ନିଆଁରେ ପଡ଼ି ଘରର!-->…