Browsing Category

ଆଜିର ଖବର

ଦୀପାବଳି ତାରିଖ ଦ୍ବନ୍ଦ୍ବ ଦୂର କଲା ମୁକ୍ତି ପଣ୍ଡିତ ମହାସଭା

ପୟାଶ୍ରାଦ୍ଧକୁ ନେଇ ଦୂର ହେଲା ଦ୍ଵନ୍ଦ୍ଵ। ଶ୍ରୀମନ୍ଦିର ମୁକ୍ତିମଣ୍ଡପ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରି ଦିଆଗଲା ସ୍ପଷ୍ଟୀକରଣ। ୨୦ ନା ୨୧ ତାରିଖ ନେଇ ଦ୍ଵନ୍ଦ୍ଵ ଥିଲା । ତେବେ ୨୦ ତାରିଖ ଦୀପାବଳିରେ ହେବ ପୟାଶ୍ରାଦ୍ଧ ଦୀପାବଳି ଅମାବାସ୍ୟାର ଦ୍ୱନ୍ଦ୍ୱ ଦୂରୀକରଣ କରିବା ପାଇଁ

ଡାକ୍ତରୀ ଛାତ୍ରୀ ଗଣବଳାତ୍କାର ଘଟଣାରେ ନୂଆମୋଡ଼: ପୀଡ଼ିତା କହିଦେଲେ ଦୋଷୀ କିଏ ?

ପଶ୍ଚିମବଙ୍ଗର ଦୁର୍ଗାପୁରରେ ଘଟିଥିବା ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣାରେ ତାଙ୍କ ପୁରୁଷ ବନ୍ଧୁଙ୍କୁ ଗିରଫ କରିଛି ଆସାନସୋଲ-ଦୁର୍ଗାପୁର କମିଶନରେଟ ପୁଲିସ। ଛାତ୍ରୀଙ୍କୁ ରାତିରେ ହଷ୍ଟେଲରୁ ବାହାରକୁ ଆସିବା ଲାଗି ପ୍ରବର୍ତ୍ତାଇବା ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରିଛି।

ଆଜିଠୁ ଆମେରିକାକୁ ପୁନଃ ଡାକ ସେବା ଆରମ୍ଭ

ଆମେରିକାକୁ ଅସ୍ଥାୟୀ ଭାବେ ଲଗାଯାଇଥିବା ଡାକ ସେବା ପ୍ରତିବନ୍ଧକକୁ ହଟାଇଲେ ଭାର ସରକାର। ସମସ୍ତ ପ୍ରକାରର ଡାକ ସେବା ଉପରୁ ଅସ୍ଥାୟୀ ପ୍ରତିବନ୍ଧକ ଉଠାଇ ଦିଆଯାଇଛି।ଆଜିଠୁ ଆମେରିକାକୁ ଡାକ ସେବା ପୂର୍ବ ପରି ଆରମ୍ଭ ହେବ। ପୂର୍ବରୁ, ଅଗଷ୍ଟ ୨୫ ତାରିଖରେ ଭାରତୀୟ ଡାକ ବିଭାଗ ଡାକ ସେବା ଉପରେ

ପୁଣି ଇସ୍କନର ଅଦିନିଆ ରଥଯାତ୍ରା

ପୁଣି ଇସ୍କନର ଅଦିନିଆ ରଥଯାତ୍ରା । ମଧୁବନ ଆଶ୍ରମ ରିଷିକେଷ ଦ୍ୱାରା ଆୟୋଜିତ ୨୮ତମ ଶ୍ରୀଜଗନ୍ନାଥ ରଥଯାତ୍ରା ସମ୍ପର୍ଣ୍ଣ କରିଛି ଇସ୍କନ । ଚଳିତମାସ ଅକ୍ଟୋବର ୭ ତାରିଖ ମଙ୍ଗଳବାର ଦିନ ଏଭଳି ଅଦିନିଆ ରଥଯାତ୍ରା ଅନୁଷ୍ଠିତ ହୋଇଥିବା ଦେଖିବାକୁ ମିଳିଛି । ମଧୁବନ ଆଶ୍ରମ ଠାରୁ ବାହାରି ତ୍ରୀବେଣୀ

ଆଜିର ରାଶିଫଳ(୧୫ ଅକ୍ଟୋବର, ୨୦୨୫)

ମେଷଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ। ବୃଷବାଣିଜ୍ୟ, ସନ୍ତାନଙ୍କ ସମସ୍ୟା

ପଶ୍ଚିମବଙ୍ଗ ଦୁର୍ଗାପୁର ଗଣଦୁଷ୍କର୍ମ ଘଟଣା- ପୀଡ଼ିତା କହିଲେ କାଳ ରାତିର କରୁଣ କାହାଣୀ

ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ଗଣଦୁଷ୍କର୍ମକୁ ନେଇ ପଶ୍ଚିମବଙ୍ଗରୁ ଓଡ଼ିଶା କମ୍ପୁଥିବାବେଳେ, କ୍ରାଇମସ୍ପଟରେ ଅପରାଧର ଡେମୋ ଦେଖାଇଛନ୍ତି ଜହ୍ଲାଦ । ମେଡିକାଲ କଲେଜ ବାହାରେ ଓ ଜଂଗଲ ଭିତରେ ଭିଆଇଥିବା ଛାତିଥରା କାଣ୍ଡର ସିନ ରିକ୍ରିଏସନ କରିଛନ୍ତି ସଇତାନ । ମଙ୍ଗଳବାର ଦିନ ପୁଲିସ ଘଟଣାସ୍ଥଳକୁ

କରୁଣାକର କିସ୍କୋ ୟୁଟ୍ୟୁବର ଭାବେ ଦିନରେ ଭିଡ଼ିଓ !ରାତି ହେଲେ ବିକ୍ରି କରୁଥିଲେ ଦେଶୀ ମଦ

ଦେଶୀ ମଦ ବିକ୍ରି ଅଭିଯୋଗରେ ଧରାପଡ଼ିଲେ ୟୁଟ୍ୟୁବର। କରୁଣାକର କିସ୍କୋ ୟୁଟ୍ୟୁବର ଭାବେ ଦିନରେ ଭିଡ଼ିଓ କରେ ରାତି ହେଲେ ବିକ୍ରି କରୁଥିଲେ ଦେଶୀ ମଦ | ବେଡ଼ରୁମରେ ବିଛାଇଥିଲା ନୀଳ ରଙ୍ଗର କାରପେଟ |କାରପେଟ ତଳେ ଥିଲା ସିକ୍ରେଟ ଚାମ୍ବର। ଆଉ ଏହି ଚାମ୍ବରରେ ପ୍ରସ୍ତୁତ ହେଉଥିଲା ଦେଶୀ ମଦ।

‘ଆଇଏଚଜି’ ନାଁରେ ଏକ ନକଲି ୱେବ୍‌ସାଇଟ୍‌ ଜରିଆରେ କୋଟିଏ ଟଙ୍କା ଠକେଇ

ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ଅଞ୍ଚଳରେ ବଡ଼ଧରଣର ଅନ୍‌ଲାଇନ୍‌ ଠକେଇ ସାମନାକୁ ଆସିଛି।‘ଆଇଏଚଜି’ ନାଁରେ ଏକ ନକଲି ୱେବ୍‌ସାଇଟ୍‌ ଜରିଆରେ ଏହି ଠକେଇ ହୋଇଥିବା ଚର୍ଚ୍ଚା ହେଉଛି। ଏକ ଠକ କମ୍ପାନି 'ଆଇଏଚଜି’ ନାମରେ ନକଲି ଏକ ୱେବ୍‌ସାଇଟ୍‌ ଖୋଲି କାରବାର ଆରମ୍ଭ କରିଥିଲା। ବେଙ୍ଗାଲୁରୁର ଜଣେ

 ଦୁର୍ଗାପୁର ଆଇକ୍ୟୁ ହସ୍ପିଟାଲରେ ପହଞ୍ଚିଲେ ସାଂସଦ ପ୍ରତାପ ଷଡଙ୍ଗୀ

ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା। ଦୁର୍ଗାପୁର ଆଇକ୍ୟୁ ହସ୍ପିଟାଲରେ ପହଞ୍ଚିଲେ ସାଂସଦ ପ୍ରତାପ ଷଡଙ୍ଗୀ। ପ୍ରତାପଙ୍କ ସହ ଅଛନ୍ତି ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ଐଶ୍ଚର୍ଯ୍ୟା ବିଶ୍ୱାଳ। ପୀଡିତାଙ୍କ ପରିବାରକୁ ଭେଟି ଆଲୋଚନା କରିବେ। ବାଲେଶ୍ୱର ଜିଲା

ରାଜଧାନୀ ପ୍ରଦର୍ଶନୀ ପଡିଆରେ ‘ମୃତ୍ତିକା’- ୨୦୨୫”

ରାଜଧାନୀରେ ଆରମ୍ଭ ହୋଇଛି "ବାର୍ଷିକ ଟେରାକୋଟା ପ୍ରଦର୍ଶନୀ 'ମୃତ୍ତିକା'- ୨୦୨୫” । ଦୀପାବଳିକୁ ଦୃଷ୍ଟିରେ ରଖି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଏହି ପ୍ରଦର୍ଶନୀର ଆୟୋଜନ କରାଯାଇଛି । ପଦର୍ଶନୀରୁ ମନ ପସନ୍ଦର ଜିନିଷ କିଣିବାକୁ ରାଜଧାନୀବାସୀଙ୍କ ଭିଡ ଜମିଛି । ଘର ସାଜସଜ୍ଜା

୯ ଜିଲ୍ଲା ରୁ ସମ୍ପୂର୍ଣ୍ଣ ବିଦାୟ ନେଲା ମୌସୁମୀ । ଆଗକୁ ବଢିବ ଶୀତ

ରାଜ୍ୟରୁ ବିଦାୟ ନେଉଛି ମୌସୁମୀ । ୬ ଜିଲ୍ଲାରୁ ବିଦାୟ ନେବା ପ୍ରକ୍ରିୟା ଆରମ୍ଭ ହୋଇଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଂଶରୁ ବିଦାୟ ନେଇଛି ।୨୪ ଘଣ୍ଟା ମଧ୍ୟରେ ୯ ଜିଲ୍ଲା ରୁ ସମ୍ପୂର୍ଣ୍ଣ ବିଦାୟ ନେଲା ମୌସୁମୀ । ମୟୂରଭଞ୍ଜ, ଦେଓଗଡ, କେଉଝର, ବାଲେଶ୍ବର, ସୁନ୍ଦର ଗଡ,

ଦୁଇ ହାର୍ଡକୋର ମାଓବାଦୀଙ୍କ ଥାନାରେ ହେଲା ବିବାହ

ଛତିଶଗଡ଼ ମାଓ ପ୍ରଭାବିତ କାଙ୍କେର ଜିଲ୍ଲାର ପାଖଞ୍ଜୁରରୁ ଆସିଛି ଏକ ବିରଳ ଦୃଶ୍ୟ | ଆତ୍ମସମର୍ପଣ କରିଥିବା ଦୁଇ ମାଓବାଦୀ ଏବେ ଥାନାରେ କରିଛନ୍ତି ବିବାହ। ବେକରେ ବରଣମାଳା ପଡିଛି ଆଉ ପୂରା ଧୂମଧାମ୍ ରେ ହୋଇଛି ବାହାଘର । ସାଗର ଡିର୍ଡୋ ଓ ସଚିଲା ମାଣ୍ଡାଭି ସାତ ଜନମର ସାଥୀ ହୋଇ ଚାଲିବାର