Browsing Category
ଆଜିର ଖବର
ମମତାଙ୍କୁ ପୋଲିସ ମାନୁନାହାନ୍ତି: ମନମୋହନ
ମମତା ବାନାର୍ଜୀଙ୍କ ଉପରେ ଜୋରଦାର ବର୍ଷିଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ସେ କହିଛନ୍ତି, ମମତା ନାମକୁ ମାତ୍ର ଶାସନ ବ୍ୟବସ୍ଥାରେ ବସିଛନ୍ତି। ଜଣେ ମହିଳା ମୁଖ୍ୟମନ୍ତ୍ରୀ ମହିଳାଙ୍କୁ ମଧ୍ୟ ସୁରକ୍ଷା ଦେଇ ପାରୁ ନାହାନ୍ତି।ମମତାଙ୍କ ହାତରେ କ୍ଷମତା ନାହିଁ, ତାଙ୍କୁ ପୋଲିସ ମାନୁ!-->…
ନିୟମିତ ବ୍ୟବଧାନରେ ଜେଲ୍ ବୁଲିବେ ଜିଲ୍ଲାପାଳ ଏବଂ ଏସ୍ପି
ଜେଲକୁ ସରପ୍ରାଇଜ ଭିଜିଟ କରିବେ ଜିଲ୍ଲପାଳ, ଏସପି । ସବୁ ଜିଲ୍ଲାପାଳ ଏବଂ ଏସପିଙ୍କୁ ନିର୍ଦ୍ଦେଶ ଦେଲେ ଜେଲ ଡିଜି ସୁଶାନ୍ତ ନାୟକ । ଚୌଦ୍ୱାର ଜେଲରୁ କଏଦୀ ଫେରାର ହେବା ପରେ ତତ୍ପରତା ପ୍ରକାଶ କରିଛି ଜେଲ ବିଭାଗ । ଜେଲ ଭିତରେ ଅନେକ ଅନୈତିକ କାରବାର ହୋଇଥିବା ନେଇ ଏକାଧିକ ଅଭିଯୋଗ!-->…
ଆରମ୍ଭ ହେବାକୁ ଯାଉଛି ‘ଆମ ସୁବାହକ’
ମହିଳାଙ୍କୁ ସଶକ୍ତ କରାଇବା ପାଇଁ ଖୁବଶୀଘ୍ର ଆରମ୍ଭ ହେବ 'ଆମ ସୁବାହକ' ଯୋଜନା । ପୂର୍ବ ସରକାରଙ୍କ ସ୍କୁଟି ଯୋଜନାର ରୂପରେଖ ବଦଳିଲା । ଜଣଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଋଣ ଯୋଗାଇବେ ସରକାର । ୪ ବର୍ଷରେ ୧୧୦୦ ମହିଳାଙ୍କୁ କାର କିଣାଇଦେବେ ସରକାର । ପ୍ରଥମ ବର୍ଷରେ ୨୦୦ ଜଣଙ୍କୁ ଦିଆଯିବ!-->…
ଇ-କେୱାଇସି କରିନଥିଲେ ମିଳିବନି ଚାଉଳ: ମନ୍ତ୍ରୀ
ଇ-କେୱାଇସି କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଏବେବି ରାଜ୍ୟର ୧୫ଲକ୍ଷ ୬୭ ହଜାର ହିତାଧିକାରୀ କେୱାଇସି କରିନାହାନ୍ତି । ଯେଉଁମାନେ ଇ-କେୱାଇସି କରିବେନି ସେମାନଙ୍କୁ ଚାଉଳ ଦିଆଯିବନି । କେନ୍ଦ୍ର ସରକାରଇ- କେୱାଇସି ବନ୍ଦ କରିଛନ୍ତି, ସମୟ ବଢେଇଲେ ଆମେ ବଢେଇବୁ । ବାଦ ପଡିଥିବା!-->…
ଆସିଲା ଦୀପାବଳି କଟକଣା : ମାତ୍ର ୨ ଘଣ୍ଟା ଫୁଟିବ ବାଣ
ଦୀପାବଳି ପୂର୍ବରୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି।ଚଳିତ ବର୍ଷ ଦୀପାବଳିରେ ବାଣ ଫୁଟେଇବା ଲାଗି ସମୟ ବି ନିର୍ଦ୍ଧାରିତ ହୋଇଛି। ଏଥର କେବଳ ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା।ଖାଲି ୨ ଘଣ୍ଟାର ସମୟ ନୁହେଁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ!-->…
ଚିଲିକାରେ ପହଞ୍ଚିଲେ ବିଦେଶାଗତ ପକ୍ଷୀ ।
ଚିଲିକାରେ ପହଞ୍ଚିଲେ ବିଦେଶାଗତ ପକ୍ଷୀ । ଚଳିତ ବର୍ଷ ଚିଲିକାରେ ଲକ୍ଷାଧିକ ବିଦେଶୀ ପକ୍ଷୀମାନଙ୍କ ସମାଗମ ହେବ ବୋଲି ଲକ୍ଷ ରଖିଛି ବନ ବିଭାଗ । ଏହାକୁ ଆଖି ଆଗରେ ରଖି ସୁରକ୍ଷାକୁ କଡାକଡି କରିଛି ବନ ବିଭାଗ । ଚିଲିକା ବନଖଣ୍ଡ ବନାଞ୍ଚଳ ବାଲୁଗାଁ କାର୍ଯ୍ୟାଳୟ ତରଫରୁ ବିଭିନ୍ନ ରେଞ୍ଜରେ!-->…
ସରକାରୀ ଡାକ୍ତରଖାନାରେ ରୋଗୀଙ୍କ ଖାଦ୍ୟ ଖର୍ଚ୍ଚ ବୃଦ୍ଧି
ପ୍ରତ୍ୟେକ ଜିନିଷରେ ଦରଦାମ ବୃଦ୍ଧି ହୋଇଛି। ଖାଇବା ଜିନିଷ ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ। ରୋଗୀଙ୍କୁ ପୁଷ୍ଟିକର ଓ ସ୍ବାସ୍ଥ୍ୟଯୁକ୍ତ ଖାଦ୍ୟ ଦେବା ଲକ୍ଷ୍ୟରେ ସରକାରୀ ଡାକ୍ତରଖାନାରେ ରୋଗୀଙ୍କ ଖାଦ୍ୟ ଖର୍ଚ୍ଚ ବୃଦ୍ଧି କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ!-->…
କ୍ୟାପିଟାଲ ଥାନା ଘେରାଉ କଲେ ସ୍ମାର୍ଟସିଟି ଅନଲାଇନ ଅଟୋ ଚାଳକ ସଂଘ
କ୍ୟାପିଟାଲ ଥାନା ଘେରାଉ କଲେ ସ୍ମାର୍ଟସିଟି ଅନଲାଇନ ଅଟୋ ଚାଳକ ସଂଘ । କ୍ୟାପିଟାଲ ଥାନା ସମ୍ମୁଖରେ ଲମ୍ବା ଲାଇନରେ ଛିଡା ହୋଇଛି ଅଟୋ । ରାଜମହଲରୁ ଏଜି ଛକ ଯାଏ ରାସ୍ତା ସମ୍ପୁର୍ଣ୍ଣ ଜାମ ରହିଛି । ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା ଅନୁସାରେ କିଛି ଦିନ ତଳେ ଅନଲାଇନ ସ୍ମାର୍ଟ ସିଟି!-->…
ଚୌଦ୍ୱାର ଜେଲ ପରେ ଏବେ ପୁଣି ଚନ୍ଦକା ଥାନାରୁ ଫେରାର ହୋଇଗଲା ଚୋର
ଚୌଦ୍ୱାର ଜେଲ ପରେ ଏବେ ପୁଣି ଚନ୍ଦକା ଥାନାରୁ ଫେରାର ହୋଇଗଲା ଚୋର । କନେଷ୍ଟବଳଙ୍କୁ ଧକ୍କା ଦେଇ ଚନ୍ଦକା ଥାନାରୁ ଚମ୍ପଟ ମାରିଲା ଚୋର । ଫେରାର ଅଭିଯୁକ୍ତ ହେଉଛି ପଶ୍ଚିମବଙ୍ଗର ରାଜା । ଗତମାସ ୨୮ ତାରିଖ ରାତିରେ ଏକ ଆଇଫୋନ ଚୋରି ହୋଇଥିଲା । ସେହି ଅଭିଯୋଗ ତଦନ୍ତ କରି ଦୁଇ ଦିନ ତଳେ!-->…
ଜିଲ୍ଲାପାଳଙ୍କ ଜନଶୁଣାଣିରେ ଅଭିଯୋଗ କରିବାକୁ ପହଞ୍ଚିଥିଲା ଛେଳିଛୁଆ!
ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥାଏ । ହଠାତ୍ ଜଣେ ବ୍ୟକ୍ତି ବ୍ୟାଗ୍ରେ ଏକ କଳା ରଙ୍ଗର ଛେଳି ଛୁଆ ନେଇ ସେଠି ପହଞ୍ଚିଲେ । କହିଲେ, ‘ସାର୍ ମୋ ଘର ଉପରେ ୧୧ କେଭି ବିଜୁଳି ତାର ଯାଇଛି । ଏହାର ସଂସ୍ପର୍ଶରେ ଆସି ମୋର ୩ଟି ଛେଳି ମରି ସାରିଲେଣି । ଏବେ ଏଇ ଗୋଟାକୁ ଆପଣ ବଞ୍ଚାଇ!-->…
ପାର୍ଟ ପ୍ଲଟ ପଞ୍ଜିକରଣ ପାଇଁ ଏସଓପି ଜାରି
ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଂଶ ପ୍ଲଟ ପଞ୍ଜୀକରଣକୁ ସହଜ ଓ ସ୍ଵଚ୍ଚ କରିବା ପାଇଁ ନୂଆ ମାନକ ପ୍ରକ୍ରିୟା (SOP) ଜାରି କରିଛି। ଏହା ପୂର୍ବ ନିୟମଗୁଡ଼ିକୁ ବାତିଲ କରି ଏକରୂପତା ଓ ଜନସାଧାରଣଙ୍କ ସୁବିଧା ପାଇଁ କାମ କରିବ।। ଏଥିରେ ମୁଖ୍ୟତଃ ଚାରିଟି ଦିଗ ଉପରେ!-->…
ଡିସେମ୍ବର ୨୪ରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା
ଡିସେମ୍ବର ୨୪ରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ସୋମବାର ବରଗଡ଼ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ପ୍ରାୟ ୧୧ ଦିନ ଧରି ବିଶ୍ବର ସର୍ବ ବୃହତ ମୁକ୍ତାକାଶ ରଙ୍ଗ ମଞ୍ଚରେ କଳା ପ୍ରଦର୍ଶନ କରିବେ କଳାକାର। କଂସଙ୍କ ଅଟ୍ଟହାସ୍ୟରେ!-->…