Browsing Category
ଆଜିର ଖବର
ପାର୍ଟ ପ୍ଲଟ ପଞ୍ଜିକରଣ ପାଇଁ ଏସଓପି ଜାରି
ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଂଶ ପ୍ଲଟ ପଞ୍ଜୀକରଣକୁ ସହଜ ଓ ସ୍ଵଚ୍ଚ କରିବା ପାଇଁ ନୂଆ ମାନକ ପ୍ରକ୍ରିୟା (SOP) ଜାରି କରିଛି। ଏହା ପୂର୍ବ ନିୟମଗୁଡ଼ିକୁ ବାତିଲ କରି ଏକରୂପତା ଓ ଜନସାଧାରଣଙ୍କ ସୁବିଧା ପାଇଁ କାମ କରିବ।। ଏଥିରେ ମୁଖ୍ୟତଃ ଚାରିଟି ଦିଗ ଉପରେ!-->…
ଡିସେମ୍ବର ୨୪ରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା
ଡିସେମ୍ବର ୨୪ରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ସୋମବାର ବରଗଡ଼ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ପ୍ରାୟ ୧୧ ଦିନ ଧରି ବିଶ୍ବର ସର୍ବ ବୃହତ ମୁକ୍ତାକାଶ ରଙ୍ଗ ମଞ୍ଚରେ କଳା ପ୍ରଦର୍ଶନ କରିବେ କଳାକାର। କଂସଙ୍କ ଅଟ୍ଟହାସ୍ୟରେ!-->…
ଚୌଦ୍ବାର ଜେଲ୍ରୁ ୨ କୁଖ୍ୟାତ କଏଦୀ ଫେରାର ଘଟଣା,ବଦଳିଲେ ଚୌଦ୍ଵାର ଜେଲର
ଶେଷରେ ଚୌଦ୍ଵାର ଜେଲରକୁ ବଦଳି କରାଯାଇଛି। ଜେଲର ସନ୍ତୋଷିନୀ ଦାଶଙ୍କୁ ଚୌଦ୍ଵାର ଜେଲରୁ କଣ୍ଟାବାଞ୍ଜି ଉପକାରାଗାରକୁ ବଦଳି କରାଯାଇଛି। ସନ୍ତୋଷିନୀଙ୍କ ସ୍ଥାନରେ କଣ୍ଟାବାଞ୍ଜି ସବଜେଲ୍ର ଜେଲର ତଥା ଅଧୀକ୍ଷକ ରଘୁରାଜ ମାଝୀଙ୍କୁ ନିଯୁକ୍ତ କରାଯାଇଛି। ଏଣିକି ରଘୁରାଜ ଚୌଦ୍ଵାର କାରାଗାରର!-->…
ଅର୍ଥନୀତିରେ ନୋବେଲ ପୁରସ୍କାର ଘୋଷଣା
ଅର୍ଥନୀତିରେ ନୋବେଲ ପୁରସ୍କାର ଘୋଷଣା। ୨ ଆମେରିକୀୟ ଜୋଏଲ୍ ମୋକିର, ପିଟର୍ ହାୱିଟ ଏବଂ ଜଣେ ବ୍ରିଟିଶ ନାଗରିକ ଫିଲିପ୍ ଏଘିଅନଙ୍କୁ ପ୍ରଦାନ କରାଯାଇଛି ଅର୍ଥନୀତିରେ ନୋବେଲ। ଆର୍ଥିକ ବିକାଶରେ ଇନୋଭେସନ ପାଇଁ ନୋବେଲ ପ୍ରଦାନ କରାଯାଇଛି।ପ୍ରଯୁକ୍ତିବିଦ୍ୟା ପ୍ରଗତି ମାଧ୍ୟମରେ ନିରନ୍ତର!-->…
ସରକାରୀ କୋଠା ବାହାରେ ଲାଗିବ ସିସିଟିଭି
ସମସ୍ତ ସରକାରୀ କୋଠା ବାହାରେ ଲାଗିବ ସିସିଟଭି କ୍ୟାମେରା। କେନ୍ଦ୍ର ଓ ରାଜ୍ୟ ସରକାରୀ କୋଠା ବାହାରେ ଲାଗିବ ସିସିଟିଭି । ଅପରାଧ ଦୁର୍ନୀତି ରୋକିବାକୁ ବଡ ପଦକ୍ଷେପ ନିଆଯାଇଛି । ସରକାରୀ କୋଠା ବାହାରେ ଲାଗିବାକୁ ଥିବା ସିସିଟିଭି ଅତିକମ୍ରେ ୫୦୦ ମିଟର ଯାଏଁ କଭରେଜ କରିବ। ଏପରିକି କମାଣ୍ଡ!-->…
ପୋଲିସ SI ପରୀକ୍ଷା ମହାଘୋଟାଲାରେ ପଳାତକ ଅଭିଯୁକ୍ତଙ୍କ ବିରୋଧରେ ଲୁକ୍ ଆଉଟ୍ ସର୍କୁଲାର ଜାରି
ପୋଲିସ SI ପରୀକ୍ଷା ମହାଘୋଟାଲାରେ ସମ୍ପୃକ୍ତ ଫେରାର ଅଭିଯୁକ୍ତଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ସୋମବାର ଲୁକ ଆଉଟ୍ ସର୍କୁଲାର ଜାରି କରିଛି।ପୋଲିସ ମୁଖ୍ୟ ଷଡ଼ଯନ୍ତ୍ରକାରୀ ଶଙ୍କର ପୃଷ୍ଟି ଏବଂ ମୁନା ମହାନ୍ତିଙ୍କ ସମେତ ୧୦ ଜଣ ଅଭିଯୁକ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମଧ୍ୟ ଫ୍ରିଜ୍ କରିଛି ।!-->…
ଆଜିଠୁ ରାଜ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ
ଆଜିଠୁ ରାଜ୍ୟରୁ ଫେରିବ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଥିବା କହିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ସିକିମ୍,!-->…
ପୁରୀ ଯିବା ରାସ୍ତାରେ ପଇଡ଼ ପିଇଲେ ମୁଖ୍ୟମନ୍ତ୍ରୀ
ପୁରୀ ଯିବା ବାଟରେ ସତ୍ୟବାଦୀ ନିକଟରେ ପଇଡ଼ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପଇଡ଼ ପଇବା ବେଳେ ବ୍ୟବସାୟୀ ଶ୍ରୀଧର ମହାପାତ୍ର ସହ କଥା ହୋଇଥିଲେ । ବ୍ୟବସାୟ କିପରି ଚାଲିଛି ବୋଲି ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ । ସେପଟେ ବର୍ଷା ହେଉଥିବାରୁ ବେପାର କମ୍ ହେଉଛି ବୋଲି ଶ୍ରୀଧର!-->…
ପଶ୍ଚିମବଙ୍ଗର ବର୍ଦ୍ଧମାନ ରେଳ ଷ୍ଟେସନରେ ଦଳାଚକଟା! ୧୨ ଆହତ
ପଶ୍ଚିମବଙ୍ଗର ବର୍ଦ୍ଧମାନ ରେଳ ଷ୍ଟେଶନରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି। ଯାତ୍ରୀଙ୍କ ପ୍ରବଳ ଭିତରେ ଦଳାଚକଟାରେ ୧୨ଆହତ । ସମସ୍ତ ଆହତ ବର୍ଦ୍ଧମାନ ମେଡିକାଲ କଲେଜରେ ଭର୍ତ୍ତି। ଗୋଟିଏ ସମୟରେ ଷ୍ଟେସନରେ ୩ଟି ଟ୍ରେନ ଆସିବା କାରଣରୁ ଏଭଳି ସ୍ଥିତି ଉପୁଜିଥିବା କୁହାଯାଇଛି। ପ୍ଲାଟଫର୍ମ ନଂ ୪,!-->…
ନୂଆପଡା ଉପନିର୍ବାଚନରେ ୮ଟି ବୁଥରେ ବ୍ୟବହାର ହେବ ହେଲିକପ୍ଟର
ନୂଆପଡା ଉପନିର୍ବାଚନରେ ୮ଟି ବୁଥରେ ବ୍ୟବହାର ହେବ ହେଲିକପ୍ଟର । ଦୁର୍ଗମ ଅଞ୍ଚଳର ୫ଟି ସ୍ଥାନରେ ଥିବା ୮ଟି ବୁଥରେ ହେଲିକପ୍ଟର ବ୍ୟବହାର ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି । ଭୋଟଦାନ ପାଇଁ ୫୬ଟି ବୁଥ୍ ହୋଇଛି । ୧୪ କେନ୍ଦ୍ରୀୟ ଫୋର୍ସ ମୁତୟନ ହେବେ । ଆଚରଣବିଧି!-->…
ଜନ୍ମଦିନରେ ପଦଯାତ୍ରା କରିବେ ନବୀନ
ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆରମ୍ଭ ହୋଇଥିବା ଜନସଂପର୍କ ପଦଯାତ୍ରାରେ ସାମିଲ ହେବେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ତାଙ୍କର ଜନ୍ମଦିନରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ଅଶୋକ ପଣ୍ଡା ଏପରି ସୂଚନା ଦେଇଛନ୍ତି ।ସୂଚନାମୁତାବକ, ଜନ୍ମଦିନରେ!-->…
ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ସର୍ବସାଧାରଣ ଦର୍ଶନ ବନ୍ଦ
ବୁଧବାର କାର୍ତ୍ତିକ କୃଷ୍ଣ ପକ୍ଷ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବିତୀୟ ଭୋଗମଣ୍ତପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ!-->…