Browsing Category

ଆଜିର ଖବର

ଜନ୍ମଦିନରେ ପଦଯାତ୍ରା କରିବେ ନବୀନ

ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆରମ୍ଭ ହୋଇଥିବା ଜନସଂପର୍କ ପଦଯାତ୍ରାରେ ସାମିଲ ହେବେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ତାଙ୍କର ଜନ୍ମଦିନରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ଅଶୋକ ପଣ୍ଡା ଏପରି ସୂଚନା ଦେଇଛନ୍ତି ।ସୂଚନାମୁତାବକ, ଜନ୍ମଦିନରେ

ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର କାର୍ତ୍ତିକ କୃଷ୍ଣ ପକ୍ଷ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବିତୀୟ ଭୋଗମଣ୍ତପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ

ଏମ୍‌ସ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ଗୁଳିମାଡ଼ କଲେ ଦୁର୍ବୃତ୍ତ

ଭୁବନେଶ୍ୱର ସରକାନ୍ତରାରେ ଏମ୍ସରେ କାମ କରୁଥିବା ଜଣେ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରାଯାଇଥିବାର ଖବର ମିଳିଛି । ଏମ୍ସରେ କାମ କରୁଥିବା ସୁଧାଂଶୁ ଖୁଣ୍ଟିଆଙ୍କ ଉପରେ ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ଜଣାଯାଇଛି। ସ୍କୁଟିରେ ଦୁର୍ବୃତ୍ତ ଆସି ଗୁଳି ମାରିଛି । ସୂଚନା ଥାଉକି, ଭୁବନେଶ୍ବର

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ମୁହଁ ଖୋଲିଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ମୁହଁ ଖୋଲିଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଡ଼ା କାଉଣ୍ଟର କଲେ ପ୍ରଭାତୀ । ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଓଡ଼ିଆ ଏମ୍‌ବିବିଏସ୍‌ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା

ନୂଆପଡ଼ା ଉପନିର୍ବାଚନ ପ୍ରକାଶ ପାଇଲା ବିଜ୍ଞପ୍ତି: ନଭେମ୍ବର ୧୧ରେ ଭୋଟ

ନୂଆପଡ଼ା ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ନଭେମ୍ବର ୧୧ରେ

ଚାଲିଛି ପୁଣ୍ୟର ମାସ କାର୍ତ୍ତିକ, ସବୁ ଶୈବ ପୀଠରେ ଭକ୍ତଙ୍କ ଭିଡ

ଚାଲିଛି ପୁଣ୍ୟର ମାସ କାର୍ତ୍ତିକ । ହବିଷ୍ୟାଳୀଙ୍କ ଗହଳି ଚହଳିରେ ପୁରି ଉଠୁଛି ଶ୍ରୀକ୍ଷେତ୍ର। ଏକ ମାସ ଧରି ଚାଲିବାକୁ ଥିବା ବ୍ରତଧାରୀଙ୍କ ପୂଜା ରେ ଗୁଞ୍ଜରିତ ହେଉଛି ପବିତ୍ର ପୁରୀ ।ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର ରହିଥିବାରୁ ଶ୍ରୀମନ୍ଦିର ସମେତ ବିଭିନ୍ନ ଶୈବ ପୀଠ ଗୁଡିକ ରେ ଭିଡ଼

ଦଶପଲ୍ଲା ବ୍ଲକ ରେ ସି ୩ ଦ୍ୱାରା ବାଲ୍ୟବିବାହ ନିଷେଧ ପଥପ୍ରାନ୍ତ ନାଟକ କାର୍ଯ୍ୟକ୍ରମ

ଦଶପଲ୍ଲା -(ବିଶ୍ୱରଞ୍ଜନ ସେଠି) ସେଣ୍ଟର ଫର କଟାଲାଇଜୀଙ୍ଗି ଚେଞ୍ଜ (C3) ଆନୁକୁଲ୍ୟରେ ଦଶପଲ୍ଲା ବ୍ଲକ ର ପାଞ୍ଚଗୋଟି ପଞ୍ଚାୟତ ତଥା ନଛିପୁରୁ, ତେଣ୍ଡାବାଡି, ଶିମିଲିସାହି, ଖମାରିସାହି, ଡିହଗାଁ,ଭଳି ପାଞ୍ଚଗୋଟି ପଞ୍ଚାୟତ ରେ ପଥପ୍ରାନ୍ତ ନାଟକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି

ନୂତନ ପାଠାଗାର ଉଦଘାଟନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଓ ସାଂସଦଆତ୍ମବିଶ୍ବାସ ଛାତ୍ର ଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜଳ…

ଗଣିଆ , ( ବିଶ୍ୱରଞ୍ଜନ ସେଠି) ନୂତନ ଆଶା ଓ ଉଦ୍ଦୀପନାର ସମ୍ଭାର ନେଇ ପ୍ରତ୍ୟେକ ଛାତ୍ରୀଛାତ୍ର ଆତ୍ମବିଶ୍ୱାସ ଓ ଦୃଢ ମନୋବଳ ନେଇ ଶିକ୍ଷା ସହ ପ୍ରତ୍ୟେକ କ୍ଷତ୍ରେରେ ଆଗକୁ ବଢିଲେ ଭବିଷ୍ୟତ ଉଜ୍ଜ୍ୱଳ ହୋଇଥାଏ । ପ୍ରତ୍ୟେକ ଛାତ୍ରୀଛାତ୍ର ସଦାସର୍ବଦା ମନୋବଳ ଦୃଢ କରି ନିଜର ଭବିଷ୍ୟତର ସ୍ୱପ୍ନକୁ

ଆଜି ବନ୍ଦ ରହିବ SBI ବ୍ୟାଙ୍କ ଟ୍ରାଞ୍ଜାକ୍ସନ

ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ତାର ଗ୍ରାହକମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି । ଯଦି ଆପଣ ପ୍ରତିଦିନ ଡିଜିଟାଲ ପେମେଣ୍ଟ ପାଇଁ UPI ବ୍ୟବହାର କରୁଛନ୍ତି, ତେବେ ବ୍ୟାଙ୍କର UPI ସେବା କିଛି ସମୟ ପାଇଁ ଅସ୍ଥାୟୀ ଭାବରେ ବନ୍ଦ ରହିବ । ଏହା କୌଣସି ଯାନ୍ତ୍ରିକ ତ୍ରୁଟି ନୁହେଁ, ବରଂ

ପଶ୍ଚିମବଙ୍ଗ​‌ରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ: ମୁଖ୍ୟମନ୍ତ୍ରୀଙ୍କ ଅଭିଯୁକ୍ତମାନ ବିରୁଧରେ…

ପୁଣି ପଶ୍ଚିମବଙ୍ଗରେ ଲଜ୍ଜା । ଏବେ ବି ମନରୁ ଲିଭିନି ଆର୍ ଜି କର ମେଡ଼ିକାଲ କଲେଜରେ ମହିଳା ଡ଼ାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ଘଟଣା । ପୁଣି ପଶ୍ଚିମବଙ୍ଗରେ ଦୁର୍ଗାପୁରରେ ଗଣଦୁଷ୍କର୍ମର ଶିକାର ହେଲେ ଆଉ ଜଣେ ଦ୍ବିତୀୟ ବର୍ଷରେ ପଢୁଥିବା ଓଡ଼ିଆ ମେଡ଼ିକାଲ ଛାତ୍ରୀ। ଏହି ଘଟଣାରେ ପାଞ୍ଚ ଜଣ

ଅଭିଜିତ ମଜୁମଦାର ପୁଣି ଆଇସିୟୁ​‌ରେ ଭର୍ତ୍ତି !

ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ତଥା ସଙ୍ଗୀତକାର ଅଭିଜିତ ମଜୁମଦାର। ଭୁବନେଶ୍ଵର ଏମ୍‌ସର ଆଇସିୟୁରେ ରଖି ତାଙ୍କୁ ଚିକିତ୍ସା କରାଯାଉଛି। ସେ ଏବେ ବି କୋମାରେ ରହିଛନ୍ତି। ଶରୀରର ସ୍ନାୟବିକ ସ୍ଥିତିରେ ସୁଧାର ଆସି ନ ଥିବା ଡାକ୍ତର କହିଛନ୍ତି। ତେବେ ଓଡ଼ିଆ

ଜୟ ଢୋଲକିଆ ବିଜେପିରେ ମିଶିଲା ପରେ ବରିଷ୍ଠ ବିଜେଡି ନେତା ପ୍ରତାପ ଜେନା ବଡ ବୟାନ

ବିଜେପିରେ ଜୟ ଢୋଲକିଆ ମିଶିବା ନେଇ ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ହୋଇଛି। ବରିଷ୍ଠ ବିଜେଡି ନେତା ପ୍ରତାପ ଜେନା କହିଛନ୍ତି, ଜୟ କହିଥିଲେ ନବୀନ ମୋ ନେତା। ହେଲେ ବିଜେପିରେ ମିଶିଲେ। ଏହାର କୌଣସି ପ୍ରଭାବ ନିର୍ବାଚନରେ ପଡ଼ିବ ନାହିଁ। ଜୟଙ୍କ ମୁଖା ଖୋଲିଗଲା। ସେ କହିଛନ୍ତି,