Browsing Category
ଆଜିର ଖବର
ଜୟ ଢୋଲକିଆ ବିଜେପିରେ ମିଶିଲା ପରେ ବରିଷ୍ଠ ବିଜେଡି ନେତା ପ୍ରତାପ ଜେନା ବଡ ବୟାନ
ବିଜେପିରେ ଜୟ ଢୋଲକିଆ ମିଶିବା ନେଇ ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ହୋଇଛି। ବରିଷ୍ଠ ବିଜେଡି ନେତା ପ୍ରତାପ ଜେନା କହିଛନ୍ତି, ଜୟ କହିଥିଲେ ନବୀନ ମୋ ନେତା। ହେଲେ ବିଜେପିରେ ମିଶିଲେ। ଏହାର କୌଣସି ପ୍ରଭାବ ନିର୍ବାଚନରେ ପଡ଼ିବ ନାହିଁ। ଜୟଙ୍କ ମୁଖା ଖୋଲିଗଲା। ସେ କହିଛନ୍ତି,!-->…
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଧନ ଧାନ୍ୟ କୃଷି ଯୋଜନା ଓ ଡାଲି ଜାତୀୟ ଶସ୍ୟ ଆତ୍ମନିର୍ଭରଶୀଳ ମିଶନର ଶୁଭାରମ୍ଭ କଲେ ମୋଦି
ରାଜ୍ୟର ମତ୍ସ୍ୟ ଚାଷୀ ଓ ବ୍ୟବସାୟୀଙ୍କ ପାଇଁ ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନରେ ଭିସି ଯୋଗେ ଭୁବନେଶ୍ୱର ପାଣ୍ଡରାଠାରେ ହେବାକୁ ଥିବା ଅତ୍ୟାଧୁନିକ ପାଇକାରୀ ମାଛ ମାର୍କେଟ ଓ ସମ୍ବଲପୁର ଆକ୍ବା ପାର୍କର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।!-->…
ସାମ୍ବାଦିକ ସମ୍ମିଳନୀରେ ମହିଳା ପତ୍ରକାରଙ୍କ ପ୍ରବେଶ ପ୍ରସଙ୍ଗ
ଆଫଗାନିସ୍ତାନର ବିଦେଶ ମନ୍ତ୍ରୀ ଅମୀର ଖାନ୍ ମୁତକ୍କୀ ନୂଆ ଦିଲ୍ଲୀରେ କରିଥିବା ସାମ୍ବାଦିକ ସମ୍ମିଳନୀକୁ ନେଇ ଭାରତର ରାଜନୀତି ସରଗରମ ହୋଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ମହିଳା ପତ୍ରକାରଙ୍କୁ ନିମନ୍ତ୍ରଣ କରାଯାଇନଥିଲା । ଯାହାକୁ ନେଇ ବିରୋଧୀଦଳର ନେତାମାନେ କେନ୍ଦ୍ର ସରକାରଙ୍କୁ!-->…
ବିଜେପିରେ ସାମିଲ ହେଲେ ଜୟ ଢୋଲକିଆ
ସବୁ କଳ୍ପନା ଜଳ୍ପନାର ହୋଇଛି ଅନ୍ତ । ବିଜେପିରେ ମିଶିଛନ୍ତି ଜୟ ଢୋଲକିଆ । ସ୍ବର୍ଗତ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପି ଶିବିରରେ ଯୋଗ ଦେଇଛନ୍ତି । ବିଜେପିର ବରିଷ୍ଠ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି ଜୟ ଢୋଲକିଆ । ଏକ ମିଶ୍ରଣ!-->…
ଚିଲିକାରେ ଘୂର୍ଣ୍ଣିବାତ୍ୟା
ଶୁକ୍ରବାର ଅପରାହ୍ଣରେ ଚିଲିକାରେ ଏକ ବିରାଟକାୟ ଘୂର୍ଣ୍ଣିବାତ୍ୟା ଦେଖିବାକୁ ମିଳିଥିଲା। କିଛି ଦିନ ତଳେ ଉତ୍ତର-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ଲଘୁଚାପଜନିତ ବର୍ଷାରେ ଚିଲିକାରେ ପ୍ରବଳ ଲହଡ଼ି ମାରିବା ସହ ଚିଲିକା ଅଶାନ୍ତ ହୋଇପଡିଥିଲା। ଶୁକ୍ରବାର ଅପରାହ୍ଣରେ ପ୍ରବଳ ପବନ ସାଙ୍ଗକୁ ଚିଲିକା!-->…
ଛି ଛି ଲଜ୍ୟା ! ପଶ୍ଚିମବଙ୍ଗରେ ଓଡ଼ିଆ ମେଡିକାଲ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ
ପଶ୍ଚିମବଙ୍ଗର ଦୁର୍ଗାପୁରରୁ ଜଣେ ଓଡ଼ିଆ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଏକ ମାମଲା ସାମ୍ନାକୁ ଆସିଛି। ଏକ ଘରୋଇ ମେଡିକାଲ କଲେଜର ଦ୍ୱିତୀୟ ବର୍ଷର ଛାତ୍ରୀ ବଳାତ୍କାର ହୋଇଥିବା ଅଭିଯୋଗ କରିଛନ୍ତି। ଘଟଣାଟି ଶୁକ୍ରବାର ରାତିରେ ଘଟିଛି। ପୀଡିତା ଜଣକ ଓଡ଼ିଶାର ଜଳେଶ୍ୱରର ବାସିନ୍ଦା ଏବଂ!-->…
ଦାମୀ ମଇଁଷିର ବାର୍ଷିକ ୬୦ ଲକ୍ଷ ଟଙ୍କା ଆୟ କରି ଚାମ୍ପିଅନ୍ ହୋଇଛନ୍ତି ’ବିଧାୟକ’
ସାମ୍ନାକୁ ଆସିଲା ଏକ ବିଶାଳ ମଇଁଷି । ଯାହାର ନାମ ’ବିଧାୟକ । ତା’ର ଚମକଦାର ତ୍ବଚା ଏବଂ ରାଜକୀୟ ଚାଲିଚଳଣ ପାଇଁ ସେହି ମଇଁଷିର ମୂଲ୍ୟ ପ୍ରାୟ ୮ କୋଟି ରହିଛି । IIM-T ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ତିନି ଦିନିଆ ଅଖିଳ ଭାରତୀୟ କିଶାନ ମେଳାରେ ହରିୟାଣାର ଏକ ମହିଷ ଆକର୍ଷଣର କେନ୍ଦ୍ର!-->…
ଶ୍ରୀମନ୍ଦିରକୁ ରେଡ ଜୋନ ଘୋଷଣା
ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜଭୁତ କରିବା ପାଇଁ ପଦକ୍ଷେପ ନିଆଯାଇଛି । ରେଡ ଜୋନ ଅବଧି ୩ ବର୍ଷା ୨୦୨୮ ସେପ୍ଟେମ୍ବର ୨୫ ଯାଏଁ ବୈଧତା ରହିଛି । ପୂର୍ବରୁ ଶ୍ରୀମନ୍ଦିର ଉପରକୁ ଫ୍ଲାଇଂ ଜୋନ ଘୋଷଣା କରାଯାଇଥିଲା । ପୂର୍ନବାର ଶ୍ରୀମନ୍ଦିର ଉପରକୁ ନିଷିଧାଞ୍ଚଳ କରିବାକୁ ଆବେଦନ କରାଯିବ।
!-->!-->!-->…
ପାରାଦ୍ବୀପ ବନ୍ଦରକୁ ମିଳିଲା ସବୁଜ ‘ହାଇଡ୍ରୋଜେନ୍ ହବ୍ ଟ୍ୟାଗ୍’
ଜଗତସିଂହପୁର ଜିଲ୍ଲା ପାରାଦ୍ବୀପ ବନ୍ଦରକୁ ଆନୁଷ୍ଠାନିକ ଭାବରେ ସବୁଜ ହାଇଡ୍ରୋଜେନ୍ ହବ୍ (Green Hydrogen Hubs) ସ୍ବୀକୃତି ପ୍ରଦାନ କରିଛନ୍ତି ଭାରତ ସରକାରଙ୍କ ନୂତନ ଏବଂ ନବୀକରଣୀୟ ଶକ୍ତି ମନ୍ତ୍ରଣାଳୟ (MNRE) । ଏହାସହିତ ଜାତୀୟ ସବୁଜ ହାଇଡ୍ରୋଜେନ ମିଶନ (NGHM) ଅଧୀନରେ ପାରାଦ୍ବୀପ!-->…
ଏଣିକି ଦେଓମାଳିରେ ବାହାର ତମ୍ବୁ ବାରଣ ନେଇ ନୋଟିସ ଜାରି କଲା କୋରାପୁଟ ଜିଲ୍ଲା ପ୍ରଶାସନ
ଏଣିକି ଦେଓମାଳିରେ ବାହାର ତମ୍ବୁ ମନା। ବାହାର ତମ୍ବୁ ବାରଣ ନେଇ ନୋଟିସ ଜାରି କଲା କୋରାପୁଟ ଜିଲ୍ଲା ପ୍ରଶାସନ। କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକରେ ରହିଥିବା ଓଡ଼ିଶାର ଉଚ୍ଚତମ ଶୃଙ୍ଗ ଦେଓମାଳିରେ ରାତ୍ରୀଯାପନ ପାଇଁ ବାହାର ତମ୍ବୁ ବା ଟେଣ୍ଟ ଉପରେ ବାରଣ କରାଯାଇଛି। ଏବେଠାରୁ ରାତ୍ରୀଯାପନ!-->…
ସରଣ୍ଡା ଜଙ୍ଗଲରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ :ଜଣେ ଯବାନ ଶହୀଦ
ଓଡ଼ିଶା-ଝାଡଖଣ୍ଡ ସୀମାରେ ଚାଲୁଥିବା ସନ୍ଧାନ ଅଭିଯାନ ସମୟରେ ଘଟିଥିବା ବିସ୍ଫୋରଣ ଘଟଣାରେ ଏକ ସିଆରପିଏଫ ଯବାନ ଶହୀଦ ହୋଇଥିବା ଖବର ପରେ ସୁରକ୍ଷା ବଳ ଓ ଅଞ୍ଚଳ ଭିତରେ ଶୋକର ଛାୟା ଖେଳିଯାଇଛି। ସୂଚନାମୁତାବକ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ବ୍ଲକର ଜରାଇକେଳା ପଞ୍ଚାୟତ ସୀମାନ୍ତରେ ଥିବା!-->…
ଆମେରିକା – ଚୀନ୍ ମଧ୍ୟରେ ଟ୍ରେଡ୍ ୱାର୍ : ଚୀନ୍ ଉପରେ ୧୦୦% ଟାରିଫ ଲଗାଇଲେ ଟ୍ରମ୍ପ
ଚରମ ସୀମାରେ ପହଞ୍ଚିଲା ଚୀନ୍ , ଆମେରିକାର ବାଣିଜ୍ୟ ଯୁଦ୍ଧ। ଡ୍ରାଗନ୍ ବିରୋଧରେ ୧୦୦% ଅତିରିକ୍ତ ଶୁଳ୍କ ଲାଗୁ କରିବାକୁ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ୍ । ସମସ୍ତ ଚୀନ୍ ଆମଦାନୀ ଉପରେ ଅତିରିକ୍ତ ଶୁଳ୍କ ଲାଗୁ କରିବାକୁ ସେ ଘୋଷଣା କରିଛନ୍ତି ।ଆସନ୍ତା ନଭେମ୍ବର ୧ରୁ ଏହା ଲାଗୁ ହେବ । ‘ଟ୍ରୁଥ!-->…