Browsing Category
ଆଜିର ଖବର
କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ତହସିଲଦାର ଗିରଫ
କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ତହସିଲଦାର ଗିରଫ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶିବ ମଲ୍ଲିକଙ୍କୁ ଭିଜିଲାନ୍ସ ଗିରଫ କରିଛି। ତହସିଲଦାରଙ୍କ ଆୟଠାରୁ ୧୯୦ ପ୍ରତିଶତ ସମ୍ପତ୍ତି ଅଧିକ ଥିବା ସୂଚନା ମିଳିଛି। ଚଢ଼ାଉ ବେଳେ ୪ଟି ବିଲଡିଂ, ୭ ଦାମୀ ପ୍ଲଟ, ୧୮ ଲକ୍ଷ ଟଙ୍କା ବ୍ୟାଙ୍କ ଜମା!-->…
ସିବିଆଇ ଜାଲରେ ଆରପିଏଫ୍ ହାବିଲଦାର
ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆର୍ପିଏଫ୍ ହାବିଲଦାର। ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ୍ ହାବିଲଦାର ମହମ୍ମଦ ଇଜହାର୍ କାବୁ ସିବିଆଇ ହାତରେ ଧରାପଡିଛନ୍ତି।ସୂଚନା ମୁତାବକ, ବନ୍ଧମୁଣ୍ଡା ରେଲୱେ କଲୋନୀ ଅଞ୍ଚଳରେ ଜଣେ ମହିଳା ପ୍ଲାଷ୍ଟିକ ବୋତଲ ଓ ପୁରୁଣା ଜିନିଷଗୁଡ଼ିକ ସଂଗ୍ରହ କରି!-->…
ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ କଡ଼ା ଚେତାବନୀ
ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ କଡ଼ା ଚେତାବନୀ ଦେଇଛନ୍ତି କଟକ ସିପି ଏସ୍ ଦେବଦତ୍ତ ସିଂ। ସେ କହିଛନ୍ତି, ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ। ଦରଘା ବଜାର ଓ କଦମ ରସୁଲରେ ପୋଲିସ ଫ୍ଲାଗମାର୍ଚ୍ଚ କରିଥିବାବେଳେ କଟକ ସହର ସାରା ପୋଲିସ ମୁତୟନ ରହିଛି। କଟକ!-->…
ନୂଆପଡ଼ା ଉପନିର୍ବାଚନରେ ବିଜେପି କାହାକୁ କରିବ ପ୍ରାର୍ଥୀ ?
ନିର୍ବାଚନ ତାରିଖ ଘୋଷଣା ହେବା ପରେ ଜୋର୍ ଧରିଛି ନୂଆପଡ଼ା ରାଜନୀତି। କଂଗ୍ରେସ ଆଗୁଆ ପ୍ରାର୍ଥୀ ଘୋଷଣା କରି ପ୍ରଚାର ଆରମ୍ଭ କରିବା ସହ କଂଗ୍ରେସ ଛାଡିଥିବା ନେତାଙ୍କ ସହ ଅନ୍ୟ ଛୋଟ ଛୋଟ ରାଜନୈତିକ ଦଳଙ୍କୁ ମିଶାଇ ବଳ ବଢ଼ାଇବାରେ ଲାଗିଛି । ବିଜେଡି ତାର ପ୍ରାର୍ଥୀ ଘୋଷଣା କରିନଥିଲେ ବି!-->…
ପାକିସ୍ତାନକୁ ଆମେରିକା ଦେଲା ଧୋକା, ଦେବନି AIM-120 ମିସାଇଲ
ପାକିସ୍ତାନକୁ AMRAAM କ୍ଷେପଣାସ୍ତ୍ର ଦେବନି ଆମେରିକା। ପାକିସ୍ତାନକୁ ନୂତନ AMRAAM କ୍ଷେପଣାସ୍ତ୍ର ମିଳିବା ରିପୋର୍ଟକୁ ଆମେରିକା ସ୍ପଷ୍ଟ ଭାବରେ ପ୍ରତ୍ୟାଖ୍ୟାନ କରିଛି। ହ୍ୱାଇଟ୍ ହାଉସ୍ କହିଛି ଯେ ଆମେରିକା ପାକିସ୍ତାନକୁ AMRAAM କ୍ଷେପଣାସ୍ତ୍ର ଯୋଗାଇବାକୁ ଯାଉଥିବା ଗଣମାଧ୍ୟମ ରିପୋର୍ଟ!-->…
ସମୁଦ୍ରରେ ବୁଡିଲା ମାଛଧରା ବୋଟ୍, ଅଳ୍ପକେ ବଞ୍ଚିଲେ 8 ମତ୍ସ୍ୟଜୀବୀ
ସମୁଦ୍ରରେ ବୁଡିଗଲା ମତ୍ସ୍ୟଜୀବୀ ବୋଟ୍ । ଗତକାଲି(ଗୁରୁବାର) ବିଳମ୍ବିତ ରାତିରେ କେନ୍ଦ୍ରାପଡା ରାଜନଗର ସାତଭାୟା ସମୁଦ୍ରରେ ଏକ ମତ୍ସ୍ୟଜୀବୀଙ୍କ ବୋଟ ବୁଡି ଯାଇଛି । ସୌଭାଗ୍ୟ ବଶତଃ ନିଶ୍ଚିତ ମୃତ୍ୟୁମୁଖରୁ ବର୍ତ୍ତି ଯାଇଛନ୍ତି 8 ମତ୍ସ୍ୟଜୀବୀ । ସୂଚନାମୁତାବକ କେନ୍ଦ୍ରାପଡ଼ା ଜିଲ୍ଲା!-->…
ସବ୍ ଇନ୍ସପେକ୍ଟର କାର୍ତ୍ତିକ ଜେନା ନିଲମ୍ବିତ
ଭଦ୍ରକ ଗ୍ରାମାଞ୍ଚଳ ଥାନା SI ନିଲମ୍ବିତ। ତଦନ୍ତ ପାଇଁ ଅସଲି ପୋଲିସ ନକଲି ପୋଲିସକୁ ପଠାଇ ନିଲମ୍ବିତ ହୋଇଛନ୍ତି ।ଘରୋଇ ମାମଲା ରୁଜୁ ପରେ ତଦନ୍ତ ପାଇଁ ଯାଇଥାନ୍ତେ ତଦନ୍ତକାରୀ ଅଧିକାରୀ । କିନ୍ତୁ ନିଜେ ନ ଯାଇ ସରକାରୀ ବାଇକ୍ ଦେଇ ମଧ୍ୟସ୍ଥି ଭାବେ ଜନୈକ ଯୁବକଙ୍କୁ ତଦନ୍ତ ପାଇଁ ପଠାଇଥିଲେ!-->…
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା, ୨ ଯବାନଙ୍କ ସମେତ ୭ ଜଣ ଅଟକ
ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୋଲିସକୁ ବଡ଼ ସୁରାକ ମିଳିଛି।ସବୁ ଦିଗରୁ ପୋଲିସ ତଦନ୍ତ ଜାରି ରଖିଥିବାବେଳେ କିଛି ମାତ୍ରାରେ ସଫଳତା ମିଳିଛି । କାରଣ ଘଟଣାରେ ୨ ଯବାନଙ୍କ ସମେତ ୭ ଜଣ ଅଟକ ଥିବା ସୂଚନା ରହିଛି । ହତ୍ୟା ପୂର୍ବରୁ ଓ ପରର ସିସିଟିଭି ଫୁଟେଜ୍!-->…
କିଛି ଦିନରେ ଅପସରୀ ଯିବ ମୌସୁମୀ
ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ସୃଷ୍ଟ ଘୂର୍ଣ୍ଣିବଳୟ ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ । ତଥାପି ଘୂର୍ଣ୍ଣିବଳୟ ପ୍ରଭାବରେ ୧୨ ତାରିଖ ଯାଏଁ ବର୍ଷା ଲାଗି ରହିବ । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ!-->…
ମଝି ଆକାଶରେ ଅସୁସ୍ଥ ହେଲେ ଯାତ୍ରୀ,ଭୁବନେଶ୍ୱରରେ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନର ଜରୁରୀ ଅବତରଣ
ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଆଜି ଏକ ବିମାନ ଜରୁରୀକାଳୀନ ଅବତରଣ କରିଛି। ମଝି ଆକାଶରେ ଜଣେ ଯାତ୍ରୀ ହଠାତ୍ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ଏକ୍ସପ୍ରେସ୍ର ବିମାନକୁ ଜରୁରୀକାଳନୀ ଅବତରଣ କରାଯାଇଛି। ଭୁବନେଶ୍ବର ବିମାନବନ୍ଦରର ନିର୍ଦ୍ଦେଶକ ପ୍ରସନ୍ନ!-->…
ଆସନ୍ତା ୧୧ରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ
ଆଜି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ ଦେଶର ସମସ୍ତ କୃଷିମନ୍ତ୍ରୀଙ୍କ ସହ ଏକ ବୈଠକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୧୧ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହେବାକୁ ଥିବା ଯୋଜନା!-->…
ହଙ୍ଗେରୀ ଲେଖକ ଲାସଲୋ କ୍ରାସ୍ନାହୋରକାଇଙ୍କୁ ସାହିତ୍ୟରେ ନୋବେଲ ପୁରସ୍କାର ମିଳିବ
ସାହିତ୍ୟରେ ନୋବେଲ ପୁରସ୍କାର ଘୋଷଣା ହୋଇଛି । ହଙ୍ଗେରୀ ଲେଖକ ଲାସଲୋ କ୍ରାସ୍ନାହୋରକାଇଙ୍କୁ ସାହିତ୍ୟରେ ନୋବେଲ ପୁରସ୍କାର ମିଳିବ । ତାଙ୍କର ଉପନ୍ୟାସ ହର୍ସଟ୍ ୦୭୭୬୯ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ ।୧୯୫୪ ମସିହାରେ ହଙ୍ଗେରି ଓ ରୋମାନିଆ ସୀମାରେ ଥିବା ଗ୍ରାମ ଗ୍ବାଲାରେ ଜନ୍ମଗ୍ରହଣ!-->…