Browsing Category

ଆଜିର ଖବର

ହଙ୍ଗେରୀ ଲେଖକ ଲାସଲୋ କ୍ରାସ୍ନାହୋରକାଇଙ୍କୁ ସାହିତ୍ୟରେ ନୋବେଲ ପୁରସ୍କାର ମିଳିବ 

ସାହିତ୍ୟରେ ନୋବେଲ ପୁରସ୍କାର ଘୋଷଣା ହୋଇଛି । ହଙ୍ଗେରୀ ଲେଖକ ଲାସଲୋ କ୍ରାସ୍ନାହୋରକାଇଙ୍କୁ ସାହିତ୍ୟରେ ନୋବେଲ ପୁରସ୍କାର ମିଳିବ । ତାଙ୍କର ଉପନ୍ୟାସ ହର୍ସଟ୍ ୦୭୭୬୯ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ ।୧୯୫୪ ମସିହାରେ ହଙ୍ଗେରି ଓ ରୋମାନିଆ ସୀମାରେ ଥିବା ଗ୍ରାମ ଗ୍ବାଲାରେ ଜନ୍ମଗ୍ରହଣ

କେଉଁ ଦିନ ପାଳିବେ ଦୀପାବଳୀ ଅକ୍ଟୋବର ୨୦ ନା ୨୧

କେଉଁ ଦିନ ପାଳିବେ ଦୀପାବଳୀ ବା ପୟାଶ୍ରାଦ୍ଧ। କେଉଁ ତାରିଖରେ ଏହାକୁ ପାଳନ କରାଯିବ ତାକୁ ନେଇ ସୃଷ୍ଟି ହୋଇଛି ଦ୍ଵନ୍ଦ।ରାଧାରମଣ ପ୍ରେସ ପଞ୍ଜିକା ବା ମୁକ୍ତି ମଣ୍ଡପ ସ୍ଵୀକୃତ ପଞ୍ଜିକା ଗୁଡିକରେ ଦୀପାବଳି ବା ପୟା ଶ୍ରାଦ୍ଧ ଅକ୍ଟୋବର ୨୦ ତାରିଖ ଉଲ୍ଲେଖ ରହିଥିବା ବେଳେ ଅନ୍ୟ ପଞ୍ଜିକାରେ ୨୧

ଶୋଇଥିବା ସ୍ୱାମୀଙ୍କ ଉପରେ ପତ୍ନୀ ଢାଳିଲେ ଫୁଟୁଥିବା ତେଲ, ତା’ପରେ ଲଙ୍କାଗୁଣ୍ଡ ଛିଞ୍ଚିଲେ

ଦକ୍ଷିଣ ଦିଲ୍ଲୀର ଅମ୍ବେଦକର ନଗର ଥାନା ଅଞ୍ଚଳରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ମଦନଗୀରରେ ରହୁଥିବା ଦିନେଶ ନାମକ ଜଣେ ବ୍ୟକ୍ତି ଶୋଇଥିବା ବେଳେ ତାଙ୍କ ପତ୍ନୀ ତାଙ୍କ ଉପରେ ଫୁଟୁଥିବା ତେଲ ଢାଳି ଦେଇଥିଲେ ଓ ଆଘାତ ସ୍ଥାନରେ ଲଙ୍କାଗୁଣ୍ଡ ଛିଞ୍ଚିଥିଲେ। ଦିନେଶଙ୍କ ଚିତ୍କାର ଶୁଣି

ନୂଆପଡ଼ା ଉପନିର୍ବାଚନ : ଗଣମାଧ୍ୟମରେ ମନଇଚ୍ଛା ବିଜ୍ଞାପନ ଛାପି ପାରିବେନି ରାଜନୈତିକ ଦଳ ଓ ପ୍ରାର୍ଥୀ

ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପରିପ୍ରେକ୍ଷୀରେ ସବୁ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ନେଇ ଏକ ବୈଠକ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳ ୟରେ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌. ଏସ୍‌. ଗୋପାଳନ ବୈଠକରେ କହିଥିଲେ ଯେ, ଚଳିତ

‘ବଣିକ’ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ୍

‘ବଣିକ’ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ୍ । ପୋଲିସ୍ ଏସ୍‌ଆଇ ନିଯୁକ୍ତି ଘୋଟାଲା ଲିଙ୍କରେ କ୍ରାଇମବ୍ରାଞ୍ଚ ରେଡ୍ କରିଛି । ଭୁବନେଶ୍ୱର ସିଆରପି ଛକରେ ଥିବା ସେଣ୍ଟର ରେଡ୍ କରିଛି କ୍ରାଇମବ୍ରାଞ୍ଚ । ପରୀକ୍ଷାର୍ଥୀଙ୍କ ପାଇଁ ଫିକ୍ସିଂ ଅଭିଯୋଗରେ ଛାନଭିନ୍ ଚାଲିଛି । ସୂଚନା

ତଳ ପଡ଼ିଆ ସହ ଉପରପଡ଼ିଆରେ ମଧ୍ୟ ବାଲିଯାତ୍ରା ହେବ , ଓଡିଶା ହାଇକୋର୍ଟ ଦେଲେ ଅନୁମତି

ଉପର ପଡିଆ ଏବଂ ତଳ ପଡିଆରେ ବାଲିଯାତ୍ରା ହେବାକୁ ନେଇ ଚାଲିଥିବା ବିବାଦ ଭିତରେ ଆସିଲା ବଡ ଖବର । ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ । କିଛିଦିନ ତଳେ

ପ୍ରଥମେ ପଶ୍ଚିମବଙ୍ଗ ଆଇନ ଶୃଙ୍ଖଳା କଥା ବୁଝନ୍ତୁ ମମତା-ଆଇନ ମନ୍ତ୍ରୀ

କଟକର ଗୋଷ୍ଠୀ ସଂଘର୍ଷକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଟିପ୍ପଣୀକୁ ଦୃଢ଼ ନିନ୍ଦା କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି ,ପଶ୍ଚିମବଙ୍ଗରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ । ପ୍ରଥମେ ନିଜ କଥା ନିଜେ ବୁଝନ୍ତୁ ମମତା । କଟକରେ ଯାହା ଘଟିଥିଲା

ପ୍ରକାଶ ପାଇଲା ନୂଆପଡା ବିଧାନସଭାର ଚୂଡାନ୍ତ ଭୋଟର ତାଲିକା

ପ୍ରକାଶ ପାଇଲା ନୂଆପଡା ବିଧାନସଭାର ଚୂଡାନ୍ତ ଭୋଟର ତାଲିକା । ସବୁ ରାଜନୈତିକ ଦଳ ଉପସ୍ଥିତିରେ ତାଲିକା ପ୍ରକାଶ କଲେ ଜିଲ୍ଲାପାଳ । ନୂଆପଡାରେ ମୋଟ ଭୋଟର ୨ ଲକ୍ଷ ୫୩ ହଜାର ୬୨୪ ଜଣ । ପୁରୁଷ-୧ ଲକ୍ଷ ୨୪ ହଜାର ୧୦୮, ମହିଳା – ୧ ଲକ୍ଷ ୨୯ ହଜାର ୪୯୫ । ବରିଷ୍ଠ ନାଗରିକ- ୧୭୮୬, ଯୁବ ଭୋଟର-

କଟକ ଦଶହରା ଭସାଣି ଗଣ୍ଡଗୋଳ ଘଟଣା ପରେ ଘର ଘର ବୁଲି ଯାଞ୍ଚ କରୁଛି କମିଶନରେଟ୍ ପୁଲିସ୍‌

କଟକ ଦଶହରା ଭସାଣୀରେ ୨ ଗୋଷ୍ଠୀ ଗଣ୍ଡଗୋଳ ଘଟଣା । ହାତୀପୋଖରୀ ଅଞ୍ଚଳରେ ପୋଲିସର ଯାଞ୍ଚ । ଘରେ ଘରେ ପଶି ଯାଞ୍ଚ କରୁଛି କମିଶନରେଟ ପୋଲିସ । ଦୁଇ ଜଣ ଏସିପି, ୩ ଜଣ ଆଇଆଇସିଙ୍କ ସହ ବ୍ୟାପକ ପୁଲିସ୍‌ ଫୋର୍ସ ମୁତୟନ ହୋଇଛନ୍ତି। ଘର ଘର ବୁଲି କମିଶନରେଟ୍ ପୁଲିସ୍‌ କେନ୍ଦ୍ରୀୟ ଫୋର୍ସ ସହ ମିଶି

୧୯ ଓପିଏସ ଅଧିକାରୀଙ୍କ ବଦଳି ଓ ନିଯୁକ୍ତି କଲେ ସରକାର

OPS ସ୍ତରରେ ଅଦଳବଦଳ। ବଦଳିଲେ ବ୍ରହ୍ମପୁର ଅତିରିକ୍ତ ଏସ୍‌ପି। ବ୍ରହ୍ମପୁର ଅତିରିକ୍ତ ଏସ୍‌ପି ସୀମା ସ୍ବାଇଁଙ୍କ ବଦଳି ହୋଇଛି। ସେ ତାଳଚେର ଅତିରିକ୍ତ ଏସ୍‌ପି କାର୍ଯ୍ୟ କରିବେ। ତାଙ୍କ ସ୍ଥାନରେ ଆଲୋକ ଜେନାଙ୍କୁ ବ୍ରହ୍ମପୁର ଅତିରିକ୍ତ ଏସ୍‌ପି ଦାୟିତ୍ୱ ଦିଆଯାଇଛି।କଟକ ASP ସତ୍ୟବିକାଶ

ଆଜି ବିଶ୍ୱ ଡାକ ଦିବସ: ଏହିଦିନ ଭାରତରେ ଆରମ୍ଭ ହୋଇଥିଲା ଡାକସେବା

୧୯୭୦ରୁ ପ୍ରତି ବର୍ଷ ଅକ୍‌ଟୋବର‌ ୯ରେ ପାଳିତ ହେଉଛି ‘ବିଶ୍ୱ ଡାକ ଦିବସ’। ୧୮୭୪ ଏହି ଦିନରେ ସ୍ବିଜର‌୍‌ଲାଣ୍ତ୍‌ର ବର୍ନ‌୍‌ରେ ‘ୟୁନିଭର୍ସାଲ୍‌ ପୋଷ୍ଟାଲ୍‌ ୟୁନିଅନ୍‌’ ସ୍ଥାପିତ ହୋଇଥିଲା ଏବ˚ ସେଥି ସହ ବିଶ୍ବ ସ୍ତରରେ ଡାକ ମାଧ୍ୟମରେ ପତ୍ର ଯୋଗାଯୋଗ ବ୍ୟବସ୍ଥାରେ ବୈପ୍ଳବିକ

କଫ୍ ସିରପ୍ ଶିଶୁ ମୃତ୍ୟୁ ମାମଲା :  ‘ଶ୍ରୀସନ ମେଡିକାଲ୍ସ’ ମାଲିକ ଗିରଫ

ମଧ୍ୟପ୍ରଦେଶରେ କଫ ସିରପ୍ ମାମଲାରେ ପୋଲିସକୁ ବଡ଼ ସଫଳତା । “କୋଲଡ୍ରିଫ୍” କଫ ସିରପ୍ ମାମଲାରେ ଧରାପଡିଛି କଫ୍ ସିରପ୍ କମ୍ପାନୀ ମାଲିକ । କଫ୍ ସିରପ୍ ନିର୍ମାତା କମ୍ପାନୀ ‘ଶ୍ରୀସନ୍ ମେଡିକାଲ୍ସ’ ମାଲିକକୁ ଗିରଫ କରିଛି ପୋଲିସ ।ଏହି କାର୍ଯ୍ୟାନୁଷ୍ଠାନ ଅକ୍ଟୋବର ୮ ତାରିଖ ରାତିରେ