Browsing Category
ଆଜିର ଖବର
ବର୍ଷା ଘଡ଼ଘଡ଼ିରେ ଜଳିଗଲା ଲିଙ୍ଗରାଜଙ୍କ ପତାକା
ଅଘଟଣ ନା ଅଶୁଭ ସଙ୍କେତ। ବଜ୍ରପାତରେ ପୋଡ଼ିଗଲା ଲିଙ୍ଗରାଜ ମନ୍ଦିରର ପତାକା । ଖାଲି ପତାକା ନୁହେଁ ବରଂ ସିସିଟିଭି ନଷ୍ଟ ହେବା ସହ ଗର୍ଭଗୃହରେ ଲାଗିଥିବା ବଲ୍ବ ମଧ୍ୟ ପୋଡ଼ି ଯାଇଥିବାର ସୂଚନା ମିଳିଛି ।ଆଜି ସକାଳେ ମନ୍ଦିର ସେବାୟତ ସବୁ ଯାଞ୍ଚ କରିବା ପରେ ଏହା ଜଣାପଡ଼ିଛି। ଲିଙ୍ଗରାଜ!-->…
ବ୍ଲକ ସ୍ତରୀୟ ଜନ ଶୁଣାଣି ଶିବିର
ଗଣିଆ -(ବିଶ୍ୱରଞ୍ଜନ୍ ସେଠି) ଗଣିଆ ବ୍ଲକ ସଦଭାବନା ଗୃହରେ ବୁଧବାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଓ ସମଗ୍ର ଶିକ୍ଷା ସମ୍ପର୍କରେ ବ୍ଳକ୍ ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ଉନ୍ନୟନ ଅଧିକାରୀ ତଥା!-->…
ଆଜି ଉତ୍କଳମଣିଙ୍କ ୧୪୮ତମ ଜୟନ୍ତୀ
ଆଜି ହେଉଛି ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କର ଆଜି ୧୪୮ ତମ ଜନ୍ମ ଜୟନ୍ତୀ । ଏହି ଦିନକୁ ସାରା ଓଡିଶା ଗୋପବନ୍ଧୁ ଜୟନ୍ତୀ ଭାବରେ ପାଳନ କରନ୍ତି । ଆଜକୁ ଠିକ ୧୪୭ ବର୍ଷ ତଳେ ଆଜିର ଦିନରେ ଓଡ଼ିଶାର ପୂର୍ବବର୍ତ୍ତୀ ଅଂଚଳରେ ଅବସ୍ଥିତ ପୁରୀ ଜିଲ୍ଲା ସୁଆଣ୍ଡୋ ଗ୍ରାମରେ ଜନ୍ମ ନେଇଥିଲେ!-->…
୧୦ରେ ଆଉ ଏକ ଘୂର୍ଣ୍ଣିବଳୟ, ୩ରୁ ୪ ଦିନ ପ୍ରବଳ ବର୍ଷା
ଦକ୍ଷିଣ ବାଂଲାଦେଶ ଓ ପାଖାପାଖି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୯ ତାରିଖ ଯାଏ ଏହା ସକ୍ରିୟ ରହିବ । ରାଜ୍ୟରେ ଜାରି ରହିବ ବଜ୍ରପାତ ଜନିତ ବର୍ଷା । ବିଶେଷକରି ଉପକୂଳ ଓ ଉତ୍ତର-ଆଭନ୍ତରୀଣ ଓଡ଼ିଶାରେ ତୀବ୍ରତା ଅଧିକ ରହିପାରେ । ଯାଜପୁର, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା,!-->…
ଏସ୍ଆଇ ପରୀକ୍ଷା ମହାଘୋଟାଲା: ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ
ଏସ୍ଆଇ ପରୀକ୍ଷା ମହାଘୋଟାଲା ମାମଲା। ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି। ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ ଗିରଫ ହୋଇଥିବା ୧୧୪ ପରୀକ୍ଷାର୍ଥୀ ଏବଂ ୫ ଜଣ ଦଲାଲଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି।ବ୍ରହ୍ମପୁର ଜିଲା ଓ ସେସନ୍ସ ଜଜ କୋର୍ଟରେ ଜାମିନ ଆବେଦନ ଉପରେ ଶୁଣାଣି ବେଳେ!-->…
ବଢିଲା ବାଲିଯାତ୍ରା ପ୍ଲଟ୍ ଆବଣ୍ଟନ ତାରିଖ
ବଢିଲା ବାଲିଯାତ୍ରା ପ୍ଲଟ୍ ଆବଣ୍ଟନ ତାରିଖ । ଐତିହାସିକ ବାଲିଯାତ୍ରା କଟକ ୨୦୨୫ରେ ଷ୍ଟଲ ବା ଦୋକାନ ଖୋଲିବା ପାଇଁ ପ୍ଲଟ ପଞ୍ଜୀକରଣ ତାରିଖ ଆସନ୍ତା ୧୨ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛି ଜିଲ୍ଲା ପ୍ରଶାସନ । କର୍ଫ୍ୟୁ ପରିସ୍ଥିତି ଏବଂ ଇଣ୍ଟରନେଟ ବନ୍ଦ ରହିଥିବା ଅନେକ ବ୍ୟବସାୟୀ ପଞ୍ଜୀକରଣରୁ!-->…
କୋଣାର୍କରେ ଜଳିଗଲା ୩୦ ଇଭି ବାଇକ
କୋଣାର୍କ ମାଧିପୁର ଛକରେ ଏକ ଇ-ବାଇକ ସୋ’ ରୁମ ନିଆଁ ଲାଗି ଜଳିଯାଇଛି। ସୋ’ରୁମରେ ଗୋଟିଏ ବାଇକ ଚାର୍ଜ ସମୟରେ ବିସ୍ଫୋରଣ ହୋଇଥିଲା। ସଙ୍ଗେ ସଙ୍ଗେ ଅନ୍ୟ ବାଇକକୁ ନିଆଁ ବ୍ୟାପି ହୁତୁହୁତୁ ହୋଇ ଜଳିଥିଲା। ତେବେ ନିଆଁ ଲାଗିବା ସମୟରେ ସୋ’ ରୁମ ମାଲିକ ଓ କର୍ମଚାରୀ ଭୟରେ ବାହାରକୁ ଦୌଡି ପଳାଇ!-->…
ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (ବୁଧବାର) ନଭି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦର (NMIA) ର ପ୍ରଥମ ପର୍ଯ୍ୟାୟ ଉଦଘାଟନ କରିଛନ୍ତି । ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ୧୯୬୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି । ଏହା ଭାରତର ସର୍ବବୃହତ ଗ୍ରୀନଫିଲ୍ଡ ବିମାନବନ୍ଦର ପ୍ରକଳ୍ପ । ଏହି!-->…
ମ୍ୟୁଜିଅମରେ ପରିଣତ ହେବ ବିଶ୍ବକବି ରବିନ୍ଦ୍ରନାଥ ଟାଗୋରଙ୍କ ବାସଭବନ
ନୂଆ ରୁପରେ ଝଲସିବ ବିଶ୍ବକବି ରବିନ୍ଦ୍ରନାଥ ଟାଗୋରଙ୍କ ପୁରୀ ସ୍ଥିତ ବାସଭବନ। ଏଠାରେ ନୋବେଲ ବିଜେତା ରବୀନ୍ଦ୍ରନାଥ ଟାଗୋରଙ୍କ ବିରଳ ସ୍ମୃତି ଓ କୀର୍ତ୍ତିରାଜିକୁ ସୁରକ୍ଷା ଦେବା ପାଇଁ, "ପଥେର ପୁରୀ"କୁ ପୁନରୁଦ୍ଧାର କରାଯାଇ ମହାନ କବିଙ୍କ ସ୍ମୃତିରେ ଉତ୍ସର୍ଗୀକୃତ ଏକ ସଂଗ୍ରହାଳୟ ଭାବେ!-->…
ବାଲିଯାତ୍ରା ଗ୍ରାଉଣ୍ଡ ‘ନୋ ଡ୍ରୋନ ଜୋନ’ ଘୋଷଣା
ନଭେମ୍ବର ୫ରୁ ଆରମ୍ଭ ହେବାକୁ ଯାଉଛି ଐତିହାସିକ କଟକ ବାଲିଯାତ୍ରା । ତେବେ ଚଳିତ ବର୍ଷ ବାଲିଯାତ୍ରା ପୂର୍ବରୁ ବଡ଼ ପଦକ୍ଷେପ ଗ୍ରହଣ କରିଛି ଜିଲ୍ଲା ପ୍ରଶାସନ । ଏଥର ବାଲିଯାତ୍ରା ଗ୍ରାଉଣ୍ଡ ‘ନୋ ଡ୍ରୋନ ଜୋନ’ ଘୋଷଣା । ଏନେଇ ନିର୍ଦ୍ଦେଶନାମା ଜାରି କଲେ କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ!-->…
ଲାଞ୍ଚ ନେଇ ଧରାପଡ଼ିଲେ କାର୍ଯ୍ୟନିର୍ବାହୀ ଅଧିକାରୀ
ଭିଜିଲାନ୍ସ ଜାଲରେ ପଡିଲେ OAS ଅଧିକାରୀ। ଗଞ୍ଜାମ ବେଲକୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବକେୟା ଦରମା କରାଇ ଦେବା ପାଇଁ ଏହି ଲାଞ୍ଚ ନେଉଥିଲେ । ସୂଚନା ମୁତାବକ, ବେଲଗୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ!-->…
ଗଗନଯାନରେ ମହାକାଶ ଯିବ ରୋବୋଟ୍ ‘ବ୍ୟୋମମିତ୍ର’
ଏକ ମାନବ ସଦୃଶ ବା ହ୍ୟୁମାନଏଡ୍ ରୋବୋଟ୍କୁ ମହାକାଶକୁ ପଠାଯିବ, ଯାହାର ନାମ 'ବ୍ୟୋମମିତ୍ର' (Vyom Mitra) ରଖାଯାଇଛି । ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ଗଗନଯାନ ମିଶନର ଅଂଶ ଭାବରେ ଏକ ମାନବହୀନ ରକେଟ୍ ଲଞ୍ଚ କରିବାକୁ ଯାଉଛି । ତେବେ ଏଥିରେ!-->…