Browsing Category
ଆଜିର ଖବର
ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ବିଜେପି: ବିଜୟପାଲ ସିଂ ତୋମାର
ଆସନ୍ତାକାଲି ବସିବ ବିଜେପି କୋର କମିଟି ବୈଠକ। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବୈଠକ। ରାଜ୍ୟ ସଭାପତିଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ଦୁଇ ପ୍ରଭାରୀଙ୍କ ସହ କୋର କମିଟିର ସଦସ୍ୟମାନେ ଏଥିରେ ଉପସ୍ଥିତ ରହିବେ। ବିଜେପି ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ ସନ୍ତୋଷ ଏବଂ ରାଷ୍ଟ୍ରୀୟ!-->…
ବିଜେପି ନେତା ପୀତବାସ ପଣ୍ଡାଙ୍କୁ ହତ୍ୟା କଲା କିଏ ? ମେରୁଦଣ୍ଡରୁ ବାହାରିଲା ୯ଏମ୍ଏମ୍ ଗୁଳି
ବ୍ରହ୍ମପୁରରେ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ହତ୍ୟା କଲା କିଏ ? ହତ୍ୟାକାଣ୍ଡକୁ ନେଇ ଖୋଲୁଛି ରସହ୍ୟ , ହତ୍ୟାକାଣ୍ଡ ପଛରେ ସାର୍ପ ସୁଟର । ମେରୁଦଣ୍ଡରୁ ବାହାରିଲା ୯ଏମ୍ଏମ୍ ଗୁଳି । ସବୁସ୍ଥିତିକୁ ନଜରରେ ରଖି ହତ୍ୟାକାଣ୍ଡର ଯୋଜନା କରିଥିଲେ ଦୁର୍ବୃତ୍ତ । ମର୍ଡରର ୪୮!-->…
ଆଜି ଭାରତୀୟ ବାୟୁସେନା ଦିବସ
ଆଜି ୯୩ ତମ ଭାରତୀୟ ବାୟୁସେନା ଦିବସ ।ପ୍ରତିବର୍ଷ ଅକ୍ଟୋବର ୮ରେ ପାଳନ ହୁଏ ଭାରତୀୟ ବାୟୁସେନା ଦିବସ । ଏ ଅବସରରେ ୱାର ମୋମରିଆଲରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ସିଡିଏସ ଅନୀଲ ଚୌହାନ ଓ ତିନି ସେନା ମୁଖ୍ୟ । ଏୟାରଫୋର୍ସ ଚିଫ ମାର୍ଶାଲ ଏପି ସିଂ, ସ୍ଥଳ ସେନା ମୁଖ୍ୟ ଜେନେରାଲ!-->…
ଟ୍ରେନ୍ ଯାତ୍ରୀଙ୍କ ପାଇଁ ଖୁସିଖବର: କନଫର୍ମ ଟ୍ରେନ୍ ଟିକେଟ୍ ତାରିଖ ପରିବର୍ତ୍ତନ କରିପାରିବେ ଯାତ୍ରୀ
ଯାତ୍ରା ଯୋଜନାରେ ଅନେକ ସମୟରେ ଅବାଞ୍ଛିତ ପରିବର୍ତ୍ତନ ଯୋଗୁ ଯାତ୍ରୀମାନଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଏ ବାବଦରେ ଯାତ୍ରୀ ଆର୍ଥତ୍କ କ୍ଷତି ସହିଥାନ୍ତି। ତେବେ ରେଲଓ୍ବେ ଆଣିଥିବା ନୂଆ ନିୟମରେ ଟିକେଟ ବୁକ୍ କରିଥିବା ଯାତ୍ରୀ ଯାତ୍ରା ତାରିଖ ବଦଳାଇବା ପାଇଁ ସୁଯୋଗ!-->…
ମୁହଁ (ଫେସ ଅନଲକ୍) ଏବଂ ଫିଙ୍ଗରଫ୍ରିଣ୍ଟ ବ୍ୟବହାର କରି UPI ପେମେଣ୍ଟ କରିପାରିବେ
ଭାରତର ଡିଜିଟାଲ ପେମେଣ୍ଟ ଇକୋସିଷ୍ଟମ ଏକ ବଡ଼ ପରିବର୍ତ୍ତନ ଦେଇ ଗତି କରିବାକୁ ଯାଉଛି। ଲକ୍ଷ ଲକ୍ଷ ଭାରତୀୟଙ୍କ ଦ୍ୱାରା ପ୍ରତିଦିନ ବ୍ୟବହୃତ ୟୁନିଫାଏଡ ପେମେଣ୍ଟ୍ସ ଇଣ୍ଟରଫେସ (UPI) ପେମେଣ୍ଟ କରିବାର ପଦ୍ଧତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହୋଇଛି। ଏହା ସହିତ, UPI!-->…
ଆସିପାରେ ଆଉ ଏକ ଲଘୁଚାପ
୯ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହେବା ସମ୍ଭାବନା । ବୁଧବାର କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳଠାରୁ ଦୂରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୧୦ ତାରିଖ ବେଳକୁ ଦୁଇଟି ଯାକ ଘୂର୍ଣ୍ଣିବଳୟ ମିଶି ବିସ୍ତୃତ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ!-->…
ଆଜି ଆଇନଜୀବୀଙ୍କ କଲମ ଛାଡ଼ ଆନ୍ଦୋଳନ
ରାଜ୍ୟ ବାର୍ କାଉନସିଲର ସର୍ବାଧିକ ଭୋଟରେ ନିର୍ବାଚିତ ସଦସ୍ୟ ତଥା ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣା ପ୍ରତିବାଦରେ ବୁଧବାର ରାଜ୍ୟବ୍ୟାପୀ ଆଇନଜୀବୀମାନେ କଲମଛାଡ଼ କରିବେ। ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟାକୁ ଦୃଢ ନିନ୍ଦା କରିଛି ବାର୍ କାଉନସିଲ୍ । ତଦନ୍ତ ପାଇଁ SIT ଗଠନ!-->…
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ। ଘାସିରାମ ମାଝୀ ହେଲେ ନୂଆପଡ଼ା କଂଗ୍ରେସ ପ୍ରାର୍ଥୀ
ଉପ ନିର୍ବାଚନ ବିଗୁଲ ପରେ ଏବେ ନୂଆପଡ଼ାରେ ବଢିଛି ରାଜନୈତିକ ଉଷ୍ମତା । ଘାସିରାମ ମାଝୀଙ୍କ ନାଁରେ ମୋହର ମାରିଛନ୍ତି ପିସିସି ସଭାପତି ଭକ୍ତ ଦାସ। ଏବେ କେବଳ ବିଧିବଦ୍ଧ ନାଁ ଘୋଷଣାକୁ ଅପେକ୍ଷା। ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଏକ ପ୍ରକାର ସ୍ଥିର ହୋଇସାରିଛି । ସୂଚନାଯୋଗ୍ୟ, ନଭେମ୍ୱର ୧୧ରେ!-->…
୪୮ ଘଣ୍ଟା ପରେ କଟକରେ ଆରମ୍ଭ ହେଲା ଇଣ୍ଟରନେଟ୍ ସେବା
କଟକ ମହାନଗର ନିଗମ (CMC), କଟକ ଉନ୍ନୟନ କର୍ତ୍ତୃପକ୍ଷ (CDA) ଏବଂ କଟକ ବୟାଲିସ୍ ମୌଜା ଅଞ୍ଚଳରେ ଇଣ୍ଟରନେଟ୍ ସେବା ୪୮ ଘଣ୍ଟା ପରେ ପୁନଃ ଆରମ୍ଭ ହୋଇଛି । ଏବେ ପରିସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି, ତେଣୁ ଇଣ୍ଟରନେଟ୍ ସେବା ପୁନରୁଦ୍ଧାର କରାଯାଇଥିଲା ।
ରାଜ୍ୟରେ ୧୧ ତାରିଖ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା
ଟ୍ରପ୍ ଲାଇନ୍ ପ୍ରଭାବରେ ଗତ ୨୪ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ବିଭିନ୍ନ ସ୍ଥାନରେ ୧୧ ତାରିଖ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୩ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ପୁରୀଠାରେ!-->…
କୁମ୍ଭୀର ପାଟିରେ ମହିଳା,କ୍ୟାମେରାରେ କଏଦ ହେଲା ଦୃଶ୍ୟ
ନଦୀକୁ ଶୌଚ ହେବା ପାଇଁ ଯିବା ବେଳେ ଟାଣିନେଲା କୁମ୍ଭୀର। ନଦୀ ଗର୍ଭରେ କୁମ୍ଭୀର ପାଟିରେ ମହିଳା। କୁମ୍ଭୀର ଅତି ନୃଂଶସଭାବେ ମହିଳାଙ୍କୁ ପାଟିରେ ଧରି ଖାଉଛି, ଯାହାର ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। କୁମ୍ଭୀର ମହିଳାଙ୍କୁ ଟାଣି ନେବା ପରେ ନଦୀକୂଳରେ ଲୋକଙ୍କ ଗହଳି ମଧ୍ୟ ଲାଗି ରହିଛି। ଏ!-->…
୨୫ତମ ରାଜଧାନୀ ପୁସ୍ତକ ମେଳା ଅନୁଷ୍ଠିତ ହେବ
୨୫ତମ ରାଜଧାନୀ ପୁସ୍ତକ ମେଳା ନଭେମ୍ବର ୧୪ରୁ ୨୩ ତାରିଖ ପର୍ଯ୍ୟନ୍ତ ଶହୀଦ ନଗର ଦୁର୍ଗାପୂଜା ପଡ଼ିଆରେ ଅନୁଷ୍ଠିତ ହେବ । ଏହି ଅବସରରେ ଓଡ଼ିଆ ଭାଷା ଓ ସାହିତ୍ୟର ୧୨ଟି ବିଭାଗ(ପ୍ରବନ୍ଧ, ଉପନ୍ୟାସ, କ୍ଷୁଦ୍ରଗଳ୍ପ, କାବ୍ୟ-କବିତା, ଅନୁବାଦ, ନାଟକ, ବିଜ୍ଞାନ ସାହିତ୍ୟ, ଧର୍ମ ସାହିତ୍ୟ,!-->…