Browsing Category
ଆଜିର ଖବର
ବସ ଭିତରେ ଯାତ୍ରୀଙ୍କୁ ହାଣିଲେ: ୪ ଗୁରୁତର
ହରସପଡାରୁ ସୁକଳ ଯାଉଥିବା ଆମ ବସରେ ଅଘଟଣ । ବିନ୍ଧନ ଛକଠାରେ ଜଣେ ଯୁବକ ବସରେ ଚଢି ବସିଥିବା ଯାତ୍ରୀମାନଙ୍କୁ କଟୁରୀରେ ଆକ୍ରମଣ କରିଥିଲେ । ଫଳରେ ଆକ୍ରମଣକାରୀଙ୍କ ସମେତ ୪ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । କଣାସ ମେଡିକାଲରେ ସେମାନଙ୍କୁ ଭର୍ତ୍ତି କରାଯାଇଛି । ତେବେ ଦିନ ଦିପହରେ!-->…
ଆଇନଜୀବୀ ପୀତବାସ ପଣ୍ଡା ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ
ଆଇନଜୀବୀ ପୀତବାସ ପଣ୍ଡା ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି । ଜଘନ୍ୟ ଓ ଅମାନୁଷିକ ହତ୍ୟାକାଣ୍ଡକୁ ଦୃଢ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି, ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ!-->…
ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ
ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ । ହିନ୍ଦୁ ଶାସ୍ତ୍ର ଅନୁଯାୟୀ କାର୍ତ୍ତିକ ମାସ ହେଉଛି ପୁଣ୍ୟର ମାସ । ଏଥିପାଇଁ ୧ ମାସ ଧରି ହବିଷ୍ୟାଳିମାନେ ପାଳନ କରନ୍ତି ପବିତ୍ର ମହାକାର୍ତ୍ତିକ ବ୍ରତ । ହଜାର ହଜାର ହବିଷ୍ୟାଳିଙ୍କ ସମାଗମରେ ପୁରୀ ସହର ଏବେ ଲୋକାରଣୟ ହୋଇପଡିଛି।!-->…
ରାଉରକେଲାରୁ ସାମ୍ନାକୁ ଆସିଛି ଏକ ଲଜ୍ଜାଜନକ ଖବର
ରାଉରକେଲାରୁ ସାମ୍ନାକୁ ଆସିଛି ଏକ ଲଜ୍ଜାଜନକ ଖବର । ରାଉରକେଲାରେ ବିଳମ୍ବିତ ରାତିରେ ଯୁବତୀଙ୍କୁ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି । ରଘୁନାଥପଲ୍ଲୀ ଥାନା ପଛ ରେଳଧାରଣାରେ ଦୁଷ୍କର୍ମ ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ପୋଲିସ ୨ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି । ତେବେ!-->…
କଟକ ସହରକୁ ଫେରୁଛି ଶାନ୍ତି। ହଟିଲା କର୍ଫ୍ୟୁ କଟକଣା
କଟକ ସହରକୁ ଫେରୁଛି ଶାନ୍ତି। ହଟିଲା କର୍ଫ୍ୟୁ କଟକଣା। ସହରରେ ଜୀବନଯାତ୍ରା ସ୍ଵାଭାବିକ ହୋଇଛି। ପୂର୍ବ ଘୋଷଣା ଅନୁଯାୟୀ ଆଜି ସକାଳ ୧୦ଟା ପର୍ଯ୍ୟନ୍ତ କର୍ଫ୍ୟୁ ଥିଲା। ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗିଥିଲା। ମଙ୍ଗଳାବାଗ୍, କ୍ୟାଣ୍ଟନ୍ମେଣ୍ଟ, ପୁରୀଘାଟ, ବାଦାମବାଡ଼ି,!-->…
କଟକରେ ସ୍ଥିତି ସ୍ବାଭାବିକ; ଆଜି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ
କଟକରେ କର୍ଫ୍ୟୁ ବଳବତ୍ତର, ସ୍ଥିତି ସ୍ବାଭାବିକ । ୩୬ ଘଣ୍ଟିଆ କର୍ଫ୍ୟୁ ଆଜି ଦିନ ୧୦ଟାରେ ସମାପ୍ତ ହେବ । ଆଜି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରହିବ । ବିଶୃଙ୍ଖଳା ଘଟଣା ପରେ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ ହୋଇଛି । ଘଟଣାରେ ୩ଟି ମାମଲା ରୁଜୁ କରି ୮ଜଣଙ୍କୁ!-->…
ଲାଞ୍ଚ ନେଉଥିବାବେଳେ ସହକାରୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ
କୋରାପୁଟ ଜିଲା କୁନ୍ଦୁରା ବ୍ଲକ କାର୍ଯ୍ୟାଳୟଠାରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ଲମ୍ବୋଦର ନାୟକ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।ମସିଗାଁ ଗ୍ରାମ ପଞ୍ଚାୟତର ଏମଜିଏନଆରଇଜିଏ କାର୍ଯ୍ୟ ବିଲ କରାଇ ଦେବି କହି ୨୦ ହଜାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ମାଡିବସିଲା।!-->…
ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କୁ ଆକ୍ରମଣ ଉଦ୍ୟମ
ଆଜି ପ୍ରଧାନ ବିଚାରପତିଙ୍କୁ ଆକ୍ରମଣ ଉଦ୍ୟମ ହୋଇଛି । କୋର୍ଟ ଚାଲିଥିବା ବେଳେ ପ୍ରଧାନ ବିଚାରପତିଙ୍କ ଉପରେ ଓକିଲ ପୋଷାକ ପନ୍ଧିଥିବା ଜଣେ ବ୍ୟକ୍ତି କିଛି ଜିନିଷ ଫିଙ୍ଗିବାକୁ ଚେଷ୍ଟା କରିଥିଲା । ସମ୍ପୃକ୍ତ ବ୍ୟକ୍ତିକୁ ସୁରକ୍ଷାକର୍ମୀ କାବୁ କରିନେଇଛନ୍ତି । ଏଥିପାଇଁ କିଛି ମିନିଟ୍ ଲାଗି!-->…
ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ
ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ। ଛତିଶଗଡ଼ ଗରିଆବନ୍ଧ ଏସ୍ପିଙ୍କ ପାଖରେ ଆତ୍ମସମର୍ପଣ କରିଥିବା ନେଇ ମିଳିଛି ସୂଚନା। ଧରାଇଦେବାକୁ ପ୍ରତ୍ୟେକଙ୍କ ପାଇଁ ୧ ଲକ୍ଷ ଲେଖାଏଁ ପୁରସ୍କାର ଥିଲା।ସମସ୍ତ ନକ୍ସଲ ଗତ ୫ ବର୍ଷରୁ ୮ ବର୍ଷ ପର୍ଯ୍ୟନ୍ତ ସଂଗଠନ ସହ ଜଡ଼ିତ ଥିଲେ। ଏମାନେ ବଡ ବଡ଼ମାଓ!-->…
ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ ନେଇ CHSE ତାରିଖ ଘୋଷଣା
ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍ ନେଇ ତାରିଖ ଘୋଷଣା କଲା CHSE । ରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୨୦ରୁ ନଭେମ୍ବର ୬ ଭିତରେ ଭରିବେ । ଏକ୍ସରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୧୩ରୁ ୨୫ ଭିତରେ ଫର୍ମ ଭରିବେ । ୨୦୦ ଟଙ୍କା ଫାଇନ୍ରେ ନଭେମ୍ବର ୧୦ରୁ ୧୪ ମଧ୍ୟରେ ଫର୍ମ ଫିଲଅପ୍। ସେହିପରି ୬ ଶହ!-->…
ଆସନ୍ତାକାଲି ସକାଳ ୧୦ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ କର୍ଫ୍ୟୁ
ଚାପା ଉତ୍ତେଜନା ସତ୍ତ୍ବେ ନିୟନ୍ତ୍ରଣରେ ସ୍ଥିତି। ଦ୍ବିତୀୟ ଦିନରେ କଟକରେ କର୍ଫ୍ୟୁ।ଆସନ୍ତାକାଲି ସକାଳ ୧୦ଟା ଯାଏ ବନ୍ଦ ରହିବ କଟକ। ତେବେ ବନ୍ଦ ସତ୍ତ୍ବେ କଟକରେ ବସ୍ ଚଳାଚଳ ସ୍ବାଭାବିକ ରହିଛି।କର୍ଫ୍ୟୁରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ, ଶିକ୍ଷାନୁଷ୍ଠାନ ବାଦ ରହିଛି । ସମସ୍ତ ସରକାରୀ ଅଫିସ ବି!-->…
ବିହାର ବିଧାନସଭା ନିର୍ବାଚନର ତାରିଖ ଘୋଷଣା, ନଭେମ୍ବର ୬ ଏବଂ ୧୧ରେ ମତଦାନ
ବିହାର ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ବିହାର ବିଧାନସଭା ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ନଭେମ୍ବର ୬ ଏବଂ ୧୧ ତାରିଖରେ ମତଦାନ ହେବ ଏବଂ ନଭେମ୍ବର ୧୪ ତାରିଖରେ ଫଳାଫଳ ଘୋଷଣା କରାଯିବ। ବିହାରର ୨୪୩ ସିଟ୍ ପାଇଁ ନିର୍ବାଚନ ହେବ । ୨୪୩ ସଦସ୍ୟ ବିଶିଷ୍ଟ ବିହାର!-->…