Browsing Category
ଆଜିର ଖବର
ମେଡିସିନରେ ନୋବେଲ ପୁରଷ୍କାର ଘୋଷଣା: ମିଳିତ ଭାବେ ୩ଜଣ ବୈଜ୍ଞାନିକଙ୍କୁ ମିଳିବ ସମ୍ମାନ
ନୋବେଲ୍ ପ୍ରାଇଜ୍-୨୦୨୫ ଘୋଷଣା । ମେଡିସିନ ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି । ଆମେରିକାର ସିଆଟଲ ସହରରେ ରହୁଥିବା ମ୍ୟାରୀ ଇ. ବ୍ରୁଙ୍କୋ, ସାନ ଫ୍ରାନ୍ସିସ୍କୋର ଫ୍ରେଡ୍ ରାମସଡେଲ୍ ଏବଂ ଜାପାନର ଶିମୋନ୍ ସାକାଗୁଚିଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ବ୍ରୁଙ୍କୋ ଇନଷ୍ଟିଚ୍ୟୁଟ୍!-->…
ଆସନ୍ତା ନଭେମ୍ବର ୧୧ ରେ ହେବ ନୂଆପଡା ଉପନିର୍ବାଚନ
ନୂଆପଡ଼ା ଉପ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ଆସନ୍ତା ନଭେମ୍ବର ୧୧ ରେ ହେବ ନୂଆପଡା ଉପନିର୍ବାଚନ | ଘୋଷଣା କଲେ ନିବରଚନା କମିଶନ | ଏହା ସହ ବିହାର ବିଧାନସଭା ନିର୍ବାଚନ ହେବ। ଏଥର ୨ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ । ନଭେମ୍ବର ୬ ଏବଂ ୧୧ ତାରିଖରେ ମତଦାନ ହେବ!-->…
କୋମନା ଏନଏସି ଓ ଖରିଆର ରୋଡକୁ ମ୍ୟୁନିସିପାଲିଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ଚରଣ ମାଝୀଙ୍କ ବଡ଼ ଘୋଷଣା । ପ୍ରଥମେ ଜିଲ୍ଲାକୁ ୧୧୦୧ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଥିବା ବେଳେ କୋମନା ଓ ସିନାପାଲିକୁ ମିଳିଲା ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା (ଏନ୍ଏସ୍ସି )ତେବେ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ଜିଲ୍ଲା ପାଇଁ ଅନେକ ବିକାଶ!-->…
କଟକରେ ଗଣ୍ଡଗୋଳକୁ ନେଇ ଓଡିଶା ପୋଲିସର ବାର୍ତ୍ତା
କଟକରେ ଗଣ୍ଡଗୋଳକୁ ନେଇ ଓଡିଶା ପୋଲିସର ବାର୍ତ୍ତା। ଏନେଇ ଓଡିଶା ପୋଲିସ ଆଡଭାଇଜରୀ ଜାରି କରି ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ଯେ ସୋସିଆଲ ମିଡ଼ିଆରେ କୌଣସି ଖବର ପୋଷ୍ଟ କରିବା ପୂର୍ବରୁ ସତ୍ୟତା ଯାଞ୍ଚ କରନ୍ତୁ। ଏହା ସହ ମିଛ ଓ ଉତ୍ତେଜନାମୂଳକ ପୋଷ୍ଟ କରିବାରୁ ବିରତ ରହନ୍ତୁ।!-->…
କଟକ ସହରରେ ଅଶାନ୍ତି ସୃଷ୍ଟି ଘଟଣାରେ ୮ ଜଣ ଗିରଫ
କଟକ ସହରରେ ଅଶାନ୍ତି ସୃଷ୍ଟି ଘଟଣାରେ ୮ ଜଣ ଗିରଫ ହୋଇଛନ୍ତି । ଏନେଇ ସୂଚନା ଦେଲେ ପୋଲିସ କମିଶନର ଏସଦେବଦତ୍ତତ୍ତ ସିଂ । କହିଛନ୍ତି, ଅଶାନ୍ତି ସୃଷ୍ଟି, ଭଙ୍ଗାରୁଜା, ପୋଲିସକୁ ଆକ୍ରମଣ ଘଟଣାରେ ଗିରଫ କରାଯାଇଛି । ୩ଟି ମାମଲାରେ ୮ ଜଣଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତଙ୍କ ବିରୋଧରେ!-->…
ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ରାଜ୍ୟର ୧୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଅନୁଗୁଳ, ଦେବଗଡ଼, ବରଗଡ଼, ଝାରୁସୁଗୁଡ଼ା,!-->…
ଆସନ୍ତାକାଲି ଠାରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ,୨ହଜାର ୫ଶହ ମହିଳାଙ୍କ ପାଇଁ ବ୍ୟବସ୍ଥା
ଆସନ୍ତାକାଲି ଠାରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ। ଓଡ଼ିଶାର କୋଣ ଅନୁକୋଣରୁ ହବିଷ୍ୟାଳୀ ମାନେ କାର୍ତ୍ତିକ ବ୍ରତ ପାଳନ ପାଇଁ ପୁରୀ ଆସିଛନ୍ତି। ହବିଷ୍ୟାଳୀମାନଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ପୋଲିସ ପକ୍ଷରୁ ଗ୍ରହଣ କରାଯାଇଛି।ଶ୍ରୀମନ୍ଦିର ସିଂହଦ୍ଵାର!-->…
ବାରହା କବଳରୁ ମୁକୁଳିଲେ ୫ ପର୍ଯ୍ୟଟକ
ଦୀର୍ଘ ୧୨ ଘଣ୍ଟାର ଅପରେସନ୍ ପରେ ଉଦ୍ଧାର ହେଲେ ପର୍ଯ୍ୟଟକ ଓ ଉଦ୍ଧାରକାରୀ । ଖୋର୍ଦ୍ଧା ଜିଲ୍ଲା ବରୁଣେଇ ପାହାଡ଼ରେ ଆତଙ୍କ ଖେଳାଇଥିବା ବାରହା କବଳରୁ ମୁକୁଳିଛନ୍ତି ୫ ପର୍ଯ୍ୟଟକ । ହିଂସ୍ର ବାର୍ହା ଭୟରେ ଗଛ ଉପରେ ଆଶ୍ରୟ ନେଇଥିଲେ ୫ ପର୍ଯ୍ୟଟକ । ସେମାନଙ୍କୁ ଉଦ୍ଧାର କରିବାକୁ ଯାଇଥିବା!-->…
ଆଜି କୁମାର ପୂର୍ଣ୍ଣିମା ଏବଂ ଏକ ମାସ ଧରି ଚାଲିଥିବା ଜହ୍ନି ଓଷାର ଶେଷ ଦିନ
ଚଳିତବର୍ଷ କୁମାର ପୂର୍ଣ୍ଣିମା କେଉଁଦିନ ପାଳନ ହେବ ତାହାକୁ ନେଇ ପାଞ୍ଜି ଓ କ୍ୟାଲେଣ୍ଡରରେ ଭିନ୍ନ ତାରିଖ ଥିବାରୁ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ସାଧାରଣତଃ କୁମାରପୂର୍ଣ୍ଣମୀ ଓ ଗଜଲକ୍ଷ୍ମୀ ପୂଜା ଗୋଟିଏ ଦିନରେ ପଡ଼ିଥାଏ। ମାତ୍ର ଏବର୍ଷ ପାଞ୍ଜିରେ କୁମାର ପୂର୍ଣ୍ଣମୀ ବା ଆଶ୍ବିନ ପୂର୍ଣ୍ଣମୀ!-->…
*ପିକ ଉପ ଭେନ ଧକ୍କା ରେ ବାଇକ ଚାଳକ ଙ୍କ ମୃତ୍ୟୁ*
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ରୁପ୍ରା ଦେଇ ପଲମକୁ ସଂଯୋଗ କରୁଥିବା ପିଡବ୍ଲୁଡି ରାସ୍ତାର ଟକର୍ଲା ଗ୍ରାମ ପଞ୍ଚାୟତ ଅଧିନ ଆଲିମ୍ ନିକଟରେ ରବିବାର ଅପରାହ୍ନରେ ବାଇକ୍ ଓ ପିକ୍ଅପ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ବାଇକ୍ ଚାଳକଙ୍କ ଶୋଚନୀୟ ଭାବରେ ମୃତ୍ୟୁ ଘଟିଥିବା!-->…
ସିସିଟିଭିରୁ ଚିହ୍ନଟ ହେଲା କଟକ ବିଶୃଙ୍ଖଳାର ମାଷ୍ଟରମାଇଣ୍ଡ
ଦୁର୍ଗାପୂଜା ଭସାଣି ରାତିର ଗଣ୍ଡଗୋଳ, ଉତ୍ତେଜନାକୁ କେନ୍ଦ୍ର କରି ଅଶାନ୍ତ ହୋଇପଡିଛି କଟକ ସହର । ଦୁଇ ଦିନ ଧରି ଚାପା ଉତ୍ତେଜନା ଲାଗି ରହିଥିବା ବେଳେ ରବିବାର ସହରରେ ଜଳିଥିଲା ନିଆଁ । ଏପଟେ କଟକ ସହରର ବିଶୃଙ୍ଖଳାକାରୀ ସିସିଟିଭିରୁ ଚିହ୍ନଟ ହୋଇଛି। ଆଇନ ଶୃଙ୍ଖଳା ADG ସଂଜୟ କୁମାରଙ୍କ!-->…
୩୬ ଘଣ୍ଟା ପାଇଁ କଟକରେ କର୍ଫ୍ୟୁ । କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛନ୍ତି ପୋଲିସ କମିଶନର
କଟକ ସହରର ଦରଘାବଜାର ଦେଇ ଶୁକ୍ରବାର ରାତିରେ ଦୁର୍ଗାମେଢ଼ ଭସାଣି ଶୋଭାଯାତ୍ରା ଯାଉଥିବା ସମୟରେ ଜୟ ଶ୍ରୀରାମ ଧ୍ୱନିକୁ ନେଇ ଏକ ନିର୍ଦ୍ଦିଷ୍ଟ ଦିଗରୁ ପଥର, କାଚବୋତଲ ମାଡ଼ ହୋଇଥିଲା। ଏଥିରେ ଅନେକ ଆହତ ହୋଇଥିବାବେଳେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକେ ଶୋଭାଯାତ୍ରାରେ ଶ୍ରୀରାମଙ୍କ ସଙ୍ଗୀତକୁ!-->…