Browsing Category
ଆଜିର ଖବର
ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ସେବା ଯୋଜନା ର ସ୍ୱତନ୍ତ୍ର ଶିବିର ଉଦଯାପିତ
ଗଣିଆ (ବିଶ୍ୱରଞ୍ଜନ୍ ସେଠି) ଉତ୍କଳ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଗତ ମଙ୍ଗଳବାର ଠାରୁ ଗଣିଆ ବ୍ଳକସ୍ଥିତ ଆଂଚଳିକ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ଏକ ସ୍ୱତନ୍ତ୍ର ୭ଦିନିଆ ସେବା ଶିବିର ଚାଲିଥିବାବେଳେ ରବିବାର ତାହା ଉଦଯାପିିତ ହୋଇଯାଇଛି । ଉଦଯାପନୀ ଦିବସରେ ମହାବିଦ୍ୟାଳୟର!-->…
ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ସମୁଦାୟ ୧ ହଜାର ୮୫ଟି ଦଶହରା ଦୁର୍ଗାମେଢ଼ଙ୍କୁ ଏହି!-->…
କର୍ଣ୍ଣାଟକରୁ ବରଗଡ଼ ଜିଲ୍ଲାକୁ ଆସିଥିବା କଫ୍ ସିରପ୍ ସିଜ୍, ରାଜ୍ୟବାସୀ ପ୍ୟାନିକ ହୁଅନ୍ତୁ ନାହିଁ
କର୍ଣ୍ଣାଟକରୁ ଓଡ଼ିଶା ସହ ୪ରାଜ୍ୟକୁ ଆସିଥିଲା ଏହି କଫ ସିରଫ। ବରଗଡ଼ ଜିଲ୍ଲାକୁ ୧୩୦ଟି କଫ ସିରଫ ଆସିଥିଲା। ତାକୁ ଡ୍ରକ୍ସ କଣ୍ଟ୍ରୋଲ ବିଭାଗ ତରଫରୁ ସିଜ୍ କରିବା ସହ ଲ୍ୟାବକୁ ପଠାଯାଇଛି । କୌଣସି ରିଟେଲର ପାଖାକୁ ଏହା ଯାଇନି। ରାଜ୍ୟବାସୀ ପ୍ୟାନିକ ହୁଅନ୍ତୁ ନାହିଁ ।ମଧ୍ୟପ୍ରଦେଶ ଘଟଣା ପରେ!-->…
OPRBର ବୈଠକ ଶେଷ : ତଦନ୍ତ ରିପୋର୍ଟ ଆସିବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ
ଜରୁରୀ ବୈଠକ ପରେ ଓପିଆରବି ଅଧ୍ୟକ୍ଷ ସୁଶାନ୍ତ ନାଥ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ଯାହା ଘଟଣା ଘଟିଛି, କ୍ରାଇମବ୍ରାଞ୍ଚକୁ ଲିଖିତ ଭାବେ ଜଣାଇଛୁ । ତଦନ୍ତ ରିପୋର୍ଟକୁ ଅପେକ୍ଷା, ରିପୋର୍ଟ ଆସିବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନିଆଯିବ । ପରୀକ୍ଷାର୍ଥୀ ମାନେ ବ୍ୟସ୍ତ ହୁଅନ୍ତୁ!-->…
ରାଜ୍ୟରେ ବନ୍ୟା ସ୍ଥିତି ନଥିବା ନେଇ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ର ଶୋଖର ପାଢୀ ସୂଚନା
ରାଜ୍ୟରେ ବନ୍ୟା ସ୍ଥିତି ନଥିବା ନେଇ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ର ଶୋଖର ପାଢୀ ସୂଚନା ଦେଇଛନ୍ତି । ବଂଶଧାରା ବର୍ତ୍ତମାନ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି । ହୀରାତୁଦ ଜଳସ୍ତର ୬୨୭.୮୯ ଫୁଟ ଓ ରେଙ୍ଗାଲିରେ ୧୨୩.୫ ମି ରହିଛି । ଦକ୍ଷିଣ ଓଡିଶାର ଜଳଭଣ୍ଡାର ଗୁଡିକର ଜଳସ୍ତର ବୃଦ୍ଧି ପାଇଛି!-->…
ଦିବ୍ୟାଙ୍ଗ ମହିଳାଙ୍କୁ ଟେକି ନେଇ ଟ୍ରକ୍ କ୍ୟାବିନ୍ରେ ଦୁଷ୍କର୍ମ ; ଡ୍ରାଇଭର ଗିରଫ
ଦିବ୍ୟାଙ୍ଗ ମହିଳାଙ୍କୁ ଟେକି ନେଇ ଟ୍ରକ୍ କ୍ୟାବିନ୍ରେ ଦୁଷ୍କର୍ମ । ବର୍ଷା ଓ ବିଜୁଳି ଦାଉରୁ ରକ୍ଷା ପାଇଁ ରାଜପଥ କଡ଼ରେ ଆଶ୍ରୟ ନେଉଥିବା ବେଳେ ଟ୍ରକ୍ ଡ୍ରାଇଭର ବଳପୂର୍ବକ ଉଠାଇ ନେଇ ଟ୍ରକ୍ ଭିତରେ ଦୁଷ୍କର୍ମ କରିଛି । ଅଭିଯୁକ୍ତ ଡ୍ରାଇଭର ଗିରଫ ହେବା ପରେ ଘଟଣା ସମ୍ପର୍କରେ ଜଣାଇଛି!-->…
ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାସ
ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ପୂର୍ବତନ ବିଚାରପତି ଚିତ୍ତ ରଞ୍ଜନ ଦାସ । କଳାହାଣ୍ଡି ମାଣିକେଶ୍ୱରୀ ଦର୍ଶନ ପାଇଁ ଯାଉଥିବା ବେଳେ ମଝି ରାସ୍ତାରେ ଗାଡ଼ି ଟାୟାର ଫାଟିଯିବାରୁ ଭାରସାମ୍ୟ ହରାଇଥିଲା। ହେଲେ କୌଣସି ମତେ ଗାଡିଟିକୁ ନିୟନ୍ତ୍ରଣ କରିବାରେ ସଫଳ!-->…
ମଞ୍ଚ ଉପରେ ଟଳିପଡ଼ିଲେ ଅଭିନେତା ଦେବକାନ୍ତ ମିଶ୍ର
ମଞ୍ଚରେ ଅଭିନୟ କରୁ ଥିବା ବେଳେ ଟଳିପଡ଼ିଲେ ଅଭିନେତା । ‘ଆଖି ଅବୁଝାକୁ ଲୁହ ଅବୁଝା’ ନାଟକରେ ମଞ୍ଚରେ ଅଭିନୟ ବେଳେ ଲୁହରେ ଭସାଇ ଆରପାରିକୁ ଚାଲିଗଲେ ଅଭିନେତା ଦେବକାନ୍ତ ମିଶ୍ର । ଜଗତସିଂହପୁର ସଦର ବ୍ଲକ ଦାସକୁଦରେ ଏହି ଦୁଃଖଦ ଘଟଣା ଘଟିଛି । ସୂଚନାମୁତାବକ ‘ଆଖି ଅବୁଝାକୁ ଲୁହ ଅବୁଝା’!-->…
କଟକରେ ଭସାଣି ବେଳେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ,୬ ଜଣଙ୍କୁ ଚିହ୍ନଟ କରି ଗିରଫ
କଟକରେ ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ । ଦୁଇଟି ପୃଥକ ପୃଥକ ସ୍ଥାନରେ ଗୋଷ୍ଠୀ ସଂଘର୍ଷ ହୋଇଛି ଓ ଏଥିରେ ୬ ଜଣ ଆହତ ହୋଇଛନ୍ତି । ଝାଞ୍ଜିରିମଙ୍ଗଳା ପୂଜା କମିଟିର ଭସାଣ ଶୋଭାଯାତ୍ରା ବେଳେ ଗଣ୍ଡଗୋଳ ହୋଇଛି । ଉଭୟ ଗୋଷ୍ଠୀ ପରସ୍ପର ଉପରେ ଢେଲା ପଥର ଓ କାଚ ବୋତଲ ମାଡ଼ କରିଛନ୍ତି । ଦୁଇ ଗୋଷ୍ଠୀ!-->…
ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଦିଲ୍ଲୀରେ ନଡ୍ଡାଙ୍କୁ ସାକ୍ଷାତ କଲେ ମୋହନ ଚରଣ ମାଝୀ । ସାଙ୍ଗଠନିକ ବିଷୟରେ ଆଲୋଚନା ହୋଇଥିବା କହିଲେ ସିଏମ୍ ।ଏହାସହିତ ରାଜନୈତିକ ସ୍ଥିତି ଓ ଭବିଷ୍ୟତରେ କାର୍ଯ୍ୟପନ୍ଥା ଉପରେ ବିସ୍ତୁତ ଆଲୋଚନା ହୋଇଛି । ଦଶହରା ଶେଷ ହେବା ପରେ ଏବେ ରାଜ୍ୟରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବା ଚର୍ଚ୍ଚା!-->…
ବିପର୍ଯ୍ୟୟ ମୁକାବିଲା ପାଇଁ ନିର୍ମାଣ ହେବ ବିପର୍ଯ୍ୟୟ ଭବନ
ଭୁସ୍ଖଳନ ରୋକିବାକୁ ମାଷ୍ଟର ପ୍ଲାନ ଆଣିବେ ରାଜ୍ୟ ସରକାର ।ଏନେଇ ସୂଚନା ଦେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ପାହାଡ ପର୍ବତ ଅଞ୍ଚଳରେ ଭୂସ୍ଖଳନ ପ୍ରବଣ ଅଞ୍ଚଳ ଚିହ୍ନଟ କରାଯିବ । ପଥର ଖସି ଯେଭଳି କାହାର ମୃତ୍ୟୁ ନହୁଏ ପ୍ରାଥମିକତା ଦିଆଯିବ । ତେବେ ବିପର୍ଯ୍ୟୟ!-->…
Coldrif କଫ ସିରପ୍ ବିକ୍ରୟ ଉପରେ ଲାଗିଲା ବ୍ୟାନ୍
ମଧ୍ୟପ୍ରଦେଶର ଛିନ୍ଦୱାଡାରେ କଫ ସିରପ୍ ଖାଇ ୯ ଜଣ ଶିଶୁଙ୍କ ମୃତ୍ୟୁପରେ, ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଯାଦବ ସାରା ରାଜ୍ୟରେ Coldrif କଫ ସିରପ ବିକ୍ରୟ ଉପରେ ନିଷେଧ କରିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଚକିତ କରିଛି। ସରକାର ତୁରନ୍ତ!-->…