Browsing Category
ଆଜିର ଖବର
ଓଡିଶା ପୁରୀରେ ହେବ ଡିଜିଟାଲ ଲାଇବ୍ରେରି: ଆଇନମନ୍ତ୍ରୀ
ଭକ୍ତ ଏବଂ ଗବେଷକମାନଙ୍କୁ ଡିଜିଟାଲ ସୁବିଧା ପ୍ରଦାନ କରିବା ସହିତ ବିରଳ ମନ୍ଦିର ରେକର୍ଡ, ରୀତିନୀତି, ପବିତ୍ର ମାଦଳା ପାଞ୍ଜି, ତାଳପତ୍ର ପାଣ୍ଡୁଲିପି ଏବଂ ଅନ୍ୟାନ୍ୟକୁ ସଂରକ୍ଷଣ କରିବା ପାଇଁ ରାଜ୍ୟ ସରକାର ପୁରୀରେ ଏକ ଡିଜିଟାଲ ଲାଇବ୍ରେରି ସ୍ଥାପନ କରିବାକୁ ଯାଉଛନ୍ତି। ଏହି ଅନନ୍ୟ!-->…
କଟକ ଚୌଦ୍ୱାର ଜେଲରୁ ୨ କଏଦୀ ଚମ୍ପଟ ଘଟଣା: ୨ୱାର୍ଡର ସସପେଣ୍ଡ
କଟକ ଚୌଦ୍ୱାର ଜେଲରୁ ୨ କଏଦୀ ଚମ୍ପଟ ଘଟଣାରେ ୨ ୱାର୍ଡରଙ୍କୁ ସସପେଣ୍ଡ କରାଯାଇଛି । କର୍ତ୍ତବ୍ୟରେ ଅବହେଳା ପାଇଁ ୱାର୍ଡର, ଚିଫ ୱାର୍ଡର ସସପେଣ୍ଡ ହୋଇଛନ୍ତି । ଉଭୟେ କଏଦୀ ଅଲଗା ଅଲଗା ସେଲରେ ଥିଲେ । ଆଲିରେ ରଡ କାଟି ବାହାରିଥିଲେ । ବ୍ୟବହାର କରୁଥିବା କମ୍ବଳକୁ ଦଉଡି କରି ପାଚେରୀ!-->…
ରାବଣପୋଡ଼ି ଉତ୍ସବରେ ୧୫୦ରୁ ଅଧିକ ମୋବାଇଲ୍ ଚୋରି
ଭୁବନେଶ୍ୱରରେ ରାବଣ ପୋଡି ବେଳେ ୧୫୦ରୁ ଅଧିକ ମୋବାଇଲ ଲୁଟ। ବରମୁଣ୍ଡା ପଡିଆରେ ମାତିଥିଲେ ଲୁଟେରା । ଏପଟେ ବାଣଫୁଟା ଚାଲିଥିବା ବେଳେ ପକେଟରୁ ମୋବାଇଲ ଗାୟବ ହୋଇଯାଉଥିଲା।ବରମୁଣ୍ଡା ଦଶହରା ପଡ଼ିଆରେ ହଜାର ହଜାର ଲୋକଙ୍କ ସମାଗମ ମଧ୍ୟରେ ଏହି ଚୋରିର ଘଟଣା ଘଟିଥିବା ଜଣାପଡ଼ିଛି। ଉତ୍ସବର!-->…
ରାଜ୍ୟରେ ପ୍ରବଳ ବର୍ଷା
ବଙ୍ଗୋପସାଗରରେ (BOBରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତ ରୂପ ନେଇ ଓଡିଶା ଉପକୂଳରେ ଅତିକ୍ରମ କରିଛି। ଏହା ପ୍ରଭାବରେ ଦକ୍ଷିଣ ଓ଼ଡିଶାର ଅନେକ ଜିଲାରେ ବର୍ଷା ଲାଗି ରହିଛି। ଫଳରେ କିଛି ଜିଲାରେ ତଳିଆ ଅଞ୍ଚଳ ବୁଡି ଯାଇଥିବା ବେଳେ ବନ୍ୟାର ଆଶଙ୍କା ଦେଖା ଦେଇଛି। ୧୬ ଜିଲ୍ଲାକୁ ଅରେଞ୍ଜ!-->…
ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ରାସ୍ତା କଡ଼ରୁ ଉଠାଇ ନେଲା ଡ୍ରାଇଭର
ଭଦ୍ରକ ଟାଉନ ଥାନା ଚରମ୍ପା ୧୬ ନମ୍ବର ଜାତୀୟ ରାଜପଥ ଚରମ୍ପା ଫାଣ୍ଡି ଛକ ନିକଟରେ ସିସିଟିଭିରେ କଏଦ ହୋଇଛି ଏହି ଛାତିଥରା ଦୃଶ୍ୟ। ।ପ୍ରବଳ ବର୍ଷାରୁ ରକ୍ଷା ପାଇବା ପାଇଁ ମହିଳା ଜଣକ ଗତକାଲି ବିଳମ୍ବିତ ରାତିରେ ଏକ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଥିଲେ| ଏହି ସମୟରେ ସେହି ରାସ୍ତା ଦେଇ!-->…
ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ
ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ । ଏକ ମାସ ଧରି ସ୍ବତନ୍ତ୍ର ବାଳଧୂପ ଏବଂ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ । କାର୍ତ୍ତିକ ମାସରେ ଶ୍ରୀଜୀଉଙ୍କ ରାଧା ଦାମୋଦର ବେଶ ହୋଇଥାଏ । ଏହି ବେଶ ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ।ଏହି ବେଶରେ ମହାପ୍ରଭୁଙ୍କୁ ଏକ ବିଶେଷ!-->…
NIELIT ଡିଜିଟାଲ୍ ବିଶ୍ୱବିଦ୍ୟାଳୟର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର NIELIT ଡିଜିଟାଲ୍ ବିଶ୍ୱବିଦ୍ୟାଳୟ (NDU) ପ୍ଲାଟଫର୍ମର ଉଦ୍ଘାଟନ କରିଛନ୍ତି। ଏହି ପ୍ଲାଟଫର୍ମ ଯୁବପିଢ଼ିଙ୍କୁ AI, ସାଇବର ସୁରକ୍ଷା, ଡାଟା ସାଇନ୍ସ, ସେମିକଣ୍ଡକ୍ଟର ଆଦି ଉନ୍ନତ ପ୍ରଯୁକ୍ତି କ୍ଷେତ୍ରରେ ଉଚ୍ଚମାନର!-->…
ବାଉଁଶ ସାହାଯ୍ୟରେ କଟକ ଚୌଦ୍ବାର ଜେଲ୍ ରୁ ୨ ଡକାୟତ ଫେରାର
କଟକ ଜିଲାର ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଦୁଇ କଏଦୀ ଜେଲ୍ର ସେଲ୍ କାଟି ପଳାୟନ କରିଥିବା ସୂଚନା ମିଳିଛି। ଏହି ଘଟଣା ଜେଲ୍ ସୁରକ୍ଷା ବ୍ୟବସ୍ଥା ଉପରେ ଗମ୍ଭୀର ପ୍ରଶ୍ନଚିହ୍ନ ସୃଷ୍ଟି କରିଛି।ପାଣିକୋଇଲି!-->…
ଆଜି ରାଜଧାନୀରେ ୪ଟି ସ୍ଥାନରେ ଦେଖିବେ ମାଙ୍କ ଭସାଣି
ରାଜଧାନୀରେ ୪ଟି ସ୍ଥାନରେ ଦେଖିବାକୁ ପାଇବେ ମାଙ୍କ ଭସାଣି । ନଦୀରେ କେମିକାଲ ଓ ପ୍ଲାଷ୍ଟିକ ଯେପରି ନପଡିବ ସେଥିପାଇଁ ବିଏମସି ତାର କୂଅଖାଇର ଦୁଇ ପଟ, ଦୟା ଓ ଭାଗର୍ବୀକୁ ମିଶାଇ ମୋଟ ୪ ଟି ଅସ୍ଥାୟୀ ପୁଷ୍କରିଣୀ କରିଛି ।
ସହୀଦ ନଗର ,ନୟାପଲ୍ଲୀ , ଚନ୍ଦ୍ରଶେଖରପୁର ଓ ଓଲ୍ଡ ଟାଉନ ଚାରୋଟି!-->!-->!-->…
କଟକରେ ଆଜି ପାଖ ପାଖି ୧୭୦ରୁ ଅଧିକ ମୂର୍ତ୍ତି ଦେବୀଗଡା ଠାରେ ବିସର୍ଜନ
ଧରାପୃଷ୍ଠରୁ ବିଦାୟ ନେବେ ମା’ ଦଶଭୂଜା ଦୁର୍ଗା । ୪ ଦିନ ମଣ୍ଡପରେ ଦର୍ଶନ ଦେବା ପରେ ଆଜି ମେଲାଣି ନେବେ । ଆଜି ଭସାଣ ଉତ୍ସବ । କଟକରେ ଆଜି ପାଖ ପାଖି ୧୭୦ରୁ ଅଧିକ ମୂର୍ତ୍ତି ଦେବୀଗଡା ଠାରେ ବିସର୍ଜନ କରାଯିବ । ଏ ନେଇ କଟକ ଦେବୀଗଡ଼ାରେ ପ୍ରଶାସନ ତରଫରୁ କରାଯାଇଛି ବ୍ୟାପକ!-->…
ମହିଳା ବିଶ୍ୱକପ୍ ୨୦୨୫ରେ ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ, ହାତ ମିଳାଇବାକୁ ନେଇ ମୁହଁ ଖୋଲିଲା BCCI
ମହିଳା ବିଶ୍ୱକପ୍ ୨୦୨୫ କଲମ୍ବୋର ଆର ପ୍ରେମଦାସା ଷ୍ଟାଡିୟମରେ ଆୟୋଜିତ ହେବାକୁ ଯାଉଛି । ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହିଳା ବିଶ୍ୱକପ୍ ମ୍ୟାଚ୍ରେ ହାତ ମିଳାଇବ କି ନାହିଁ ସେ ବିଷୟରେ ନୀରବତା ଭାଙ୍ଗିଛନ୍ତି BCCI ସଚିବ ଦେବଜିତ ସାଇକିଆ । BCCI ସଚିବ ଦେବଜିତ ସାଇକିଆ ବିବିସି!-->…
ଓଡ଼ିଶାର ଧନୁପାଲି ନିକଟସ୍ଥ ଭତରା ଗାଁରେ ରହିଛି ପ୍ରସିଦ୍ଧ ଗାନ୍ଧୀ ମନ୍ଦିର
ସମ୍ବଲପୁର ମହାନଗର ନିଗମ ଅଧିନସ୍ଥ ଧନୁପାଲି ନିକଟସ୍ଥ ଭତରା ଗାଁରେ ରହିଛି ପ୍ରସିଦ୍ଧ ଗାନ୍ଧୀ ମନ୍ଦିର l 1972 ମସିହା ମାର୍ଚ୍ଚ 23ରେ ତତ୍କାଳୀନ ଉତ୍ତରାଞ୍ଚଳ ଆରଡ଼ିସି ରବୀନ୍ଦ୍ର ନାଥ ମହାନ୍ତି ଏହି ମନ୍ଦିର ନିର୍ମାଣର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ପରେ 11-04-1974ରେ ତତ୍କାଳୀନ!-->…