Browsing Category

ଆଜିର ଖବର

ଓଡ଼ିଶା ବିଧାନସଭା ପରିସରରେ ଆଜି ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ୧୫୬ ତମ ଜୟନ୍ତୀ ପାଳନ 

ଓଡ଼ିଶା ବିଧାନସଭା ପରିସରରେ ଆଜି ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ୧୫୬ ତମ ଜୟନ୍ତୀ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି ସୁରମା ପାଢୀଙ୍କ ସମେତ ବହୁ ମନ୍ତ୍ରୀ ଓ ଅଧିକାରୀ ସାମିଲ ହୋଇଥିଲେ । ମହାତ୍ମା

ଭାରତ ଆସୁଛନ୍ତି ପୁଟିନ୍

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବର ୫-୬ ରେ ଭାରତ ଗସ୍ତରେ ଆସିବେ ବୋଲି ଆଶା କରାଯାଉଛି । ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ କରିବେ ବୋଲି ସୂଚନା ରହିଛି । କିନ୍ତୁ ରୁଷ ରାଷ୍ଟ୍ରପତି ଗୋଟିଏ ଦିନ ପାଇଁ ଭାରତ ଗସ୍ତ କରିବେ କି ଦୁଇ ଦିନ ରହିବେ ତାହା

ପଦ୍ମଶ୍ରୀ କୃଷ୍ଣଲୀଳା ଗୁରୁ ଗୋପୀନାଥ ସ୍ୱାଇଁଙ୍କର ୧୦୮ ବର୍ଷ ବୟସରେ ପରଲୋକ

ପଦ୍ମଶ୍ରୀ କୃଷ୍ଣଲୀଳା ଗୁରୁ ଗୋପୀନାଥ ସ୍ୱାଇଁଙ୍କର ୧୦୮ ବର୍ଷ ବୟସରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟଜନିତ କାରଣରୁ ତାଙ୍କର ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲ୍ଲାର ଶେରଗଡ଼ ବ୍ଲକ୍ ଗୋବିନ୍ଦପୁରସ୍ଥିତ ବାସଭବନରେ ସକାଳ ପ୍ରାୟ ୬ଟା ୪୦ରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ରାଜ୍ୟର ଲୋକପ୍ରିୟ

ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ

ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ। ଉତ୍ତର ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ। ପୁରୀ ଠାରୁ ୩ ଶହ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହେଉଛି ଅବପାତ। ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷୀଣ ପୂର୍ବରେ କେନ୍ଦ୍ରୀଭୂତ

ଆଜି ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଚତୂର୍ଦ୍ଧାମୂର୍ତ୍ତି

ଆଜି ହେଉଛି ପବିତ୍ର ବିଜୟାଦଶମୀ ପର୍ବ। ପୀଠରୁ ପୂଜା ମଣ୍ଡପ ସବୁଠି ଚାଲିଛି ମାଙ୍କ ବିଜୟା ଦଶମୀ ଦଶହରା ପର୍ବ। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜ୍ ରାଜେଶ୍ୱରୀ ବେଶ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ଅନୁଷ୍ଠିତ

ବାହାଘରର ଦିନକ ପରେ ୭୫ ବର୍ଷୀୟ ସ୍ବାମୀ ମୃତ୍ୟ !

ଗୌରାବାଦ ଶାହାପୁର ଥାନା କ୍ଷେତ୍ର କୁଚମୁଚ ଗାଁ ରେ ଏକ ଅଜବ ଘଟଣା ଘଟିଛି । ଜଣେ ୭୫ ବର୍ଷୀୟ ବୃଦ୍ଧ ୪୦ ବର୍ଷୀୟ ବିଧବା ମହିଳାଙ୍କୁ ବିବାହ କରିଥିଲେ । ବାହାଘରର ଗୋଟିଏ ଦିନ ପରେ ତାଙ୍କ ଦେହ ହଠାତ୍ ଅସୁସ୍ଥ ହୋଇଯାଇଥିଲା । ଡାକ୍ତରଙ୍କ ପାଖକୁ ତାଙ୍କୁ ନିଆଗଲା । ଡାକ୍ତର ତାଙ୍କୁ ଦେଖିବା ପରେ

ଶାରଦୀୟ ଦୁର୍ଗାପୂଜା,ଆଜି ବିଜୟା ଦଶମୀରେ ଚାଲିଛି ମା’ଙ୍କ ପୂଜା

ଶାରଦୀୟ ଦୁର୍ଗାପୂଜାର ଆଜି ବିଜୟା ଦଶମୀ। ଅସତ୍ୟ ଉପରେ ସତ୍ୟର ଏବଂ ଅଧର୍ମ ଉପରେ ଧର୍ମର ବିଜୟର ପର୍ବ। ବିଭିନ୍ନ ସ୍ଥାନରେ ହେବ ରାବଣପୋଡି ଉତ୍ସବ ପାଳନ ହେବ। ସେଥିପାଇଁ ଦେଶର ବିଭିନ୍ନ ପୂଜା ମଣ୍ଡପରେ ଚାଲିଛି ପ୍ରସ୍ତୁତି। ଆଜି ମଣ୍ଡପ ମାନଙ୍କରେ ସିନ୍ଦୂର ଖେଳ ପରମ୍ପରା ରହିଛି । ପୂଜା

ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଭାରତର ଦ୍ୱିତୀୟ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ

ଆଜି ହେଉଛି ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର୍ ଶାସ୍ତ୍ରୀଙ୍କ ଜୟନ୍ତୀ ।୧୮୬୯ ମସିହା ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ ଅହିଂସାର ପୂଜାରୀ ମହାତ୍ମାଗାନ୍ଧୀ ।ଗାନ୍ଧୀଙ୍କ ଅହିଂସାର ମାର୍ଗକୁ ମନେ ପକାଇବା ପାଇଁ ପ୍ରତିବର୍ଷ ତାଙ୍କ

ବଢ଼ିଲା ୬ ଟି ଫସଲର ସହାୟକ ମୂଲ୍ୟ

ଦିପାବଳୀ ପୂର୍ବରୁ କେନ୍ଦ୍ର ସରକାର ଚାଷୀମାନଙ୍କ ପାଇଁ ଖୁସି ଖବର ଆଣିଛନ୍ତି । କେନ୍ଦ୍ର ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ୨୦୨୬-୨୭ ବିପଣନ ଋତୁ ପାଇଁ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧିକୁ ଅନୁମୋଦନ କରିଛନ୍ତି। ନୂଆଦିଲ୍ଲୀରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ ବୈଠକ ପରେ

ଆଜିଠୁ ସକାଳ ୮ରେ ଖୋଲିବ, ସନ୍ଧ୍ୟା ୫ରେ ବନ୍ଦ ହେବ ନନ୍ଦନକାନନ

ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ରାଜ୍ୟ ତଥା ରାଜ୍ୟ ବାହାରୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁଁ ଖୁସି ଖବର । ପ୍ରତିବର୍ଷ ଭଳି ଶୀତଋତୁ ସାଙ୍ଗକୁ ଛୋଟଦିନ ଯୋଗୁଁ ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ (ବଟାନୀକାଲ ଗାର୍ଡେନ) ଆଜିଠାରୁ ସକାଳ

ପୋଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆଙ୍କ ମା’ଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ପୋଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆଙ୍କ ମା’ଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି ।ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଦୁଃଖ ପ୍ରକାଶ କରି ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କହିଛନ୍ତି, ‘ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୂର

ଲାଗୁ ହେଲା e-Arrival Card , ସହଜରେ ଭାରତ ଆସିପାରିବେ ବିଦେଶୀ

ପ୍ରତିବର୍ଷ ଲକ୍ଷ ଲକ୍ଷ ବିଦେଶୀ ପର୍ଯ୍ୟଟକ ଭାରତ ଆସନ୍ତି । ଭାରତରେ ଏମିତି ଅନେକ ପର୍ଯ୍ୟଟନ ସ୍ଥଳ ରହିଛି, ଯାହାକୁ ଦେଖିବା ବିଦେଶୀମାନଙ୍କ ସ୍ୱପ୍ନ । କିନ୍ତୁ ସେମାନଙ୍କ ପାଇଁ ଭାରତ ଆସିବା ସେତେ ସହଜ ନୁହେଁ । ଯିବାଆସିବା ବେଳେ ବିମାନବନ୍ଦରରେ ସେମାନଙ୍କୁ ଅନେକ ପ୍ରକ୍ରିୟା ଦେଇ ଗତି