Browsing Category
ଆଜିର ଖବର
ନକଭୀ ଏସିଆ କପ ଟ୍ରଫିକୁ ୟୁଏଇ କ୍ରିକେଟ ବୋର୍ଡକୁ ହସ୍ତାନ୍ତର କରିଛି
ଟ୍ରଫି ବିବାଦ ମଧ୍ୟରେ ଏସୀୟ କ୍ରିକେଟ ପରିଷଦ (ACC) ଏକ ବୈଠକ କରିଥିଲା। ACC ମୁଖ୍ୟ ମୋହସିନ ନକଭିଙ୍କୁ ଭର୍ତ୍ସନା କରିଥିଲା BCCI। BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଳା ନକଭିଙ୍କୁ ଭର୍ତ୍ସନା କରିଥିଲେ। ତାଙ୍କୁ କ୍ଷମା ମାଗିବାକୁ ଏବଂ ଟ୍ରଫି ଫେରାଇବାକୁ ବାଧ୍ୟ କରିଥିଲେ। ଫାଇନାଲରେ ଭାରତ!-->…
ଭାଙ୍ଗିଲା କଲେଜ ଛକ ଲାଇଟ ଗେଟ
କଟକରେ ଲଘୁଚାପ ଜନିତ ବର୍ଷା ଓ ପବନରେ ଭାଙ୍ଗିଲା କଲେଜ ଛକ ଲାଇଟ ଗେଟ ।ଫଳରେ ରାଣୀହାଟରୁ କଲେଜ ଛକ ରାସ୍ତା ଅବରୋଧ ହେବା ସହ ଯାତାୟାତ ବାଧାପ୍ରାପ୍ତ ହୋଇଛି । ମାନ୍ୟବର ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ବେଖାତିର ଓ ପ୍ରଶାସନର ସଠିକ ଅନୁଧ୍ୟାନର ଅଭାବ ଯୋଗୁଁ ଏଭଳି ସ୍ଥିତି ଦେଖିବାକୁ ମିଳିଛି କଟକ!-->…
ଦେଢ଼ ବର୍ଷ ପରେ ଆସିଲା ଏନ୍ସିଆର୍ବି ରିପୋର୍ଟ
ରାଷ୍ଟ୍ରୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନସିଆରବି)ର ସଦ୍ୟତମ ରିପୋର୍ଟ ‘କ୍ରାଇମ୍ ଇନ୍ ଇଣ୍ଡିଆ ୨୦୨୩’ରେ ଏକ ଚିନ୍ତାଜନକ ଚିତ୍ର ପ୍ରକାଶ ପାଇଛି। ୨୦୨୩ରେ ମହିଳାଙ୍କୁ ଉଲଗ୍ନ କରିବା ମାମଲାରେ ଓଡ଼ିଶା ଦେଶରେ ସର୍ବାଧିକ ୧,୯୭୮ଟି କେସ୍ ରେଜିଷ୍ଟର୍ କରିଛି, ଯାହା ଆଇପିସିର ଧାରା ୩୫୪(ବି)!-->…
ରାଜଧାନୀରେ ପୂଜା ପାଉଛନ୍ତି ୬୨ ଫୁଟର ଦୁର୍ଗା ମୂର୍ତ୍ତି
ଭୁବନେଶ୍ୱର ଉପକଣ୍ଠ ବରିମୁଣ୍ଡ ପଞ୍ଚାୟତର ଟାଙ୍ଗୀବନ୍ତ ଦୁର୍ଗା ପୂଜା କମିଟି ପକ୍ଷରୁ ଚଳିତବର୍ଷ ମା’ଦୁର୍ଗାଙ୍କ ୬୨ ଫୁଟ୍ ଉଚ୍ଚ ମୂର୍ତ୍ତି ହୋଇଛି । ଚଳିତ ବର୍ଷ କମିଟି ଅଷ୍ଟମ ବର୍ଷରେ ମା’ଙ୍କ ପୂଜା କରୁଛି ।ଓଡ଼ିଶାରେ ପ୍ରଥମ ଥର ଏତେ ବଡ଼ ଦୁର୍ଗା ମୂର୍ତ୍ତି ନିର୍ମାଣ ହୋଇଛି । ୬୨ଫୁଟର!-->…
ହରଚଣ୍ଡୀ ସାହିରେ ହାଡିଆ ଭୂତ ପୂଜା
ପୁରୀରେ ଶାରଦୀୟ ଦୁର୍ଗାପୂଜାରେ ଦେବୀଙ୍କ ଆରାଧନା ସହ ଭୂତକୁ ମଧ୍ୟ ପୂଜା କରାଯାଏ ।ଏଠାରେ ଭୂତ ରୂପରେ ପୂଜା ପାଉଛି ହଡ଼ିଆ ଭୂତ । ଶ୍ରୀମନ୍ଦିର ନିକଟରେ ଥିବା ହରଚଣ୍ଡୀ ସାହିରେ ହାଡିଆ ଭୂତ ପୂଜା ପାଉଛନ୍ତି । ହରଚଣ୍ଡୀ ସାହିର ବାସିନ୍ଦା ଆଦିତ୍ୟ ନାରାୟଣ ସାହୁଙ୍କ ଘରେ ଏହି ହାଡ଼ିଆ ଭୂତ!-->…
ବଢିବ ନାହିଁ EMI ,୫.୫ ପ୍ରତିଶତରେ ସ୍ଥିର ରେପୋ ରେଟ୍
ଲଗାତାର ଦ୍ବିତୀୟ ଥର ଅପରିବର୍ତ୍ତିତ ରହିଛି ରେପୋ ରେଟ୍ । ବଢିବନି ସୁଧହାର । ରେପୋ ରେଟ୍ରେ କୌଣସି ପରିବର୍ତ୍ତନ କରିନି ଭାରତୀୟ ରିଜର୍ଭ ବ୍ୟାଙ୍କ । ରେପୋ ରେଟ୍ ୫.୫%ରେ ଅପରିବର୍ତ୍ତିତ ରହିଛି ।ଏହି ନିଷ୍ପତ୍ତି ବିଶ୍ୱ ଆର୍ଥିକ ଅନିଶ୍ଚିତତା ସମୟରେ ଆସିଛି। ଘରୋଇ ସ୍ତରରେ, GST ସଂସ୍କାର!-->…
ଆଜିଠୁ ବଢିଲା ସ୍ପିଡ୍ ପୋଷ୍ଟର ମୂଲ୍ୟ, ଭାରତୀୟ ଡାକ ବିଭାଗ ପକ୍ଷରୁ ଘୋଷଣା
ଡାକ ବିଭାଗ ପକ୍ଷରୁ ସ୍ପିଡ୍ ପୋଷ୍ଟରେ ନୂଆ ଶୁଳ୍କ ଏବଂ ସୁବିଧା ଆଜିଠାରୁ ଲାଗୁ ହୋଇଛି । ପରିଚାଳନା ଖର୍ଚ୍ଚ ବୃଦ୍ଧି ଏବଂ ସେବାର ଆଧୁନିକିକରଣକୁ ଧ୍ୟାନରେ ରଖି ୧୩ ବର୍ଷ ପରେ ନୂଆ ଶୁଳ୍କ ଘୋଷଣା କରାଯାଇଛି ।ନୂଆ ଶୁଳ୍କ ଅନୁଯାୟୀ, ୫୦ ଗ୍ରାମ ପର୍ଯ୍ୟନ୍ତ ଓଜନ ବା ଦୂରତା ପାଇଁ ସ୍ପିଡ ପୋଷ୍ଟର!-->…
ଆଜି କଟକ ଦଶହରା ବୁଲିବେ ମୁଖ୍ୟମନ୍ତ୍ରୀ
ଆଜି କଟକ ଦଶହରା ବୁଲିବେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ |ମହାନବମୀରେ କଟକର ବିଭିନ୍ନ ପୂଜା ମଣ୍ଡପ ବୁଲି ଦୁର୍ଗାପୂଜାର ମଜା ନେବେ ମୋହନ । ଏ ନେଇ ପୂଜା କମିଟି ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଥିବା ଜଣାପଡ଼ିଛି । ମୋହନଙ୍କ କଟକ ବୁଲା ନେଇ ସରକାରୀ ସ୍ତରରେ କାର୍ଯ୍ୟ ସୂଚୀ ସାଙ୍ଗକୁ ବ୍ୟାପକ!-->…
ବଢ଼ିଲା ବ୍ୟବସାୟିକ ଏଲପିଜି ସିଲିଣ୍ଡର ଦର
ଅକ୍ଟୋବର ମାସ ଆରମ୍ଭ ହୋଇଛି ଏବଂ ଏହା ଅନେକ ବଡ଼ ପରିବର୍ତ୍ତନ ସହିତ ଆରମ୍ଭ ହୋଇଛି। ମାସର ପ୍ରଥମ ଦିନରେ ହିଁ ମୁଦ୍ରାସ୍ଫୀତିର ଏକ ବଡ଼ ଆଘାତ ଲାଗିଛି। ଦେଶରେ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୬ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ୧୪ କିଲୋଗ୍ରାମର ଘରୋଇ ସିଲିଣ୍ଡରର ମୂଲ୍ୟ ଅପରିବର୍ତ୍ତିତ!-->…
ବିଗିଡିଲା ଖାର୍ଗେଙ୍କ ସ୍ବାସ୍ଥ୍ୟାବସ୍ଥା:ଅସୁସ୍ଥତା ପାଇଁ ବେଙ୍ଗାଲୁରୁରେ ଚାଲିଛି ଚିକିତ୍ସା
କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଅସୁସ୍ଥ । ସ୍ବାସ୍ଥ୍ୟାବସ୍ଥା ଖରାପ ଯୋଗୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବେଙ୍ଗାଲୁରୁର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି । ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ଚିକିତ୍ସା କରୁଛନ୍ତି । ମଲ୍ଲିକାର୍ଜୁନ ଖଡଗେଙ୍କ ସମ୍ପୂର୍ଣ୍ଣ!-->…
ଆଜି ପୀଠରେ ଦଶମୀ, ମଣ୍ଡପରେ ମହାନବମୀ
ଧରାବତରଣ କରିଛନ୍ତି ଜଗତଜନନୀ ମାଆ ଦୁର୍ଗା । ଆଜି ମଣ୍ଡପରେ ମହାନବମୀ । ଦୁର୍ଗାପୂଜା ପାଇଁ ସବୁଠି ଆଧ୍ୟାତ୍ମିକ ପରିବେଶ । ପୀଠରେ ଚାଲିଛି ଦଶମୀ ପୂଜା । ରାଜଧାନୀ ରାତିରେ ଜମୁଛି ପୂଜାର ମାହୋଲ୍ । ଦିନରେ ଯେତିକି ଭିଡ଼ ରାତିରେ ବି ତାଠାରୁ ଅଧିକ ଭିଡ଼। ସବୁ ପୂଜା ମଣ୍ଡପରେ ଆକର୍ଷଣୀୟ ତୋରଣ!-->…
SI ପରୀକ୍ଷା ଜାଲିଆତି: ପ୍ରଶ୍ନପତ୍ର ପାଇଁ ହୋଇଥିଲା ୨୯ କୋଟିର ଡିଲ୍
ପୋଲିସ SI ପରୀକ୍ଷା କେଲେଙ୍କାରୀ ମାମଲାରେ କ୍ରାଇମବ୍ରାଞ୍ଚର ବଡ଼ କାର୍ଯ୍ୟାନୁଷ୍ଠାନ । କ୍ରାଇମବ୍ରାଞ୍ଚ ଏହି ଘଟଣାରେ ୧୧୭ ଜଣ ପରୀକ୍ଷାର୍ଥୀ ଓ ୨ ଦଲାଲଙ୍କୁ ଗିରଫ କରିଛି । ଏହି କେଳେ ଳଙ୍କାରୀରେ ୨୯ କୋଟି ୨୫ ଲକ୍ଷ ଟଙ୍କାର ଲାଞ୍ଚ କାରବାର ପାଇଁ ହୋଇଥିବା ଡିଲ୍ ସଂପର୍କିତ ତଥ୍ୟ ସାମନାକୁ!-->…