Browsing Category
ଆଜିର ଖବର
ଆଜିଠାରୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ୱକପ ।
ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍ । ଗୁଆହାଟୀରେ ଉଦ୍ଘାଟନୀ ମ୍ୟାଚ ଖେଳାଯିବ । ଦୁଇ ଆୟୋଜକ ଟିମ୍ ଭାରତ ଓ ଶ୍ରୀଲଙ୍କା ଆଜି ସାମ୍ନାସାମ୍ନି ହେବେ । ଏଥର ଭାରତ ଓ ଶ୍ରୀଲଙ୍କା ମିଳିତ ଭାବେ ମହିଳା କ୍ରିକେଟ୍ ବିଶ୍ବକପକୁ ଆୟୋଜନ କରୁଛନ୍ତି । ଏହି ମହିଳା ଦିନିକିଆ ବିଶ୍ୱକପରେ!-->…
ନବଦୁର୍ଗା ମଧ୍ୟରେ ମା ସିଦ୍ଧିଦାତ୍ରୀ ହେଉଛନ୍ତି ଶେଷ ଦୁର୍ଗା
ଆଶ୍ୱିନର ଶରତ ସକାଳରେ ଧରଣୀ ହୋଇଛି ପୁଲକିତ । ଗୃହଠାରୁ ଦେବାଳୟ ପର୍ଯ୍ୟନ୍ତ ସବୁଠାରେ ଜ୍ୟୋତିର୍ମୟୀ ଜଗନ୍ମାତାଙ୍କ ଆଗମନର ପଦଧ୍ୱନି ।ମା ସିଦ୍ଧିଦାତ୍ରୀ ଚତୁର୍ଭୂଜା, ସିଂହବାହିନୀ, ପଦ୍ମାସୀନା, ସେ ଡ଼ାହାଣ ପଟ ହାତରେ ଗଦା ଓ ତଳ ହାତରେ ଚକ୍ର ଏବଂ ବାମ ପଟ ଉପର ହାତରେ ପଦ୍ମ ଓ ତଳ ହାତ ରେ!-->…
ଶାରଦୀୟ ଦୁର୍ଗାପୂଜାରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ମାହାମାୟାଙ୍କ ମହାଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଜଗତଜନନୀ ମାଆ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ । ନବରାତ୍ରୀର ନବମ ଦିବସରେ ମାଆ ସିଦ୍ଧିଦାତ୍ରୀଙ୍କୁ କୋଟି କୋଟି ପ୍ରଣାମ ଜଣାଇଛନ୍ତି ।!-->…
ପଦାକୁ ଆସିଲା ପୁଲିସ ବାବୁଙ୍କ ପରକୀୟାପ୍ରୀତି
ଜଣେ ପୁଲିସ ବାବୁଙ୍କ ସ୍ତ୍ରୀ ଚାକିରି ପାଇଁ ବାହାରକୁ ଯାଉଥିଲେ । ଯାହାର ଫାଇଦା ଉଠାଇ ସ୍ୱାମୀଜଣକ ପ୍ରେମିକାକୁ ଘରକୁ ଡକାଇ ମଉଜ କରୁଥିଲେ । ଅଚାନକ୍ ସ୍ତ୍ରୀ ପହଞ୍ଚିଯିବାରୁ ହରଡ଼ଘଣା ପଡ଼ିଲେ ସ୍ୱାମୀ । ପୁଲିସଠାରୁ ମିଳିଥିବା ସୂଚନା ମୁତାବକ, ବିଜୁ ପଟ୍ଟନାୟକ ପୁଲିସ ଏକାଡେମିରେ ସିପାହୀ!-->…
ଆଜି ଘୂର୍ଣ୍ଣିବଳୟ, ନବମୀରେ ଲଘୁଚାପ
ବର୍ତ୍ତମାନ ରାଜ୍ୟରେ ହାଲୁକା ବର୍ଷା ଲାଗି ରହିଥିଲେ ମଧ୍ୟ ଦୁର୍ଗାପୂଜା ପାଇଁ ପ୍ରାୟତଃ ପାଗ ଅନୁକୂଳ ରହିଛି। ହେଲେ ଆଗକୁ ପାଗରେ ପରିବର୍ତ୍ତନ ଦେଖାଦେବ। ତେବେ ମଙ୍ଗଳବାର ଅଷ୍ଟମୀରେ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ!-->…
ଓଡ଼ିଶାର ଆଉ ଦୁଇଜଣ ଆଇଏଏସ୍ ଅଧିକାରୀଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ପଠାଯାଇଛି
ଓଡ଼ିଶାର ଆଉ ଦୁଇଜଣ ଆଇଏଏସ୍ ଅଧିକାରୀଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ପଠାଯାଇଛି । ଏ ସମ୍ପର୍କରେ ସୋମବାର ଦିନ ନିର୍ଦ୍ଦେଶ ଜାରି କରାଯାଇଛି। ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର ସମର୍ଥ ବର୍ମା ଏବଂ ୨୦୧୪ ବ୍ୟାଚ୍ ଆଇଏଏସ୍ ଅଫିସର ସ୍ବାଧାଦେବ ସିଂ କେନ୍ଦ୍ରୀୟ ଡେପୁଟେଶନରେ ଯିବେ। ସ୍ବାଧା!-->…
ମଣ୍ଡପରେ ମହାମାୟାଙ୍କ ମହାଷ୍ଟମୀ, ପୀଠରେ ମହାନବମୀ ନୀତିକାନ୍ତି
ମଣ୍ଡପରେ ଦର୍ଶନ ଦେଉଛନ୍ତି ମା’ । ଶକ୍ତିପୀଠରେ ଚାଲିଛି ଦେବୀଙ୍କ ମହାନବମୀ ପୂଜା, ମଣ୍ଡପରେ ଆଜି ମହାଷ୍ଟମୀ । ନବରାତ୍ରି ଅବସରରେ ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶକ୍ତିପୀଠ । ରୀତିନୀତି ପୂଜାବିଧି ଅନୁସାରେ ଚାଲିଛି ମାଆଙ୍କ ପୂଜାର୍ଚ୍ଚନା । ଘଣ୍ଟଘଣ୍ଟା ଓ ମନ୍ତ୍ର ଧ୍ବନିରେ ପ୍ରକମ୍ପିତ ହେଉଛି!-->…
ହୀରାକୁଦ ଡ୍ୟାମର ୬ଟି ଗେଟ ଖୋଲାହେଲା
ହୀରାକୁଦ ଡ୍ୟାମର ୬ଟି ଗେଟ ଖୋଲାହେଲା ା ବାମ ପଟର ୪ଟି ଗେଟ ଓ ଡାହାଣ ପଟର ୨ଟି ଗେଟ ଦେଇ ପାଣି ନିଷ୍କାସିତ ହେଉଚି । ଏବେ ହୀରାକୁଦ ଜଳଭଣ୍ଡାର ଜଳସ୍ତର ୬୯୨.୩୭ ରହିଛି । ପ୍ରତି ସେକେଣ୍ଡରେ ୧ ଲକ୍ଷ ୯୬ ହଜାର ୪୯୪ କ୍ୟୁସେକ ଜଳ ପ୍ରବେଶ କରୁଛି । ପ୍ରତି ସେକେଣ୍ଡରେ ୧ ଲକ୍ଷ ୩୩ ହଜାର ୭୭୫୮!-->…
ଦୁର୍ଗା ପୂଜା ପାଇଁ ଟ୍ରାଫିକ କଟକଣା ଜାରି,ଦିନ ୨ଟା ପରେ ଏନଏଚରେ ଭାରିଯାନ ମନା
ପାର୍ବଣ ପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଥିବା ବେଳେ ଟ୍ବିନସିଟି କଟକ-ଭୁବନେଶ୍ୱର ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତେବେ ଦୁର୍ଗା ପୂଜା ପାଇଁ ଟ୍ରାଫିକ କଟକଣା ଜାରି ହୋଇଛି । ଦିନ ୨ଟା ପରେ ଏନଏଚରେ ଭାରିଯାନ ମନା । ଖୋର୍ଦ୍ଧା ଓ କଟକ!-->…
ଆଉ ବଢିବନି ଡେଡ୍ ଲାଇନ । ମାଗଣା ଚାଉଳରୁ କଟିବେ ୧୬ ଲକ୍ଷ ହିତାଧିକାରୀ
ସେପ୍ଟେମ୍ବର ୩୦ ତାରିଖ E-KYCର କରିବାର ଶେଷ ତାରିଖ । ଏହି ଅବଧି ଭିତରେ E-KYC ନକଲେ ହିତାଧିକାରୀଙ୍କୁ ମିଳବନି ମାଗଣା ଚାଉଳ । ବାରମ୍ବାର ଡେଡଲାଇନ୍ ପରିବର୍ତ୍ତନ ପରେ ବି ଏବେ ସୁଦ୍ଧା ୧୬ ଲକ୍ଷ ୩୬ ହଜାର ହିତାଧିକାରୀ ଇ-କେୱାଇସି କରିନାହାନ୍ତି । ତେବେ ଆଉ ଡେଡଲାଇନ୍ ଅବଧି ବଢାଯିବନି!-->…
ପୁଣି ବଢ଼ିଲା ସୁନା ରୁପା ଦାମ
ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର।ଆଜି ଭାରତୀୟ!-->…
ଆଳୁକୁ ଲାଲ, ଚମକଦାର ଏବଂ ତାଜା ଦେଖାଯିବା ପାଇଁ ମିଶୁଛି ରାସାୟନିକ ପଦାର୍ଥ
ଉତ୍ତର ପ୍ରଦେଶର ଗୋରଖପୁରରେ ଆଳୁକୁ ଲାଲ, ଚମକଦାର ଏବଂ ତାଜା ଦେଖାଯିବା ପାଇଁ ରାସାୟନିକ ପଦାର୍ଥ ବ୍ୟବହାର କରାଯାଉଥିଲା। ତେବେ ଖାଦ୍ୟ ସୁରକ୍ଷା ବିଭାଗ ଅଧିକାରୀମାନେ ବଜାରରୁ ଦୁଇ ଟ୍ରକ ଆଳୁ ଜବତ କରିଛନ୍ତି । ଏହି ଟିମ୍ ଆଳୁ ନମୁନା ନେଇ ପରୀକ୍ଷା ପାଇଁ ଲ୍ୟାବକୁ ପଠାଇଛି। ରିପୋର୍ଟ ଆସିବା!-->…