Browsing Category
ଆଜିର ଖବର
ଆଳୁକୁ ଲାଲ, ଚମକଦାର ଏବଂ ତାଜା ଦେଖାଯିବା ପାଇଁ ମିଶୁଛି ରାସାୟନିକ ପଦାର୍ଥ
ଉତ୍ତର ପ୍ରଦେଶର ଗୋରଖପୁରରେ ଆଳୁକୁ ଲାଲ, ଚମକଦାର ଏବଂ ତାଜା ଦେଖାଯିବା ପାଇଁ ରାସାୟନିକ ପଦାର୍ଥ ବ୍ୟବହାର କରାଯାଉଥିଲା। ତେବେ ଖାଦ୍ୟ ସୁରକ୍ଷା ବିଭାଗ ଅଧିକାରୀମାନେ ବଜାରରୁ ଦୁଇ ଟ୍ରକ ଆଳୁ ଜବତ କରିଛନ୍ତି । ଏହି ଟିମ୍ ଆଳୁ ନମୁନା ନେଇ ପରୀକ୍ଷା ପାଇଁ ଲ୍ୟାବକୁ ପଠାଇଛି। ରିପୋର୍ଟ ଆସିବା!-->…
ପାର୍ବଣ ପାଇଁ କଟକ- ଭୁବନେଶ୍ୱରରେ ସୁରକ୍ଷା କଡାକଡି କ,ଏଥର ଟ୍ୱିନସିଟିରେ ୬୧ ପ୍ଲାଟୁନ୍ ଫୋର୍ସ ମୁତୟନ
ପାର୍ବଣ ପାଇଁ କଟକ- ଭୁବନେଶ୍ୱରରେ ସୁରକ୍ଷା କଡାକଡି କରାଯାଇଛି । ସାମ୍ବାଦିକ ସମ୍ମିଳନୀ କରି ପୋଲିସ କମିଶନର ଏସଦେବଦତ୍ତ ସିଂ ସୂଚନା ଦେଇଛନ୍ତି । ଏଥର ଟ୍ୱିନ ସିଟିରେ ୬୧ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ପୋଲିସ ସହ ୨୦ ପ୍ଲାଟୁନ ହୋମଗାର୍ଡ ମୁତୟନ ହୋଇଛନ୍ତି । । ୩ ଜଣ ଡିସିପି ରାଙ୍କ!-->…
ଆରବିଆଇର ନୂଆ ଡେପୁଟି ଗଭର୍ଣ୍ଣରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତି ପାଇଥିବାରୁ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଶିରୀଶ ମୁର୍ମୁ ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ଭାବେ!-->…
ଆଜି ‘ବିଶ୍ୱ ହୃଦୟ ଦିବସ’
ଆଜି ବିଶ୍ୱ ହୃଦୟ ଦିବସ । ବିଭିନ୍ନସ୍ତରରେ ଏହି ଦିବସ ପାଳନ ହେବ ।ସାଧାରଣ ଲୋକଙ୍କୁ ହୃତପିଣ୍ଡ ସ୍ୱାସ୍ଥ୍ୟ ବାବଦରେ ସଚେତନ କରାଇବା ଲାଗି ଏହି ଦିବସ ପାଳନ ହେଉଛି । ମଣିଷ ଶରୀରର ହାର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଏହା ପୂରା ଶରୀରକୁ ଶକ୍ତି ଯୋଗାଏ। ହାର୍ଟ ସୁସ୍ଥ ରହିଲେ ବ୍ୟକ୍ତି ସୁସ୍ଥ!-->…
୪ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର,ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ୍ ମିଳିବ
ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି ବୈଠକ । ୪ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର ।ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ ପାରିତ ହୋଇଛି । କାରଖାନା ୧୯୪୮ର ସଂଶୋଧନ ଆଇନ ମଧ୍ୟ!-->…
ରାସ୍ତା ଅବରୋଧ ହଟାଇବାକୁ ନେଇ ଯୁକ୍ତତର୍କ, କୋର୍ଟ ଛକ ଆଗରେ ଆଇଆଇସିଙ୍କୁ ମାଡ଼
ଆଇଆଇସିଙ୍କୁ ମାଡ଼ ଅଭିଯୋଗ ।ବାଲେଶ୍ବର ସୋର କୋର୍ଟ ଛକ ଆଗ ରାସ୍ତାରେ ଭାରତ ପାକିସ୍ତାନ କ୍ରିକେଟ ମ୍ୟାଚ ଦେଖୁଥିବାବେଳେ ବୃଦ୍ଧଙ୍କୁ ମାଡ ଦେଇ ଉଠାଇ ନେଲେ ଆଇଆଇସି । ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା । ଉତ୍କ୍ଷିପ୍ତ ହୋଇ ଥାନାଧିକାରୀ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ନେଇଥିବା ଦେଖିବାକୁ!-->…
ରେପୋ ହାରକୁ ୨୫ ବେସିସ୍ ପଏଣ୍ଟ କମାଇପାରେ
ରିଜର୍ଭ ବ୍ୟାଙ୍କ ରେପୋ ହାରକୁ ୨୫ ବେସିସ୍ ପଏଣ୍ଟ କମାଇପାରେ ବୋଲି ଏସ୍ବିଆଇ ରିସର୍ଚ୍ଚ ପକ୍ଷରୁ ଆକଳନ କରାଯାଇଛି । ଆଜିଠୁ ଗଭର୍ଣ୍ଣର ସଞ୍ଜୟ ମାଲ୍ହୋତ୍ରାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ବ୍ୟାଙ୍କର ମୁଦ୍ରାନୀତି କମିଟି (ଏମ୍ପିସି) ବୈଠକ ବସିବ । ଭାରତର ରପ୍ତାନି ଉପରେ ଆମେରିକା ୫୦%!-->…
ଉପର ପଡିଆରେ ବି ହେବ ବାଲିଯାତ୍ରା
ନଭେମ୍ବର ୫ରୁ ଆରମ୍ଭ ହେବାକୁ ଯାଉଛି ବାଲିଯାତ୍ରା । ଉପର ପଡିଆରେ ବି ହେବ ବାଲିଯାତ୍ରା । ଏନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦିଆଯିବ କହିଲେ ଜିଲ୍ଲାପାଳ । ରୂପରେଖ କଣ ହେବ ହାଇକୋର୍ଟଙ୍କୁ ଅବଗତ କରାଯିବ । ଲୋକପ୍ରତିନିଧିଙ୍କୁ ନେଇ ଜିଲ୍ଲାପାଳଙ୍କ ଆବାସିକ ବାସଭବନ ବୈଠକରେ ନିଷ୍ପତ୍ତି!-->…
୨୦୫୦ ମସିହା ବେଳକୁ ଭୟଙ୍କର ରୂପ ନେବ କ୍ୟାନ୍ସର
୨୦୫୦ ସୁଦ୍ଧା ୭୫% ବଢିଯିବ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା। ଦି ଲାନସେଟରେ ପ୍ରକାଶିତ ଏକ ନୂଆ ରିପୋର୍ଟ ବିଶ୍ୱକୁ କର୍କଟ ରୋଗ ବିଷୟରେ ସତର୍କ କରାଇଛି।୨୦୨୨ ମସିହାରେ ଦେଶରେ କର୍କଟ ରୋଗର ଆନୁମାନିକ ସଂଖ୍ୟା ପ୍ରାୟ ୧.୪୬ ନିୟୁତ ଥିଲା, ଯାହା ଚଳିତ ବର୍ଷ ଶେଷ ଆଡ଼କୁ ୧.୫ ନିୟୁତରୁ ଅଧିକ ହେବ!-->…
ନବରାତ୍ରିର ଅଷ୍ଟମ ଦିନରେ କରନ୍ତୁ ମା’ ମହାଗୌରୀଙ୍କୁ ପୂଜା
ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କ ପ୍ରତି ମା’ ମହାଗୌରୀ କଠୋର ପୂଜା କରିଥିଲେ ଯେଉଁଥି ପାଇଁ ତାଙ୍କ ଶରୀର କଳା ପଡିଯାଇଥିଲା । ଯେତେବେଳେ ଭଗବାନ ଶିବ ତାଙ୍କୁ ଦର୍ଶନ ଦେଇଥିଲେ ସେତେବେଳେ ତାଙ୍କ କୃପାରୁ ମା’ ମହାଗୌରୀଙ୍କ ଶରୀର ଅତ୍ୟନ୍ତ ଗୋରା!-->…
କଟକ ଦୁର୍ଗାପୂଜା ପାଇଁ ୧୨୨ ପ୍ଲାଟୁନ ଫୋର୍ସ ମୁତୟନ
କଟକ ଦୁର୍ଗାପୂଜା ପାଇଁ ମୁତୟନ ହେବେ୧୨୨ ପ୍ଲାଟୁନ ଫୋର୍ସ । ୨ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମଧ୍ୟ ସୁରକ୍ଷା ପାଇଁ ମୁତୟନ ରହିବେ । ପୂଜା ପାଇଁ ସହରରେ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି । ମହିଳା ଓ ଶିଶୁଙ୍କ ସୁରକ୍ଷା ଉପରେ ବିଶେଷ ଧ୍ୟାନ ରହିବ ।ପୂଜା ପାଇଁ ସହରରେ ସ୍ୱତନ୍ତ୍ର!-->…
ମଙ୍ଗଳବାର ଯାଏ ପାଗ ଶୁଖିଲା ରହିବ । ଏହା ପରଠାରୁ ଆରମ୍ଭ ହୋଇଯିବ ବର୍ଷା
ମଙ୍ଗଳବାର ଯାଏ ପାଗ ଶୁଖିଲା ରହିବ । ଏହା ପରଠାରୁ ଆରମ୍ଭ ହୋଇଯିବ ବର୍ଷା । ଅକ୍ଟୋବର ୧ ତାରିଖରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ ।ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ।୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ!-->…