Browsing Category

ଆଜିର ଖବର

Google କୁ ପୁରିଲା ୨୭ ବର୍ଷ, ଜନ୍ମଦିନ ପାଳୁଛି ଦୁନିଆର ସବୁଠୁ ବଡ଼ ସର୍ଚ୍ଚ ଇଞ୍ଜିନ୍

ଆଜି Google ର ଜନ୍ମଦିନ । Google କୁ ପୁରିଲା ୨୭ ବର୍ଷ । ୨୭ ସେପ୍ଟେମ୍ବର, ୨୦୨୫ ରେ, ବିଶ୍ୱର ସର୍ବବୃହତ ସର୍ଚ୍ଚ ଇଞ୍ଜିନ୍ ଏକ ରଙ୍ଗୀନ ଗୁଗୁଲ୍ ଡୁଡଲ୍ ସହିତ ଏହାର ଜନ୍ମଦିନ ପାଳନ କରିଛି । ଏକ ଛୋଟ ଗ୍ୟାରେଜ୍‌ରୁ ଆରମ୍ଭ ହୋଇଥିବା ଏହି କମ୍ପାନୀ ଏବେ ଦୁନିଆର ସବୁଠୁ ବଡ଼ ସର୍ଚ୍ଚ ଇଞ୍ଜିନ୍

ଓଡିଶାରୁ ସାରା ଦେଶରେ BSNL 4G ସେବା ଆରମ୍ଭ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ମୋଦି BSNL ର 4G ସେବା ଆରମ୍ଭ କଲେ। ଭାରତ ସଞ୍ଚାର ନିଗମ ଲିମିଟେଡର 4G ସେବା ଏବେ ଦେଶର ପ୍ରତ୍ୟେକ ରାଜ୍ୟରେ ପହଞ୍ଚିସାରିଛି। ପୂର୍ବରୁ, BSNL ର 4G ସେବା ଦେଶର ବିଭିନ୍ନ ଟେଲିକମ୍ ସର୍କଲରେ ଆରମ୍ଭ କରାଯାଇଥିଲା। BSNLର 4G ନେଟୱାର୍କ ଏକକାଳୀନ ୯୮,୦୦୦ ସାଇଟରେ ଆରମ୍ଭ

ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ପ୍ରତିକ୍ରିୟା ଦେଲେ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ

ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀଙ୍କ ସୁଚନା । ଏବେ କୌଣସି ସ୍ଥାନରେ ବନ୍ୟା ପରିସ୍ଥିତି ନାହିଁ । ଗତକାଲି ୪୯ ବ୍ଲକ ହେଡକ୍ୱାର୍ଟରରେ ୫୦ ଏମଏମ ଓ କାଲିମେଳା ବ୍ଲକରେ ୧୦୦ ଏମଏମ ବର୍ଷା ହୋଇଛି ।

ଏଣିକି ଓଡିଶାରେ ଚାଲିବ ଗୋଟିଏ ବୋର୍ଡ। ବିଏସ୍‌ଇ ଓ ସିଏଚ୍‌ଏସ୍‌ଇ ମିଶ୍ରଣକୁ ମିଳିଲାଅନୁମୋଦନ

ଏଣିକି ଓଡିଶାରେ ଚାଲିବ ଗୋଟିଏ ବୋର୍ଡ। ବିଏସ୍‌ଇ ଓ ସିଏଚ୍‌ଏସ୍‌ଇ ମିଶ୍ରଣକୁ ମିଳିଲା ଅନୁମୋଦନ। ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡ ରଖାଯିବ। କେବଳ ଏତିକି ନୁହେଁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କୁ ମାଗଣା ପାଠ୍ୟପୁସ୍ତକ ଦିଆଯାଉଥିବା ବେଳେ

ଓଡ଼ିଶା ପାଇଁ ହାତ ଖୋଲିଦେଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମରାପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ବ୍ରହ୍ମପୁର ଏବଂ ସୁରଟ ମଧ୍ୟରେ ଅମୃତ ଭାରତ

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ୪ଟି ଗେଟ୍। ବର୍ତ୍ତମାନ ୧୬ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ୪ଟି ଗେଟ୍। ବର୍ତ୍ତମାନ ୧୬ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ। ଶୁକ୍ରବାର ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିବା ବେଳେ ଶନିବାର ଦିନ ସେଥିମଧ୍ୟରୁ ୪ ଟି ଗେଟ୍ ବନ୍ଦ କରାଯାଇଛି।ଲଗାତାର ବର୍ଷା କାରଣରୁ ଶୁକ୍ରବାର ହୀରାକୁଦ ଜଳ ଭଣ୍ଡାରର

ସାରା ଦେଶରେ BSNLର ୪ଜି ସେବାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ପ୍ରତୀକ୍ଷାର ଘଟିଲା ଅନ୍ତ।ଘୋଷଣା ହେଲା ବିଏସଏନଲ ୪ଜି ଲଞ୍ଚ୍‌ର ତାରିଖ। ସେପ୍ଟେମ୍ବର ୨୭ ତାରିଖରେ ଲଞ୍ଚ ହେବ ବିଏସଏନଏଲ ୪ଜି। ଯାହାର ଫାଇଦା ପ୍ରାୟ ୯ କୋଟିରୁ ଅଧିକ ୟୁଜର୍ସଙ୍କୁ ହେବ। ଏନେଇ ବିଏସଏନଏଲ ଚେୟାରମ୍ୟାନ ଏବଂ ପ୍ରବନ୍ଧ ନିର୍ଦ୍ଦେଶକ ଏ ରବର୍ଟ ଜେ ରବି ସୂଚନା ଦେଇଛନ୍ତି।

ନବରାତ୍ରିର ଷଷ୍ଠ ଦିନରେ ମା’ କାତ୍ୟାୟନୀଙ୍କ ଉପାସନା

ଧରାପୃଷ୍ଠକୁ ଅବତରଣ କରିବେ ମାଆ ଜଗତଜନନୀ । ରାଜ୍ୟର ଶକ୍ତିପୀଠ ଗୁଡ଼ିକରେ ଚାଲିଛି ମାଆଙ୍କ ଷୋଡ଼ଶ ଉପଚାର ପୂଜା ।ନବରାତ୍ରୀର ଷଷ୍ଠ ଦିନରେ ମା କାତ୍ୟାୟନୀଙ୍କୁ ପୂଜା କରାଯାଇଥାଏ । ଦେବୀ ଦୁର୍ଗାଙ୍କ ୯ଟି ସ୍ୱରୂପ ମଧ୍ୟରେ ମାଁ କାତ୍ୟାୟନୀଙ୍କ ପୂଜା କରିବା ଦ୍ୱାରା ଶୁଭ ଫଳ ପ୍ରାପ୍ତି ହୋଇଥାଏ ।

ଅକ୍ଟୋବରରେ ୨୦ ଦିନ ବ୍ୟାଙ୍କ ବନ୍ଦ ରହିବ

ଦଶହରା, ଗଜଲକ୍ଷ୍ମୀ ପୂଜା, ଦୀପାବଳୀ ଓ ଛଟ ପୂଜା ପାଇଁ ଦେଶରେ ଉତ୍ସବର ମାହୋଲ ଥିବା ବେଳେ ଅକ୍ଟୋବର ମାସ ପାଇଁ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ ପାଇଛି । ଅକ୍ଟୋବର ମାସରେ ପାଖାପାଖି 20 ଦିନ ବ୍ୟାଙ୍କ ବନ୍ଦ ରହିବ । ଏଥିରେ 4ଟି ରବିବାର ଓ ଦ୍ବିତୀୟ ଓ ଚତୁର୍ଥ ଶନିବାର ସାମିଲ ଅଛି । ତେବେ

ଗ୍ରାମାଞ୍ଚଳରେ ଲୋକଙ୍କ ଘରେ ରହିବେ ପର୍ଯ୍ୟଟକ

ରାଜ୍ୟରେ କାର୍ଯ୍ୟକାରୀ ହେବ ହୋମ୍‌ ଷ୍ଟେ ପ୍ରତିଷ୍ଠା ଯୋଜନା । ୨୦୨୯-୩୦ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବ ଏହି ଯୋଜନା ।ଅଧିସୂଚିତ ଗ୍ରାମ ପଞ୍ଚାୟତରେ ନୂତନ ଗୃହ ନିବାସ ୟୁନିଟ୍ ପ୍ରତିଷ୍ଠା କରିବା ପାଇଁ ଯୋଗ୍ୟ ହିତାଧିକାରୀମାନଙ୍କୁ ଆର୍ଥିକ ପ୍ରୋତ୍ସାହନ ପ୍ରଦାନ

ଆଜି ଝାରସୁଗୁଡ଼ା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ପୂର୍ବାହ୍ନ ୧୧ଟା ୧୦ ମିନିଟ୍ ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ୧୧ଟା ୨୫ରେ ଅମଲିପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ପ୍ରଧାନମନ୍ତ୍ରୀ ପୂର୍ବ ନିର୍ଦ୍ଧାରଣ ଅନୁସାରେ ବିଭିନ୍ନ ପ୍ରକଳ୍ପର

କଟକ ଦଶହରା ଭସାଣି ପାଇଁ ଟ୍ରାଫିକ କଟକଣା

କଟକ ଦଶହରା ଭସାଣି ପାଇଁ କମିଶନରେଟ ପୋଲିସର ଟ୍ରାଫିକ କଟକଣା । ୩ ତାରିଖ ସକାଳ ୭ରୁ ୪ ତାରିଖ ଭସାଣି ଶେଷ ହେବା ଯାଏଁ କଟକଣା । ଉପର ବାଲିଯାତ୍ରା ପଡିଆ ସମେତ ୧୫ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା ରହିଛି ।ଏହାକୁ ଦୃଷ୍ଟିରେ ରଖ୍ ଯାନବାହନ ଗୁଡ଼ିକର ସୁନିୟନ୍ତ୍ରୀତ ଚଳାଚଳ ତଥା ଜନସାଧାରଣ ଓ