Browsing Category
ଆଜିର ଖବର
ଅକ୍ଟୋବର ୧୫ ସୁଦ୍ଧା ରାଜ୍ୟର ସମସ୍ତ ସରକାରୀ ପୁରୁଣା ଯାନବାହାନ ସ୍କ୍ରାପ କରିବାକୁ ନିର୍ଦ୍ଦେଶ
ଅକ୍ଟୋବର ୧୫ ସୁଦ୍ଧା ରାଜ୍ୟର ସମସ୍ତ ସରକାରୀ ପୁରୁଣା ଯାନବାହାନ ସ୍କ୍ରାପ କରିବାକୁ ନିର୍ଦ୍ଦେଶ ହୋଇଛି । ଏନେଇ ବାଣିଜ୍ୟ ପରିବହନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ସବୁ ବିଭାଗର ସଚିବଙ୍କ ସମେତ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରମୁଖଙ୍କୁ ଏନେଇ ଚିଠି ହୋଇଛି!-->…
ଦୁଇ ଜଣଙ୍କୁ ବିବାହ କରିଥିଲା ରଙ୍ଗିଲା ସ୍ୱାମୀ, ଅଭିଯୋଗ ଆଣିଲେ ୨ ପତ୍ନୀ
ମିଛ ପ୍ରେମର ଅଭିନୟ କରି ଦୁଇଜଣ ମହିଳାଙ୍କୁ ବିବାହ କରିଥିଲେ । ସେମାନଙ୍କ ଟଙ୍କାରେ ଅୟସ, ଆରାମ କରୁଥିଲେ । ପୁଣି ଟଙ୍କା ଲୋଭରେ ଦେଉଥିଲେ ଧମକ ଆଉ ଶାରିରୀକ ନିର୍ଯାତନା । ଆହୁରି ଅନେକ ବିବାହ କରି ସ୍ତ୍ରୀଙ୍କୁ ଲୁଚାଇ ରଖିଥିବା ମଧ୍ୟ ଅଭିଯୋଗ କରିଛନ୍ତି ଦ୍ଵିତୀୟ ସ୍ତ୍ରୀ । ସୁହାନାମୁତାବକ!-->…
ଆମ ସାଥି’ ୟୁନିଫାଏଡ୍ ହ୍ୱାଟ୍ସଆପ୍ ବଟ୍ ହେଲା ଲୋକାର୍ପିତ
ହାତ ପାହାନ୍ତାରେ ମିଳିବ ସରକାରୀ ସେବା । ଜନ୍ମମୃତ୍ୟୁ, ଆଇନଗତ ଉତ୍ତରାଧିକାରୀ, ବାସସ୍ଥାନ ଏବଂ ଆୟ ପ୍ରମାଣପତ୍ର, ଡ୍ରାଇଭିଂ ଲାଇସେନ୍ସ, ଫର୍ଟିଲାଇଜର ଲାଇସେନ୍ସ, ଆର୍ନ୍ତଜାତି ବିବାହରୁ ଲାଭ, ଜାତୀୟ ପରିବାର ଯୋଜନାରୁ ଲାଭ ଭଳି ବହୁ ସୁବିଧା ହ୍ୱାଟସଆପ୍ ଜରିଆରେ ମିଳିପାରିବ ।ଏଥିପାଇଁ!-->…
ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା
ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ଦେବେ ଏହି ପରୀକ୍ଷା । ସମସ୍ତ ପରୀକ୍ଷା କେନ୍ଦ୍ରରେ ହୋଇଛି ସିସିଟିଭି ବ୍ୟବସ୍ଥା । ବୋର୍ଡରେ ରହିଛି ଇଣ୍ଟିଗ୍ରେଟେଡ଼ କମାଣ୍ଡ କଣ୍ଟ୍ରୋଲ ରୁମ । ବୋର୍ଡରୁ ସମସ୍ତ!-->…
ନବରାତ୍ରିର ପଞ୍ଚମ ଦିନରେ ମା’ ସ୍କନ୍ଦମାତାଙ୍କୁ ପୂଜା
ନବରାତ୍ରିର ପ୍ରତ୍ୟେକ ଦିନ ଦେବୀ ମାତାଙ୍କ ପୂଜା ପାଇଁ ଉତ୍ସର୍ଗୀକୃତ, କିନ୍ତୁ ପ୍ରତ୍ୟେକ ଦିନ ଦେବୀଙ୍କ ଏକ ଭିନ୍ନ ରୂପକୁ ପୂଜା କରାଯାଏ। ତେଣୁ, ନବରାତ୍ରିର ପଞ୍ଚମ ଦିନରେ ପୂଜା ପାଉଥିବା ଦେବୀ ଦୁର୍ଗାଙ୍କ ରୂପ ହେଉଛି ସ୍କନ୍ଦମାତା। ଦେବୀଙ୍କ ଏହି ରୂପ ମାତୃତ୍ୱ, ଜ୍ଞାନ ଏବଂ ଶକ୍ତିର!-->…
ସାର ପାଇଁ ରାତି ୩ରୁ ଲମ୍ବା ଧାଡି, ହୋ ହାଲ୍ଲା ଗଣ୍ଡଗୋଳ
କୋଣାର୍କ:-26/09/2 ଚାଷ ତର ତର, ବଣିଜ ମଠ । ଧାନ ରୁଆ ପରେ ସମୟ ଗଡି ଯାଉଥିବା ବେଳେ ସାର ଅଭାବ ଏହି ଢଗକୁ ଏବେ ପ୍ରାସଙ୍ଗିକ କରିଛି। ପୁରୀ ଜିଲ୍ଲା ଅସ୍ତରଙ୍ଗ,କାକଟପୁର ଗୋପ ବ୍ଲକ ଅଂଚଳରେ ଏବେ ସାର ସଙ୍କଟ ଉତ୍କଟ ରୂପ ନେଇଛି। ବଜାରରୁ ସାର ଯୋଗାଣ ବନ୍ଦ କରାଯାଇଥିବାରୁ ବଜାରରେ ସାର ନାହିଁ।!-->…
ପୁଣି ନୂଆ ଶୁଳ୍କ ଘୋଷଣା- ଔଷଧ କ୍ଷେତ୍ର ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଶୁଳ୍କ ସମ୍ପର୍କିତ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଔଷଧ କ୍ଷେତ୍ର ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି। ଟ୍ରମ୍ପଙ୍କର ଏହି ନିଷ୍ପତ୍ତି ଯୋଗୁଁ ଔଷଧଗୁଡ଼ିକ ଏବେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ ହୋଇଯିବ। ଆମେରିକା ରାଷ୍ଟ୍ରପତିଙ୍କ!-->…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ଆଶଙ୍କା
ବଙ୍ଗୋପସାରଗରେ ଲଘୁଚାପ ସୃଷ୍ଟି ହୋଇସାରିଛି।୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା,ଉତ୍ତର ଆନ୍ଦ୍ର ଉପକୂଳ ଅତିକ୍ରମ କରିବ ଅଵପାତ । ପରିଣାମରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା!-->…
୨୭ ରୁ ଦୁର୍ଗାପୂଜା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି
କମିଶନରେଟ୍ ପୋଲିସ ଗୁରୁବାର ଦିନ ଭୁବନେଶ୍ୱରରେ ଦୁର୍ଗାପୂଜା ଉତ୍ସବ ପାଳନ ପାଇଁ ଟ୍ରାଫିକ୍ କଟକଣା ଜାରି କରିଛି । ଟ୍ରାଫିକ୍ କଟକଣା ସେପ୍ଟେମ୍ବର ୨୭ ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଜାରି ରହିବ।ଭୁବନେଶ୍ୱରରେ ସେପ୍ଟେମ୍ବର ୨୮ ରୁ ଅକ୍ଟୋବର ୦୨ ତାରିଖ ପର୍ଯ୍ୟନ୍ତ ଦୁର୍ଗାପୂଜା ଉତ୍ସବ ପାଳନ!-->…
ଲଘୁଚାପ ପ୍ରଭାବରେ ଅନେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା
ଯୋଡ଼ା ଲଘୁଚାପ ପାଇଁ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗୋଟିଏ ଲଘୁଚାପ ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଥିବାରୁ ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ନବରଙ୍ଗପୁର ଏବଂ ବଲାଙ୍ଗିର ଜିଲାର ବିଭିନ୍ନ ଅଞ୍ଚଳରେ!-->…
କାଲିଠାରୁ ବାଲିଯାତ୍ରା ପ୍ଲଟ ଆବେଦନ
ଐତିହାସିକ କଟକ ବାଲିଯାତ୍ରା ୨୦୨୫ ପାଇଁ ଆସନ୍ତାକାଲି ଠାରୁ ଷ୍ଟଲ ବୁକିଂ କରି ପାରିବେ ବ୍ୟବସାୟୀ । ଚଳିତ ବର୍ଷ ନଭେମ୍ବର ୫ ରୁ ନଭେମ୍ବର ୧୨ ପର୍ଯ୍ୟନ୍ତ ଚାଲିବ କଟକ ବାଲିଯାତ୍ରା । ବାଲିଯାତ୍ରାରେ ସୁରୁଖୁରୁରେ ଷ୍ଟଲ ବଣ୍ଟନ ପାଇଁ ପ୍ରଶାସନ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି ।ଲୋକେ!-->…
ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ
ଚନ୍ଦାହାଣ୍ଡି- ତା 25.09 (ନି:ପ୍ର)ଓଡ଼ିଶା ସରକାର ଙ୍କ ଦ୍ୱାରା ମା ମାନଙ୍କ ସୁସ୍ଥ ସ୍ୱାସ୍ଥ୍ୟ ଲକ୍ଷରେ ଆଜି ସମଗ୍ର ଓଡିଶାରେ ସୁସ୍ଥନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସନ୍ତୋଷ କୁମାର ପଣ୍ଡାଙ୍କ ସଭାପତିତ୍ୱ ରେ ଆୟୋଜିତ!-->…