Browsing Category

ଆଜିର ଖବର

ଚର୍ଚ୍ଚାରେ ଓଡ଼ିଶାର ଆଉଜଣେ ସାରଥୀ: ଯୌନ ନିର୍ଯାତନା ଅଭିଯୋଗ ପରେ ଫେରାର

ଦିଲ୍ଲୀର ଡାର୍ଟି ଆଶ୍ରମ । ପାଠ ପଢାଇବା ଆଳରେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଉଥିଲେ ବାବା । ଦିଲ୍ଲୀର ବସନ୍ତ କୁଞ୍ଜ ଅଞ୍ଚଳରେ ଥିବା ଏକ ଆଶ୍ରମର ମୁଖ୍ୟ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀଙ୍କ ବିରୋଧରେ ଆସିଛି ଏପରି ସାଂଘାତିକ ଅଭିଯୋଗ । ଜଣେ କି ଦୁଇ ଜଣ ନୁହେଁ ୧୭ ଜଣ ଛାତ୍ରୀ ଆଣିଛନ୍ତି

ଜଣେ ଶିକ୍ଷକ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିଜ ରକ୍ତରେ ଚିଠି ଲେଖି ପଠାଇଛନ୍ତି

ଉତ୍ତରାଖଣ୍ଡରେ ଗତ ଏକ ମାସ ଧରି ପଦୋନ୍ନତି, ସ୍ଥାନାନ୍ତର ଓ ପୁରୁଣା ପେନସନ ଯୋଜନା ସମେତ ପ୍ରାୟ 34ଟି ଦାବି ନେଇ ଶିକ୍ଷକମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିଆସୁଛନ୍ତି । ଆନ୍ଦୋଳନରତ ଥିବା, ରାଜ୍ୟ ଶିକ୍ଷକ ସଂଘର ପ୍ରାଦେଶିକ ସଦସ୍ୟ ତଥା ଉତ୍ତରାଖଣ୍ଡର ଚମ୍ପବଟି ଜିଲ୍ଲା ଗେଣ୍ଡାଖାଲିର ଟନକପୁର

ଧର୍ମେନ୍ଦ୍ର ଓ ବୈଜୟନ୍ତ ପଣ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ବିହାର ନିର୍ବାଚନ ତାରିଖ ଘୋଷଣା ହୋଇନି ସତ କିନ୍ତୁ ଏହା ପୂର୍ବରୁ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର କରିଛି ବିଜେପି । ଭାରତୀୟ ଜନତା ପାର୍ଟି ଗୁରୁବାର ଏକ ବଡ଼ ଘୋଷଣା କରିଛି। ଭାଜପା ବିହାର ଏବଂ ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଭାରୀ ଘୋଷଣା କରିଛି। ଦଳ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ହୀରାକୁଦ ଡ୍ୟାମ୍‌ର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍ ଖୋଲିଲା । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦରେ ଆଉ ୪ଟି ଗେଟ୍‌ ଖୋଲିଛି । ମୋଟ୍‌ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।୩ ଲକ୍ଷ ୬୦ ଜଳ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଜଳ ସଂପଦ ବିଭାଗ ମୁଖ୍ୟ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ କହିଛନ୍ତି ଯେ

ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି ଆଉ କୋଇଲା-ମୁଖ୍ୟମନ୍ତ୍ରୀ

ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି ଆଉ କୋଇଲା । ଆଜି ଏଭଳି କିଛି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗ ଏନେଇ କାର୍ଯ୍ୟ କରୁଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର କର୍ପୋରେସନ ଅଞ୍ଚଳରୁ ପ୍ରତିଦିନ ୮୦୦ ଟନ ଅଳିଆ

ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ପାଇଁ ୧୫ ଜଣିଆ ଟିମ୍‌ ଘୋଷଣା

ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ୍ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଦଳରେ ଅନେକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି ।ଅଧିନାୟକ ଶୁବମନ ଗିଲଙ୍କ ନେତୃତ୍ବରେ ଦଳ ଘୋଷଣା । ଅଲରାଉଣ୍ଡର ରବୀନ୍ଦ୍ର ଜାଡ଼େଜାଙ୍କୁ ଉପଅଧିନାୟକ ଦାୟିତ୍ୱ । ଆହତ ଜନିତ କାରଣ

୨୦୨୬ରେ ‌ହେବ ତୃତୀୟ ବିଶ୍ବଯୁଦ୍ଧ-ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ

ଏବେ ଏଭଳି ଏକ ଭବିଷ୍ୟବାଣୀ ବିଷୟରେ ଜଣାପଡ଼ିଛି, ଯାହା ଡରାଇବ ନିଶ୍ଚୟ। ପ୍ରସିଦ୍ଧ ବୁଲଗେରିଆନ୍ ରହସ୍ୟବାଦୀ ବାବା ଭାଙ୍ଗା ୨୦୨୬କୁ ନେଇ କରିଥିବା ଭବିଷ୍ୟବାଣୀ ଏବେ ବିଶ୍ବ ପାଇଁ ଚିନ୍ତା ପାଲଟିଛି।କୁହାଯାଏ ଯେ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ପ୍ରାୟତଃ ସତ ହୋଇ ଆସୁଛି। ତେଣୁ, ଯଦି ସେ ଏକ

ନବରାତ୍ରୀର ଚତୁର୍ଥ ଦୁର୍ଗାଙ୍କର ନାମ କୁଷ୍ମାଣ୍ଡା

ହିନ୍ଦୁଧର୍ମରେ ମା’ ଦୁର୍ଗାଙ୍କ ଗଣତି ପ୍ରମୁଖ ଦେବୀ ମଧ୍ୟରେ ସବୁଠାରୁ ଶ୍ରେଷ୍ଠ । ଶକ୍ତିର ପ୍ରତୀକ ମା’ ଦୁର୍ଗା । ଶାରଦୀୟ ନବରାତ୍ରି ଆରମ୍ଭ ହୋଇଛି । ଆଜି ନବରାତ୍ରିର ଚତୁର୍ଥ ଦିନ । ଆଜି ଦିନରେ ମା’ କୁଷ୍ମାଣ୍ଡାଙ୍କୁ ପୂଜା କରାଯାଏ ।କୁଷ୍ମାଣ୍ଡା‌ ଦେବୀ ଦୁର୍ଗାଙ୍କର ଏକ ଅନନ୍ୟ ରୂପ,

ମାଛ ଧରାଳିଙ୍କ ଜାଲରେ ଲାଗିଛି ୩୦ କେଜିର ଅଷ୍ଟଧାତୁ ମୂର୍ତ୍ତି

ମାଛ ଧରାଳିଙ୍କ ଜାଲରେ ଲାଗିଛି ୩୦ କେଜିର ଅଷ୍ଟଧାତୁ ମୂର୍ତ୍ତି । ପୁରୀ କୋଣାର୍କ ବେଳାମାର୍ଗରେ ଥିବା ବେଲଦଳ ଗ୍ରାମର ଚନ୍ଦ୍ରମଣି ସ୍ୱାଇଁଙ୍କ ପୁତ୍ର ପ୍ରକାଶ ଚନ୍ଦ୍ର ସ୍ୱାଇଁ (୪୫) ମଙ୍ଗଳବାର ଭୋର୍‌ରୁ ନୂଆନଈ ବ୍ରିଜ ତଳେ ମାଛ ଧରୁଥିଲା ବେଳେ ମାଛ ସହ ଏକ ୩୦ କେଜିରୁ ଊଦ୍ଧ୍ୱର୍ ଓଜନର

ଲାଞ୍ଚ ନେଉଥିଲେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ: ମାଡ଼ିବସିଲା ଭିଜିଲାନ୍ସ

ଭିଜିଲାନ୍ସ ଜାଲରେ ଭୁବନେଶ୍ବର TPCODL ସର୍କଲ-୧ର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟଙ୍କୁ ମାଡ଼ିବସିଛି ଭିଜିଲାନ୍ସ। ୨୦ ହଜାର ଲାଞ୍ଚ ନେବାବେଳେ ତାଙ୍କୁ ଭିଜିଲାନ୍ସ ବିଭାଗ ଧରିଛି। ଆପାର୍ଟମେଣ୍ଟରେ ବିଦ୍ୟୁତ ସଂଯୋଗ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ । ଯନ୍ତ୍ରୀଙ୍କ ଘରୁ ନଗଦ ୯

ଚଳନ୍ତା ଟ୍ରେନରୁ ଅଗ୍ନି-ପ୍ରାଇମ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି ଭାରତ

ଭାରତୀୟ ସେନାକୁ ଆଉ ଏକ ସଫଳତା। ଏଣିକି ଚଳନ୍ତା ଟ୍ରେନରୁ ଶତ୍ରୁ ଉପରେ କରିହେବ ଆକ୍ରମଣ।ଅଗ୍ନି-ପ୍ରାଇମ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି ଭାରତ । ଏହି ପରୀକ୍ଷଣ ରେଳ-ଆଧାରିତ ମୋବାଇଲ୍ ଲଞ୍ଚର୍ ସିଷ୍ଟମରୁ କରାଯାଇଛି। ଗତକାଲି ସନ୍ଧ୍ୟା ପ୍ରାୟ ୬ଟା ୪୦ ସମୟରେ ହୋଇଛି ଉତ୍ କ୍ଷେପଣ । ଏହି

ଖାଦ୍ୟ ଲୋଭରେ ବନସୀ କଣ୍ଟା ଗିଳି ଦେଲା ସାପ:ଅପରେସନ କରି ସାପ ବେକରେ ଫସିଥିବା କଣ୍ଟାକୁ ବାହାର କଲେ ଡାକ୍ତର

ଖାଦ୍ୟ ଅନ୍ୱେଷଣରେ ଆସି ବନସୀ କଣ୍ଟା ଗିଳି ଦେଲା ବିଷଧର ତମ୍ପ । ତଣ୍ଟିରେ ଅଟିକିଗଲା 3 ସେଣ୍ଟିମିଟର ଲମ୍ବର ବନସୀ କଣ୍ଟା ।ଏହିଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଉଜୁନି ଗାଁ'ରେ, ସୂଚନାମୁତାବକ ଭିକାରି ଚରଣ ମାଝୀଙ୍କ ଗାଡିଆରେ ମାଛ ଧରିବା ପାଇଁ