Browsing Category

ଆଜିର ଖବର

୨୭ରେ ଝାରସୁଗୁଡ଼ା ଆସିବେ ମୋଦି

-ଆସନ୍ତା ୨୭ରେ ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ ମୋଦି।ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ।ମୋଦିଙ୍କ ଗସ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା.।ଜିଲ୍ଲାପାଳଙ୍କ ବିନା ଅନୁମତିରେ କୌଣସି ବି ଅଧିକାରୀ ଯେଭଳି ମୁଖ୍ୟାଳୟ ନଛାଡ଼ିବେ ସେଥିପାଇଁ ସଜାଗ ରହିବାକୁ

ବିଜେଡିର ବଡ଼ ଆକ୍ସନ । ଦଳରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର

ସୋସିଆଲ ମିଡିଆରେ ଟିପ୍ପଣୀ ଦେବା ଶ୍ରୀମୟୀ ମିଶ୍ରଙ୍କୁ ମହଙ୍ଗା ପଡିଲା। ଶ୍ରୀମୟୀଙ୍କ ବିରୋଧରେ ବିଜେଡିର କାର୍ଯ୍ୟାନୁଷ୍ଠାନ। ବିଜେଡିରୁ ନିଲମ୍ବିତ ହେଲେ ଶ୍ରୀମୟୀ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ଶ୍ରୀମୟୀଙ୍କୁ ନିଲମ୍ବିତ କରାଯାଇଛି।ନିକଟରେ ସୋସିଆଲ ମିଡିଆ

ବର୍ଷାରେ ଛାମୁଣ୍ଡିଆ- ମୁଣ୍ଡିଆସାହି ରାସ୍ତା ପଚପଚବଢୁଛି ଅଂଚଳବାସୀଙ୍କ ଅସନ୍ତୋଷ।

ଗଣିଆ ,ବିଶ୍ୱରଂଜନ ସେଠି) ରାସ୍ତାସାରା ଖାଲଖମା । ସେହିଖାଲରେ ଜମି ରହୁଛି ବର୍ଷାପାଣି । ଏପରିକି ରାସ୍ତାସାରା କାଦୁଅରେ ଭର୍ତି । ସେହି କାଦୁଅ ପଚପଚ ରାସ୍ତାରେ ଅଚଳବାସୀ ଯାତାୟତ କରିବାକୁ ବାଧ୍ୟ ହେଉଛନ୍ତି । ରାସ୍ତା ବିପର୍ଯ୍ୟୟର ଏପରି ଏକ ବିରଳ ଦୃଶ୍ୟ ବର୍ଷାଦିନେ ଦେଖିବାକୁ ମିଳୁଛି

ଜୈବ ବିବିଧତା ପରିଚାଳନା ସମିତିର ପୁର୍ନଗଠନ

ଗଣିଆ (ବିଶ୍ୱରଂଜନ ସେଠି) ଜଳବାୟୁ ପରିବର୍ତନ ଓ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଲକ୍ଷାଧିକ ଲୋକ ପ୍ରଭାବିତ ହେଉଛନ୍ତି । ବାତ୍ୟା ବନ୍ୟା ଭୁସ୍ଫଳନ ପରି ବିପର୍ଯ୍ୟୟରେ ପ୍ରତିବର୍ଷ ଲୋକଙ୍କ ଜୀବନ ଯାଉଛି । ଏହାକୁ ରୋକିବା ପାଇର୍ ଓଡ଼ିଶାର ଜୈବ ବିବିଧତାକୁ ସୁଦୃଢ କରିବା ପାଇଁ ବଣ ଝାଉଁ ଜଙ୍ଗଲ,

ଟ୍ରାଫିକ କନଷ୍ଟେବଲ ଶୁଭମିତ୍ରା ହତ୍ୟାକାଣ୍ଡରେ ନୂଆ ଟ୍ବିଷ୍ଟ

କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟା ମାମଲା ନୂଆ ମୋଡ଼ ନେଇଛି। ସ୍ଵାମୀ ତଥା ଅଭିଯୁକ୍ତ ଦୀପକଙ୍କଠାରୁ ଶୁଭମିତ୍ରା ୨୦ ଲକ୍ଷ ଟଙ୍କା ଦାବି କରୁଥିବା ପୁଲିସକୁ ତଥ୍ୟ ହସ୍ତଗତ ହୋଇଛି। ଉଭୟଙ୍କ ହ୍ବାଟ୍ସଆପ ଚାଟ୍‌ରୁ ଏହି ତଥ୍ୟ ଜଣାପଡ଼ିବା କୁହାଯାଉଛି।ହତ୍ୟାକାଣ୍ଡ ପରେ ପ୍ରାଥମିକ ତଦନ୍ତରୁ ଦୀପକ

ଅକ୍ଟୋବର ୧ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟାମକ ପରିବର୍ତ୍ତନ କାର୍ଯ୍ୟକାରୀ ହେବ

ଅକ୍ଟୋବର ୧ ତାରିଖରୁ ଭାରତରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟାମକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି |କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଥିବା ଅନୁଯାୟୀ, ଅକ୍ଟୋବର ୧ ତାରିଖରୁ ଅନଲାଇନ ଗେମିଂକୁ ପ୍ରୋତ୍ସାହିତ ଏବଂ ନିୟନ୍ତ୍ରଣ କରିବା ପାଇଁ ଏକ ନୂତନ ଆଇନ କାର୍ଯ୍ୟକାରୀ

୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ତହସିଲଦାର

କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ତହସିଲଦାର ଶିବ ମଲ୍ଲିକଙ୍କୁ ଧରିଲା ଭିଜିଲାନ୍ସ । ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡି ବସିଲା ଟିମ୍ ।ସରକାରୀ ଜମି ଜବରଦଖଲ ଉଚ୍ଛେଦ ଅର୍ଡର ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ତହସିଲଦାରଙ୍କର  ପୈତୃକ ଘର , କ୍ବାଟର , ଅଫିସ କାର୍ଯ୍ୟାଳୟ  ସମେତ

କଟକର ପ୍ରସିଦ୍ଧ ଧବଳେଶ୍ୱର ପୀଠରେ ନଭେମ୍ବର ୩ ସୋମବାର ବଡ଼ଓଷା ପାଳନ

କଟକର ପ୍ରସିଦ୍ଧ ଧବଳେଶ୍ୱର ପୀଠରେ ନଭେମ୍ବର ୩ ସୋମବାର ବଡ଼ଓଷା ପାଳନ ହେବ । ନଭେମ୍ବର ୪ ମଙ୍ଗଳବାର ସକାଳୁ ଗଜଭୋଗ ବିତରଣ କରାଯିବ । ନଭେମ୍ବର ୫ ରେ ଡଙ୍ଗା ଭସା ସହିତ କାର୍ତ୍ତିକ ପୂର୍ଣ୍ଣିମା ପାଳନ କରାଯିବ । ଅକ୍ଟୋବର ୮ରୁ ନଭେମ୍ବର ୫ ପର୍ଯ୍ୟନ୍ତ କାର୍ତ୍ତିକ ବ୍ରତ ପାଳନ କରାଯିବ ।

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ଶେଷ

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ଶେଷ ହୋଇଛି । ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।ସକାଳ ୧୦ଟାରୁ ଆରମ୍ଭ ହୋଇଥିଲା ଅସ୍ଥାୟୀ ରତ୍ନଭଣ୍ଡାରରୁ ମୂଳ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ପ୍ରକ୍ରିୟା । ଅପରାହ୍ନ ୨ଟା ୫୫ ମିନିଟ୍‌ରେ ସ୍ଥାନାନ୍ତର କାର୍ଯ୍ୟ ଶେଷ

୧୦୦ ଗୋଟି ପ୍ରତିଷ୍ଠାନ ମାଲିକଙ୍କ ବିରୁଦ୍ଧରେ ମୋକଦ୍ଦମା ରୁଜୁ

ବିଧାନସଭାରେ ବିଜେଡ଼ି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ସେ କହିଛନ୍ତି ଯେ ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ଏଯାବତ୍ ମୋଟ୍ ୨୮୫୨ ଗୋଟି ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ପ୍ରଦର୍ଶନ ନିମନ୍ତେ ନିରୀକ୍ଷଣ କରାଯାଇଛି ।

ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ସୁପରଷ୍ଟାର ବୁଦ୍ଧାଦିତ୍ୟ

ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ସୁପରଷ୍ଟାର ବୁଦ୍ଧାଦିତ୍ୟ ମହାନ୍ତି । କଟକର ଏକ ଘରୋଇ ହସ୍ପିଟାଲରେ ଚାଲୁଥିଲା ଚିକିତ୍ସା । ତେବେ ଓଡିଶା ବାସୀଙ୍କ ଭଲପାଇବା ଓ ଆଶୀର୍ବାଦରୁ ୮ ଦିନ ପରେ ସୁସ୍ଥ ହେଇ ଆଜି ଘରକୁ ଫେରିଲେ ବୁଦ୍ଧାଦିତ୍ୟ ।ସୂଚନାନୁଯାୟୀ, ଗତ ଆଠ ଦିନ ତଳେ ବୁଦ୍ଧାଦିତ୍ୟ

ରଦ୍ଦ ହୋଇନାହିଁ କଟକ-ଭୁବେନଶ୍ୱର ମେଟ୍ରୋ ପ୍ରକଳ୍ପ- ନଗର ଉନ୍ନୟନ ମନ୍ତ୍ରୀ

କଟକ ଓ ଭୁବନେଶ୍ୱରରେ ମେଟ୍ରୋ ପ୍ରକଳ୍ପକୁ ରଦ୍ଦ କରାଯାଇନି । ଭୁବନେଶ୍ୱରରେ ମେଟ୍ରୋ ରେଳପ୍ରକଳ୍ପ ଏବେ ପରୀକ୍ଷାଧୀନ ରହିଛି ।ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ , କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ ।