Browsing Category
ଆଜିର ଖବର
ଧରାପଡ଼ିଲା ପରକୀୟା ପ୍ରୀତି: ସ୍ତ୍ରୀକୁ ଉଲଗ୍ନ କରି ଗାଁରେ ବୁଲାଇଲା ସ୍ୱାମୀ
ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଟିମିନା ବିରିମୁଣ୍ଡା ଗାଁରୁ ଆସିଛି ଏକ ଦୁଃଖଦ ଘଟଣା । ସ୍ତ୍ରୀର ପରକୀୟା ପ୍ରୀତି ଧରାପଡ଼ିବାରୁ ସ୍ବାମୀ ଗାଁ ମଝିରେ ଉଲଗ୍ନ କରି ବୁଲାଇବା ସହ ନିସ୍ତୁକ ମାଡ଼ ମାରିଛି। ଦେଇଛି ଅକଥନୀୟ ଶାରୀରିକ ଓ ମାନସିକ ନିର୍ଯାତନା। ଏଭଳି ଅମାନବୀୟ କାର୍ଯ୍ୟର ଭିଡିଓ!-->…
ଅଗ୍ନିଶମ କର୍ମଚାରୀଙ୍କୁ ମାଡ଼ ଘଟଣା, ଥାନା ଅଧିକାରିଣୀଙ୍କୁ ଭେଟିଲେ ଅତିରିକ୍ତ ଅଗ୍ନିଶମ ଅଧିକାରୀ
ବୋଲଗଡ଼ ଅଞ୍ଚଳରେ ଅଗ୍ନିଶମ କର୍ମଚାରୀଙ୍କୁ ମାଡ଼ ଘଟଣା। ଏହାକୁ ଗୁରୁତର ଭାବେ ନେଇଛି ଅଗ୍ନିଶମ ବିଭାଗ । ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଆଜି ବୋଲଗଡ଼ ଥାନା ଅଧିକାରିଣୀଙ୍କୁ ଭେଟିଲେ ଅତିରିକ୍ତ ଅଗ୍ନିଶମ ଅଧିକାରୀ (ପୁରୀ)। ତେବେ ଘଟଣାରେ ଏପର୍ଯ୍ୟନ୍ତ ୩ ଜଣଙ୍କୁ ଗିରଫ!-->…
୪୭୪ଟି ପଞ୍ଜୀକୃତ ଅଣମାନ୍ୟତାପ୍ରାପ୍ତ ରାଜନୈତିକ ଦଳକୁ ତାଲିକାରୁ ବାଦ୍ କଲେ ଇସି
ଗତ ୬ ବର୍ଷ ମଧ୍ୟରେ ଆଦୌ ନିର୍ବାଚନ ଲଢ଼ି ନ ଥିବା ସମେତ ନିୟମାବଳୀର ଉଲ୍ଲଂଘନ କରିଥିବା ଆଉ ୪୭୪ଟି ପଞ୍ଜୀକୃତ ଅଣସ୍ବୀକୃତ ରାଜନୈତିକ ଦଳ (ଆର୍ୟୁପିପି)କୁ ନିର୍ବାଚନ କମିଶନ (ଇସି) ଶୁକ୍ରବାର ତାଲିକାରୁ ବାଦ୍ ଦେଇଛନ୍ତି। ଏହି କାର୍ଯ୍ୟାନୁଷ୍ଠାନ ସହିତ ବିଗତ ୨ ମାସ ମଧ୍ୟରେ ଏବେସୁଦ୍ଧା ୮୦୮!-->…
ମହାଳୟାରେ ଧବଳମୁଖୀ ବେଶରେ ଦର୍ଶନ ଦେବେ ମାଆ ସମଲେଶ୍ବରୀ
ନବରାତ୍ରରେ ଜଳିବ ୫ ହଜାର ଦୀପ। ପବିତ୍ର ମହାଳୟା ଓ ନବରାତ୍ର ପାଇଁ ମାଆ ସମଲେଶ୍ବରୀଙ୍କ ମନ୍ଦିରରେ ଚାଲିଛି ଜୋରଦାର ପ୍ରସ୍ତୁତି। ମହାଳୟାରେ ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମାଆ ସମଲେଶ୍ବରୀ। ପ୍ରାତଃ ସାଢ଼େ ୪ଟାରେ ମଙ୍ଗଳ ଆଳତି ପରେ ପ୍ରାତଃ ୫ଟାରେ ଦର୍ଶନ ଆରମ୍ଭ ହେବ।ଅନ୍ୟପଟେ!-->…
ଶୁଭମିତ୍ରା ହତ୍ୟା ଘଟଣାରେ ନୂଆ ମୋଡ଼: ଚାଟିଂରେ ବିସ୍ଫୋରକ ତଥ୍ୟ
କନେଷ୍ଟବଳ ଶୁଭମିତ୍ରା ହତ୍ୟା ମାମଲାରେ ବଦଳୁଛି ମୋଡ଼ ପରେ ମୋଡ଼। କିଲର୍ ଦୀପକର କ୍ରାଇମ୍ ଥ୍ରୀଲର୍ କଡ଼ ଲେଉଟାଉଛି। ମାମଲାକୁ ଅତି ସ୍ପର୍ଶକାତର ଏବଂ ସମ୍ବେଦନଶୀଳ ଦର୍ଶାଇ ପୋଲିସ ରେଡ୍ ଫ୍ଲାଗ୍ ଅନ୍ତର୍ଭୁକ୍ତ କରିବା ପରେ ବଢ଼ିଛି ଖୁନୀ ଦୀପକ ରାଉତର ବଡ଼ ଅଡୁଆ।ପ୍ରଥମେ କଥା ଉଠିଲା ଟଙ୍କା ପାଇଁ!-->…
ଟାରିଫ୍ ପରେ ଭିସାକୁ ନେଇ ଟ୍ରମ୍ପଙ୍କ ବଡ଼ ପ୍ରହାର
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ସେପ୍ଟେମ୍ବର ୧୯, ୨୦୨୫)ରେ ଏକ ଘୋଷଣାପତ୍ରରେ ସ୍ବାକ୍ଷର କରିଛନ୍ତି ଯାହା ଦ୍ୱାରା ନୂଆ H-1B ଭିଜା ଆବେଦନ ଉପରେ ୧୦୦,୦୦୦ ଡଲାର ଶୁଳ୍କ ଲାଗୁ କରାଯିବ, ଯାହାର ଅର୍ଥ ହେଉଛି ଭାରତୀୟମାନଙ୍କୁ ଏବେ ଭିଜା ପାଇଁ ଆବେଦନ କରିବାକୁ ହେଲେ ୮୮ଲକ୍ଷ!-->…
ଆଜି ଅପରାହ୍ଣ ୪ଟାରେ ଅନୁଷ୍ଠିତ ହେବ ଛତିଶା ନିଯୋଗ ବୈଠକ
ଆଜି ଅପରାହ୍ଣ ୪ଟାରେ ଅନୁଷ୍ଠିତ ହେବ ଛତିଶା ନିଯୋଗ ବୈଠକ । ଆସନ୍ତା ମାସ ତଥା ଅକ୍ଟୋବର ୩ ତାରିଖରୁ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ହେବାକୁ ଥିବା କାର୍ତ୍ତିକ ମାସ ବାଳଧୂପ ନୀତିର ନୀତି ନିର୍ଘଣ୍ଟ ଅନୁମୋଦନ ଧାଡ଼ି ଦର୍ଶନ ଏବଂ ରତ୍ନଭଣ୍ଡାର ସ୍ଥାନାନ୍ତରଣ ନେଇ ବୈଠକ ଆଲୋଚନାର!-->…
ଏଲପିଜି ସିଲିଣ୍ଡର ଶସ୍ତା ହେବ କି?
ସାମ୍ପ୍ରତିକ ଜିଏସଟି ପରିଷଦ ବୈଠକ ପରେ, ଜିଏସଟି ହାରରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ଏହା ଫଳରେ ସାମ୍ପୁ, ସାବୁନ, ଶିଶୁ ଉତ୍ପାଦ, ସୱାସ୍ଥ୍ୟ ପାନୀୟ ଏବଂ ଅନ୍ୟାନ୍ୟ ଅନେକ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ମୂଲ୍ୟ ଶସ୍ତା ହେବ। ଏବେ ସେପ୍ଟେମ୍ବର 22 ତାରିଖରେ ନୂତନ ଦର ଲାଗୁ!-->…
ପରଲୋକରେ ଲୋକପ୍ରିୟ ଗାୟକ ଜୁବିନ୍ ଗର୍ଗ
ବଲିଉଡରେ ଚର୍ଚ୍ଚିତ ସିଙ୍ଗରଙ୍କ ମଧ୍ୟରୁ ସିଙ୍ଗର ଜୁବିନ୍ ଗର୍ଗ ଜଣେ । ସେ ୫୨ ବର୍ଷ ବୟସରେ ଦୁନିଆକୁ ବିଦାୟ ଦେଇଛନ୍ତି । ସିଙ୍ଗାପୁରରେ ସ୍କୁବା ଡାଇଭିଂ କରୁଥିବା ସମୟରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ଫ୍ୟାନ୍ସଙ୍କୁ ମର୍ମାହତ କରିଦେଇଛି । ରିପୋର୍ଟ ଅନୁସାରେ,!-->…
ସମାଜ ସେବୀ ସଦାଶିବଙ୍କୁ ମିଳିଲା ରାଜ୍ୟପାଳ ପୁରସ୍କାର
ଗଣିଆ ( ବିଶ୍ୱରଂଜନ ସେଠି) ନୟାଗଡ଼ ଜିଲା ଗଣିଆ ବ୍ଳକ ଅନ୍ତର୍ଗତ କିଶୋରପ୍ରସାଦ ଗ୍ରାମର ସଦାଶିବ ମିଶ୍ରଙ୍କୁ ମହାମହିମ ରାଜ୍ୟପାଳ ପୁରସ୍କୃତ କରିଛନ୍ତି । ସଦାଶିବ ମିଶ୍ର ଗଣିଆ ବ୍ଳକର ପୂର୍ବତନ ବ୍ଳକ ଅଧ୍ୟକ୍ଷ ତଥା ଗଣିଆ ଅଂଚଳର ଜଣେ ଆଗଧାଡ଼ିର ସମାଜସେବୀ ଭାବେ ବେଶ ପରିଚିତ । ଶ୍ରୀ ମିଶ୍ର!-->…
ଆସନ୍ତା ସେପ୍ଟେମ୍ବର ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ
ଆସନ୍ତା ସେପ୍ଟେମ୍ବର ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସପ୍ତଦଶ ବିଧାନସଭାର ଚତୁର୍ଥ ଅବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ଓ ଅନ୍ୟ!-->…
ସ୍କୁଲରେ ଭଗବତ ଗୀତାର ଶ୍ଲୋକ ଗାନ କରିବେ ଛାତ୍ରଛାତ୍ରୀ
ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ନୁଆ ନିୟମ । ନିଜ ବିଷୟ ବସ୍ତୁ ସହ ସ୍କୁଲରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ । ବିଧାନସଭାରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ନୈତିକ ଓ ବୌଦ୍ଧିକ ବିକାଶ ପାଇଁ ନୈତିକ ଗଳ୍ପ ଓ ଶାନ୍ତିମନ୍ତ୍ର ପାଠ ସହ ଭଗବତ ଗୀତା ପାଠ ପାଇଁ!-->…