Browsing Category
ଆଜିର ଖବର
୧୭ ମାସରେ ବିଭିନ୍ନ କଲ୍ୟାଣକାରୀ ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ମୋଟ ୧୩୫.୮୫ କୋଟି ଟଙ୍କା ଖର୍ଚ୍ଚ: ମୁଖ୍ୟମନ୍ତ୍ରୀ
ଓଡ଼ିଶା ସରକାର ଗତ ୧୭ ମାସରେ ବିଭିନ୍ନ କଲ୍ୟାଣକାରୀ ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ମୋଟ ୧୩୫.୮୫ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭାରେ ସୂଚନା ଦେଇଛନ୍ତି। ତେବେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଗତ ତିନି ବର୍ଷ ମଧ୍ୟରେ!-->…
ପାନାବେଡା ମହାବିଦ୍ୟାଳୟ ରେ ସ୍ୱତନ୍ତ୍ର ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଚନ୍ଦାହାଣ୍ଡି - ତା 18.09(ନି.ପ୍ର) ପାନାବେଡା ଡିଗ୍ରୀ ମହାବିଦ୍ୟାଳୟ ଚନ୍ଦାହାଣ୍ଡିରେ ଆଜି "ମାଆଁ ପାଇଁ ଗଛଟିଏ " କାର୍ଯ୍ୟକ୍ରମର ଆଜି ଉଦଯାପନୀ ଦିବସ ମହାବିଦ୍ୟାଳୟର ଅଧ୍ୟକ୍ଷ ଦ୍ୱାରିକାନାଥ ବାଗ ଙ୍କ ଅଧ୍ୟକ୍ଷତାରେ ସମାପନ ହୋଇଯାଇଛି l ଆଜିର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ!-->…
କିଶୋରଚନ୍ଦ୍ର ନୋଡାଲ ବିଦ୍ୟାପୀଠରେ ବ୍ଲକ ସ୍ତରୀୟ ଫୁଟବଲ ଓ ଭଲିବଲ ପ୍ରତିଯୋଗିତାଜିଲସ୍ତରକୁ ୮ ଜଣ ମନୋନୀତ
ଗଣିଆ - (ବିଶ୍ୱରଂଜନ ସେଠି ) ଗୁରୁବାର ଦିନ ପୂର୍ବାହ୍ନରେ ଗଣିଆସ୍ଥିତ ପିଏମଶ୍ରୀ କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠରେ ବ୍ଲକ ସ୍ତରୀୟ ଫୁଟବଲ ଓ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ସ୍ତରରେ ଭାଗ ନେବାପାଇଁ କ୍ରୀଡାବିତ୍ ଚୟନ କରାଯାଇଥିଲା । ଏଇ କାଯ୍ୟକ୍ରମରେ!-->…
ଦେଶରେ ନିର୍ମିତ ପ୍ରଥମ ମ୍ୟାଲେରିଆ ଟିକାକୁ ମିଳିଲା ଅନୁମୋଦନ
ଭାରତୀୟ ଚିକିତ୍ସା ଗବେଷଣା ପରିଷଦ (ICMR) ଦେଶରେ ନିର୍ମିତ ପ୍ରଥମ ମ୍ୟାଲେରିଆ ଟିକାକୁ ଅନୁମୋଦନ ଦେଇଛି । ଆଡଫାଲସିଭାକ୍ସ ନାମକ ଏହି ଟିକା ଏକକାଳୀନ ମ୍ୟାଲେରିଆର ଅନେକ ପର୍ଯ୍ୟାୟକୁ ନଷ୍ଟ କରିବା ସହ ରୋଗୀଙ୍କୁ ସୁରକ୍ଷା ଦେବାର କ୍ଷମତା ବଜାୟ ରଖେ । ଆଡଫାଲସିଭାକ୍ସ ନାମକ ଏହି ଟିକା ଭାରତର!-->…
ଭୁବନେଶ୍ବରରେ ଆମ ବସ କର୍ମଚାରୀଙ୍କ ଦାଦାଗିରି
ଭୁବନେଶ୍ବରରେ ଯୁକ୍ତିତର୍କରୁ ଯାତ୍ରୀଙ୍କୁ ଥାପଡ଼ ମାରିଲେ ‘ଆମ ବସ୍’ କଣ୍ଡକ୍ଟର। ବସ୍ ଭିତରୁ ବାହାରି ଆସି ବାହାରେ ଥାପଡ଼ ମାରିଲେ। ଭୁବନେଶ୍ବର ୟୁନିଟ ୮ ମାର୍କେଟ ପାଖରେ ଥିବା ବସଷ୍ଟପର ଘଟଣା । ଯାତ୍ରୀ ଜଣଙ୍କ ବସକୁ ଚଢ଼ୁଥିବା ବେଳେ ହୋଇଥିଲା ଯୁକ୍ତିତର୍କ। ବସ୍ ବାହାରକୁ ବାହାର କରି!-->…
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବାଇଟ ନେଲେ ଉପମୁଖ୍ୟମନ୍ତ୍ରୀ
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ସାମ୍ବାଦିକ ସାଜି ବୁମ୍ ଧରି ପ୍ରଶ୍ନ ପଚାରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ। ପ୍ରଭାତୀଙ୍କୁ ଆଜିର ବିଧାନସଭା ପରିସରରେ ଯେଉଁ ଚନ୍ଦନ ଗଛ ଲଗାଇଲେ ଏନେଇ ସମାଜକୁ କ’ଣ ବାର୍ତ୍ତା ଦେବାକୁ ଚାହିଁବେ ବୋଲି କନକବର୍ଦ୍ଧନ ପ୍ରଭାତୀଙ୍କୁ!-->…
ଆମେରିକା କମାଇବ ୨୫ ପ୍ରତିଶତ ଟାରିଫ !
ଭାରତ ପାଇଁ ବହୁ ପ୍ରତୀକ୍ଷିତ ମୁହୂର୍ତ୍ତ ଏବେ ଖୁବ ଶୀଘ୍ର ଆସୁଥିବା ପରି ମନେ ହେଉଛି। ଆମେରିକା ଭାରତ ଉପରେ ଲାଗୁ ହୋଇଥିବା ଟାରିଫ୍ ଉଠାଇବାର ସମ୍ଭାବନା ରହିଛି। ଗୁରୁବାର ଭାରତର ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଭି. ଅନନ୍ତ ନାଗେଶ୍ୱରନ ଘୋଷଣା କରିଛନ୍ତି, ଆମେରିକା ଭାରତ ଉପରେ ଲଗାଇଥିବା!-->…
୫ଟାରେ ବିଜେଡି ନିଷ୍ପତ୍ତି: ତାରା ବାହିନୀପତି
ରାଜ୍ୟ ସରକାର ବିରୋଧରେ ଅନାସ୍ଥା ଆଣିଲା କଂଗ୍ରେସ । ବିଧାନସଭା ସଚିବଙ୍କ ଜରିଆରେ ବାଚସ୍ପତିଙ୍କୁ ଚିଠି ଦେଇଛି କଂଗ୍ରେସ । ପ୍ରସ୍ତାବ ସପକ୍ଷରେ ୧୫ ବିଧାୟକଙ୍କ ସମର୍ଥନ ଥିବା ଜଣାଇଲା ଦଳ ।ବିଜେଡିର ସମର୍ଥନ ଲୋଡିବା ପରେ ତାରା ବାହିନୀପତି ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ଆମେ!-->…
ମୋହନ ସରକାର ବିରୋଧରେ ଅନାସ୍ଥା ଆଣିଲା କଂଗ୍ରେସ
ସରକାରଙ୍କ ବିରେଶଦରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ । ଅନାସ୍ଥା ପ୍ରସ୍ତାବ ରଖି ବାଚସ୍ପତିଙ୍କୁ ଚିଠି ଦେଲା କଂଗ୍ରେସ ।୧୫ ବିଧାୟକଙ୍କ ସମର୍ଥନ ଥିବା କଂଗ୍ରେସ ଦାବି କରିଛି । ଅନ୍ୟପଟେ ବିଜେଡି କିନ୍ତୁ ଏପର୍ଯ୍ୟନ୍ତ ଅନାସ୍ଥା ପ୍ରସ୍ତାବକୁ ସମର୍ଥନ ଜଣାଇନି । ଏ ସମ୍ପର୍କରେ ବିରୋଧୀ!-->…
ଆବାସ ହିତାଧିକାରୀଙ୍କୁ ମାଗଣାରେ ବାଲି ଦେବା ଉପରେ ନିଷ୍ପତି ନେବେ
ଆବାସ ହିତାଧିକାରୀଙ୍କୁ ମାଗଣାରେ ବାଲି ଯୋଗାଇବେ ସରକାର । ଏହା ଉପରେ ଖୁବଶୀଘ୍ର ଚୂଡାନ୍ତ ନିଷ୍ପତ୍ତି ନିଆଯିବ । ଏନେଇ ଖଣି ମନ୍ତ୍ରୀ ବିଭୂତି ଜେନା କହିଛନ୍ତି । ଆହୁରି କହିଛନ୍ତି, ବାଲି ମାଫିଆଙ୍କୁ ନିସ୍ତାର ମିଳିବନି କହିଲେ ଖଣି ମନ୍ତ୍ରୀ । ତେବେ ଆଜି ବିଧାୟକ ରମେଶ ବେହେରାଙ୍କ!-->…
ସାର କଳାବଜାରୀ ହେଉଥିବା ମାନିଲେ ମନ୍ତ୍ରୀ
ରାଜ୍ୟରେ ସାର କଳାବଜାରୀ ହେଉଥିବା ମାନିଲେ ବିଭାଗୀୟ ମନ୍ତ୍ରୀ । ଜାଣିଶୁଣି କିଛି ଲୋକ କଳାବଜାରୀ କରୁଥିବା ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି | ରାଜ୍ୟରେ ଆବଶ୍ୟକ ପରିମାଣର ସାର ଅଛି । ଖୁବଶୀଘ୍ର ସମସ୍ୟାର ସମାଧାନ ହେବ । କଳାବଜାରୀ କାରଣରୁ ଅନେକ ସମସ୍ୟା ଉପୁଜିଛି ।!-->…
ଶୁଭମିତ୍ରାଙ୍କ ବାପାଙ୍କ ସାଂଘାତିକ ଅଭିଯୋଗ,ଶୁଭମିତ୍ରାଙ୍କ ଭଳି ଅପର୍ଣ୍ଣାଙ୍କୁ ମାରିଥିଲା ଦୀପକ
ପୁରୀ ସ୍ବର୍ଗଦ୍ବାରକୁ ଅନ୍ତିମ ସଂସ୍କାର ପାଇଁ ଆସିଥିବା ଶୁଭମିତ୍ରାଙ୍କ ବାପା ଅଭିଯୁକ୍ତ ଦୀପକ ବିରୋଧରେ ଆଣିଛନ୍ତି ସାଂଘାତିକ ଅଭିଯୋଗ।୧ କୋଟି ୨୫ ଲକ୍ଷର ବୀମା ଟଙ୍କା ପାଇଁ ଶୁଭମିତ୍ରାଙ୍କୁ ହତ୍ୟା କରିଛି ଦୀପକ । ତେବେ ହତ୍ୟାକାଣ୍ଡ ପଛରେ ମାଷ୍ଟରମାଇଣ୍ଡ ଦୀପକର ବଡ଼ ଭାଇ ବୋଲି ବଡ଼ ଅଭିଯୋଗ!-->…