Browsing Category
ଆଜିର ଖବର
ଆଜି ହେଉଛି ବିଶ୍ୱ ବାଉଁଶ ଦିବସ
ବାଉଁଶର ମହତ୍ତ୍ୱ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ସେପ୍ଟେମ୍ବର ୧୮ରେ ‘ବିଶ୍ୱ ବାଉଁଶ ଦିବସ’ ପାଳନ କରାଯାଏ । ବାଉଁଶ ହେଉଛି ଏକ ନିଆରା ଘାସ ଜାତୀୟ ଉଦ୍ଭିଦ ଯାହା ଶୀଘ୍ର ବଢିଥାଏ ଏବଂ ଅନେକ ଉପାୟରେ ବ୍ୟବହାର କରାଯାଇପାରେ । ଏହା କେବଳ ଶକ୍ତିଶାଳୀ ଏବଂ ବହୁମୁଖୀ ନୁହେଁ, ଏହା ମଧ୍ୟ!-->…
ପେନସନ ପାଇବେ ସୁଭଦ୍ରା ହିତାଧିକାରୀ
୬୦ ବର୍ଷ ହୋଇଥିବା ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ। ମଧୁବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଚିଠି କରାଯାଇଛି ।୬୦ ବର୍ଷ ପରେ MBPY/NSAPରେ ଯେ କୌଣସି ଅଧୀନରେ ପେନସନ ପାଇଁ!-->…
*ଏକ ପେଡ ମା କେ ନାମ*
କଳାହାଣ୍ଡି, ଶେଖର ସୁମନ ଦାଶ (HR TV ଓଡ଼ିଆ)ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଓଡ଼ିଶାର ରେକର୍ଡ । କୋଟିଏରୁ ଉର୍ଦ୍ଧ୍ୱ ବୃକ୍ଷରୋପଣ କରି ଗିନିଜ ବୁକ୍ ରେକର୍ଡ କଲା ଓଡିଶା। ଆଜି ପୂର୍ବାହ୍ନରେ ଏକାମ୍ର କଲେଜ ପରିସରରୁ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଲେ!-->…
ଆରମ୍ଭ ହେଲା କୁକୁର ଗଣନା
ଆଜିଠୁ ରାଜଧାନୀରେ ବୁଲାକୁକୁର ଗଣତି । ରାଜ୍ୟରେ ପ୍ରଥମ ଥର ପାଇଁ ବିଏମସି ପକ୍ଷରୁ ବୁଲା କୁକୁର ଗଣନା ଆରମ୍ଭ ହୋଇଛି । BMC ପକ୍ଷରୁ ଭୋର ୫ଟାରୁ ଆରମ୍ଭ ହୋଇଛି ଗଣତି । ୨୫ ତାରିଖ ପର୍ଯ୍ୟନ୍ତ ବିଏମସିର ୬୭ଟି ୱାର୍ଡରେ ଏହି ଗଣନା ହେବ । ଗଣନା ପ୍ରକ୍ରିୟାରେ ସାମିଲ ହୋଇଛନ୍ତି ୪୧୦ ଟି ଟିମ୍!-->…
ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ
ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ । ବିଭିନ୍ନ ପ୍ରସଙ୍ଗରେ ମୁହାଁମୁହିଁ ହେବେ ଶାସକ-ବିରୋଧୀ । ଗୃହରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି ବିଜେଡି। ମହିଳା ନିର୍ଯାତନା ମାମଲା, ସାର ଅଭାବ, ଓଟିଇଟି ପ୍ରଶ୍ନପତ୍ର ଲିକ୍, ବାହାର ରାଜ୍ୟକୁ ବଡ ବଡ ଶିଳ୍ପ ଚାଲିଯିବା, ପଞ୍ଚାୟତିରାଜ!-->…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଇଟାମାଟି ଥାନା ପକ୍ଷରୁ ବୃକ୍ଷ ରୋପଣ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଓଡ଼ିଶାର ରେକର୍ଡ । କୋଟିଏରୁ ଉର୍ଦ୍ଧ୍ୱ ବୃକ୍ଷରୋପଣ କରି ଗିନିଜ ବୁକ୍ ରେକର୍ଡ କଲା ଓଡିଶା। ଆଜି ପୂର୍ବାହ୍ନରେ ଏକାମ୍ର କଲେଜ ପରିସରରୁ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଲେ ମୁଖ୍ୟମନ୍ତ୍ରୀ। ସେପ୍ଟେମ୍ବର ୩୦ ତାରିଖ ଯାଏ!-->…
ଗଣିଆର ବିଭିନ୍ନ ସ୍ଥାନରେ ଦେବ ଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜାତ୍ସୋବ ପାଳିତ
ବୁଧବାର ଦେବଶିଳ୍ପୀ ବାବା ବିଶ୍ୱକର୍ମା ଦେବଙ୍କ ପୂଜାଉତ୍ସବ ମହାଆଡମ୍ବର ସହକାରେ ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ ପାଳିତ ହୋଇଯାଇଛି । ପୂଜା ମଣ୍ଡପଗୁଡିକରେ ବିଭିନ୍ନ ରଙ୍ଗବେରଙ୍ଗ ଆଲୋକମାଳା ସାଙ୍ଗକୁ ଆକର୍ଷଣୀୟ ତୋରଣମାନ ଦେଖିବାକୁ ମିଳିଛି । ଗଣିଆ ବ୍ଲକର ଇଶ୍ୱରପୁର, ଗଣିଆ, ୱାଲିପୁର,!-->…
ହଟିବ କଳାଧଳା ଫଟୋ, ଇଭିଏମରେ ରହିବ ପ୍ରାର୍ଥୀଙ୍କ ରଙ୍ଗୀନ ଫଟୋ
ଭାରତୀୟ ନିର୍ବାଚନ କମିଶନ ଇଭିଏମ୍ ବାଲଟ୍ ପେପରର ନକ୍ସା ସଂଶୋଧନ କରିଛନ୍ତି। ବର୍ତ୍ତମାନଠାରୁ ପ୍ରାର୍ଥୀଙ୍କ ଫଟୋ ଇଭିଏମ୍ ବାଲଟ୍ ପେପରରେ ରଙ୍ଗୀନ୍ ମୁଦ୍ରିତ ହେବ। ଭଲ ଦେଖାଯିବା ପାଇଁ ପ୍ରାର୍ଥୀଙ୍କ ମୁହଁ ଫଟୋଗ୍ରାଫ୍ର ତିନି-ଚତୁର୍ଥାଂଶ ସ୍ଥାନରେ ରହିବ। କ୍ରମିକ ସଂଖ୍ୟା ଗୁଡିକ ମଧ୍ୟ ଅଧିକ!-->…
ଜଲି ଏଲଏଲବି-୩କୁ ବମ୍ବେ ହାଇକୋର୍ଟଙ୍କ କ୍ଲିନ୍ ଚିଟ୍
ବମ୍ବେ ହାଇକୋର୍ଟ ଅକ୍ଷୟ କୁମାର ଏବଂ ଅରଶଦ ୱାରସୀଙ୍କ ଚଳଚ୍ଚିତ୍ର ଜଲି ଏଲଏଲବି ୩ ଉପରେ ପ୍ରତିବନ୍ଧକ ଲଗାଇବା ନେଇ ଏକ ଆବେଦନକୁ ଖାରଜ କରିଦେଇଛନ୍ତି । କୋର୍ଟ ସ୍ପଷ୍ଟ ଭାବରେ କହିଛନ୍ତି ଯେ, ନ୍ୟାୟପାଳିକା ଉପହାସକୁ ନେଇ ଚିନ୍ତିତ ନୁହେଁ। ଆବେଦନରେ ଅଭିଯୋଗ କରାଯାଇଥିଲା ଯେ, ଏହି ଫିଲ୍ମ!-->…
ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ଆସନ୍ତା ୨୩ରେ ହେବ ଅଳଙ୍କାର ସ୍ଥାନାନ୍ତର
ମହାପ୍ରଭୁଙ୍କ ଅଳଙ୍କାର ଆସନ୍ତା ୨୩ ତାରିଖରେ ସ୍ଥାନାନ୍ତର ହେବ। ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଏହା ସ୍ଥାନାନ୍ତରିତ ହେବ। ଏଥି ପାଇଁ ଅମୃତ ବେଳା ସ୍ଥିର କରାଯାଇଛି। ଏଥିପାଇଁ ନୀତି ନିର୍ଘଣ୍ଟ କରାଯାଇଥିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । କହିଛନ୍ତି,!-->…
ମୋଦିଜୀଙ୍କ ଜନ୍ମଦିନରେ ” ସଚେତନତାର ସନ୍ଦେଶ” ସ୍ଵାଥ୍ୟକେନ୍ଦ୍ରରେ ଫଳବଣ୍ଟନ ଓ ବୃକ୍ଷ ରୋପଣ
ଗଣିଆ: (ବିଶ୍ୱରଂଜନ ସେଠି) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଦିନଟିକୁ ଦେଶର ବିଭିନ୍ନ ସ୍ଥାନରେ ସେବା, ସଚେତନତା ଓ ପରିବେଶ ପ୍ରତି ସମର୍ପଣରେ ପରିଣତ କରିବାର ପ୍ରୟାସ ହେଉଛି ଗଣତନ୍ତ୍ରୀୟ ସମାଜର ପାଇଁ ନୂଆ ପ୍ରଥା। ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କେବଳ!-->…
ମହିଳାଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ବ, ‘ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ’
ଗଣିଆ -( ବିଶ୍ୱରଂଜନ ସେଠି) ମହିଳାଙ୍କ ସ୍ୱାସ୍ଥ୍ୟ ପ୍ରତି ଗୁରୁତ୍ୱ ଦେବାକୁ ଯାଇ ସାରା ରାଜ୍ୟରେ ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ୬ ପ୍ରକାରର ସ୍କ୍ରିନିଂ କରାଯାଉଛି । ରାଜ୍ୟରେ ସମସ୍ତ ବୟସ ବର୍ଗର ମହିଳା ଏବଂ ବାଳିକାମାନଙ୍କ ପାଇଁ ଶୁଭାରମ୍ଭ "ସୁସ୍ଥ ନାରୀ, ସଶକ୍ତ ପରିବାର"!-->…