Browsing Category
ଆଜିର ଖବର
ଆଇନଜୀବୀ ପରିଷଦ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି- ଅର୍ଚ୍ଚନାଙ୍କୁ ଓକିଲାତି ମନା
ଆଇନଜୀବୀ ପରିଷଦ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ତରଫରୁ ପ୍ରକାଶିତ ଏକ ପ୍ରେସ୍ ବିଜ୍ଞପ୍ତିରେ ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ବିବେଦୀ ଅର୍ଚ୍ଚନା ନାଗଙ୍କୁ ଆଇନଜୀବୀ ପେଶାରୁ ନିଲମ୍ବନ କରାଯାଇଥିବା ଏବଂ ତାଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ!-->…
ଦଶହରା ସମୟରେ ପଲିଥିନ୍ ବ୍ୟାଗରେ ଭୋଗ ନ ନେବା ପାଇଁ ଲୋକଙ୍କୁ ଅପିଲ୍ କରିଛି ବିଏମସି
ଦୁର୍ଗାପୂଜା ସମୟରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ନକରିବାକୁ ଲୋକଙ୍କୁ କହିଛି ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) ।ବିଏମସି ପକ୍ଷରୁ ରାଜଧାନୀର ବିଭିନ୍ନ ସ୍ଥାନରେ ଲାଗିତିବା ବୋର୍ଡରେ କିଓସ୍କ ସ୍ଥାପନ କରାଯାଇ ସେଥିରେ ସଚେତନତା ବାର୍ତ୍ତା ଲେଖାଯିବ ।ଏହି!-->…
ଭିଜିଲାନ୍ସ ପଞ୍ଝାରେ ବ୍ଲକ୍ ଏଜୁକେସନ ଅଫିସ୍ର ୨ କର୍ମଚାରୀ
ଭିଜିଲାନ୍ସ ଜାଲରେ ଦୁଇ କର୍ମଚାରୀ । ସମ୍ବଲପୁର ରେଙ୍ଗାଲି ବ୍ଲକ୍ ଏଜୁକେସନ ଅଫିସରେ କାର୍ଯ୍ୟରତ ଜୁନିୟର ଆସିଷ୍ଟାଣ୍ଟ ଦୁଷ୍ମନ୍ତ ସାହୁ ଧରିଲା ଭିଜିଲାନ୍ସ । ୭ ହଜାର ଟଙ୍କା ଲାଞ୍ଚ ନେବାବେଳେ ଦୁଷ୍ମନ୍ତ ସାହୁକୁ ମାଡିବସିଛି ଭିଜିଲାନ୍ସ ।ଭିଜିଲାନ୍ସ ଏକ ବିବୃତ୍ତିରେ କହିଛି ଯେ!-->…
ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ; ମୁତୟନ ହେବେ ୩୦ ପ୍ଲାଟୁନ୍ ପୁଲିସ
ଆସନ୍ତାକାଲିଠାରୁ ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବ । ବିଧାନସଭା ପରିସରରେ ଓ ବାହାରେ ପାଖାପାଖି ୩୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହେବେ । ବିଧାନସଭା ସମେତ ଲୋୟର ପିଏମ୍ଜିକୁ ପୁଲିସ ଛାଉଣି କରାଯିବ ।ଏହାସହ ଯେକୌଣସି ପରିସ୍ଥିତର ମୁକାବିଲା କରିବା ନିମନ୍ତେ ସଦାସର୍ବଦା!-->…
କନଷ୍ଟେବଳ ଶୁଭମିତ୍ରା ହତ୍ୟା ଘଟଣାରେ ସାମ୍ନାକୁ ଆସିଲା ମ୍ୟାରେଜସାର୍ଟିଫିକେଟ
ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କୁ ହତ୍ୟା ଘଟଣାରେ ନୂଆ ଟ୍ବିଷ୍ଟ ସାମ୍ନାକୁ ଆସିଛି। ପୂର୍ବରୁ ବିବାହିତ ଥିଲେ ଅଭିଯୁକ୍ତ ଦୀପକ ରାଉତ । ୨୦୨୨ରେ ଦୀପକଙ୍କ ପତ୍ନୀ ଖୁଣ୍ଟୁଣୀ ନିକଟରେ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ । ଏହାପରେ ପତ୍ନୀଙ୍କ ନାଁରେ ଥିବା ଇନ୍ସ୍ୟୁରାନ୍ସ କମ୍ପାନୀରୁ ୧!-->…
ପୂଜା ପୂର୍ବରୁ ଡିଜେ ଗାଡ଼ି ଉପରେ ଲାଗିଲା ଅଙ୍କୁଶ
ପୂଜା ପୂର୍ବରୁ ଡିଜେ ଗାଡ଼ି ଉପରେ ଲାଗିଲା ଅଙ୍କୁଶ । ସର୍କୁଲାର ଜାରି କଲା ରାଜ୍ୟ ପରିବହନ ବିଭାଗ । ଗାଡ଼ି ରେଜିଷ୍ଟ୍ରେସନ ସମୟର ଦେଖାଯିବ ଗାଡ଼ିର ଦୈର୍ଘ୍ୟ, ପ୍ରସ୍ତ, ଉଚ୍ଚତା । କୌଣସି ଗାଡ଼ିକୁ ମୋଡିଫାଏ କରିପାରିବେନି ଡିଜେ ମାଲିକ । ଗାଡିର ମୂଳ ଢାଞ୍ଚାରେ ପରିବର୍ତ୍ତନ ଓ ନିୟମ!-->…
ଆଜିଠୁ ନିଲାମ ହେବ ପିଏମ୍ ମୋଦିଙ୍କ ଉପହାର । ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ ନିଲାମ ପ୍ରକ୍ରିୟା
କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଆଜାଦୀ କା ଅମୃତ ମହୋତ୍ସବର ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଇଥିବା ଉପହାରର ସପ୍ତମ ଇ-ନିଲାମ ଘୋଷଣା କରିଛି। ଏଥର ନିଲାମ ୧୭ ସେପ୍ଟେମ୍ବର, ୨୦୨୫ ରୁ ୨ ଅକ୍ଟୋବର, ୨୦୨୫ ପର୍ଯ୍ୟନ୍ତ ଚାଲିବ। ରିପୋର୍ଟ ଅନୁଯାୟୀ ଏଥର ୧୩୦୦ ରୁ ଅଧିକ ଉପହାର!-->…
ମୋଦିଙ୍କୁ ଫୋନ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଟ୍ରମ୍ପ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୫ ବର୍ଷ ବୟସରେ ପାଦ ଦେଇଛନ୍ତି। ଭାରତୀୟ ଜନତା ପାର୍ଟିର କର୍ମୀମାନେ ଦେଶବ୍ୟାପୀ କାର୍ଯ୍ୟକ୍ରମ ଆୟୋଜନ କରୁଛନ୍ତି ଏବଂ ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କଠାରୁ ଆରମ୍ଭ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ!-->…
*ମହିଳାଙ୍କୁ ବ୍ଲାକମେଲିଂ ଓ ଦୁଷ୍କର୍ମ ଅଭିଯୋଗରେ ଜେଲ ଗଲେ ଅଧ୍ୟାପକ*
କଳାହାଣ୍ଡି, (HR TV ଓଡ଼ିଆ):ଜଣେ ମହିଳା ବାଥରୁମରେ ଗାଧୋଇବା ସମୟରେ ମୋବାଇଲରେ ନଗ୍ନ ଫଟୋ ଉଠାଇ ବ୍ଲାକମେଲିଂ କରିବା ଓ ବାରମ୍ବାର ଦୁଷ୍କର୍ମ କରିବା ଅଭିଯୋଗରେ ଜଣେ ଅଧ୍ୟାପକଙ୍କୁ ଜେଲ୍ ଯିବାକୁ ପଡ଼ିଛି। ଘଟଣାଟି ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏଭଳି ଏକ ଘଟଣା ଘଟିଛି କଳାହାଣ୍ଡି!-->…
ଶସ୍ତ୍ର ତ୍ୟାଗ କରିବେ ମାଓବାଦୀ। ଶସ୍ତ୍ର ଆନ୍ଦୋଳନକୁ ଅସ୍ଥାୟୀ ଭାବେ ବିରାମ ଦେବେ ମାଓବାଦୀ
ଶେଷରେ ମୁଣ୍ଡ ନୁଆଁଇଲା ଲାଲବାହିନୀ । ସୁରକ୍ଷା କର୍ମୀଙ୍କ ମାରାଥନ ମାଓ ବିରୋଧୀ ଅପରେସନ ପରେ ନରମିଲା ମାଓ ସଂଗଠନ । ଆଉ କୌଣସି ବାଟ ନପାଇ ଶେଷରେ ନିଃସର୍ତ୍ତ ଯୁଦ୍ଧବିରତି ଘୋଷଣା କରିଥିବା ମାଓ ସଂଗଠନ ମୁଖପାତ୍ର ଅଭୟ ସୂଚନା ଦେଇଛନ୍ତି । ଯୁଦ୍ଧ ବିରତି କରି ସରକାରଙ୍କ ଦ୍ବିପାକ୍ଷିକ ଆଲୋଚନା!-->…
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ, ମାଷ୍ଟରକ୍ୟାଣ୍ଟିନରେ ସ୍ବଛ ଭାରତ ଅଭିଯାନ କାର୍ଯ୍ୟକ୍ରମ
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ୭୫ ବର୍ଷ ବୟସରେ ପାଦ ଦେଲେ ମୋଦି । ତେବେ ଜନ୍ମଦିବସ ଅବସରରେ ବିଜେପି ପକ୍ଷରୁ ସ୍ବଚ୍ଛ ଭାରତ ଅଭିଯାନ ଅନୁଷ୍ଠିତ ହେଉଛି। ରାଜଧାନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ!-->…
ଦୁର୍ଗାପୂଜାକୁ ଭିଜାଇବ ବର୍ଷା । ସୃଷ୍ଟି ହୋଇପାରେ ଲଘୁଚାପ
ବର୍ଷାରେ ଭିଜବ ପାର୍ବଣ । ୨୫ରେ ପୁଣି ଏକ ଲଘୁଚାପ । ଓଡ଼ିଶା ଉପରେ ସକ୍ରିୟ ରହୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା । ଆସନ୍ତା ୨୫, ୨୬ ତାରିଖ ଆଡଡକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ!-->…