Browsing Category

ଆଜିର ଖବର

ଶସ୍ତ୍ର ତ୍ୟାଗ କରିବେ ମାଓବାଦୀ। ଶସ୍ତ୍ର ଆନ୍ଦୋଳନକୁ ଅସ୍ଥାୟୀ ଭାବେ ବିରାମ ଦେବେ ମାଓବାଦୀ

ଶେଷରେ ମୁଣ୍ଡ ନୁଆଁଇଲା ଲାଲବାହିନୀ । ସୁରକ୍ଷା କର୍ମୀଙ୍କ ମାରାଥନ ମାଓ ବିରୋଧୀ ଅପରେସନ ପରେ ନରମିଲା ମାଓ ସଂଗଠନ । ଆଉ କୌଣସି ବାଟ ନପାଇ ଶେଷରେ ନିଃସର୍ତ୍ତ ଯୁଦ୍ଧବିରତି ଘୋଷଣା କରିଥିବା ମାଓ ସଂଗଠନ ମୁଖପାତ୍ର ଅଭୟ ସୂଚନା ଦେଇଛନ୍ତି । ଯୁଦ୍ଧ ବିରତି କରି ସରକାରଙ୍କ ଦ୍ବିପାକ୍ଷିକ ଆଲୋଚନା

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ, ମାଷ୍ଟରକ୍ୟାଣ୍ଟିନରେ ସ୍ବଛ ଭାରତ ଅଭିଯାନ କାର୍ଯ୍ୟକ୍ରମ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ୭୫ ବର୍ଷ ବୟସରେ ପାଦ ଦେଲେ ମୋଦି । ତେବେ ଜନ୍ମଦିବସ ଅବସରରେ ବିଜେପି ପକ୍ଷରୁ ସ୍ବଚ୍ଛ ଭାରତ ଅଭିଯାନ ଅନୁଷ୍ଠିତ ହେଉଛି। ରାଜଧାନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ

 ଦୁର୍ଗାପୂଜାକୁ ଭିଜାଇବ ବର୍ଷା । ସୃଷ୍ଟି ହୋଇପାରେ ଲଘୁଚାପ

ବର୍ଷାରେ ଭିଜବ ପାର୍ବଣ । ୨୫ରେ ପୁଣି ଏକ ଲଘୁଚାପ । ଓଡ଼ିଶା ଉପରେ ସକ୍ରିୟ ରହୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା । ଆସନ୍ତା ୨୫, ୨୬ ତାରିଖ ଆଡଡକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ

ରାସ୍ତା ପାଇଁ ରାସ୍ତାରୋକ ଚେତାବନୀ ଏସପି କାର୍ଯ୍ୟାଳୟର ଦ୍ୱାରସ୍ତ ହେଲେ ପୋଖରୀବନ୍ଧ ପଞ୍ଚାୟତବାସୀ

କଳାହାଣ୍ଡି,ଶେଖର ସୁମନ ଦାଶ (HR TV ଓଡ଼ିଆ):ଲାଞ୍ଜିଗଡ଼ ବ୍ଲକ ପୋଖରୀବନ୍ଧ ପଞ୍ଚାୟତର ୧୭ଗୋଟି ଗାଁର ଲୋକେ ରାସ୍ତା ଖଣ୍ଡିକ ପାଇଁ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତଳୁ ଉପର ଯାଏଁ ସମସ୍ତଙ୍କୁ ଗୁହାରି କରି ଥକିଗଲେଣି। କେହି ଶୁଣୁନାହାନ୍ତି। ଶେଷରେ ଅନ୍ୟ ଉପାୟ ନପାଇଁ ନେଇଛନ୍ତି ଚରମ

ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନ

ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନ । ଏହି ଅବସରରେ ସାରା ଦେଶର ମହିଳାଙ୍କୁ ମିଳିବ ବଡ଼ ଉପହାର । ଏହାରି ମଧ୍ୟରେ ଦେଶରେ ସ୍ବାସ୍ଥ୍ୟ ନାରୀ,ସଶକ୍ତ ପରିବାର ଅଭିଯାନ ଆରମ୍ଭ ହୋଇଛି । ଯାହାକି ୧୭ ସେପ୍ଟେମ୍ବରରୁ ୨ ଅକ୍ଟୋବର ପର୍ଯ୍ୟନ୍ତ ଚାଲୁ ରହିବ ।ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ

*ଲାଞ୍ଜିଗଡ଼ ଦୁର୍ଗମ ଅଞ୍ଚଳରେ ଜଙ୍ଗଲୀ ହାତୀ ଘର ଭାଙ୍ଗିବା ଘଟଣା ସହାୟତା ର ହାତ ବଢ଼ାଇଲେ ଯୁବ ସାମ୍ବାଦିକ

କଳାହାଣ୍ଡି, ଶେଖର ସୁମନ ଦାଶ (HR TV ଓଡ଼ିଆ):କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଅଞ୍ଚଳରେ ଦିନକୁ ଦିନ ଜଙ୍ଗଲୀ ହାତୀଙ୍କ ଉପଦ୍ରବ ବଡ଼ୁଥିବା ବେଳେ ମୂଷାନାଲ ସେକ୍ସନ ବେନଗାଁ ପଞ୍ଚାୟତ ଅନ୍ତର୍ଗତ ଢୋଡ଼ୱାଲୀ ଗାଁରେ ଦୁଇଟି ପରିବାରର ଦୁଇଟି ଘର ସମ୍ପୂର୍ଣ୍ଣ ଭାବେ

ଲାଞ୍ଜିଗଡ଼ ଅଞ୍ଚଳର ବିକାଶ ପାଇଁ ଗଠିତ ହେଲା ଉନ୍ନୟନ କମିଟି

କଳାହାଣ୍ଡି, ଶେଖର ସୁମନ ଦାଶ (HR TV ଓଡ଼ିଆ):ଲାଞ୍ଜିଗଡ଼ ସାପ୍ତାହିକ ବଜାର ପ୍ରାଙ୍ଗଣରେ ଲାଞ୍ଜିଗଡ଼ ତଥା ପଡୋଶୀ ପଞ୍ଚାୟତର ଜନସାଧାରଣଙ୍କୁ ନେଇ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଲାଞ୍ଜିଗଡ଼ ରାଜା ଶ୍ରୀ ସୁରେନ୍ଦ୍ର ପ୍ରତାପ ସିଂଦେଓଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ

ମହିଳା ଟ୍ରାଫିକ କନେଷ୍ଟବଲ ନିଖୋଜ ମାମଲା,ବୁଲାଇନେବା ବାହାନାରେ ହତ୍ୟା ପରେ ଫିଙ୍ଗିଦେଲା ପ୍ରେମିକ

ଭୁବନେଶ୍ୱରରୁ ମହିଳା ଟ୍ରାଫିକ କନେଷ୍ଟବଲ ନିଖୋଜ ଘଟଣା । ୧୨ ଦିନ ପରେ ମିଳିଲା ନିଖୋଜ ଟ୍ରାଫିକ କନେଷ୍ଟବଲଙ୍କ ମୃତଦେହ । କେନ୍ଦୁଝର ଜିଲ୍ଲା ଘଟଗାଁ ଜଙ୍ଗଲରେ ମୃତଦେହ ପଡିଥିବା ସୂଚନା ମିଳିଛି।ଗତ ୬ ତାରିଖରୁ ନିଖୋଜ ଥିଲେ ମହିଳା କନେଷ୍ଟବଳ ଶୁଭମିତ୍ରା ସାହୁ । କନଷ୍ଟେବଳ ନିଖୋଜ ପରଠୁ

ବ୍ୟାପିଲା ମସ୍ତିଷ୍କ ଖିଆ ରୋଗ ! ୧୮ ମଲେଣି

କେରଳର ଅନେକ ଲୋକ ଏକ ଜୀବନ୍ତ ସୁକ୍ଷ୍ମଜୀବାଣୁ ଯୋଗୁଁ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ଜୀବାଣୁର ନାମ ନେଗ୍ଲେରିଆ ଫାଉଲେରି, ଯାହାକୁ ସାଧାରଣ ଭାଷାରେ 'ମସ୍ତିଷ୍କ ଖାଉଥିବା ଆମିବା' କୁହାଯାଏ। ଚଳିତ ବର୍ଷ ଏପର୍ଯ୍ୟନ୍ତ କେରଳରେ ଅମିବିକ୍ ମେନିଙ୍ଗୋ ଏନ୍‌ସେଫାଲାଇଟିସ୍‌ର ୬୭ଟି

ପୁରୀ ଶ୍ରୀମନ୍ଦିର ଓ ମନ୍ଦିର ନିକଟବର୍ତ୍ତୀ ଅଞ୍ଚଳରେ ଲାଗିବ ଆଣ୍ଟି ଡ୍ରୋନ

ଓଡିଶା ପୋଲିସ ଶ୍ରୀମନ୍ଦିର ସୁରକ୍ଷା ପାଇଁ ପୁରୀ ଶ୍ରୀମନ୍ଦିର ଓ ମନ୍ଦିର ନିକଟବର୍ତ୍ତୀ ଅଞ୍ଚଳରେ ଲଗାଇବାକୁ ଯାଉଛି ଆଣ୍ଟି ଡ୍ରୋନ ପ୍ରଣାଳୀ(Anti Drone System) । ଆଣ୍ଟି ଡ୍ରୋନ ପ୍ରଣାଳୀ କିଣିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ନୋ ଫ୍ଲାଇଂ ଜୋନ କରାଯାଇ କିପରି ଏହା କାର୍ଯ୍ୟକ୍ଷମ

ଆସନ୍ତାକାଲି ସର୍ବ ଭାରତୀୟ ସ୍ତରରେ ଯାତ୍ରୀ ସେବା ଦିବସ ପାଳନ ହେବ

ପାର୍ବଣ ଋତୁରେ ଯାତ୍ରୀଙ୍କୁ ସୁଗମ ଯାତ୍ରା ଅନୁଭବ ପ୍ରଦାନ କରିବା ଏବଂ ବର୍ଦ୍ଧିତ ଯାତ୍ରୀ ଭିଡ଼କୁ ପରିଚାଳନା କରିବା ପାଇଁ ରେଳବାଇ ନୂତନ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ ପ୍ରଚଳନ କରିବାକୁ ଘୋଷଣା କରିଛି।ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ

ମଦର ଡାଏରି ନିଜର କ୍ଷୀରର ମୂଲ୍ୟ ହ୍ରାସ କରିଛି

ଜିଏସଟି ୨.୦ ସଂସ୍କାର ପରେ ମଦର ଡେରୀ ତା’ର ଦୁଗ୍ଧ ଓ ଖାଦ୍ୟ ଉତ୍ପାଦର ମୂଲ୍ୟ ହ୍ରାସ କରିଛି। ଏହି ନୂଆ ମୂଲ୍ୟ ୨୨ ସେପ୍ଟେମ୍ବରରୁ ଲାଗୁ ହେବ। ସରକାରଙ୍କ ଜିଏସଟି ହ୍ରାସ ଓ ଅତ୍ୟାବଶ୍ୟକ ଜିନିଷ ଉପରୁ ଟିକସ ଉଠାଇବା ନିଷ୍ପତ୍ତି ପରେ ମଦର ଡେରୀର ସମସ୍ତ ଉତ୍ପାଦ ଏବେ ଶୂନ୍ୟ କିମ୍ବା ୫% ଟିକସ