Browsing Category
ଆଜିର ଖବର
ଆସନ୍ତାକାଲି ସର୍ବ ଭାରତୀୟ ସ୍ତରରେ ଯାତ୍ରୀ ସେବା ଦିବସ ପାଳନ ହେବ
ପାର୍ବଣ ଋତୁରେ ଯାତ୍ରୀଙ୍କୁ ସୁଗମ ଯାତ୍ରା ଅନୁଭବ ପ୍ରଦାନ କରିବା ଏବଂ ବର୍ଦ୍ଧିତ ଯାତ୍ରୀ ଭିଡ଼କୁ ପରିଚାଳନା କରିବା ପାଇଁ ରେଳବାଇ ନୂତନ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ ପ୍ରଚଳନ କରିବାକୁ ଘୋଷଣା କରିଛି।ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ!-->…
ମଦର ଡାଏରି ନିଜର କ୍ଷୀରର ମୂଲ୍ୟ ହ୍ରାସ କରିଛି
ଜିଏସଟି ୨.୦ ସଂସ୍କାର ପରେ ମଦର ଡେରୀ ତା’ର ଦୁଗ୍ଧ ଓ ଖାଦ୍ୟ ଉତ୍ପାଦର ମୂଲ୍ୟ ହ୍ରାସ କରିଛି। ଏହି ନୂଆ ମୂଲ୍ୟ ୨୨ ସେପ୍ଟେମ୍ବରରୁ ଲାଗୁ ହେବ। ସରକାରଙ୍କ ଜିଏସଟି ହ୍ରାସ ଓ ଅତ୍ୟାବଶ୍ୟକ ଜିନିଷ ଉପରୁ ଟିକସ ଉଠାଇବା ନିଷ୍ପତ୍ତି ପରେ ମଦର ଡେରୀର ସମସ୍ତ ଉତ୍ପାଦ ଏବେ ଶୂନ୍ୟ କିମ୍ବା ୫% ଟିକସ!-->…
ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ଆରମ୍ଭ
ଆସନ୍ତା ଅକ୍ଟୋବର ୯ ତାରିଖରେ ପ୍ରକାଶ ପାଇବା ନୂଆପଡ଼ା ଉପ ନିର୍ବାଚନର ଚୂଡାନ୍ତ ଭୋଟର ତାଲିକା । ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ୍ ମତଦାନ କେନ୍ଦ୍ର ୩୦୨ରୁ ୩୫୮କୁ ବୃଦ୍ଧି କରାଯାଇଛି । ପୁନଃବ୍ୟବସ୍ଥାପନ ପରେ ମୋଟ୍ ମତଦାନ କେନ୍ଦ୍ର ୩୫୮, ସହରାଞ୍ଚଳରେ ୩୬ ଓ ଗ୍ରାମାଞ୍ଚଳରେ ୩୨୨ଟି ବୁଥ୍!-->…
ଆସନ୍ତାକାଲି ବିଶ୍ୱକର୍ମା ପୂଜା
ଆସନ୍ତାକାଲି ବିଶ୍ୱକର୍ମା ପୂଜା । ଏଥିପାଇଁ ସବୁଠି ଚାଲିଛି ଜୋରଦାର ପ୍ରସ୍ତୁତି । ଏହି ଦିନ ଶିଳ୍ପକାରମାନେ ଭଗବାନ ବିଶ୍ୱକର୍ମାଙ୍କ ପୂଜା କରିଥାନ୍ତି । ଭଗବାନ ବିଶ୍ୱକର୍ମାଙ୍କୁ ଶିଳ୍ପକାରମାନଙ୍କ ଦେବତା କୁହାଯାଇଥାଏ । ପ୍ରତ୍ୟେକ ବର୍ଷ ଏହି ଜୟନ୍ତି କନ୍ୟା ସଂକ୍ରାନ୍ତି ଦିନ ପାଳନ!-->…
ବଢୁଛି ସୁନା ଏବଂ ରୁପା ଦର
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୧,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୨,୬୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୧,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର!-->…
ଆପୋଲୋ ଟାୟାର୍ସ ହେଲା ଟିମ୍ ଇଣ୍ଡିଆର ଜର୍ସି ସ୍ପନସର୍
ଡ୍ରିମ୍ ୧୧ ପରେ ଆପୋଲୋ ଟାୟାର୍ସ ହେଲା ଟିମ୍ ଇଣ୍ଡିଆର ଜର୍ସି ସ୍ପନସର୍ । ଏଣିକି ଟିମ୍ ଇଣ୍ଡିଆର ଜର୍ସିରେ ଆପୋଲୋ ଟାୟାର୍ସ ଲେଖାଥିବା ଦେଖିବାକୁ ମିଳିବ । ତେବେ ଡ୍ରିମ୍ ୧୧ ପରେ ଭାରତୀୟ କ୍ରିକେଟ୍ ଦଳର ଜର୍ସି ସ୍ପନସର କିଏ ହେବ ସେ ନେଇ ସସପେନ୍ସ ଲାଗି ରହିଥିଲା । ଆଉ ଶେଷରେ ଆପୋଲୋ!-->…
ରାଜ୍ୟରେ ମୋଟ୍ ୯୧୩ଟି ନବନିର୍ମିତ ଅଙ୍ଗନବାଡି କେନ୍ଦ୍ରର ଉଦ୍ଘାଟନ
ରାଜ୍ୟରେ ମୋଟ୍ ୯୧୩ଟି ନବନିର୍ମିତ ଅଙ୍ଗନବାଡି କେନ୍ଦ୍ରର ଉଦ୍ଘାଟନ କରାଯାଇଛି । ନୂତନ ଅଙ୍ଗନବାଡିର ଉଦ୍ଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏଥିମଧ୍ୟରେ ରହିଛି ଅନୁଗୁଳର ୩୫ଟି, ବାଲେଶ୍ୱରର ୭୭ଟି, ବରଗଡ଼ର ୪୪ଟି, ଭଦ୍ରକର ୩୪ଟି, ବଲାଙ୍ଗୀରର ୨୩ଟି, ବୌଦ୍ଧର ୧୧ଟି, କଟକର!-->…
ଓଡିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ
ଓଡିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ । ଏନେଇ ଆଜି ତାଙ୍କୁ କଟକ ସିଡିଏ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ତାଙ୍କୁ କିଛି ଦିନ ହେବ ଜ୍ବର ଏକ କଫ ଜନିତ ସମସ୍ୟା ରହିଥିଲା । ତେବେ ଲଙ୍ଗସରେ ସଂକ୍ରମଣ ଯୋଗୁଁ ଦେହ ଅଧିକ ଖରାପ ହେବା ପରେ ତାଙ୍କୁ ଗତକାଲି ଡାକ୍ତଖାନାରେ!-->…
ଅନଲାଇନ୍ ବେଟିଂ ଆପ୍ ମାମଲାରେ ଯୁବରାଜ ସିଂ ଏବଂ ରବିନ୍ ଉଥାପ୍ପାଙ୍କୁ ମଧ୍ୟ ସମନ
ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂହ ଓ ରବିନ ଉଥାପ୍ପାଙ୍କ ବଢିଲା ଅଡୁଆ । ଅନଲାଇନ୍ ବେଟିଂ ଆପ୍ ମାମଲାରେ ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ED ଉଭୟଙ୍କୁ ନୋଟିସ୍ ପଠାଇ ପଚରାଉଚରା ପାଇଁ ଡକାଯାଇଛି । ଭାରତର ଏହି ପୂର୍ବତନ କ୍ରିକେଟରଙ୍କୁ ଅନଲାଇନ୍ ବେଟିଂ ଆପ୍ ମାମଲାରେ!-->…
ଫେକ ସାର୍ଟିଫିକେଟ ଦେଇ ଚାକିରୀ ରୁ ବହିଷ୍କାର ହେଲେ ଅଧ୍ୟାପକ
ଜଗତସିଂହପୁର ଜିଲ୍ଲା ବାଲିକୁଦା ବାଲିକୁଦା ମହାବିଦ୍ୟାଳୟ ରେ ୭ବର୍ଷ ଧରି କମର୍ସ ଅଧ୍ୟାପକ ଭାବେ ସନ୍ତୋଷ କୁମାର ଶତପଥି କାର୍ଯ୍ୟ କରୁଥିଲେ। ଏମ୍କମ୍ ନକଲି ସାର୍ଟିଫିକେଟ ଦେଇ ସେ ୨୦୧୮ ମସିହାରୁ ଚାକିରୀ କରୁଥିଲେ। ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଅଭିଯୋଗ ପରେ ଆରଡିସିଙ୍କ ନିର୍ଦ୍ଦେଶ କ୍ରମେ!-->…
ରାସ୍ତାରେ ରିଲ୍ସ ବା ଭିଡିଓ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
କିଏ ବାଇକ୍ ଟାଙ୍କି ଉପରେ ଝିଅଙ୍କୁ ବସାଇ ଗାଡ଼ି ଚଳାଇ ମୋବାଇଲ୍ରେ ରିଲ୍ସ୍ କରୁଛି ତ ଆଉ କି ହ୍ୟାଣ୍ଡଲ୍ ଛାଡ଼ି ଗାଡ଼ି ଚଳାଇ ସୁଟିଂ କରୁଛି । ପୁଣି ଚାରିଚକିଆ ଯାନରେ ମଧ୍ୟ ବିପଜ୍ଜନକ ଭାବେ ଚଳାଇ ରିଲ୍ସ୍ କରୁଛନ୍ତି । ସୋସିଆଲ୍ ମିଡିଆରେ ନିଜର ଭିୟୋର୍ସ ବଢ଼ାଇବା ପାଇଁ ଆଜିକାଲି!-->…
ଆୟକର ରିଟର୍ନର ଶେଷ ତାରିଖ ଆଉ ଗୋଟିଏ ଦିନ ବୃଦ୍ଧି
ଆର୍ଥିକ ବର୍ଷ ୨୦୨୫ (ଆକଳନ ବର୍ଷ ୨୦୨୫-୨୬) ପାଇଁ ଆୟକର ରିଟର୍ନ ଦାଖଲ କରିବାର ଶେଷ ତାରିଖ ଗୋଟିଏ ଦିନ ବୃଦ୍ଧି କରାଯାଇଛି। ତେବେ ୧୬ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ଇନକମ୍ ଟ୍ୟାକ୍ସ ରିଟର୍ଣ୍ଣ ଫାଇଲ୍ କରିପାରିବେ । କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ବୋର୍ଡ (CBDT) ସୂଚନା ଅନୁସାରେ ଆଜି ଆଇଟିଆର!-->…