Browsing Category
ଆଜିର ଖବର
UPI ୟୁଜର୍ସ ୨୪ ଘଣ୍ଟା ଭିତରେ ୧୦ ଲକ୍ଷ ଟଙ୍କା ଟ୍ରାଞ୍ଜାକ୍ସନ କରିପାରିବେ
ଡିଜିଟାଲ୍ ପେମେଣ୍ଟ କରୁଥିବା ୟୁଜର୍ସଙ୍କ ପାଇଁ ଗୁଡ୍ ନ୍ୟୁଜ । ଏବେ ଗୋଟିଏ ଦିନରେ UPI ମାଧ୍ୟମରେ କରିପାରିବେ ୧୦ ଲକ୍ଷ ଟଙ୍କାର ପେମେଣ୍ଟ । ଏଣିକି ଆଉ ଅନଲାଇନ ପେମେଣ୍ଟରେ ଟ୍ରାଞ୍ଜାକ୍ସନ ଲିମିଟ୍ ନେଇ ଆପଣ ଅସୁବିଧାରେ ପଡ଼ିବେନି ୟୁପିଆଇ ୟୁଜର୍ସ । କାରଣ ପୂର୍ବରୁ ୧ ଲକ୍ଷ ଟଙ୍କା!-->…
ପିଏମ୍ କିଷାନରେ ସାମିଲ ହେବେ ସିଏମ୍ କିଷାନ ହିତାଧିକାରୀ
ଚାଷୀଙ୍କୁ ମିଳିବ ଅଧିକ ସହାୟତା । ରାଜ୍ୟ ସହ କେନ୍ଦ୍ର ଯୋଜନାର ମିଳିବ ଲାଭ । ପିଏମ୍ କିଷାନରୁ ଯୋଜନାରୁ ବାଦ ପଡ଼ିଥିବା ଚାଷୀଙ୍କୁ କରାଯିବ ସାମିଲ । ଏଥିପାଇଁ ରାଜ୍ୟ ସରକାର KYC ଅବଧିକୁ ବୃଦ୍ଧି କରିଛନ୍ତି ।କେ୍ୱାଇସି ଅବଧିକୁ ଆଉ ୬ ମାସ ବଢ଼ାଇଲେ ସରକାର । ୮ ସେପ୍ଟେମ୍ବରରୁ ଆଉ ୬ ମାସ!-->…
ଆମ ବସ୍ କର୍ମଚାରୀଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ
ଦରମା ମିଳିଲାନି ଗଡ଼ିଲାନି ଆମ ବସ୍। ବର୍ତ୍ତମାନ ୪୨ ଦିନ ହୋଇଯାଇଥିଲେ ବି ଦରମା ପାଇନଥିବାରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ କରିଛନ୍ତି ଆମ ବସ୍ ଡ୍ରାଇଭର।ଆଜି ପୋଖରୀପୁଟ ଡିପୋର ବସ କର୍ମଚାରୀ ଏକାଠି ଷ୍ଟିଅରିଂ ଛାଡ ଆନ୍ଦୋଳନ କରିଛନ୍ତି । ୪୩ଟି ବସ ବନ୍ଦ ପଡ଼ିଥିବାରୁ ଯାତ୍ରୀ ହନ୍ତସନ୍ତ ହେଉଛନ୍ତି!-->…
କାର୍ତ୍ତୀକ ମାସ ପାଇଁ ପୁରୀର ୪ଟି କେନ୍ଦ୍ରରେ ହେବ ହବିଷ୍ୟାଳୀ ମା’ମାନଙ୍କ ରହଣି ବ୍ୟବସ୍ଥା
ଚଳିତ ବର୍ଷର ହବିଷ ବ୍ରତ ଅକ୍ଟୋବର ମାସ ୭ ତାରିଖରୁ ଆରମ୍ଭ ହୋଇ ଏକ ମାସ ପର୍ଯ୍ୟନ୍ତ ଚାଲିବ। କେବଳ ଅନଲାଇନ ମାଧ୍ୟମରେ ପଞିକରଣ କରାଯିବ। ହବିଷ୍ୟାଳୀ ମା ମାନଙ୍କୁ ୪ ଗୋଟି ରହଣି କେନ୍ଦ୍ର ଯଥା ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ମୋଚିସାହି କଲ୍ୟାଣ ମଣ୍ଡପ ଓ ରେଳବାଇ ଆଶ୍ରୟସ୍ଥଳରେ ରଖାଯିବ!-->…
ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ସେପ୍ଟେମ୍ବର ୨୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁରରେ ହେବାକୁ ଥିବା ଯୁବ ସମାବେଶରେ ସାମିଲ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ଗତକାଲି ଏକ ଟିମ ବ୍ରହ୍ମପୁର ଆସି କାର୍ଯ୍ୟକ୍ରମ ସ୍ଥଳୀ ବୁଲି ଦେଖିଛନ୍ତି । ତେବେ!-->…
ଆଜିର ରାଶିଫଳ(୧୩ ସେପ୍ଟେମ୍ବର, ୨୦୨୫)
ମେଷ ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା!-->!-->!-->…
ପୋଲିସ ଏନକାଉଣ୍ଟରରେ୨ ହାର୍ଡକୋର ମାଓବାଦୀ ନିହତ
ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୨ ଜଣ ନକ୍ସଲ ନିପାତ ହୋଇଛନ୍ତି। ଏଥିସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।ପୋଲିସର ଏନକାଉଣ୍ଟରରେ ଆହୁରି ଅଧିକ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା ରହିଛି । ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ!-->…
ଖସିପଡ଼ିଲା ସ୍ପାଇସଜେଟ ବିମାନର ଚକ, ପାଇଲଟଙ୍କ ଯୋଗୁଁ ବଞ୍ଚିଗଲା ୭୫ ଯାତ୍ରୀଙ୍କ ଜୀବନ
ଗୁଜରାଟ କାଣ୍ଡଲାରୁ ମୁମ୍ବାଇ ଯାଉଥିବା ସ୍ପାଇସଜେଟ ବିମାନ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି । ବିମାନଟି ଉଡ଼ାଣ ଭରିବା ମାତ୍ରେ ଗୋଟିଏ ଚକ ଖସିପଡିଥିଲା । ବିମାନରେ ୭୫ ଜଣ ଯାତ୍ରୀ ରହିଥିଲେ । ତେବେ ବିମାନଟି ସୁରକ୍ଷିତ ଭାବେ ଅବତରଣ କରିଥିଲା ।ସ୍ପାଇସଜେଟର ମୁଖପାତ୍ର କହିଛନ୍ତି,!-->…
ଆଠଗଡ ରେ ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ଚଢାଉ।
ଆଠଗଡ ୧୨.୦୯ ( ମାନସ ରଞ୍ଜନ ସାହୁ) କଟକ ଜିଲ୍ଲା ଅବକାରୀ ଅଧୀକ୍ଷକ ଶ୍ରୀ କରୁଣା ଶଙ୍କର ତିୱାରୀ ଙ୍କ ନିର୍ଦେଶ କ୍ରମେ ଏବଂ ଆଠଗଡ ଅବକାରୀ ଉପ ଅଧିକ୍ଷ୍ୟକ ଶ୍ରୀ ସି ଏଚ ତିରୁପଥୀ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଆଠଗଡ ଥାନା ଅନ୍ତର୍ଗତ କୋରଙ୍ଗା , ତିଗିରିଆ ଥାନା ଅନ୍ତର୍ଗତ ପାଇକସାହି ଗ୍ରାମ!-->…
ମହାବିଦ୍ୟାଳୟରେ ୭ଦିନିଆ ଜାତୀୟ ସେବା ଯୋଜନା ଉଦଯାପିତ
ଗଣିଆ, (ବିଶ୍ୱରଂଜନ ସେଠି) ଏକ ସୁସ୍ଥ ସମୃଦ୍ଧ ଓ ସୁଦୃଢ ସମାଜ ଗଠନ ନିମନ୍ତେ ପ୍ରତିଟି ବିଦ୍ୟାର୍ଥୀ ପାଠ୍ୟ ପୁସ୍ତକରୁ ଶିକ୍ଷା ଗ୍ରହଣ କରିବା ସହ ତୃଣମୂଳ ସ୍ତରରେ କିପରି ସମାଜର ହିତପାଇଁ ଏହା ବିନିଯୋଗ ହୋଇପାରିବ ଏଥିପାଇଁ ତତ୍ପର ପ୍ରକାଶ କରିବା ଉଚିତ । ଯେଉଁଥି ପାଇଁ ଜାତୀୟ ସେବା ଯୋଜନା!-->…
ଗଣିଆ ପଂଚାୟତ ସମିତିର ଅଷ୍ଟମ ବୈଠକକୃଷି, ଉଦ୍ୟାନ, ଗ୍ରାମ୍ୟଉନ୍ନୟନ ଓ ଶିକ୍ଷା କୁ ଗୁରୁତ୍ୱ
ଗଣିଆ,(ବିଶ୍ୱରଂଜନ ସେଠି) ଶୁକ୍ରବାର ଗଣିଆ ପଂଚାୟତ ସମିତି ସଦଭାବନା ସଭାଗୃହରେ ପଂଚାୟତ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଳକ ଅଧ୍ୟକ୍ଷା ଝୁନା ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ଉପାଧ୍ୟକ୍ଷ ରାଜକିଶୋର ସାହୁ, ଜିଲାପରିଷଦ ସଭ୍ୟ ନରେଶ ବେହେରା, କନ୍ଧମାଳ ସାଂସଦଙ୍କ!-->…
ରିଲ୍ସ ବନାଇବା ପ୍ରେମ। ୧୧,୦୦୦ ଫାଇନ ଗଣିଲେ
ଛାଡ଼ିଗଲା ଏବେ ସ୍ୱାମୀ- ସ୍ତ୍ରୀଙ୍କ ରିଲ୍ସ ପ୍ରେମ। ଚଳନ୍ତା ଗାଡ଼ିରେ କୋଳରେ ବସାଇ କରୁଥିଲେ ରିଲ୍ସ। ଚାଲାଣ ବିଭାଗ କାଟିଦେଲା ମୋଟା ଅଙ୍କର ଫାଇନ୍।ଏଭଳି ଘଟଣା ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଅଞ୍ଚଳରେ ଘଟିଛି । ପରିବହନ ବିଭାଗ ନିୟମ ଉଲ୍ଲଙ୍ଘନ କରିଥିବା ଦର୍ଶାଇ ୧୧୦୦୦ ଟଙ୍କା ଜରିମାନା!-->…