Browsing Category

ଆଜିର ଖବର

ରିଲ୍ସ ବନାଇବା ପ୍ରେମ। ୧୧,୦୦୦ ଫାଇନ ଗଣିଲେ

ଛାଡ଼ିଗଲା ଏବେ ସ୍ୱାମୀ- ସ୍ତ୍ରୀଙ୍କ ରିଲ୍ସ ପ୍ରେମ। ଚଳନ୍ତା ଗାଡ଼ିରେ କୋଳରେ ବସାଇ କରୁଥିଲେ ରିଲ୍ସ। ଚାଲାଣ ବିଭାଗ କାଟିଦେଲା ମୋଟା ଅଙ୍କର ଫାଇନ୍‌।ଏଭଳି ଘଟଣା ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଅଞ୍ଚଳରେ ଘଟିଛି । ପରିବହନ ବିଭାଗ ନିୟମ ଉଲ୍ଲଙ୍ଘନ କରିଥିବା ଦର୍ଶାଇ ୧୧୦୦୦ ଟଙ୍କା ଜରିମାନା

ଅର୍ଚ୍ଚନା ନାଗଙ୍କ ଘରେ ED ଚଢ଼ାଉ ଜାରି

ଅର୍ଚ୍ଚନା ନାଗଙ୍କ ଘରେ ଇଡିର ଚଢାଉ । ୨୦୨୨ ଅର୍ଥ କାରବାର ମାମଲାରେ ଘାଣ୍ଟୁଛି ଇଡି । ପୂର୍ବରୁ ଘର ଛାଡିବା ପାଇଁ ଇଡି ନିର୍ଦ୍ଦେଶ ଦେଇଥିଲା । ଅର୍ଚ୍ଚନା ନାଗ ଇଡି ନିର୍ଦ୍ଦେଶ ଅବମାନନା କରିଥିବା ସୂଚନା ମିଳିଛି । ନିର୍ଦ୍ଦେଶ ଅବମାନନା ପରେ ଇଡି ଘର ସିଜ କରିପାରେ ବୋଲି ସୂଚନା ମିଳିଛି ।

ସି୩ ଦ୍ୱାରା ଦିଲ୍ଲୀ ଠାରେ ଆୟୋଜିତ  ଅନ୍ତର୍ଜାତୀୟ କୈଶୋର ସମ୍ମିଳନୀ ରେଯୋଗଦେଲେ  ନୟାଗଡ ଜିଲ୍ଲାର କିଶୋର କିଶୋରୀ

ନୟାଗଡ଼ = (ବିଶ୍ୱରଂଜନ ସେଠି )ଦିଲ୍ଲୀରେ ଆୟୋଜିତ ଆନ୍ତର୍ଜାତିକ କୈଶୋର ସମ୍ମିଳନୀ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାର ଗଣିଆ ବ୍ଲକ୍ କିଶୋରପ୍ରସାଦ ପଞ୍ଚାୟତର ବିଷ୍ଣୁପ୍ରିୟା ବେହେରାଙ୍କ ସହିତ ଦଶପଲ୍ଲା ବ୍ଲକ ନଛିପୂର ପଞ୍ଚାୟତର ସନ୍ଦୀପ ସାହୁ ଯୋଗଦେଇ ଓଡ଼ିଶାରୁ ପ୍ରତିନିଧିତ୍ୱ କରି ରାଜ୍ୟରେ

ଲାଞ୍ଚ ନେଇ ଧରାପଡ଼ିଲେ ତହସିଲଦାର ବାବୁ

ଲାଞ୍ଚ ନେଇ ଧରାପଡ଼ିଲେ ତହସିଲଦାର । ଲାଞ୍ଚ ନେବା ସମୟରେ ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ତାଙ୍କ ଠାରୁ ରସାୟନିକ ଲେପ ଥିବା ସମସ୍ତ ଟଙ୍କା ଜବତ କରାଯାଇଛି। ଶୁକ୍ରବାର ଦିନ ପ୍ରାୟ ୧୧ଟାରେ ବାମରା ତହସିଲ କାର୍ଯ୍ୟାଳୟରେ ଏହି ଚଢ଼ଉ

ଭିଜିଲାନ୍ସଜାଲ ରେ ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ

ସୂଚନା ଅନୁଯାୟୀ ଆଜି11ଘଟିକା ସମୟ ରେଖଣ୍ଡପଡ଼ା ରୋଡ଼ ଅଫିସ କାର୍ଯ୍ୟାଳୟରେ ୬ ହଜାର ଲାଞ୍ଚ ନେଇ ନୟାଗଡ଼ ଜିଲା ଶ୍ରମ ଅଧିକାରୀ ଚିତ ରଂଜନ ରାଉତ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ବିରୁଡ଼ା ଗାଁର ଶ୍ରମିକ ନେତା ତଥା କମ୍ୟୁନିଷ୍ଟ ପାର୍ଟି ରାଜ୍ୟ ପରିଷଦ ସଦସ୍ୟ ଭୁବନ ଚାନ୍ଦ ହାତୀ ଙ୍କ

IAS ଅଫିସର ସ୍ତରରେ ଛୋଟ ଅଦଳବଦଳ

IAS ଅଫିସର ସ୍ତରରେ ଅଦଳବଦଳ । ବିଜୟ ଅମୃତ କୁଲାଙ୍ଗେ ହେଲେ ପଶୁପାଳନ ଓ ପ୍ରାଣୀ ଧନ ବିଭାଗର ନିର୍ଦ୍ଦେଶକ । ଏଥିସହ ସେ ଓମଫେଡର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ । ତେବେ ଅଞ୍ଜନା ପଣ୍ଡା ହେଲେ ଆୟୁଷ ନିର୍ଦ୍ଦେଶିକା ସେହିପରି ପ୍ରେମଜିତ ନାୟକ- ଏସସି/ଏସଟି ଏବଂ

ଦିଲ୍ଲୀ ହାଇକୋର୍ଟକୁ ବମରେ ଉଡ଼ାଇବାକୁ ଧମକ

ଶୁକ୍ରବାର ଅପରାହ୍ନରେ ଦିଲ୍ଲୀ ହାଇକୋର୍ଟରେ ବୋମା ଧମକ ସୂଚନା ମିଳିବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା । ପୁଲିସ ସୂତ୍ର ଅନୁଯାୟୀ, ପ୍ରାୟ ୪୦ ମିନିଟ୍ ପୂର୍ବରୁ ଏକ ଧମକପୂର୍ଣ୍ଣ ଇମେଲ୍ ଆସିଥିଲା ଯେଉଁଥିରେ କୋର୍ଟ ପରିସରରେ ତିନୋଟି ବୋମା ରଖାଯାଇଥିଲା ଏବଂ ଅପରାହ୍ନ ୨ଟା ସୁଦ୍ଧା ହାଇକୋର୍ଟ

ରାଜ୍ୟରେ ନାହିଁ ବିଶେଷ ବର୍ଷା, କଷ୍ଟ ଦେଉଛି ଗରମ ସାଙ୍ଗକୁ ଗୁଳୁଗୁଳି

ରାଜ୍ୟରେ ପ୍ରବଳ ଖରା । ପୁଣି ଗୁଳୁଗୁଳି । ତାପମାତ୍ରା ୩୬ ଡେଇଁ ୩୭ ଡିଗ୍ରୀ ସେଲସିୟସ୍‌ ପାଖରେ ପହଞ୍ଚିଲାଣି । ରାତି ଅସହ୍ୟ ହେଉଛି । ଚିନ୍ତାର ବିଷୟ ହେଲା-ରାଜ୍ୟରେ ଏବେ ବିଶେଷ ବର୍ଷା ସମ୍ଭାବନା ନାହିଁ |ଶୁକ୍ରବାର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନ ଓ ଉପକୂଳର ଅଳ୍ପ କିଛି ଜାଗାରେ ଘଡ଼ଘଡ଼ି

ବଳଭଦ୍ର ପୁର ଗ୍ରାମରେ ହଜାର ହଜାର ଶ୍ରଦ୍ଧାଳୁ ଙ୍କ ସମାଗମ ରେ ବୁଢ଼ା ଭୈରବ ଙ୍କ ଝାମୁ ଯାତ୍ରା ସମ୍ପନ୍ନ ହେଲା

କଳାହାଣ୍ଡି : ଶେଖର ସୁମନ ଦାଶ (HR TV ଓଡ଼ିଆ ) ଲାଞ୍ଜିଗଡ ବ୍ଲକ ଜଗନ୍ନାଥପୁର ପଂଚାୟତ ଅନ୍ତର୍ଗତ ବଳଭଦ୍ର ପୁର ଗ୍ରାମରେ ବୁଢା ଭୈରବ ଙ୍କ ଝାମୁଯାତ୍ର ଅନୁଷ୍ଠିତ ହୋଇ ଯାଇ ଅଛି l ଏଥିରେ କଳାହାଣ୍ଡି ସମେତ ପଡୋଶୀ ଜିଲ୍ଲା ରାୟଗଡା ଓ କନ୍ଧମାଳ ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରୁ ହଜାର ହଜାର ଭକ୍ତ

ନଭେମ୍ବର ୫ରୁ କଟକ ବାଲିଯାତ୍ରା

ନଭେମ୍ବର ୫ରୁ କଟକ ବାଲିଯାତ୍ରା। ଏନେଇ ଜିଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ୫ରୁ ୧୨ ପର୍ଯ୍ୟନ୍ତ ବାଲିଯାତ୍ରା ଚାଲିବ। ଏଥର ଉପର ନୁହେଁ, କେବଳ ତଳ ପଡ଼ିଆରେ ଷ୍ଟଲ ପଡିବ।ଟ୍ରାଫିକ କଞ୍ଜକ୍ସନ ପାଇଁ ଉପର ବାଲିଯାତ୍ରା ପଡିଆରେ ହବନି । ୩୪ ଏକର ପରିବର୍ତ୍ତେ ୬୦

ଓଟିଇଟି ପରୀକ୍ଷା ପାଇଁ ଜିଲ୍ଲାପାଳ ମାନଙ୍କୁ ଚିଠି

ବୋର୍ଡ ସମ୍ପାଦକଙ୍କ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଚିଠି। ପରୀକ୍ଷା ପରିଚାଳନାରେ ସହଯୋଗ କରିବା ପାଇଁ ଚିଠି।ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବେ। ଆସନ୍ତା ୨୭ ତାରିଖରେ ହେବ ଓଟିଇଟି ପରୀକ୍ଷା।ବୋର୍ଡକୁ ପଠାଯିବା ପର୍ଯ୍ୟନ୍ତ ଗୋପନୀୟ ଜିନିଷ ଗୁଡିକୁ ପରୀକ୍ଷା କେନ୍ଦ୍ରରେ ସୁରକ୍ଷିତ

ବିଜେଡିରୁ ନିଲମ୍ବିତ ନୁହେଁ, ବରଂ ମୁଁ ଦଳରୁ ଇସ୍ତଫା ଦେଇଛି: ପ୍ରଫୁଲ୍ଲ ମଲ୍ଲିକ

ବିଜେଡିରୁ ନିଲମ୍ବିତ ନୁହେଁ, ବରଂ ମୁଁ ଦଳରୁ ଗତକାଲି ଇସ୍ତଫା ଦେଇଛି। ମୁଁ ନିଜର ବ୍ୟକ୍ତିଗତ କାରଣରୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଉପସଭାପତି ଦେବୀ ମିଶ୍ରଙ୍କୁ ନିଜର ଇସ୍ତଫା ପତ୍ର ପଠାଇଥିଲି। ଏହି ଇସ୍ତଫା ପତ୍ର ପାଇବା ପରେ ନିଲମ୍ବନ କରାଯାଇଥିବା କହୁଛନ୍ତି। ଆଜି ଏଭଳି ପ୍ରତିକ୍ରିୟା