Browsing Category

ଆଜିର ଖବର

ବିଜେଡିରୁ ନିଲମ୍ବିତ ନୁହେଁ, ବରଂ ମୁଁ ଦଳରୁ ଇସ୍ତଫା ଦେଇଛି: ପ୍ରଫୁଲ୍ଲ ମଲ୍ଲିକ

ବିଜେଡିରୁ ନିଲମ୍ବିତ ନୁହେଁ, ବରଂ ମୁଁ ଦଳରୁ ଗତକାଲି ଇସ୍ତଫା ଦେଇଛି। ମୁଁ ନିଜର ବ୍ୟକ୍ତିଗତ କାରଣରୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଉପସଭାପତି ଦେବୀ ମିଶ୍ରଙ୍କୁ ନିଜର ଇସ୍ତଫା ପତ୍ର ପଠାଇଥିଲି। ଏହି ଇସ୍ତଫା ପତ୍ର ପାଇବା ପରେ ନିଲମ୍ବନ କରାଯାଇଥିବା କହୁଛନ୍ତି। ଆଜି ଏଭଳି ପ୍ରତିକ୍ରିୟା

ଶପଥ ନେଲେ ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ। ରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ

କୋଣାର୍କ ଯାତ୍ରୀନିବାସ ର ୪୬ ବିଶିଷ୍ଟ ଘରରୁ ୧୭ ଘର ଏବେ ଅକାମି, ସବୁ ଦେଖି ପର୍ଯ୍ୟଟନ ବିଭାଗ ନିରବ।

ପର୍ଯ୍ୟଟନ ବିଭାଗ ପକ୍ଷରୁ ସେ ସମୟର ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ କଳକମଳରେ ୧୯୮୭ ମସିହା ଅକ୍ଟୋବର ୧୦ ତାରିଖରେ ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇ ନଭେମ୍ବର ୨୪ ତାରିଖ ୧୯୯୨ମସିହାରେ ପର୍ଯ୍ୟଟକମାନଙ୍କ ସେବାରେ ଲାଗିବା ପାଇଁ ମାନ୍ୟବର ପର୍ଯ୍ୟଟନ ମନ୍ତ୍ରୀ ଅନଙ୍ଗ ଉଦୟ ସି°ହ ଦେଓ

ଆଜି ଶପଥ ଗ୍ରହଣ କରିବେ ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

ଆଜି ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେବେ ସି.ପି. ରାଧାକ୍ରିଷ୍ଣନ। ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଧାକ୍ରିଷ୍ଣନ୍‌ଙ୍କୁ ଶପଥ ପାଠ କରାଇବେ। ଆଜି ପୂର୍ବାହ୍ନ ୧୦.୩୦ରୁ ମଧ୍ୟାହ୍ନ ୧୨.୩୦ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ସିପି

ଶ୍ରୀମନ୍ଦିର ପୋଲିସ କର୍ମଚାରୀମାନଙ୍କ ଦେହରେ ଲାଗିଲା କ୍ୟାମେରା

ଶ୍ରୀ ଜଗନ୍ନାଥ ମନ୍ଦିରର ଚାରି ଦ୍ୱାରରେ ନିୟୋଜିତ ପୋଲିସ କର୍ମଚାରୀମାନଙ୍କୁ ବଡି କ୍ୟାମେରା ଦିଆଯାଇଛି |ଯେଉଁଥିରେ ଅଡିଓ କ୍ଷମତା ଏବଂ ଯଥେଷ୍ଟ ସଂରକ୍ଷଣ କ୍ଷମତା ରହିଛି । ଏହି ପଦକ୍ଷେପ ମନ୍ଦିର ପରିସରରେ ପ୍ରବେଶ କରୁଥିବା ସନ୍ଦିଗ୍ଧ ବ୍ୟକ୍ତିମାନଙ୍କ ଉପରେ ନଜର ରଖିବାରେ ଯଥେଷ୍ଟ ଉନ୍ନତି

ଚିନ୍ତା ବଢ଼ାଇଲା ଜଳବାୟୁ ପ୍ରକ୍ରିୟା ଲା-ନିନାର ସକ୍ରିୟତା

ଆଉ ଦିନ କେଇଟା ପରେ ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ଆରମ୍ଭ ହେବ। ଏହି ସମୟରେ କିଛି କାରକ ଚଳିତ ବର୍ଷ ବାତ୍ୟା ଆଶଙ୍କା ସହ ବାତ୍ୟା ବାତାବରଣକୁ ଅନୁକୂଳ କରିଛି। ନେଗେଟିଭ୍‌ ଆଇଓଡି ଓ ଲା-ନିନା ସକ୍ରିୟ ରହିଲେ ବାତ୍ୟା ସୃଷ୍ଟି ନିମନ୍ତେ ପରିବେଶକୁ ଅନୁକୂଳ କରିଥାଏ। ପୂର୍ବରୁ

ନୂତନ ନୋଟାରୀ ନିଯୁକ୍ତି ପ୍ରକ୍ରିୟା ଶୀଘ୍ର ଆରମ୍ଭ କରାଯିବ: ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ରାଜ୍ୟରେ ଆଇନ ପ୍ରକ୍ରିୟା ହେବ ସହଜ ଓ ସରଳ | ତେବେ ଏହି ଦିଗରେ ନୋଟାରୀ ଓ ଆଇନଜୀବୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହି କ୍ରମରେ ନୂତନ ନୋଟାରୀ ନିଯୁକ୍ତି ଏବଂ ଅନଲାଇନ ଯୋଗେ ନୋଟାରୀ ଓ ଆଇନଜୀବୀଙ୍କ ଡାଟାବେସ ପ୍ରସ୍ତୁତ କରାଯିବ । ଆଜି ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଏକ ବୈଠକ

ଅକ୍ଟୋବର ମଧ୍ୟରେ ଶେଷ ହେବ ରତ୍ନଭଣ୍ଡାର ଗଣତି ମଣତି ଓ ହୁଣ୍ଡି ସ୍ଥାନାନ୍ତରଣ

ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାମ ସଂପୂର୍ଣ୍ଣ ହୋଇଛି। ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ ହୋଇଥିବାରୁ ମହାପ୍ରଭୁଙ୍କ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଗଣତି ମଣତି ପ୍ରକ୍ରିୟା ଖୁବ ଶୀଘ୍ର ଆରମ୍ଭ ହେବ। ଅକ୍ଟୋବର ମଧ୍ୟରେ ଗଣତି ମଣତି ଓ ହୁଣ୍ଡି ସ୍ଥାନାନ୍ତରଣ କାମ

ମହାନଦୀ ନଦୀତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁଆକାଂକ୍ଷିତ ମହାନଦୀ ନଦୀତଟ ବିକାଶ((Mahanadi River Front Development) ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି। ୨୦୨୫-୨୬ରୁ ୨୦୨୭-୨୮ ମଧ୍ୟରେ ଏହି ଯୋଜନା କାର୍ଯ୍ୟକାରୀ ହେବ ଏବଂ ତିନି ବର୍ଷରେ ୨୪୦ କୋଟି ଟଙ୍କା ଖର୍ଚ୍ଚ ହେବ। ଜଳ ସମ୍ପଦ ବିକାଶ ବିଭାଗ

ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ମିଳିବ ଜମି: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଯୋଗାଇବାକୁ ଯୋଜନା ପ୍ରସ୍ତୁତ । ଏନେଇ ସୂଚନା ଦେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ ପୂଜାରୀ କହିଛନ୍ତି, “୫ ବର୍ଷ ଭିତରେ ରାଜ୍ୟରେ କେହି ଜଣେ ଭୂମିହୀନ ବ୍ୟକ୍ତି ରହିବେ ନାହିଁ।” ଯେଉଁମାନଙ୍କର ୪ ଡିସିମିଲ୍‌ରୁ

ଭାରତୀୟ ନୌସେନାର ପ୍ରଥମ ସ୍ୱଦେଶୀ 3D ଏୟାର ସର୍ଭିଲେନ୍ସ ରାଡାର କାର୍ଯ୍ୟକ୍ଷମ

ଭାରତୀୟ ନୌସେନାରେ ସାମିଲ ହୋଇଛି ସ୍ବଦେଶରେ ନିର୍ମିତ ଶକ୍ତିଶାଳୀ ଥ୍ରୀଡି ସର୍ଭିଲାନ୍ସ ରାଡାର (ଏଏସଆର-ଲାଞ୍ଜା-ଏନ) । ଏହାକୁ ଟାଟା ଆଡଭାନ୍ସଡ୍ ସିଷ୍ଟମ୍ସ ଲିମିଟେଡ୍ ପକ୍ଷରୁ ଏକ ସ୍ପାନିଶ କମ୍ପାନିର ପ୍ରଯୁକ୍ତି ହସ୍ତାନ୍ତର ମାଧ୍ୟମରେ ନିର୍ମାଣ କରାଯାଇଛି । ଏହି ରାଡାର ଏକ ଭାରତୀୟ

ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକୃଷ୍ଣନ

ଭାରତର ଉପରାଷ୍ଟ୍ରପତି ଭାବରେ ନିର୍ବାଚିତ ହେବା ପରେ ସିପି ରାଧାକୃଷ୍ଣନ ମହାରାଷ୍ଟ୍ରର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି। ଏହା ପରେ ରାଷ୍ଟ୍ରପତି ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତଙ୍କୁ ମହାରାଷ୍ଟ୍ରର ରାଜ୍ୟପାଳର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି। ଅର୍ଥାତ୍ ଆଚାର୍ଯ୍ୟ ଦେବବ୍ରତ