Browsing Category
ଆଜିର ଖବର
୧୦ ଦିନରେ ୨ ଟି ବିଦ୍ୟୁତ ଟ୍ରାନ୍ସଫରମର ଚୋରି
ଗଣିଆ ତା୨୨/୦୮ (ବିଶ୍ୱରଂଜନ ସେଠି )ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ଛାମୁଣ୍ଡିଆ ପଂଚାୟତ ରେ ଗତ କିଛିଦିନ ହେଲା ବିଦ୍ୟୁତ ଟ୍ରାନ୍ସଫରମର ଚୋର ଙ୍କ ପ୍ରାଦୃର୍ଭାବ ବଢ଼ିବାରେ ଲାଗିଛି। ଏହି ଚୋର ଗ୍ୟାଙ୍ଗ ଲୋକଙ୍କ ଆଖିରେ ଧୂଳି ଦେଇ ୧୦ ଦିନ ମଧ୍ୟରେ ଦୁଇଟି ୧୦ କେଭି ବିଦ୍ୟୁତ ଟ୍ରାନ୍ସଫରମର ଚୋରି!-->…
ଗଣିଆ ଓଁମଶାନ୍ତି ଆଶ୍ରମରେ ରକ୍ଷାବନ୍ଧନ ପାଳିତ
ଗଣିଆ -(ବିଶ୍ୱରଂଜନ ସେଠି )ନୟାଗଡ଼ ଜିଲ୍ଲା ଗଣିଆ ସ୍ଥିତ ଓଁ ଶାନ୍ତି ଆଶ୍ରମ (ବ୍ରହ୍ମାକୁମାରୀ ସେବାକେନ୍ଦ୍ର) ଠାରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅତ୍ୟନ୍ତ ଆଧ୍ୟାତ୍ମିକ ଓ ପବିତ୍ର ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି।କାର୍ଯ୍ୟକ୍ରମରେ ଗଣିଆ ବ୍ରହ୍ମକୁମାରୀ ସେବାକେନ୍ଦ୍ର ର ଭଉଣୀ ସ୍ବର୍ଣ୍ଣ!-->…
ଗରିମା କର୍ମଶାଳାରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ ! ‘ମିଶନ ଜିରୋ’ ଲକ୍ଷ୍ୟ ହାସଲ ପାଇଁ ଟେକ୍ନୋଲୋଜିର ବ୍ୟବହାର
ପରିମଳ କର୍ମଚାରୀଙ୍କ ସୁରକ୍ଷା ଓ ସମ୍ମାନକୁ ସରକାରଙ୍କ ଗୁରୁତ୍ୱ । ଗରିମା କର୍ମଶାଳାରେ ଯୋଗଦେଇ ପରିମଳ କର୍ମଚାରୀଙ୍କ ସୁରକ୍ଷା, ସମ୍ମାନ ଓ କଲ୍ୟାଣ ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପରିମଳ କ୍ଷେତ୍ରରେ ଏବେ ମେସିନ ଓ ରୋବୋଟିକ୍ସର ବ୍ୟବହାର ହେଉଛି। ଆଗକୁ ଆହୁରି ନୂଆ ମେସିନ ଆସିବ।!-->…
୪ ବର୍ଷରୁ କମ୍ ପିଲାଙ୍କ ପାଇଁ ଏହି ଔଷଧ ମନା !
କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ ଥଣ୍ଡା ଏବଂ କାଶ ଔଷଧକୁ ନିଷିଦ୍ଧ କରିଛନ୍ତି। ବିଶେଷକରି କ୍ଲୋରଫେନିରାମିନ ମାଲେଏଟ (Chlorpheniramine Maleate) ଏବଂ!-->…
୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ପ୍ରମୁଖ ରାଜନେତାଙ୍କ ସୁରକ୍ଷାକୁ ନେଇ ବଡ଼ ପଦକ୍ଷେପ
୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନଜରରେ ରଖି ରାଜ୍ୟର ପ୍ରମୁଖ ରାଜନେତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯାଉଛି। ରିପୋର୍ଟ ଅନୁସାରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଓ ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀଙ୍କ ସମେତ!-->…
ଓଡ଼ିଶା ଭୂ-ସଂସ୍କାର ଆଇନ, ୧୯୬୦ରେ ସଂଶୋଧନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି ରାଜ୍ୟ ସରକାର
ସହରାଞ୍ଚଳରେ କୃଷି ଜମିକୁ ଅଣକୃଷି କାର୍ଯ୍ୟରେ ବ୍ୟବହାର ପାଇଁ ଏଣିକି ଅଲଗା ଭାବେ ରାଜସ୍ୱ ବିଭାଗର ଅନୁମତି ନେବାକୁ ପଡ଼ିନପାରେ । ଜମି ବ୍ୟବହାର ପରିବର୍ତ୍ତନ ପ୍ରକ୍ରିୟାକୁ ସରଳ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଓଡ଼ିଶା ଭୂ-ସଂସ୍କାର ଆଇନ, ୧୯୬୦ରେ ସଂଶୋଧନ ଆଣିବାକୁ!-->…
୭ ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ: ଖାଦ୍ୟ ଯୋଗାଣ ମନ୍ତ୍ରୀ
ଖରିଫ ଋତୁ ପାଇଁ ୭ ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ କରିସାରିଲେଣି । ଏନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଆହୁରି କହିଛନ୍ତି, ଏହି ପ୍ରକ୍ରିୟାକୁ ସରଳ କରାଯାଇଛି । କୌଣସି ପ୍ରକାରର ବାଧା ନାହିଁ । କାଲି ଗୋଟିଏ ଦିନରେ ୧ ଲକ୍ଷ ୨୦ ହଜାର ଚାଷୀ ପଞ୍ଜୀକରଣ!-->…
କୋଟିଆ ଆନ୍ଧ୍ରର ସୀମା ଗୁଗୁଲ ମ୍ୟାପ୍ରେ ଭୁଲ୍ ତଥ୍ୟ
କୋରାପୁଟ ଜିଲ୍ଲାର କୋଟିଆ ଅଞ୍ଚଳର ସୀମାକୁ ଗୁଗୁଲ ମ୍ୟାପ୍ରେ ଭୁଲ ଭାବେ ପ୍ରଦର୍ଶନ କରାଯାଉଥିବା ଅଭିଯୋଗ ଏବେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପରିଣତ ହୋଇଛି। ଡିଜିଟାଲ ମାନଚିତ୍ରରେ କୋଟିଆର ପ୍ରଶାସନିକ ସୀମା ଓ ପରିଚୟ ସଠିକ୍ ଭାବେ ପ୍ରତିଫଳିତ କରିବା ପାଇଁ ରାଜ୍ୟ ସରକାରୀ ସ୍ତରରେ!-->…
ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟସେବା ସ୍ଥିତିର ତଦାରଖ ପାଇଁ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀ ନିୟୋଜିତ
ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ପ୍ରଭାବିତ ଅଞ୍ଚଳରେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସ୍ଥିତିର ନିରନ୍ତର ତଦାରଖ ଓ ଆବଶ୍ୟକ ସହାୟତା ସୁନିଶ୍ଚିତ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ବିଭିନ୍ନ ବନ୍ୟାପ୍ରଭାବିତ ଜିଲ୍ଲାରେ ନିୟୋଜିତ!-->…
ମହଙ୍ଗା ପଡ଼ିଲା ପ୍ରେମ ପ୍ରତାରଣା, ଦୁଷ୍କର୍ମ ଅଭିଯୋଗରେ SI ଗିରଫ
ଖାକିରେ କଳଙ୍କ। ଆଇନ ରକ୍ଷା କରୁଥିବା ପୁଲିସ ବାବୁଙ୍କ ବିରୋଧରେ ଆସିଛି ସଙ୍ଗୀନ ଅଭିଯୋଗ। ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ଏବଂ ପରେ ପ୍ରତାରଣା କରିଥିବା ଅଭିଯୋଗରେ ବାରିପଦା ଟାଉନ ଥାନାରେ କାର୍ଯ୍ୟରତ ଏସ୍ଆଇ ପ୍ରଭାତ କୁମାର ନାୟକଙ୍କ ନାଁରେ ମାମଲା ରୁଜୁ!-->…
ପୁଣି ହେବ ରତ୍ନଭଣ୍ଡାରରେ ଅଳଙ୍କାରର ଗଣତିମଣତି
ପୁଣି ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ ତାରିଖରେ ହେବ ରତ୍ନଭଣ୍ଡାରରେ ଥିବା ରତ୍ନ ଓ ଅଳଙ୍କାରର ଗଣତିମଣତି । ଶ୍ରୀମନ୍ଦିରର ବିଭିନ୍ନ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଏବଂ କମାଣ୍ଡରଙ୍କ ପରାମର୍ଶ ଅନୁଯାୟୀ ଏହି ଗଣତି ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ!-->…
ମହାରାଷ୍ଟ୍ରରେ FDAର ବଡ଼ କାର୍ଯ୍ୟାନୁଷ୍ଠାନ; ମ୍ୟାକଡୋନାଲ୍ଡସ୍ ସମେତ ୮ଟି ପ୍ରମୁଖ ରେଷ୍ଟୁରାଣ୍ଟର ଫୁଡ୍ ଲାଇସେନ୍ସ…
ମହାରାଷ୍ଟ୍ରରେ FDA ପକ୍ଷରୁ ବଡ଼ ଆକ୍ସନ । ଲୋକଙ୍କ ସ୍ୱାସ୍ଥ୍ୟ ସହ ଖେଳୁଥିବା ରେଷ୍ଟୁରାଣ୍ଟ ଏବଂ ଖାଦ୍ୟ ପ୍ରତିଷ୍ଠାନଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସୂଚନା ଅନୁସାରେ, ମହାରାଷ୍ଟ୍ରରେ ୮୯ଟି ହୋଟେଲ୍, ରେଷ୍ଟୁରାଣ୍ଟ ଓ ଢାବାରେ ଯାଞ୍ଚ କରିଥିଲା FDA । ଏଥିରୁ ୭୧ଟି!-->…