Browsing Category
ଆଜିର ଖବର
ଭଡ଼ାରେ ଲାଗିଛି ବାଣୀବିହାର କ୍ବାର୍ଟର୍ସ: ଆଜି ଜବରଦଖଲକାରୀଙ୍କୁ କରାଯିବ ଖାଲି
ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରବାସରୁ ଅଣଛାତ୍ର ହଟିବା ପରେ ସମ୍ପୂର୍ଣ୍ଣ କ୍ୟାମ୍ପସକୁ ଜବରଦଖଲ ମୁକ୍ତ କରାଯିବ । ଆଜି ଭଡ଼ାଟିଆ ମୁକ୍ତ ହେବ କ୍ୟାମ୍ପସ। କ୍ୱାର୍ଟର୍ସରୁ ଜବରଦଖଲକାରୀଙ୍କୁ ଖାଲି କରାଯିବ। ଏଥିପାଇଁ କ୍ୟାମ୍ପସରେ ବ୍ୟାପକ ପୁଲିସ ମୁତୟନ କରାଯିବ । କ୍ୟାମ୍ପସରେ ପ୍ରଫେସର!-->…
ଆନ୍ତଃରାଜ୍ୟ ବାଇକ ଲୁଟେରା ଗ୍ୟାଙ୍ଗର ୪ ଜଣ ବ୍ୟକ୍ତି ଗିରଫ
କଟକ ଜିଲ୍ଲା ଖୁଣ୍ଟୁଣୀ ପୋଲିସ ଆନ୍ତଃରାଜ୍ୟ ବାଇକ ଲୁଟେରା ଗ୍ୟାଙ୍ଗ ର ୪ ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୧୩ ଟି ମୋଟର ସାଇକେଲ କୁ ଜବତ କରିଛି ପୋଲିସ। ଅଭିଯୁକ୍ତମାନେ ହେଲେ କଟକ ଜିଲ୍ଲା ବାରଙ୍ଗ ଥାନା ବିଦ୍ୟାଧରପୁର ଗାଁର ମୁଖ୍ୟ ଅଭିଯୁକ୍ତ ରାଜା ଓରଫ ଲୁଲୁ ମହନ୍ତ,!-->…
ଏବେ ସମଗ୍ର ଦେଶରେ ଭୋଟର ତାଲିକାର ହେବ SIR
ଅକ୍ଟୋବର ମାସରୁ ଦେଶବ୍ୟାପୀ ଭୋଟର ତାଲିକାର ସ୍ୱତନ୍ତ୍ର ଭୋଟର ଆଇଡି ସଂଶୋଧନ (SIR) ଆରମ୍ଭ ହେବ। ବୁଧବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବୈଠକରେ ଏହି ପ୍ରସ୍ତୁତି ଆଲୋଚନା ହୋଇ ଅନୁମୋଦନ ପାଇଛି।ଅଧିକାରୀମାନେ ସେପ୍ଟେମ୍ବର ସୁଦ୍ଧା ପ୍ରାଥମିକ!-->…
କ୍ୟାବିନେଟ୍ ବୈଠକରେ ୫ଟି ବିଭାଗର ୫ଟି ପ୍ରସ୍ତାବ ଅନୁମୋଦିତ
କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବରେ ଲାଗିଲା ମୋହର। ବୁଧବାର ରାଜ୍ୟ ସରକାର ଭିନ୍ନ ଭିନ୍ନ ୫ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ଯେଉଁଥିରେ ରହିଛି ଭୁବନେଶ୍ବର ନ୍ୟୁ ସିଟି ମାଷ୍ଟର ପ୍ଲାନକୁ ମଞ୍ଜୁରୀ ସହ ବିଡିଓ ମାନଙ୍କର କ୍ଷମତା ବୃଦ୍ଧି ଭଳି ନିଷ୍ପତ୍ତି। ବୈଠକ ପରେ ମୁଖ୍ୟ ଶାସନ ସଚିବ!-->…
କଟକରେ ପୂଜା ପେଣ୍ଡାଲ ଓ ଭସାଣୀ ଶୋଭାଯାତ୍ରା ପାଇଁ ଅନୁମତି ବାଧ୍ୟତାମୂଳକ
କଟକରେ ପୂଜା ପେଣ୍ଡାଲ ଓ ଭସାଣୀ ଶୋଭାଯାତ୍ରା ପାଇଁ ଅନୁମତି ବାଧ୍ୟତାମୂଳକ। ପ୍ରସ୍ତୁତି ବୈଠକରେ ସୂଚନା ଦେଲେ କଟକ ଜିଲ୍ଲାପାଳ।କେବଳ ପୂଜା ପେଣ୍ଡାଲ ନୁହେଁ, ରାବଣ ପୋଡି, ମୀନାବଜାର, ଦୋଳି ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି ପାଇଁ କର୍ତ୍ତୃପକ୍ଷଙ୍କଠାରୁ ଅନୁମତିପତ୍ର ହାସଲ!-->…
ବାଦ ପଡ଼ିଥିବା ଯୋଗ୍ୟ ମହିଳାଙ୍କୁ ସୁଭଦ୍ରାରେ ସାମିଲ କରାଯିବ । ଖୋଲିବ ଅଭିଯୋଗ ପୋର୍ଟାଲ୍
ଆଜି ମହିଳା ଓ ଶିଶୁ ବିକାଶ ସମ୍ମିଳନୀ କକ୍ଷରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସୁଭଦ୍ରାରୁ ବଞ୍ଚିତ ହୋଇଥିବା ହିତାଧିକାରୀମାନଙ୍କ କାରଣ ବିଷୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ!-->…
ଛାମୁଣ୍ଡିଆ ବନ ବିଭାଗ ଦ୍ବାରା ଗଡ଼ିଲା ସବୁଜ ରଥଚାରା ବଣ୍ଟନ କାର୍ଯ୍ୟକ୍ରମ ଉଦଘାଟନ
ଗଣିଆ - ( ବିଶ୍ୱରଂଜନ ସେଠି) ନୟାଗଡ ମହାନଦୀବନ୍ୟପ୍ରାଣୀ ବନ ଖଣ୍ଡ ଅନ୍ତର୍ଗତ ଛାମୁଣ୍ଡିଆ ବନାଞ୍ଚଳକାର୍ଯ୍ୟାଳୟ ସମୁଖରେ ବୁଧବାର ଦିନ ଏକ ପେଡ ମାକେ ନାମ କାର୍ଯ୍ୟକ୍ରମର ଶୁଭାରମ୍ଭ ଜରାଯାଇଥିଲା I ଏହିପରିପ୍ରେକ୍ଷୀରେ ସବୁଜରଥ ଉଦଘାଟନ କରାଯାଇ ଥିଲାII କାର୍ଯ୍ୟକ୍ରମ ରେ ଏ ସି ଏଫ ଦେବୀ!-->…
ରାଜ୍ୟପାଳଙ୍କ ବଣ୍ଡାଘାଟି ପରିଦର୍ଶନ,ପାରମ୍ପରିକ ସଙ୍ଗୀତ ଓ ନୃତ୍ୟ ମାଧ୍ୟମରେ ସ୍ୱାଗତ ଜଣାଇଲେ ବଣ୍ଡା ଜନଜାତି
ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ମୁଦୁଲିପଡା ପଞ୍ଚାୟତ ବଣ୍ଡାଘାଟି ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ବୁଧବାର ଗସ୍ତ କରିଛନ୍ତି। ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୋବିନ୍ଦପାଲି ଠାରେ ପହଁଚିବା ପରେ ତାଙ୍କୁ ଜିଲ୍ଲାପାଳ ସୋମେଶ ଉପାଧ୍ୟୟ , ଏସପି ବିନୋଦ ପାଟିଲ, ମାଲକାନଗିରି ବିଧାୟକ!-->…
ନୂଆ ସରକାର ପାଇଁ ନୂଆପଡା ନୂଆ ଚ୍ୟାଲେଞ୍ଜ
୨୦୨୪ ନିର୍ବାଚନ ପରେ ପ୍ରଥମ ଉପନିର୍ବାଚନ ଦେଖିବ ଓଡ଼ିଶା । ଏହି ନିର୍ବାଚନ ଫଳାଫଳ ସରକାର ଭାଙ୍ଗିବନି କି ଗଢ଼ିବନି । ହେଲେ ୩ ରାଜନୈତିକ ଦଳର ଲୋକପ୍ରିୟତାର ଏସିଡ୍ ଟେଷ୍ଟର ପ୍ରମାଣ ଦେବ ଉପ-ନିର୍ବାଚନ ।ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଉପ-ନିର୍ବାଚନ ନେଇ ଆରମ୍ଭ ହୋଇଛି!-->…
ଆଡ଼କଟା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଜନ ଆରୋଗ୍ୟ ସମିତି ବୈଠକ
ଗଣିଆ (,ବିଶ୍ୱରଞ୍ଜନ ସେଠି) ବୁଧବାର ପୂର୍ବାହ୍ନରେ ଗଣିଆ ବ୍ଳକସ୍ଥିତ ଛାମୁଣ୍ଡିଆ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଜନ ଆରୋଗ୍ୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜନ ଆରୋଗ୍ୟ ସମିତିର ଅଧ୍ୟକ୍ଷ ତଥା ଜିଲା ପରିଷଦ ସଭ୍ୟ ନରେଶ କୁମାର ବେହେରା!-->!-->!-->…
ପରକୀୟା ପ୍ରୀତି-ପତ୍ନୀଙ୍କୁ ସନ୍ଦେହରୁ ବର୍ବରତା: ବନ୍ଧା ହେଲେ ସ୍ବାମୀ
ଶିକ୍ଷୟିତ୍ରୀ ପତ୍ନୀଙ୍କ ପରକୀୟା ପ୍ରୀତିରେ ନୂଆ ମୋଡ଼ । ପତ୍ନୀଙ୍କ ପାଲଟା ଅଭିଯୋଗ ଆଧାରରେ ଅଭିଯୁକ୍ତ ସ୍ଵାମୀ ଗିରଫ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କାକଟପୁର ଥାନା ଅନ୍ତର୍ଗତ ବଡକଣ ଗ୍ରାମରେ । ଶିକ୍ଷୟିତ୍ରୀ ପତ୍ନୀଙ୍କୁ ସନ୍ଦେହ କରି ମାଡ଼ ମାରି ରାସ୍ତାରେ ଚଲାଇ ଥାନାକୁ ଆଣିଥିଲେ ।!-->…
ସ୍ୱତନ୍ତ୍ର ଟ୍ରେନ୍ରେ ଅଯୋଧ୍ୟା ଓ ବାରଣାସୀ ଯାତ୍ରା କଲେ ୭୭୫ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ
ସ୍ୱତନ୍ତ୍ର ଟ୍ରେନ୍ରେ ଅଯୋଧ୍ୟା ଓ ବାରଣାସୀ ଯାତ୍ରା କଲେ ତୀର୍ଥଯାତ୍ରୀ । ୭୭୫ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନା ଯାତ୍ରା କରିଛନ୍ତି । ଆର୍ଥିକ ବର୍ଷ ୨୦୨୫-୨୬ର ପ୍ରଥମ ପର୍ଯ୍ୟାୟରେ ତୀର୍ଥଯାତ୍ରୀମାନେ ଭୁବନେଶ୍ୱରରୁ ଅଯୋଧ୍ୟା ଓ ବାରଣାସୀ ବୁଲି ଦେଖିବେ । ଆଜି ଭୁବନେଶ୍ବର ରେଳ!-->…