Browsing Category

ଆଜିର ଖବର

ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଶେଷ ।  ଚଳିତ ବର୍ଷ ୧ଲକ୍ଷ ୩୦ ହଜାର ୭୯୬ କୁ ବୃଦ୍ଧି

ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଶେଷ । ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ଗତ ବର୍ଷ ଠାରୁ ବୃଦ୍ଧି ପାଇଛି । ଗତ ବର୍ଷ ଠାରୁ ଚଳିତ ବର୍ଷ ୬୭୩ ଟି ଅଧିକ ସଂଖ୍ୟକ ପକ୍ଷୀ ଭିତରକନିକାକୁ ଆସିଛନ୍ତି । ଚଳିତବର୍ଷ ୧୪ଶହ ୯ଟି ଗଛରେ ୨୭ ହଜାର୬୪୬ଟି ବସାରେ ଏହି ପକ୍ଷୀଙ୍କୁ ଗଣନା କରାଯାଇଛି । ୩

ଚଳିତ ମାସ ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି

ଚଳିତ ମାସ ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି । ବଡ଼ ସୂଚନା ଦେଲେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି, ଅନ୍ୟ ରାଜ୍ୟଗୁଡ଼ିକ ଭ୍ରମଣ କରିଛନ୍ତି ଅବକାରୀ ଅଧିକାରୀ । ଦୁଇ ରାଜ୍ୟକୁ ଗସ୍ତ କରି ଫେରିଛନ୍ତି ପ୍ରତିନିଧି ଦଳ । ଦିନେ , ଦୁଇଦିନ ଭିତରେ ମୁଖ୍ୟମନ୍ତ୍ରୀଙ୍କୁ

ଅନ୍ଧାର ରାତିରେ ଚାଲିଥିଲା କ୍ଷୀର ଅପମିଶ୍ରଣ, ମାଡିବସିଲା ପୋଲିସ

ଲୋକଙ୍କ ସ୍ବାସ୍ଥ୍ୟକୁ ଅଣଦେଖା । ଅନ୍ଧାର ରାତିରେ ଚାଲିଥିଲା କ୍ଷୀର ଅପମିଶ୍ରଣ |। ଗତକାଲି କଟକ ଜିଲ୍ଲା ଆଠଗଡ଼ରେ ଗୁରୁଡ଼ି ଝାଟିଆ ଆନା କୁଷ୍ପଙ୍ଗୀ ନିକଟ ହୋଟେଲ ପଛରେ ୟକ୍ଷୀର ଅପମିଶ୍ରିତ ଚାଲିଥିଲା । ଖବର ପାଇ ଚଢାଉ କରିଥିଲା ଗୁରୁଡିଝାଟିଆ ପୋଲିସ୍ । ଦୀର୍ଘ ଦିନ ଧରି ଅପମିଶ୍ରିତ

ବାଣୀଗୋଛାରେ ଗଡ଼ିଲା ସବୁଜରଥ, ସାମ୍ବାଦିକଙ୍କୁ ଡ଼ାକି ଉପେକ୍ଷା କଲେ ବନବିଭାଗ କର୍ମଚାରୀ

ଦଶପଲ୍ଲା : ଆଜି ସକାଳ ୧୦ ଘଟିକା ସମୟରେ ବାଣୀଗୋଛା ପଶ୍ଚିମ ବନ୍ୟପ୍ରାଣୀ ବନାଞ୍ଚଳ ତରଫରୁ ବନାଞ୍ଚଳ ଅଧିକାରୀ ସଂସାର ବର୍ଗିଆଙ୍କ ନେତୃତ୍ୱରେ ସବୁଜରଥ କାର୍ଯ୍ୟକ୍ରମର ଉଦ୍ଘାଟନ ହୋଇଥିଲା। ଏଥିରେ ବନପାଳ ରାଜ କୁମାର ଶତପଥୀ, ପୁଷ୍ପଲତା ପ୍ରଧାନ,ଗୋଲକ ବେହେରାଙ୍କ ସମେତ ସମସ୍ତ ବନକର୍ମଚାରୀ

ଭିଜିଲାନ୍ସ ଜାଲରେ ଜୁନିଅର ଆସିଷ୍ଟାଣ୍ଟ

ଭିଜିଲାନ୍ସ ଜାଲରେ ଜୁନିଅର ଆସିଷ୍ଟାଣ୍ଟ । କେନ୍ଦୁଝର ଜିଲ୍ଲା ଚମ୍ପୁଆ ସ୍ଥିତ ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲର ଜୁନିଅର ଆସିଷ୍ଟାଣ୍ଟ ରୂପଚାନ୍ଦ ନାୟକ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । ତାଙ୍କଠାରୁ ୩୦ ହଜାର ଟଙ୍କା ଜବତ ହୋଇଛି ।ଗତ ୩୧ ଜୁଲାଇ ୨୦୨୫ରେ ଅବସର

ଅଯୋଗ୍ୟ ଆବାସ ହିତାଧିକାରୀଙ୍କୁ ଧରିବ ଏଇ- ପଞ୍ଚାୟତିରାଜ ମନ୍ତ୍ରୀ

ଅଯୋଗ୍ୟ ଆବାସ ହିତାଧିକାରୀଙ୍କୁ ଧରିବ ଏଆଇ । ବ୍ୟବସ୍ଥାକୁ ସରଳିକରଣ କରି ଏଆଇ ଉପଯୋଗ କରି ବ୍ୟବସ୍ଥିତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ପୁଞ୍ଜିପତି ଘର ନେଇଥିଲେ ହେବ କାର୍ଯ୍ୟାନୁଷ୍ଠାନ । ଆବାସ କିମ୍ବା ଅନ୍ତୋଦ୍ୟାୟ ଯୋଜନାରେ ଘର ନେଇଥିଲେ ମଧ୍ୟ ଆକ୍ସନ ହେବ । ନଭେମ୍ବର ମାସରୁ ଆରମ୍ଭ

ଯୋଗ୍ୟ ହିତାଧିକାରୀ  ନିଶ୍ଚୟ ପାଇବେ ସୁଭଦ୍ରା ଟଙ୍କା

ସୁଭଦ୍ରା ଯୋଜନାକୁ ନେଇ ବୁଧବାର ପୁଣି ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଯୋଗ୍ୟ ହିତାଧିକାରୀ ନିଶ୍ଚିତ ସୁଭଦ୍ରା ଯୋଜନାର ସହାୟତା ରାଶି ପାଇବେ। ଆହୁରି କହିଛନ୍ତି, କାହିଁକି ବଞ୍ଚିତ ହେଲେ ତାହାର ତର୍ଜମା ଚାଲିଛି । ଯୋଗ୍ୟ ହୋଇଥିଲେ ଏକା ଥରକେ

 କ୍ରିକେଟର ପୃଥ୍ୱୀ ଶ’ଙ୍କ ଉପରେ ୧୦୦ ଟଙ୍କା ଜରିମାନା ଲଗାଇଲେ କୋର୍ଟ

ଭାରତୀୟ ଟିମରୁ ଗତ କିଛିଦିନ ହେଲାଣି ବାଦ୍ ପଡିଥିବା ଖେଳାଳି ପୃଥ୍ଵୀ ଶ’ ଖୁବ ଏବେ ଚର୍ଚ୍ଚାରେ ରହିଛନ୍ତି । ମୁମ୍ବାଇର ସେସନ କୋର୍ଟ ଟିମ୍ ଇଣ୍ଡିଆର ଯୁବ ଖେଳାଳି ପୃଥ୍ଵୀ ଶଙ୍କ ଉପରେ ୧୦୦ ଟଙ୍କା ଜରିମାନା ଲଗାଇଛନ୍ତି । କୋର୍ଟ ଏହି କାର୍ଯ୍ୟାନୁଷ୍ଠାନ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ସପନା

ଗୁରୁବାର ମହାପ୍ରଭୁଙ୍କ ବନକଲାଗି ନୀତି ।  ପାଞ୍ଚ ଘଣ୍ଟା ବନ୍ଦ ରହିବ ଦର୍ଶନ

ଗୁରୁବାର ମହାପ୍ରଭୁଙ୍କ ବନକଲାଗି ନୀତି । ପାଞ୍ଚ ଘଣ୍ଟା ବନ୍ଦ ରହିବ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ଗୁରୁବାର ଆଶ୍ୱିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି

ବିଭାଗୀୟ ସଚିବମାନଙ୍କ ପାଇଁ ନିର୍ଦ୍ଦେଶନାମା ଜାରି : ମୁଲତବି ପ୍ରଶ୍ନର ସଠିକ୍ ତଥ୍ୟ ରଖିବାକୁ ନିର୍ଦ୍ଦେଶ

ସେପ୍ଟେମ୍ବର ୧୮ରୁ ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବ ।ବିଭାଗୀୟ ସଚିବମାନଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି । ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ । ଚିଠିରେ କୁହାଯାଇଛି, ବିଧାନସଭାରେ ଉଠାଯାଇଥିବା ସମସ୍ତ ପ୍ରସଙ୍ଗର ଉତ୍ତର ସଠିକ୍ ଭାବେ ରଖିବେ

ଶ୍ରୀମନ୍ଦିର ଭିତରକୁ ଚପଲ ପିନ୍ଧି ପ୍ରବେଶ ପାଇଁ ଉଦ୍ୟମ, ଯାହାଙ୍କୁ ଅଟକ ରଖିଛି ପୁରୀ ପୋଲିସ ଓ ଜେଟିପି

ଚପଲପିନ୍ଧି ଶ୍ରୀମନ୍ଦିର ଭିତରେ ପ୍ରବେଶ ଉଦ୍ୟମ କଲେ ଭକ୍ତ । ରାଧାବଲ୍ଲଭ ମଠ ସମ୍ମୁଖ ଗେଟ୍ ଦେଇ ସିଧାସଳଖ ପ୍ରବେଶ କରୁଥିଲେ ।ସିଂହଦ୍ୱାର ଆଗେର ଯୁବକଙ୍କୁ ଅଟକାଇ ଥାନାକୁ ନେଲା ପୋଲିସ । ଚପଲ ପିନ୍ଧି ମନ୍ଦିରକୁ ନ ଯିବାକୁ ବାରଣ କରିବାରୁ ଜେଟିପିଙ୍କ ସହିତ ଯୁବକଙ୍କର ଯୁକ୍ତିତର୍କ ହୋଇଥିଲା

ଖାଦ୍ୟନଳୀରୁ ବାହାରିଲା ୨୩ ସେମିର ଦାନ୍ତକାଠି

ଏମ୍‌କେସିଜିରେ ବଡ଼ଡାକ୍ତରଖାନା ଇଏନ୍‌ଟି ବିଭାଗୀୟ ମୁଖ୍ୟ ଡା. ସଞ୍ଜିତ କୁମାର ମିଶ୍ରଙ୍କ ନେତୃତ୍ବରେ ଜଣେ ବୃଦ୍ଧଙ୍କ ଖାଦ୍ୟନଳୀ‌ରୁ ୨୩ ସେମିର ଏକ ଦାନ୍ତକାଠିକୁ ଅସ୍ତ୍ରୋପଚାର ଜରିଆରେ ବାହାର କରାଯାଇଛି। ଗଞ୍ଜାମଜିଲ୍ଲା ବେଲଗୁଣ୍ଠା ବ୍ଲକ୍‌ ନାଟଙ୍ଗା ଗ୍ରାମର କାମରାଜୁ ନାୟକ (୭୦) ଗତ