Browsing Category
ଆଜିର ଖବର
Asia Cup 2025: ନୂଆ ରୂପରେ ଟିମ୍ ଇଣ୍ଡିଆ
ଏସିଆ କପ ୨୦୨୫ରେ ଭାରତୀୟ ଦଳର ଜର୍ସିରେ କୌଣସି ପ୍ରାୟୋଜକ ରହିବ ନାହିଁ। ଅନଲାଇନ ଗେମିଂ କମ୍ପାନୀ ଡ୍ରିମ୧୧ ବିସିସିଆଇ ସହିତ ତାର ପ୍ରାୟୋଜକ ଚୁକ୍ତି ସମାପ୍ତ କରିଛି। ଭାରତୀୟ କ୍ରିକେଟ ଦଳ ତାର ଅଫିସିଆଲ ସୋସିଆଲ ମିଡିଆ ଆକାଉଣ୍ଟ ମାଧ୍ୟମରେ ଏସିଆ କପ ପାଇଁ ଟିମ ଇଣ୍ଡିଆର ନୂତନ ଜର୍ସି ଶେୟାର!-->…
ବାଲୁକା କଳାରେ ସୁସ୍ଥତା କାମନା କଲେ ସୁଦର୍ଶନ
ଓଡ଼ିଆ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଅସୁସ୍ଥ । ସୂଚନା ଅନୁସାରେ, ଲିଭର ଜନିତ ସମସ୍ୟା ଯୋଗୁଁ ଅସୁସ୍ଥ ହୋଇଥିବାରୁ ଅଭିଜିତଙ୍କୁ ପ୍ରଥମେ କଟକର ଏକ ଘରୋଇ ହସ୍ପିଟାଲରେ ପରେ ଏମ୍ସରେ ଭର୍ତ୍ତି କରାଯାଇଛି । ତେବେ ସେ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା!-->…
ଧରାପଡିଲା ଚୋର, ଲୁଟିନେଇଥିଲା ୧ କୋଟି ଟଙ୍କାର କଳସ
୨ ଦିନ ମଧ୍ୟରେ ଭଦ୍ର ଚୋରକୁ ଧରିଛି ଦିଲ୍ଲୀ ପୁଲିସ | ଦିଲ୍ଲୀରେ ଏକ କୋଟି ଟଙ୍କାର କଳସ ଚୋରି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତକୁ ପୁଲିସ ଆଜି ଗିରଫ କରିଛି | ବାସ୍ତବରେ କଳସ ଚୋରି ମାମଲା ସାମ୍ନାକୁ ଆସିବା ମାତ୍ରେ ପୁଲିସ ତୁରନ୍ତ ସକ୍ରିୟ ହୋଇପଡିଥିଲା |ଆଉ ୪୮ ଘଣ୍ଟା ମଧ୍ୟରେ ଚୋରକୁ!-->…
ଆଜିଠୁ ରାଜ୍ୟପାଳଙ୍କ ୪ ଦିନିଆ କୋରାପୁଟ ଓ ମାଲକାନଗିରି ଗସ୍ତ
ଆଜିଠୁ ରାଜ୍ୟପାଳଙ୍କ ୪ ଦିନିଆ କୋରାପୁଟ ଓ ମାଲକାନଗିରି ଗସ୍ତ । ଜୟପୁର ବିମାନ ବନ୍ଦରରେ ପହଞ୍ଚି ସିଧା କୋରାପୁଟ ଯିବେ । କୋରାପୁଟ କଫି ବୋର୍ଡ ଯିବେ ରାଜ୍ୟପାଳ । କଫି ଚାଷୀ ଓ ଅଧିକାରୀଙ୍କ ସହ ଆଲୋଚନା କରିବେ । ନାଲକୋ, ହାଲ ଅଧିକାରୀଙ୍କ ସହ ଆଲୋଚନା କରିବେ । କେନ୍ଦ୍ରୀୟ ବିଶ୍ୱ ବିଦ୍ୟାଳୟ!-->…
ଅନଧିକୃତ ଓ ଅବୈଧ ନିର୍ମାଣ ଉପରେ ଲାଗିବ ରୋକ୍
ଆଇନ ନିର୍ମାଣକୁ ନେଇ କଠୋର ହେଲା ନଗର ଉନ୍ନୟନ ବିଭାଗ । ବିଲଡିଂ ପ୍ଲାନ ଉଲ୍ଲଘଂନ କଲେ ହେବ କାର୍ଯ୍ୟାନୁଷ୍ଠାନ । ସୁପ୍ରିମକୋର୍ଟଙ୍କ ଉଦବେଗ ପରେ ନୂଆ ନିର୍ଦ୍ଦେଶାବଳୀ ଜାରି କରିଛି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ।ଏଣିକି କୋଠାବାଡ଼ି ପ୍ଲାନ୍ ଅନୁମୋଦନ ପୂର୍ବରୁ ବିଲ୍ଡର୍ସ କିମ୍ବା!-->…
ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବନି ବିଜେଡି
ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବନି ବିଜେଡି । ମତଦାନରୁ ବିରତ ରହିବ ବିଜୁ ଜନତା ଦଳ ।ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ । ଏନଡିଏରୁ ସିପି ରାଧାକ୍ରିଷ୍ଣନ ଓ ଇଣ୍ଡିଆ ମେଣ୍ଟରୁ ବି. ସୁଦର୍ଶନ ରେଡ୍ଡୀ ପ୍ରାର୍ଥୀ ଅଛନ୍ତି ।ଓଡ଼ିଶାରେ ଲୋକସଭାର ୨୦ ସାଂସଦ ବିଜେପିର।!-->…
ପରଲୋକରେ ପୂର୍ବତନ ମନ୍ତ୍ରୀ ରୋଜେନ୍ଦ୍ର ଢୋଲକିଆ
ପରଲୋକରେ ପୂର୍ବତନ ମନ୍ତ୍ରୀ ରୋଜେନ୍ଦ୍ର ଢୋଲକିଆ । ୬୯ ବର୍ଷ ବୟସରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ହୋଇଛି । ଚେନ୍ନାଇ ସ୍ଥିତ ଘରୋଇ ହସ୍ପିଟାଲରେ ସେ ଆଜି ଆଖି ବୁଝିଛନ୍ତି । ୪ ଥରର ବିଧାୟକ ହୋଇଛନ୍ତି ରାଜେନ୍ଦ୍ର ଡ଼ୋଲକିଆ । ୧୯୫୬ ମସିହାର ନଭେମ୍ବର ୨୦ ତାରିଖରେ!-->…
ସୁନ୍ଦରୀ ଯୁବତୀ କରୁଥିଲେ ଗଞ୍ଜେଇ ଚାଲାଣ
ଦାମୀ କାର୍…ଆଉ କାର୍ରେ ସୁନ୍ଦରୀ ଯୁବତୀ । ସାଥିରେ ଥିଲେ ଦୁଇ ଜଣ ଯୁବକ।ଏକାଠି କରୁଥିଲେ ଗଞ୍ଜେଇ ଚାଲାଣ ।ସୁବର୍ଣ୍ଣପୁର ଜିଲ୍ଲାରେ ଅପରେସନ ପ୍ରହାରକୁ ସଫଳତା । କାର୍ରେ ଗଞ୍ଜେଇ ଚୋରାଚାଲାଣ ବେଳେ ଧରିଲା ବିନିକା ପୁଲିସ । ଏକ କାରରେ ଗଞ୍ଜେଇ ଚାଲାଣ ହେଉଥିବା ନେଇ ବିଶ୍ବସ୍ତ ସୂତ୍ରରୁ!-->…
ଓଟିଇଟି ପରୀକ୍ଷା ପରିଚାଳନା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯିବ -ବୋର୍ଡ ସଭାପତି
ଦୁଇ ଦୁଇ ଥର ପରୀକ୍ଷା ସ୍ଥଗିତ ହେବା ପରେ ଏବେ ସେପ୍ଟେମ୍ବର ୨୭ରେ ହେବ ସ୍ପେଶାଲ୍ OTET ପରୀକ୍ଷା । ଦୁଇଟି ସିଟିଂରେ ହେବ ସ୍ପେଶାଲ୍ OTET ପରୀକ୍ଷା । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ପରୀକ୍ଷା ପରିଚାଳନା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯିବ।!-->…
ଆଜି ବାଣୀବିହାର କ୍ୟାମ୍ପସ୍ରୁ ବାହାରିବେ ଅଣଛାତ୍ର
ବାଣୀବିହାର ହଷ୍ଟେଲ ହେବ ଅଣଛାତ୍ର ମୁକ୍ତ। ହଷ୍ଟେଲ ଖାଲି କରିବ କମିଶନରେଟ ପୋଲିସ। ହଷ୍ଟେଲ ଖାଲି ପାଇଁ ଆରମ୍ଭ ହେଲା ପ୍ରସ୍ତୁତି। ବାଣୀବିହାର କ୍ୟାମ୍ପସରେ ଚାପା ଉତ୍ତେଜନା । ବରିଷ୍ଠ ପୋଲିସ ଅଧିକାରୀଙ୍କ ସମେତ ୧୦ ପ୍ଲାଟୁନ ଫୋର୍ସ ମୁତୟନ । ଦିନ ୧୦.୩୦ମିନିଟ୍ ପରଠୁ ବିଭିନ୍ନ ହଷ୍ଟେଲରେ!-->…
୧୦ ଟଙ୍କା ବସ୍ ଭଡ଼ା ଦେଲେନି ବୋଲି ଦୁଇ ନାବାଳକ ଭାଇଙ୍କୁ ୨୫ କିଲୋମିଟର ବୁଲାଇଲା ଲକ୍ଷ୍ମୀ ବସ୍
ମାନବିକତା ଭୁଲିଗଲେ ବସ୍ କଣ୍ଡକ୍ଟର । ୧୦ ଟଙ୍କା ଭଡା ଦେଲେନି ବୋଲି ଦୁଇ ନାବାଳକ ଭାଇଙ୍କୁ ୨୫ କିଲୋମିଟର ବୁଲାଇଲା ଲକ୍ଷ୍ମୀ ବସ୍ । ୨ ଘଣ୍ଟା ପରେ ବସକୁ ଅଟକାଇ ଦୁଇ ଭାଇଙ୍କୁ ଉଦ୍ଧାର କଲେ ପରିବାରବର୍ଗ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ବେତନଟୀ ବ୍ଲକର ବୈଶିଙ୍ଗା ବଜାରରେ ।!-->…
ନୂଆଦିଲ୍ଲୀ ଗସ୍ତରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ସୋମବାର ପୁଣି ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇଥିବାବେଳେ ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ତେଣେ ଗତକାଲିଠାରୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ନୂଆଦିଲ୍ଲୀରେ ଅଛନ୍ତି।କେନ୍ଦ୍ରୀୟ!-->…